Latest Odisha News

BREAKING NEWS

Browsing Category

ଓଡିଶା

Odisha

ମଣ୍ଡପରୁ ଲୁଟି ନେଲେ ସୁନା ଅଳଙ୍କାର

ଯାଜପୁର: ମଣ୍ଡପରୁ ଲୁଟିନେଲେ । ମଣ୍ଡପରେ ମା’ ଦୁର୍ଗାଙ୍କର ସୁନା ଓ ରୂପା ସଜ୍ଜିତ ପ୍ରତିମୂର୍ତ୍ତି ଝଲସୁଥିବା ବେଳେ ଏବେ ଯାଜପୁରରୁ ଆସିଛି ମଣ୍ଡପରୁ ଲୁଟେରା ଆତଙ୍କ। ପୂଜା ମଣ୍ଡପରୁ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର ଲୁଟ୍ କରିଛନ୍ତି ଦୁର୍ବୃତ୍ତ । ଯାଜପୁର କୋରେଇ ଥାନା…

ବିରାଜିତ ମା’ ଦଶଭୁଜା: ମଣ୍ଡପେ ମହାନବମୀ ବେଳେ ଶକ୍ତିପୀଠରେ ଆଜି ଘଟ ବିସର୍ଜନ

ଭୁବନେଶ୍ୱର: ମଣ୍ଡପରେ ଆବିର୍ଭୂତ ଜଗତ ଜନନୀ ମାଆ ଦୁର୍ଗା।ଆଜି ମହାମାୟାଙ୍କ ମହାନବମୀ ପୂଜା । ମଣ୍ଡପରେ ମା’ଙ୍କର ମହାନବମୀ ପୂଜା ଚାଲିଥିବା ବେଳେ ବିଭିନ୍ନ ଶକ୍ତିପୀଠରେ ଚାଲିଛି ମାଆଙ୍କର ମହାଦଶମୀ ପୂଜା । ଭକ୍ତିମୟ ପରିବେଶ ସାଙ୍ଗକୁ ଚଣ୍ଡିପାଠରେ କମ୍ପୁଛି ପୁରା ପରିବେଶ । ଷୋଡ଼ଶ ଉପଚାରରେ…

ପୂଜା ପେଣ୍ଡାଲ ପଲିଟିକ୍ସ: ମୋହନ Vs ନବୀନ

ଭୁବନେଶ୍ୱର: ପୂଜାରେ ଜମିଲା ରାଜନୀତିର ରଙ୍ଗ। ମାଆଙ୍କ ଶରଣରେ ଉଭୟ ଶାସକ ଓ ବିରୋଧୀ। ଦେବୀଙ୍କ ଦର୍ଶନ କରି ନେଲେ ଆଶୀର୍ବାଦ। ଶକ୍ତି ସ୍ବରୂପିଣୀଙ୍କୁ ଆରାଧନା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଓ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ଶାରଦୀୟ ଦୁର୍ଗାପୂଜାରେ ସାରା ରାଜ୍ୟ ଉତ୍ସବମୁଖର…

ଦୋଳିରୁ ପଡି ଦମ୍ପତିଙ୍କ ସହ ନାବାଳକ ଗୁରୁତର

ରାଉରକେଲା: ରାଉରକେଲାର ଟେଲିଫୋନ ଭବନରେ ଶୁକ୍ରବାର ଦିନ ଅଘଟଣ ଘଟିଛି। ଦୋଳିରୁ ପଡି ଜଣେ ବ୍ୟକ୍ତି, ତାଙ୍କ ପତ୍ନୀ ଏବଂ ନାବାଳକ ପୁଅ ଗୁରୁତର ଆହତ ହୋଇଛନ୍ତି। ପରିବାରର ତିନିଜଣ ସଦସ୍ୟଙ୍କୁ ଇସ୍ପାତ୍ ଜେନେରାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସୂଚନାନୁସାରେ, ରାଉରକେଲାସ୍ଥିତ…

ପାଞ୍ଜିରେ ପୁଣି ତ୍ରୁଟି, ଅଭିଯୋଗ ଆଣିଲେ ପାଞ୍ଜି ସମୀକ୍ଷକ 

ପୁରୀ: ପୁଣି ପାଞ୍ଜିରେ ତ୍ରୁଟି ଅଭିଯୋଗ ଆଣିଲେ ପାଞ୍ଜି ସମୀକ୍ଷକ। ମୁକ୍ତିମଣ୍ଡପ ପଣ୍ଡିତ ସଭା ସ୍ୱୀକୃତ ପାଞ୍ଜିରେ ଏଭଳି ତ୍ରୁଟି ରହିଥିବା ଅଭିଯୋଗ ଆଣିଛନ୍ତି ପାଞ୍ଜି ସମୀକ୍ଷକ। ଏଥର ସୋମନାଥ ବ୍ରତ ଓ କାର୍ତ୍ତିକ ମାସ ଆରମ୍ଭକୁ ନେଇ ପାଞ୍ଜିରେ ଦ୍ବନ୍ଦ୍ୱ ରହିଛି।ପଣ୍ଡିତ ସଭା ସ୍ବୀକୃତ…

ଆରମ୍ଭ ପୂର୍ବରୁ ବିବାଦ: ଚେତାବନୀ ଦେଲାଣି ବାଲିଯାତ୍ରା ମିଳିତ ମଞ୍ଚ

କଟକ: ଆଉ ମାତ୍ର ଦିନ କେଇଟା। ଆରମ୍ଭ ହେବ ଐତିହାସିକ କଟକ ବାଲିଯାତ୍ରା। ବାଲିଯାତ୍ରା ଆରମ୍ଭ ପୂର୍ବରୁ ହିଁ ମୁଣ୍ଡ ଟେକିଲାନି ବିବାଦ। ବିଭିନ୍ନ ଦାବି ରଖି ପ୍ରଶାସନଙ୍କୁ ଚେତାବନୀ ଦେଲାଣି ବାଲିଯାତ୍ରା ମିଳିତ ମଞ୍ଚ। ଏନେଇ ସାମ୍ବାଦିକ ସମ୍ମିଳନୀ କରି ଚେତାଇ ଦେଇଛି ବାଲିଯାତ୍ରା ମିଳିତ…

ସରିଲା ଛତର ଯାତ୍ରା: ଏଥର ମା’ଙ୍କୁ ୧୦ ହଜାର ବଳି

ଭବାନୀପାଟଣା: ସଂପନ୍ନ ହେଲା ମାଆ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା। ଜେନାଖାଲରୁ ଛତର ବାହାରି ଦିନ ୧୨ଟାରେ ମନ୍ଦିରରେ ପହଞ୍ଚିଥିଲା। ତେବେ ଏଥର ପାଖାପାଖି ୧୦ ହଜାରରୁ ଊର୍ଦ୍ଧ୍ବ ପଶୁବଳି ଦିଆଯାଇଥିବା ସୂଚନା ମିଳିଛି। କଳାହାଣ୍ଡିରେ ଶାରଦୀୟ ଦଶହରା କହିଲେ ଇଷ୍ଟଦେବୀ ମା…

ମା’ ଦୁର୍ଗାଙ୍କ ଶରଣରେ ମୋହନ, ନବୀନ

ଭୁବନେଶ୍ୱର: ଶାରଦୀୟ ଦୁର୍ଗାପୂଜାରେ ଜମୁଛି ପୂଜା ବଜାର। ଏହାରି ଭିତରେ ଆଜି ମହାଅଷ୍ଟମୀରେ ଭୁବନେଶ୍ଵରରେ ପୂଜା ମଣ୍ଡପ ବୁଲି ଦେଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଆଜି ଭୁବନେଶ୍ଵରର ଓଲ୍ଡ ଟାଉନ ସ୍ଥିତ ପାଟଣା ସାହି ପୂଜା ପେଣ୍ଡାଲ ବୁଲି ଦେଖିଛନ୍ତି। ଏହାପରେ ରସୁଲଗଡ, ନୟାପଲ୍ଲୀ,…

୨ ଦିନିଆ ଓଡିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି 

ପୁରୀ: ଆସନ୍ତା ୨୩ ତାରିଖରେ ୨ ଦୁନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଗୋପବନ୍ଧୁ ଆୟୁର୍ବେଦ ମହାବିଦ୍ୟାଳୟର ହୀରକ ଜୟନ୍ତୀ ଉତ୍ସବରେ ଯୋଗ ଦେବା ପାଇଁ କାର୍ଯ୍ୟକ୍ରମ ରହିଛି। ତେବେ ଆସନ୍ତା ୨୩ରେ ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି । ସେଦିନ ମୟୂରଭଞ୍ଜରେ ଘରେ…

ଭାଇ ଜିଉନ୍ତିଆ ପର୍ବ: ବ୍ରତ ରଖନ୍ତି ଦୁର୍ଗତନାଶିନୀ ମା’ ଦୁର୍ଗା

ସୁବର୍ଣ୍ଣପୁର: ଆଜି ଭାଇ ଜିଉନ୍ତିଆ ଓଷା। ପଶ୍ଚିମ ଓଡ଼ିଶାର ଅନେକ ପର୍ବ ମଧ୍ୟରୁ ଆଉ ଏକ ମହାନ ପର୍ବ ହେଉଛି ଏହି ଓଷା । ଭାଇର ମଙ୍ଗଳ ପାଇଁ ଉପବାସ କରି ମା’ ଦୁର୍ଗାଙ୍କ ଠାରେ ପୂଜାର୍ଚ୍ଚନା କରିଥାନ୍ତି ଭଉଣୀ ମାନେ । ଭାଇ ଭଉଣୀର ପବିତ୍ର ସଂପର୍କ ଭିତରେ ଭଉଣୀର ରକ୍ଷା କବଚ ପାଲଟିଥାଏ ଭାଇ ।…