Latest Odisha News

BREAKING NEWS

Browsing Category

ଓଡିଶା

Odisha

ରାଜଧାନୀରେ ପର୍ଯ୍ୟଟକଙ୍କ ମନମୋହୁଛି ଦୁବାଇର ମିରାକଲ୍ ଗାର୍ଡେନ

ଭୁବନେଶ୍ଵର: ମଣ୍ଡପେ ବିରାଜମାନ କରିଛି ମାଆ ଦୁର୍ଗା। ଏଥିପାଇଁ ଚଳଚଞ୍ଚଳ ରାଜଧାନୀ ଭୁବନେଶ୍ୱରରୁ ପୁରପଲ୍ଲୀର କୋଣ ଅନୁକୋଣ । ଆଜି ଶାରଦୀୟ ଦୁର୍ଗାପୂଜାରେ ପୀଠରେ ମହାନବମୀ ଚାଲିଥିବା ବେଳେ ମଣ୍ଡପମାନଙ୍କରେ ମୁଣ୍ମୟୀ ଦେବୀ ପ୍ରତିମାଙ୍କର ମହାଷ୍ଟମୀ ଚାଲିଛି । ବେଦମନ୍ତ୍ରରେ ପ୍ରକମ୍ପିତ ହେଇଛି…

ନିଶାସକ୍ତ ପ୍ରଧାନ ଶିକ୍ଷକଙ୍କୁ କାରଣ ଦର୍ଶାଅ ନୋଟିସ ଜାରି

ଯାଜପୁର: ଯାଜପୁର ଜିଲ୍ଲାର ଏକ ସରକାରୀ ବିଦ୍ୟାଳୟର ପ୍ରଧାନଶିକ୍ଷକଙ୍କୁ ଡ୍ୟୁଟିରେ ନିଶାସକ୍ତ ଭାବେ କାର୍ଯ୍ୟ କରିବା ନେଇ କାରଣ ଦର୍ଶାଅ ନୋଟିସ୍ ଜାରି କରାଯାଇଛି। ଖବର ଅନୁଯାୟୀ, ଧର୍ମଶାଳାର ଏକ ପ୍ରାଥମିକ ବିଦ୍ୟାଳୟର ପ୍ରଧାନଶିକ୍ଷକଙ୍କୁ ନୋଟିସ ଜାରି କରାଯାଇଛି। ବିଦ୍ୟାଳୟ ପରିଚାଳନା…

ଏଣିକି ଦେବାକୁ ପଡ଼ିବନି ପେଣ୍ଡାଲ ଭଡ଼ା

ଭୁବନେଶ୍ଵର:ଏଣିକି ଆଉ ଦେବାକୁ ପଡ଼ିବନି ଭଡ଼ା। ନିଶୁଳ୍କ ହେଲା ପୂଜା ପେଣ୍ଡାଲ। ରାଜ୍ୟବ୍ୟାପୀ ସବୁ ଦୁର୍ଗା ପୂଜା ପେଣ୍ଡାଲର ଭଡ଼ା ଛାଡ଼ କରାଯାଇଛି। ଭୁବନେଶ୍ବର ସମେତ ରାଜ୍ୟର ସବୁ ପୂଜା ପେଣ୍ଡାଲର ଭଡ଼ା ଛାଡ଼ ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ନିଷ୍ପତ୍ତି ନେଇଥିବା ସୂଚନା ମିଳିଛି। ଫଳରେ…

ଆଦିବାସୀଙ୍କ ଆଶା, ବିଶ୍ୱାସ ଓ ସଂସ୍କୃତିର ପ୍ରତୀକ ଛତର ଯାତ୍ରା, ପୂଜା ପାଇବେ ଧରଣୀ ପେନୁ

କଳାହାଣ୍ଡି: ଓଡ଼ିଶାର ସଂସ୍କୃତି ଓ ପରମ୍ପରା ବହୁତ୍ ପୁରୁଣା ଓ ଗଭୀର। ଏହାର ଅନେକ କିମ୍ବଦନ୍ତୀ ରହିଛି, ଯାହାକି ଦେଶର କୋଣ ଅନୁକୋଣରୁ ଅନେକ ଲୋକଙ୍କୁ ଏହାର କଳା, କୀର୍ତ୍ତି ଓ ସଂସ୍କୃତି ପ୍ରତି ଆକର୍ଷିତ କରିଥାଏ। ୧୨ ମାସରେ ତେର ପର୍ବ ପୁଣି ଆୟୋଜନ ହୁଏ ଅନେକ ଯାନିଯାତ୍ରା। କଳାହାଣ୍ଡି…

ପୋଲସରାର ପୂର୍ବତନ ବିଧାୟକ ତଥା ବିଜେପି ନେତା ନିରଞ୍ଜନ ପ୍ରଧାନଙ୍କ ପରଲୋକ

ଭୁବନେଶ୍ଵର: ପରଲୋକରେ ପୋଲସରାର ପୂର୍ବତନ ବିଧାୟକ ତଥା ବିଜେପି ନେତା ନିରଞ୍ଜନ ପ୍ରଧାନ । ଭୁବନେଶ୍ୱରର ଏକ ଘରୋଇ ମେଡିକାଲରେ ଦେହାନ୍ତ ହୋଇଥିବା ନେଇ ସୂଚନା ମିଳିଛି । ୨୦୦୪ରୁ ୨୦୧୪ ପୋଲସରା ନିର୍ବାଚନ ମଣ୍ଡଳୀରେ ବିଜେଡି ବିଧାୟକ ଥିଲେ ନିରଞ୍ଜନ ପ୍ରଧାନ । ଦୀର୍ଘ ଦିନ ହେବ ସେ ଅସୁସ୍ଥ…

ସଜେଇ ହୋଇଛି ଟ୍ଵିନ୍ ସିଟି: ସୁନାଚାନ୍ଦି ମେଢରେ ଝଟକୁଛନ୍ତି ମା’

ଭୁବନେଶ୍ଵର: ପାର୍ବଣ ପାଇଁ ଉତ୍ସବ ମୁଖର ସାରା ରାଜ୍ୟ। ଧରାପୃଷ୍ଠରେ ଅବତରଣ କରିଛନ୍ତି ଜଗଦଜନନୀ। ମା’ଙ୍କ ଆଗମନରେ ଭକ୍ତିମୟ ପରିବେଶ। ପୀଠ ହେଉ କି ମଣ୍ଡପ ସବୁଠି ଭିଡ଼। ମହାମାୟାଙ୍କ ମହାନବମୀ ପୂଜା ପାଇଁ ଚଳଚଞ୍ଚଳ ରାଜ୍ୟର ସବୁ ଶକ୍ତିପୀଠ। ସେପଟେ ପୂଜା ମଣ୍ଡପରେ ଚାଲିଛି ଦେବୀ ଦଶଭୁଜାଙ୍କ…

ପୀଠେ ବିରାଜିତ ମା’: ଆଜି ମହାନବମୀ, ମଣ୍ଡପରେ ମହା ଅଷ୍ଟମୀ

ଭୁବନେଶ୍ଵର: ଭକ୍ତଙ୍କ ଗହଣରେ ଜଗତଜନନୀ ମା । ଚାଲିଛି ପୂଜାର୍ଚ୍ଚନା.ହୋମଯଜ୍ଞ । ଘଣ୍ଟ, ଶଙ୍ଖ ହୁଳ ହୁଳି ଧ୍ୱନିରେ ପ୍ରକମ୍ପିତ ହେଉଛି ପରିବେଶ । ସବୁଠି ଭକ୍ତ ଓ ଭଗବାନଙ୍କ ମିଳନର ଅପୂର୍ବ ଦୃଶ୍ୟ ଦେଖିବାକୁ ମଳୁଛି । ଆଜି ମଣ୍ଡପରେ ମା’ଙ୍କର ମହା ଅଷ୍ଟମୀ ପୂଜା ଚାଲିଥିବା ବେଳେ ପୀଠରେ ଚାଲିଛି…

‘ଭଡାରେ ଲାଗିଥିବା ରାଜୀବ ଆବାସ ଯୋଜନା ଘର ଲାଇସେନ୍ସ ହେବ ବାତିଲ’

ଭୁବନେଶ୍ୱର: ଦୀର୍ଘ ଦିନ ଧରି ରାଜୀବ ଆବାସ ଯୋଜନରେ ନିଜ ଘର ଥିବା ସତ୍ତ୍ବେ ନିଜକୁ ଭୂମିହୀନ, ଗୃହହୀନ ଓ ଗରିବ କହିବା ପଡିଲା ମହଙ୍ଗା । ୨୫୦ ବେଆଇନ ହିତାଧିକାରୀଙ୍କୁ ଠାବ କରିଛି ବିଏମସିର ଏକାଧିକ ଟିମ୍ । ରାଜଧାନୀର ୮ଟି ସ୍ଥାନରେ ରେଡ୍ କରି ଏମାନଙ୍କୁ ଚିହ୍ନଟ କରିଛି ଏହି ଟିମ୍ । ତେଣୁ…

ଆନ୍ଧ୍ର ସରକାରଙ୍କୁ ଜମି ପଟ୍ଟା ଦାବି; ଧାରଣାରେ ବସିଲେ କୋଟିଆ ଲୋକେ

ପଟ୍ଟାଙ୍ଗୀ: ଜଙ୍ଗଲଜମି ପଟ୍ଟା ପ୍ରଦାନ ଦାବି କରି ପଡୋଶୀ ରାଜ୍ୟ ଆନ୍ଧ୍ରପ୍ରଦେଶ ତହସିଲ କାର୍ଯ୍ୟାଳୟ ସମ୍ମୁଖରେ ଧାରଣାରେ ବସିଲେ କୋରାପୁଟ ଜିଲ୍ଲା ପଟ୍ଟାଙ୍ଗୀ ବ୍ଲକ ଅଧିନରେ ରହିଥିବା କୋଟିଆ ପଞ୍ଚାୟତର ଗଞ୍ଜେଇ ପଦର ଗ୍ରାମବାସୀ । ଓଡ଼ିଶା ସରକାରଙ୍କ ପକ୍ଷରୁ ଯାହା କିଛି ସହାୟତା…

ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ ବିଧାୟକ ପ୍ରକାଶ ବେହେରା

ଭୁବନେଶ୍ବର: ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ ବିଧାୟକ ପ୍ରକାଶ ବେହେରା । ସେ ତାଙ୍କର ଇସ୍ତଫା ପତ୍ର ଦଳର ସଭାପତି ନବୀନ ପଟ୍ଟନାୟକଙ୍କ ନିକଟକୁ ପଠାଇଛନ୍ତି । ଗତ ନିର୍ବାଚନରେ ବିଜେପିରୁ ଇସ୍ତଫା ଦେଇ ବିଜେଡିରେ ଯୋଗ ଦେଇଥିଲେ । ଗତ ନିର୍ବାଚନରେ କଟକ-ବାରବାଟୀରୁ ସେ ପ୍ରାର୍ଥୀ ହୋଇଥିଲେ…