Latest Odisha News

BREAKING NEWS

Browsing Category

ଓଡିଶା

Odisha

୪ ଆଇଏଏସ ଅଫିସରଙ୍କୁ ନୂଆ ପଦବୀକୁ ବଦଳି କଲେ ରାଜ୍ୟ ସରକାର

ଭୁବନେଶ୍ୱର: ଓଡ଼ିଶା ସରକାର ୪ ଜଣ ଆଇଏଏସ୍ ଅଫିସରଙ୍କୁ ନୂଆ ଦାୟିତ୍ୱରେ ଅବସ୍ଥାପିତ କରିଛନ୍ତି। ପୂର୍ବରୁ ପୁରୀ ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନର ଅତିରିକ୍ତ ମୁଖ୍ୟ ପ୍ରଶାସକ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଦାୟିତ୍ୱରେ ଥିବା ସାମନ୍ତ ବର୍ମାଙ୍କୁ ପୂର୍ତ୍ତ ବିଭାଗର ଅତିରିକ୍ତ ସଚିବ ଭାବେ…

ରାୟଗଡ଼ା ଆସନକୁ ନେଇ ଉତ୍ତେଜନା, ବିଜୁ ଜନତା ଦଳରେ ଟିକେଟ କଂଦଳ

ରାୟଗଡ଼ା: ରାୟଗଡ଼ା ଜିଲ୍ଲା ବିଜୁ ଜନତା ଦଳରେ ଟିକେଟ କଂଦଳ। ବିଜେଡ଼ିରୁ ଟିକେଟ ହାତେଇ ଥିବା ଅନୁସୂୟା ମାଝୀଙ୍କୁ ନେଇ ବିବାଦୀୟ ସ୍ଥିତି। ଜିଲ୍ଲା ସଭାପତି ସୁଧୀର ଦାସଙ୍କ ସ୍ଥାନରେ ଏନ ଭାସ୍କର ରାଓ ହେଲେ ଜିଲ୍ଲା ସଭାପତି। ସୁଧୀର ଦାସ ହେଲେ ରାଜ୍ୟ ବିଜୁ ଜନତା ଦଳର ରାଜ୍ୟ ସାଧାରଣ ସମ୍ପାଦକ…

ବିଜେଡ଼ିରେ ଯୋଗଦେଲେ ଦଶପଲ୍ଲା ସ୍ୱାଭିମାନ ମଞ୍ଚର ସଭାପତି ଶ୍ରୀହରି ନାୟକ

ଭୁବନେଶ୍ୱର: ନୟାଗଡ଼ ଜିଲ୍ଲା ଅନ୍ତର୍ଗତ ଦଶପଲ୍ଲା ନିର୍ବାଚନମଣ୍ଡଳୀର ଦଶପଲ୍ଲା ସ୍ୱାଭିମାନ ମଞ୍ଚର ସଭାପତି ତଥା ସାମାଜିକ କର୍ମୀ ଶ୍ରୀହରି ନାୟକଙ୍କ ସମେତ ଶତାଧିକ ବିଜେପି ଏବଂ କଂଗ୍ରେସ କର୍ମକର୍ତ୍ତା ଓ ନିର୍ବାଚିତ ପ୍ରତିନିଧି ଆଜି ଶଙ୍ଖଭବନ ଠାରେ ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରା ଓ…

ଖୋର୍ଦ୍ଧା ଜିଲ୍ଲାରେ ସକାଳ ୬ଟା ୩୦ରୁ ୧୦ଟା ୩୦ ଯାଏଁ ଚାଲିବ ସମସ୍ତ ସ୍କୁଲ ଓ ଅଙ୍ଗନବାଡ଼ି କେନ୍ଦ୍ର

ଖୋର୍ଦ୍ଧା: ରାଜ୍ୟରେ ପ୍ରଚଣ୍ଡ ଖରା ପାଇଁ ବଦଳିଲା ଅଙ୍ଗନବାଡ଼ି ସମୟ । ଆଜି ଭୁବନେଶ୍ୱରରେ ତାପମାତ୍ରା ୪୩.୨ ଡିଗ୍ରୀ ପାର କରିଛି। ଅସହ୍ୟ ଗୁଳୁଗୁଳି ସାଙ୍ଗକୁ ଗରମ ଜନଜୀବନକୁ ଅସ୍ତବ୍ୟସ୍ତ କରିଛି। ଏହି ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ଖୋର୍ଦ୍ଧା ଜିଲ୍ଲାର ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ…

ସମ୍ ଅଲଟିମେଟ ସିଇଓଙ୍କୁ ‘ଉତ୍କଳ ପ୍ରତିଭା ସମ୍ମାନ’ ପୁରସ୍କାର

ଭୁବନେଶ୍ବର : ଉତ୍କଳ ଦିବସ ଅବସରରେ ସମ୍ ଅଲ୍ଟିମେଟ୍ ମେଡିକେୟାରର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ଡ. ଶ୍ବେତପଦ୍ମା ଦାସଙ୍କୁ ସମ୍ମାନଜନକ 'ଉତ୍କଳ ପ୍ରତିଭା ସମ୍ମାନ'ରେ ସମ୍ମାନିତ କରାଯାଇଛି। ପୁରସ୍କାର ସମାରୋହ ଆୟୋଜନ କରିଥିବା ଉତ୍କଳ ପ୍ରତିଭା ଫାଉଣ୍ଡେସନ ପକ୍ଷରୁ ସ୍ୱାସ୍ଥ୍ୟ ସେବା…

ବିଜେପିରେ ଯୋଗ ଦେଲେ ରମେଶ ସାଏ, ଗତକାଲି ଛାଡିଥିଲେ ବିଜେଡ଼ି

ଅନୁଗୁଳ: ଆଠମଲ୍ଲିକ ବିଧାୟକ ରମେଶ ସାଏ ଦଳ ଛାଡ଼ିଛନ୍ତି । ଗତକାଲି ଦଳ ଛାଡିବା ପରେ ଆଜି ସେ ବିଜେପିରେ ଯୋଗ ଦେଇଛନ୍ତି । ଆଜି କତଡା ଠାରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଉପସ୍ଥିତିରେ ସେ ଆଉ ତାଙ୍କର ଶତାଧିକ ସମର୍ଥକ ବିଜେପିରେ ଯୋଗ ଦେଇଛନ୍ତି । ସୂଚନା ଅନୁସାରେ ପ୍ରଶାସନିକ…

ଟାଟୁ ଦେଲା ପ୍ରମାଣ: ବ୍ୟବସାୟୀଙ୍କଠାରୁ ୧୧ ଲକ୍ଷ ଟଙ୍କା ଲୁଟ୍ ଘଟଣାରେ ୪ ଜଣଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର: ସ୍ଥାନୀୟ ବ୍ୟବସାୟୀଙ୍କଠାରୁ ୧୧ ଲକ୍ଷ ଟଙ୍କା ଚୋରି ଘଟଣାରେ ସଂପୃକ୍ତ ୪ ଜଣଙ୍କୁ କମିସନରେଟ୍ ପୁଲିସ ଗିରଫ କରିଛି। ଏହି ଅଭିଯୁକ୍ତ ଗିରଫ ହୋଇଛନ୍ତି ଲୁଟର ଶିକାର ହୋଇଥିବା ବ୍ୟକ୍ତି ଦେଇଥିବା ସୁରାକକୁ। ସେ କହିଥିଲେ ଲୁଟେରାଙ୍କୁ ଜାଣିନାହାନ୍ତି। କିନ୍ତୁ ଜଣଙ୍କ ହାତରେ ଟାଟୁ…

“ଓଡ଼ିଶା ଏକମାତ୍ର ରାଜ୍ୟ ଯେଉଁଠି ପ୍ରଶାସନିକ ଅଧିକାରୀମାନେ ଶାସକ ଦଳର କର୍ମୀ ସାଜି ନିର୍ବାଚନ ପ୍ରଚାର…

ଭୁବନେଶ୍ୱର: ଓଡିଶା ବୋଧହୁଏ ଏକମାତ୍ର ରାଜ୍ୟ ଯେଉଁଠି ପ୍ରଶାସନିକ ଅଧିକାରୀମାନେ ଶାସକ ଦଳର ଗୁଣ୍ଡାଭଳି କାର୍ଯ୍ୟ କରିବା ସହ କର୍ମୀ ସାଜି ନିର୍ବାଚନ ପ୍ରଚାର ମଧ୍ୟ କରନ୍ତି । ନିର୍ବାଚନ ଆସିଲେ ବିଜୁ ଜନତା ଦଳ ସରକାରୀ କର୍ମଚାରୀମାନଙ୍କୁ ନିଜର କର୍ମୀ ଭଳି ବ୍ୟବହାର କରେ । ଯାହାର ନମୁନା ବିଗତ…

ତୃତୀୟ ପର୍ଯାୟ ପ୍ରାର୍ଥୀ ଘୋଷଣା କଲା ବିଜେଡି, ନୂଆ ଚେହେରାକୁ ଗୁରୁତ୍ବ

ଭୁବନେଶ୍ୱର: ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୨୦୨୪ ବିଧାନସଭା ନିର୍ବାଚନ ପାଇଁ ତୃତୀୟ ପ୍ରାର୍ଥୀ ତାଲିକା ଘୋଷଣା କରିଛନ୍ତି। ଏହି ତାଲିକାରେ ରେଙ୍ଗାଲି ବିଧାନସଭା ଆସନ ପାଇଁ ସୁଦର୍ଶନ ହରିପାଲଙ୍କୁ ପ୍ରାର୍ଥୀ କରାଯାଇଛି। ରାଉରକେଲା ପାଇଁ ସାରଦା ପ୍ରସାଦ ନାୟକ,…