Latest Odisha News

BREAKING NEWS

Browsing Category

ଓଡିଶା

Odisha

Cold Wave: ଜାଡ଼ର ମାଡ଼ରେ ଅସ୍ତବ୍ୟସ୍ତ ଓଡ଼ିଶା, ଆଜି ଘନ କୁହୁଡି ନେଇ ୧୮ ଜିଲ୍ଲାକୁ ସତର୍କ ଘଣ୍ଟି

ଭୁବନେଶ୍ବର: ସାରା ରାଜ୍ୟରେ ଏବେ ପାରଦ ତଳ ମୁହାଁ ହୋଇଥିବା ବେଳେ, ଶୀତ ସାଙ୍ଗକୁ କୁହୁଡ଼ିରେ କଲବଲ ହେଉଛନ୍ତି ରାଜ୍ୟବାସୀ । ଲୋକେ ସକାଳୁ ଘରୁ ବାହାରି ପାରୁ ନାହାନ୍ତି । ସକାଳୁ ସକାଳୁ ବିଭିନ୍ନ ସ୍ଥାନରେ ନିଆଁ ଜାଳି ତା ପାଖରେ ବସି ରହୁଛନ୍ତି ଲୋକେ । ତେବେ ଆଜି ପାଇଁ ଘନ କୁହୁଡି ନେଇ ୧୮…

ମହିଳା ଅସଦାଚରଣରେ ଓଡିଶା ଏକ ନମ୍ବର: ବିଜେଡି

ଭୁବନେଶ୍ୱର: ବ୍ରହ୍ମଗିରି ନିର୍ବାଚନ ମଣ୍ଡଳୀରେ ଜଣେ ଦିବ୍ୟାଙ୍ଗ ମହିଳାଙ୍କୁ ଘରେ ପଶି ଦୁଷ୍କର୍ମ କରିବା ଘଟଣା ଅତ୍ୟନ୍ତ ନିନ୍ଦନୀୟ ଓ ଲଜ୍ଜାଜନକ ବୋଲି ବିଜୁ ଜନତା ଦଳ କହିଛି । ଶନିବାର ଶଙ୍ଖ ଭବନଠାରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ବିଜେଡିର ଉପସଭାପତି ସଂଜୟ ଦାସବର୍ମା, ଡବଲ ଇଂଜିନ…

୨୦୩୦ ସୁଦ୍ଧା ଭୁବନେଶ୍ୱର,ପୁରୀରେ ରେଳ ଚଳାଚଳ କ୍ଷମତା ହେବ ଦ୍ୱିଗୁଣ

ଭୁବନେଶ୍ବର: ଆମେ କୋଚିଂ ଟର୍ମିନାଲଗୁଡ଼ିକର ସମ୍ପ୍ରସାରଣ କରୁଛୁ, ବର୍ଦ୍ଧିତ ଯାତ୍ରୀ ଚାହିଦା ପୂରଣ କରିବା ଏବଂ ଭିଡ଼ ହ୍ରାସ କରିବା ପାଇଁ ବିଭିନ୍ନ ସହରରେ ସେକ୍ସନାଲ ଏବଂ କାର୍ଯ୍ୟକ୍ଷମ କ୍ଷମତା ବୃଦ୍ଧି କରୁଛୁ। ଏହି ପଦକ୍ଷେପ ଆମର ରେଳ ନେଟୱାର୍କକୁ ଉନ୍ନତ କରିବ ଏବଂ ଦେଶବ୍ୟାପୀ…

ଶ୍ରୀମନ୍ଦିରରେ ମହିଳା ଭକ୍ତଙ୍କ ପ୍ରତି ଅସଦାଚରଣ ଅଭିଯୋଗ, ସେବକଙ୍କ ବିରୋଧରେ ହେବ କଡା ଆକ୍ସନ…

ପୁରୀ: ଶ୍ରୀମନ୍ଦିରରେ ମହିଳା ଭକ୍ତଙ୍କ ପ୍ରତି ଅସଦାଚରଣ ଅଭିଯୋଗ ଘଟଣାରେ ପ୍ରତିକ୍ରିୟା ରଖିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ । ସେ କହିଛନ୍ତି ଯେ, ଏହା ଏକ ଘୃଣ୍ୟ ଏବଂ ନିନ୍ଦନୀୟ କାର୍ଯ୍ୟ। ଏଭଳି ଘଟଣାକୁ କୌଣସି ପରିସ୍ଥିତିରେ ବରଦାସ୍ତ କରାଯିବ ନାହିଁ । ଶ୍ରୀମନ୍ଦିର…

ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗ ଗିରଫ: ଦେଶୀ ବନ୍ଧୁକ, ବାଇକ୍‌ ଜବତ

ବଲାଙ୍ଗୀର: ଏକ ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିବାରେ ସଫଳ ହୋଇଛି ବଲାଙ୍ଗୀର ଟାଉନ ଥାନା ପୋଲିସ । ଟାଉନ ଥାନା ପୋଲିସର ସ୍ବତନ୍ତ୍ର ସ୍କ୍ବାଡ୍‌ ତିନି ଅଭିଯୁକ୍ତଙ୍କୁ ଗିରଫ କରିଛି । ଗିରଫ ଅଭିଯୁକ୍ତମାନେ ହେଲେ ପ୍ରମୋଦ ସିଂ, ପ୍ରିନ୍ସ ସିଂ ଓ ରଞ୍ଜନ । ପୋଲିସ ସେମାନଙ୍କ ଠାରୁ ଦେଶୀ…

ବାହାର ଠିକାଦାରଙ୍କୁ କାମ କରିବା ମନା ..ଏହି ଜିଲ୍ଲା ଠିକାଦାର ସଂଘ ନେଲେ ନିଷ୍ପତ୍ତି

କଳାହାଣ୍ଡି:କଳାହାଣ୍ଡି ଜିଲ୍ଲାରେ ଆଗାମୀ ଦିନରେ ଜିଲ୍ଲା ବାହାର ଠିକାଦାରଙ୍କୁ କାମ କରିବାକୁ ଦିଆଯିବ ନାହିଁ । କଳାହାଣ୍ଡି ଜିଲ୍ଲାରେ ବିଭିନ୍ନ ବିଭାଗ ଦ୍ଵାରା ହେଉଥିବା ରାସ୍ତା କାମ,ପୋଲ କାମ ଓ ଅନ୍ୟାନ୍ୟ କାମରେ ଜିଲ୍ଲା ବାହାରର ଠିକାଦାରଙ୍କୁ ନ ଆସିବାକୁ ଅନୁରୋଧ କରିବା ସହ ଜିଲ୍ଲାର…

ରତ୍ନ ଅଳଙ୍କାର ଗଣତିମଣତି ନେଇ ଉଚ୍ଚସ୍ତରୀୟ ବୈଠକ, ଇଂରାଜୀ ନବବର୍ଷ ସମୟରେ ରତ୍ନଭଣ୍ଡାର…

ପୁରୀ: ରତ୍ନ ଅଳଙ୍କାର ଗଣତିମଣତି ନେଇ ଶ୍ରୀମନ୍ଦିର ରତ୍ନଭଣ୍ଡାର ଉଚ୍ଚସ୍ତରୀୟ କମିଟି ବୈଠକ ଅନୁଷ୍ଠିତ ହୋଇଛି । ଜଷ୍ଟିସ ବିଶ୍ୱନାଥ ରଥଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ଅନୁଷ୍ଠିତ ହେଉଛି । ରାଜ୍ୟ ସରକାରଙ୍କ ମାର୍ଗଦର୍ଶିକା ଅନୁସାରେ ଆଲୋଚନା କରାଯଉଛି । ତେବେ ଆଗକୁ ଇଂରାଜୀ ନବବର୍ଷ ଥିବାରୁ…

ପୋଷା ପ୍ରାଣୀଙ୍କ ଯତ୍ନ ପାଇଁ ସୋଆ ଆଇଭିଏସ୍‌ଏଏଚ୍‌ରେ ଖୋଲିଲା ସ୍ପା ଏବଂ ଗ୍ରୁମିଂ ସେଣ୍ଟର

ଭୁବନେଶ୍ୱର: ଘରେ ରହୁଥିବା ପୋଷା ପ୍ରାଣୀଙ୍କ ଉପଯୁକ୍ତ ଯତ୍ନ ଏବଂ ସ୍ୱାସ୍ଥ୍ୟ ପରିଚାଳନା ନିମନ୍ତେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଭେଟେରିନାରୀ ସାଇନ୍‌ସେସ୍ ଆଣ୍ଡ ଆନିମଲ ହଜ୍‌ବ୍ୟାଣ୍ଡରୀ (ଆଇଭିଏସ୍‌ଏଏଚ୍‌)ରେ ଖୋଲିଛି ସ୍ପା ଏବଂ ଗ୍ରୁମିଂ ସେଣ୍ଟର ।…

ଏନସିସି ସାଧାରଣତନ୍ତ୍ର ଦିବସ ଶିବିରରେ ଭାଗନେବେ ଓଡ଼ିଶାର ୧୨୭ ଜଣ କ୍ୟାଡେଟ୍

ଭୁବନେଶ୍ୱର: ନୂଆଦିଲ୍ଲୀରେ ୨୭ ଡିସେମ୍ବର ଆଜି ଠାରୁ ଆସନ୍ତା ଜାନୁଆରୀ ୨୯ ପର୍ଯ୍ୟନ୍ତ ଏନସିସି ପକ୍ଷରୁ ଅନୁଷ୍ଠିତ ହେବାକୁ ଥିବା ସାଧାରଣତନ୍ତ୍ର ଦିବସ ଶିବିରରେ ଯୋଗଦେବା ପାଇଁ ଓଡ଼ିଶାର ସର୍ବମୋଟ ୧୨୭ଜଣ କ୍ୟାଡେଟ୍ ଚୟନ ହୋଇଛନ୍ତି । ଓଡ଼ିଶା ଏନସିସିର ପ୍ରାୟ ୬୪ ହଜାର କ୍ୟାଡେଟ୍‌ଙ୍କ ମଧ୍ୟରୁ…

Teacher misbehaves: ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗରେ ଶିକ୍ଷକ ଗିରଫ

ମୟୂରଭଞ୍ଜ: ମୟୂରଭଞ୍ଜ ଜିଲ୍ଲା ଝାରପୋଖରିଆ ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଜଣେ ୧୧ବର୍ଷର ନାବାଳିକାକୁ ଦୁଷ୍କର୍ମ ଉଦ୍ୟମ ଅଭିଯୋଗରେ ଅଭିଯୁକ୍ତ ଶିକ୍ଷକ ଜଣକ ଗିରଫ ହୋଇଛନ୍ତି । ଗିରଫ ଶିକ୍ଷକ ଜଣକ ହେଲେ ମନୋରଞ୍ଜନ ମାଝୀ । ସ୍ଥାନୀୟ ଶିକ୍ଷକ ଜଣକ ମିଠେଇ ଖାଇବାକୁ…