Latest Odisha News

BREAKING NEWS

Browsing Category

ଓଡିଶା

Odisha

“ଷ୍ଟେଟ୍ ସ୍ପେସିଆଲ ସେଲ୍” ଗଠନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବ

ଭୁବନେଶ୍ବର: ଷ୍ଟେଟ୍ ସ୍ପେସିଆଲ ସେଲ୍ ଗଠନ ପାଇଁ ପ୍ରସ୍ତାବ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ଓଡ଼ିଶାରେ ବୃହତ୍ ଭିତ୍ତିଭୂମି ପ୍ରକଳ୍ପର ଯୋଜନା ପ୍ରସ୍ତୁତିଠାରୁ ଆରମ୍ଭ କରି ଡିପିଆର୍ ପ୍ରସ୍ତୁତି, ବୈଷୟିକ ଯାଞ୍ଚ, ଡିଜାଇନ୍‌, ଗୁଣବତ୍ତା ନିରୀକ୍ଷଣ, ପ୍ରଶିକ୍ଷଣ ଓ ଗବେଷଣାକୁ ଏକ ଛାତ ତଳେ ଆଣିବା…

ଡିଜିଟାଲ୍ ପ୍ଲାଟଫର୍ମରେ ହେବ ଜନଗଣନା ପ୍ରସ୍ତୁତି, ବିଭାଗଗୁଡ଼ିକୁ ସରକାରଙ୍କ ଚିଠି

ଭୁବନେଶ୍ବର: ଜନଗଣନା-୨୦୨୭କୁ ଦୃଷ୍ଟିରେ ରଖି ଓଡ଼ିଶାରେ ପ୍ରସ୍ତୁତି ଆରମ୍ଭ ହୋଇଛି । ଜିଲ୍ଲା ଜନଗଣନା ହ୍ୟାଣ୍ଡବୁକ୍‌ (ଡିସିଏଚ୍‌ବି) ପ୍ରସ୍ତୁତି ପାଇଁ ଆବଶ୍ୟକ ଗ୍ରାମ ଓ ସହର ନିର୍ଦ୍ଦେଶିକା ସମ୍ବନ୍ଧୀୟ ତଥ୍ୟ ସଂଗ୍ରହରେ ସମସ୍ତ ବିଭାଗ ଓ କ୍ଷେତ୍ରସ୍ତରୀୟ ଅଧିକାରୀଙ୍କୁ ପୂର୍ଣ୍ଣ ସହଯୋଗ…

ମନରେଗା କାର୍ଡଧାରୀଙ୍କୁ ନୂଆ ପରିଚୟ, ଅନ୍ତରୀଣ ଗ୍ରାମୀଣ ରୋଜଗାର ଗ୍ୟାରେଣ୍ଟି କାର୍ଡ ଜାରି କରିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର: ଗ୍ରାମୀଣ ପରିବାରଙ୍କୁ ରୋଜଗାର ଅଧିକାରରୁ ବଞ୍ଚିତ ନକରିବା ପାଇଁ ରାଜ୍ୟ ସରକାର ଅନ୍ତରୀଣ ବ୍ୟବସ୍ଥା ଗ୍ରହଣ କରିଛନ୍ତି। 'ବିକଶିତ ଭାରତ–ଗ୍ୟାରେଣ୍ଟି ଫର୍‌ ରୋଜଗାର ଓ ଆଜୀବିକା ମିଶନ (ଗ୍ରାମୀଣ)' )VB G RAM G( ଅଧୀନରେ ଚୂଡ଼ାନ୍ତ ଗ୍ରାମୀଣ ରୋଜଗାର ଗ୍ୟାରେଣ୍ଟି କାର୍ଡ…

ପାଠ୍ୟପୁସ୍ତକ ତ୍ରୁଟି ମାମଲା: ଜୋରଦାର ତଦନ୍ତ ସହ ବିଭିନ୍ନ କାଗଜପତ୍ର ଯାଞ୍ଚ କରୁଛି କ୍ରାଇମବ୍ରାଞ୍ଚ

ଭୁବନେଶ୍ବର: ପାଠ୍ୟପୁସ୍ତକ ତ୍ରୁଟି ମାମଲାରେ ଆଜି ଓସେପା ଅଫିସ୍‌ ରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି କ୍ରାଇମବ୍ରାଞ୍ଚ ଟିମ୍ । ଡିଏସପି ନରେନ୍ଦ୍ର ବେହେରାଙ୍କ ନେତୃତ୍ୱରେ ୪ ଜଣିଆ ଟିମ୍‌ ଓସେପା ଅଫିସ୍‌ ରୁ ତଥ୍ୟ ସଂଗ୍ରହ କରିଛି । ଖାଲି ଓସେପା ଅଫିସ୍‌ ନୁହଁ ଏହା ସହିତ ଏକକାଳୀନ SCERT,…

ଦେଢ଼ ବର୍ଷର ଛୁଆ ହାତୀର ଗଳିତ ମୃତଦେହ ଠାବ

କଣିହାଁ: ଅନୁଗୋଳ ଜିଲ୍ଲା ତାଳଚେର ବନଖଣ୍ଡ ଅନ୍ତର୍ଗତ କଣିହାଁ ଅଞ୍ଚଳରୁ ମିଳିଲା ଛୁଆ ହାତୀର ମୃତଦେହ । ସିପୁର ସେକ୍ସନ ଅଧୀନ କର୍ଣ୍ଣାପାଳ–ରଙ୍ଗିଆମୁଣ୍ଡା ଜଙ୍ଗଲରେ ପ୍ରାୟ ଦେଢ଼ ବର୍ଷ ବୟସର ଏକ ଅଣ୍ଡିରା ଛୁଆ ହାତୀର ଗଳିତ ମୃତଦେହ ଠାବ ହୋଇଛି । ଜଙ୍ଗଲରେ ହାତୀଟିର ମୃତଦେହ ପଡ଼ିଥିବା…

Puri Rath Yatra 2026: ସରିଲା ରଥଟଣା…ଶରଧାବାଲିରେ ପହଞ୍ଚିଲେ ୩ ରଥ;ଆସନ୍ତାକାଲି ଆଡ଼ପ ମଣ୍ଡପ ବିଜେ

ପୁରୀ:ଶ୍ରୀକ୍ଷେତ୍ର ପୁରୀରେ ତିନି ରଥ ଶରଧାବାଲିରେ ପହଞ୍ଚିଛନ୍ତି । ଲୀଳାମୟ ଜଗନ୍ନାଥ, ଭାବବତ୍ସଳ ଭାବଗ୍ରାହୀ ଅଗଣିତ ଭକ୍ତଙ୍କୁ ଦର୍ଶନ ଦେବାକୁ ରତ୍ନବେଦୀ ଛାଡି ବଡଦାଣ୍ଡକୁ ଓହ୍ଲାଇଛନ୍ତି। ତାଙ୍କ ଚକାନୟନକୁ ଦେଖି ଭକ୍ତ କୃତ କୃତ ହେଉଛନ୍ତି। ଘଣ୍ଟ,ହରିବୋଲ ଓ ହୁଳହୁଳିରେ ବଡଦାଣ୍ଡ କମ୍ପୁଛି।…

ଭତ୍ତା ପ୍ରଦାନରେ ବିଳମ୍ବ ମାମଲା: ୨ ମାସ ମଧ୍ୟରେ ନିଷ୍ପତ୍ତି ନେବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ: ରାଜ୍ୟରେ ହିତାଧିକାରୀଙ୍କୁ ଭତ୍ତା ପ୍ରଦାନରେ ବିଳମ୍ବକୁ ନେଇ ରୁଜୁ ମାମଲାରେ ହାଇକୋର୍ଟଙ୍କ ବଡ଼ ନିର୍ଦ୍ଦେଶ। ରାଜ୍ୟ ସରକାରଙ୍କୁ ଆବେଦନକାରୀଙ୍କ ସ୍ମାରକପତ୍ର ଉପରେ ନିଷ୍ପତ୍ତି ନେବାକୁ ନିର୍ଦ୍ଦେଶ ଦେଇଛନ୍ତି ଓଡ଼ିଶା ହାଇକୋର୍ଟ। ଆବେଦନକାରୀ ସାନି ଏକ ସ୍ମାରକପତ୍ର ବିଭାଗୀୟ…

ଜୁଲାଇ ୧୭ ଭିତରେ ୧୭ ପ୍ରତିଶତ ଅଧିକ ବର୍ଷିଛି, ବଙ୍ଗୋମୁଣ୍ଡାରେ ସର୍ବାଧିକ ୧୩୨ ମିଲିମିଟର ବର୍ଷା ରେକର୍ଡ

ଭୁବନେଶ୍ବର: ରାଜ୍ୟରେ ପ୍ରବଳ ବର୍ଷା ଜାରି ରହିଛି । ଲଘୁଚାପ ପ୍ରଭାବରେ ଆସନ୍ତା ୧୮ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଆହୁରି ବର୍ଷା ଲାଗି ରହିବ । ତେବେ ଆଜି ଅର୍ଥାତ୍ ଜୁଲାଇ ୧୭ ତାରିଖ ଭିତରେ ୧୭ ପ୍ରତିଶତ ଅଧିକ ବର୍ଷା ହୋଇଥିବା ରେକର୍ଡ ହୋଇଛି । ବଲାଙ୍ଗୀର ବଙ୍ଗୋମୁଣ୍ଡାରେ ସର୍ବାଧିକ…

ହାଇକୋର୍ଟ ASO ପରୀକ୍ଷା କେଳେଙ୍କାରୀ ମାମଲା: ୧୪ ଜଣଙ୍କ ଜାମିନ ଆବେଦନ ଖାରଜ

ଭୁବନେଶ୍ୱର: ଓଡ଼ିଶା ହାଇକୋର୍ଟ ASO ପରୀକ୍ଷା କେଳେଙ୍କାରୀ ମାମଲାରେ ଶଙ୍କର ପୃଷ୍ଟି ଓ ସୁରେଶ ନାୟକଙ୍କ ଜାମିନ ଆବେଦନ ଖାରଜ। ଅନ୍ୟ ୧୨ ଜଣଙ୍କର ମଧ୍ୟ ଜାମିନ ଆବେଦନ ଖାରଜ କଲେ ହାଇକୋର୍ଟ। ପୋଲିସ୍‌ SI ପରୀକ୍ଷା କେଳେଙ୍କାରୀରେ ମଧ୍ୟ ଶଙ୍କର ଓ ସୁରେଶ ଅଭିଯୁକ୍ତ ରହିଛନ୍ତି।…

ରାଜ୍ୟର ୨ଟି ଜିଲ୍ଲା କୋର୍ଟକୁ ଇ-ମେଲ୍ ଯୋଗେ ବୋମା ଧମକ, କଡାକଡି ହେଲା ସୁରକ୍ଷା ବ୍ୟବସ୍ଥା

ଭୁବନେଶ୍ବର: ଗତକାଲି ଗଜପତି ଜିଲ୍ଲାର ପାରଳାଖେମୁଣ୍ଡିରେ ଥିବା ଜିଲ୍ଲା ଓ ସେସନ୍ସ କୋର୍ଟକୁ ଇମେଲ୍‌ ଯୋଗେ ବୋମା ଧମକ ମିଳିଥିବାବେଳେ, ଆଜି ପୁଣି ରାଜ୍ୟର ଆଉ ଦୁଇଟି ଜିଲ୍ଲା କୋର୍ଟକୁ ବୋମାରେ ଉଡାଇ ଦେବାକୁ ଧମକ ମିଳିଛି । ଅଜଣା ବ୍ୟକ୍ତିଙ୍କ ପକ୍ଷରୁ ଇ-ମେଲ୍ ଯୋଗେ ଧମକ ଦିଆଯାଇଛି ।…