Latest Odisha News

BREAKING NEWS

Browsing Category

ଓଡିଶା

Odisha

ସରକାରୀ କୋଠାକୁ ନେଇ ରାଜ୍ୟ ସରକାରଙ୍କ ବଡ଼ ନିଷ୍ପତ୍ତି

ଭୁବନେଶ୍ୱର: ଓଡ଼ିଶା ସରକାରଙ୍କ ବଡ ନିଷ୍ପତ୍ତି । ରାଜ୍ୟରେ ସମସ୍ତ ସରକାରୀ କୋଠାର ରଙ୍ଗ ପରିବର୍ତ୍ତନ କରାଯାଇ ଗୋଟିଏ ରଙ୍ଗ ହେବ । ସେହିପରି ପୁରୁଣା କୋଠାଗୁଡ଼ିକର ମରାମତି ବା ନବୀକରଣ କରାଯିବ । ଏନେଇ ଆଜି ରାଜ୍ୟ ସରକାରଙ୍କ ପୂର୍ତ୍ତ ବିଭାଗ ପକ୍ଷରୁ ଇଆଇସି (ସିଭିଲ-କମ୍-ରୋଡ୍‌ସ), ଇଆଇସି…

ପୁଣି ଶିମିଳିପାଳ ଭ୍ରମଣର ମଜା ନେବେ ପର୍ଯ୍ୟଟକ, ଏହି ଦିନ ଠାରୁ ଖୋଲିବ..

ମୟୂରଭଞ୍ଜ: ଅକ୍ଟୋବର ୧୦ ତାରିଖରୁ ପର୍ଯ୍ୟଟକଙ୍କ ପାଇଁ ଖୋଲିବ ଶିମିଳିପାଳ ଅଭୟାରଣ୍ୟ । ଏନେଇ ସୂଚନା ଦେଇଛନ୍ତି କ୍ଷେତ୍ର ନିର୍ଦ୍ଦେଶକ ଡ.ପ୍ରକାଶଚାନ୍ଦ ଗୋଗିନାନୀ । ଜୁନ୍ ୧୨ ତାରିଖରୁ ଶିମିଳିପାଳ ଅଭୟାରଣ୍ୟ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିଥିଲା । ବର୍ଷା ଦିନ ଥିବାରୁ ଏହା ପର୍ଯ୍ୟଟକଙ୍କ…

ଏକଜିଟ୍ ପୋଲ…କାହିଁକି ବିଜେଡି ଏତେ ଉତ୍ସାହିତ?

ଭୁବନେଶ୍ବର: ହରିୟାଣା ଓ ଜାମ୍ମୁ-କାଶ୍ମୀର ଏକଜିଟ୍ ପୋଲରେ କଂଗ୍ରେସ କ୍ଷମତାକୁ ଫେରିବା ସଂକେତ । ବିଜେଡି ନେତା ଉତ୍ସାହିତ ! ଇଣ୍ଡିଆ ମେଣ୍ଟ ଆଡକୁ ଢଳୁଛି କି ବିଜେଡି ? ବଦଳିବ କି ବିଜେଡିର ସମଦୂରତା ମନ୍ତ୍ର? ବିଜେଡି ସାଂସଦ ଦେବାଶିଷ ସାମନ୍ତରାୟଙ୍କ ବୟାନ ପରେ ବିଜେଡିର ଆଗାମୀ ରଣନୀତିକୁ…

ପ୍ରସନ୍ନଙ୍କୁ କଡା ଉତ୍ତର ଦେଲେ ସମୀର, କହିଲେ କୋଣ ଠେସା ଭୁଲି ଗଲଣି…….

ଭୁବନେଶ୍ବର: ବିଜେଡି ବରିଷ୍ଠ ନେତା ପ୍ରସନ୍ନ ଆଚାର୍ଯ୍ୟଙ୍କୁ ମୁହଁତୋଡ ଜବାବ ଦେଇଛନ୍ତି ପୂର୍ବତନ ବିଜେପି ସଭାପତି ସମୀର ମହାନ୍ତି । ନିକ ଏକ୍ସ ଆକାଉଣ୍ଟରେ ପ୍ରସନ୍ନଙ୍କ ଉପରେ ବର୍ଷିଛନ୍ତି । ଏନେଇ ସମୀର କହିଛନ୍ତି, ଦଳର ପରାଜୟ ପରେ ହତୋତ୍ସାହିତ ହୋଇପଡ଼ିଛନ୍ତି । ଓଡ଼ିଆ ଲୋକଙ୍କ…

ଭିଜିଲାନ୍ସ ଜାଲରେ ନିର୍ବାହୀ ଯନ୍ତ୍ରୀ

ସୁବର୍ଣ୍ଣପୁର: ଭିଜିଲାନ୍ସ ଜାଲରେ ନିର୍ବାହୀ ଯନ୍ତ୍ରୀ । ସୁବର୍ଣ୍ଣପୁର ଜିଲ୍ଲା ତେଲ ଜଳସେଚନ ପ୍ରକଳ୍ପର ନିର୍ବାହୀ ଯନ୍ତ୍ରୀ ଜିତେନ୍ଦ୍ର ପାଢ଼ୀ ଆଜି ଭିଜିଲାନ୍ସ ହାତରେ ଧରା ପଡିଛନ୍ତି । ଜଣେ ଠିକାଦାରଙ୍କ ଠାରୁ ବକେୟା ବିଲ କରିବା ପାଇଁ ସେ ୪୬ ହଜାର ଟଙ୍କା ନେବାବେଳେ ଭିଜିଲାନ୍ସ ହାତରେ…

ପୁଣି ରାଜଭବନ ଆଗରେ ଗର୍ଜିଲା ଛାତ୍ର କଂଗ୍ରେସ

ଭୁବନେଶ୍ବର: ପୁଣି ରାଜଭବନ ଆଗରେ ଗର୍ଜିଲା ଛାତ୍ର କଂଗ୍ରେସ । ପୁରୀ ରାଜଭବନରେ ସେ କଳା ରାତିର ଘଟଣାକୁ ନେଇ ରାଜ୍ୟପାଳ ରଘୁବର ଦାସଙ୍କ ପୁଅର ଗିରଫ ଦାବିରେ ଆଜି ରାଜଭବନ ଆଗରେ ପୁଣି ଯୁବ ଏବଂ ଛାତ୍ର କଂଗ୍ରେସ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି । କେବେ ରାଜ୍ୟ ପୁଅଙ୍କୁ ଗିରଫ କରାଯାଉଛି ସେନେଇ…

ଆଜି ଆସିବ ସୁଭଦ୍ରା ସହାୟତାର ଟଙ୍କାଏ

ଭୁବନେଶ୍ବର: ପୁଣି ଆସିବ ସୁଭଦ୍ରା କିସ୍ତି । ଆଜି ମହିଳାଙ୍କ ଖାତାକୁ ଆସିବାରେ ପରୀକ୍ଷାମୂଳକ ଭାବେ ୧ ଟଙ୍କା । 'ସୁଭଦ୍ରା'ର ପ୍ରଥମ କିସ୍ତିର ଦ୍ବିତୀୟ ପର୍ଯ୍ୟାୟର ଆଜି ଆସିବ ୧ ଟଙ୍କା । ଏନେଇ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ତେବେ ଆସନ୍ତା ୯ ତାରିଖରେ ଯୋଗ୍ୟ…

ତୀବ୍ର ହେଲା ଓଏସଏସଏସସିକୁ ବିରୋଧ: ରାସ୍ତାକୁ ଓହ୍ଲାଇଲେ ପରୀକ୍ଷାର୍ଥୀ

ଭୁବନେଶ୍ବର: ଓଏସଏସଏସସିକୁ ବିରୋଧ କରି ରାସ୍ତାକୁ ଓହ୍ଲାଇଲେ ହଜାର ହଜାର ପରୀକ୍ଷାର୍ଥୀ । ଓଏସଏସଏସସି ପରୀକ୍ଷା ବିଭ୍ରାଟକୁ ନେଇ ଭୁବନେଶ୍ବର ଲୋୟର ପିଏମ୍‌ଜିରେ  ଗର୍ଜିଲେ । ଆରଆଇ, ଏଆରଆଇ, ଅମିନ, ଆଇସିଡିସି ଭଳି ପରୀକ୍ଷାରେ ଅନିୟମିତତା ହୋଇଥିବା ଅଭିଯୋଗ କରି ପରୀକ୍ଷା ବାତିଲ ଦାବିରେ…

ଆଲୋଚନା କଲେ ମନ୍ତ୍ରୀ, ସ୍ବାଭାବିକ ରହିବ ବସ୍ ଚଳାଚଳ

ଭୁବନେଶ୍ବର: ବନ୍ଦ ହେବନି ବସ୍ ଚଳାଚଳ । ଧର୍ମଘଟରୁ ଓହରିଲେ ବସ୍ ମାଲିକ ସଂଘ ।  ପରିବହନ ମନ୍ତ୍ରୀଙ୍କ ସହିତ ଆଲୋଚନା କରି ଆଶ୍ବାସନା ପାଇବା ବରେ ଧର୍ମଘଟ କରିବେ ନାହିଁ ବୋଲି ସୂଚନା ଦେଇଛନ୍ତି  ବସ୍ ମାଲିକ ସଂଘ । ତେବେ ଆଜି ସଂଧ୍ୟା ୭ଟାରୁ ଅନିର୍ଦ୍ଦିଷ୍ଟ ସମୟ ପାଇଁ ପଶ୍ଚିମାଞ୍ଚଳ ଓ…

ପାର୍ବଣରେ ପରିବା ବଜାରରେ ନିଆଁ: ସେଞ୍ଚୁରି ମାରିଲା ଟମାଟୋ

ଭୁବନେଶ୍ବର: ପାର୍ବଣରେ ପରିବା ବଜାରରେ ନିଆଁ। ପାର୍ବଣ ବେଳେ ପରିବା ଦର ବୃଦ୍ଧି ଗ୍ରାହକଙ୍କ ପକେଟ ଉପରେ ସିଧାସଳଖ ପ୍ରଭାବ ପକେଇଛି। ଟମାଟୋ ଦର ସେଞ୍ଚୁରି ମାରିଛି। କେବଳ ଟମାଟୋ ନୁହେଁ ବରଂ ଅନ୍ୟ ପନିପରିବା ଯେମିତି କି ପିଆଜ ଦର ମଧ୍ୟ ବଢ଼ିବାରେ ଲାଗିଛି। ଚାରି ପାଞ୍ଚ ଦିନ ତଳେ ଟମାଟୋ…