Latest Odisha News

BREAKING NEWS

Browsing Category

ଓଡିଶା

Odisha

ପୁଣି ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ, ନିପାତ ହେବ ମାଓ କୁଟୀର

ଭୁବନେଶ୍ବର: ପୁଣି ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଆଜିଠୁ ୩ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ। ଦିଲ୍ଲୀରେ ମାଓ ମୁକାବିଲାକୁ ନେଇ ଗୃହମନ୍ତ୍ରୀ ଅମିତ୍ ଶାହା ଅଧ୍ୟକ୍ଷତାରେ ବସିବାକୁ ଥିବା ବୈଠକରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ । ଏହା ସହ ଅନ୍ୟାନ୍ୟ କାର୍ଯ୍ୟକ୍ରମରେ ମଧ୍ୟ ସାମିଲ…

ମହଙ୍ଗା ପଡିଲା ଦାଦାବଟି ମାଗିବା, ପୁଣି ଗିରଫ ହେଲା ରଘୁଆ

ଭୁବନେଶ୍ଵର: ରାଜଧାନୀ ରାଜରାସ୍ତାରେ ଦାଦା ମାନଙ୍କର ଦାଦାଗିରି । ଦାଦାବଟି ନ ଦେବାରୁ ଲୋକଙ୍କୁ ଦେଖାଉଛନ୍ତି ନାଲିଆଖି । ଜେଲରୁ ଫେରି ଦାଦାବଟି ମାଗୁଥିବା ଦାଦାକୁ ଗିରଫ କରିଛି ଏୟାରଫିଲ୍ଡ ଥାନା ପୋଲିସ । ସିସିଟିଭି ଆଧାରରେ ଅଭିଯୁକ୍ତକୁ ଧରିବାରେ ସଫଳ ହୋଇଛି ପୋଲିସ । ସୂଚନା ଅନୁସାରେ,…

୩ ଘଣ୍ଟା ପ୍ରବଳ ବର୍ଷିବ, ଜାରି ହେଲା ଆଲର୍ଟ

ଭୁବନେଶ୍ବର: ଆଗାମୀ ୩ ଘଣ୍ଟା ବିଜୁଳି, ଘଡ଼ଘଡି ସହ ପ୍ରବଳ ବର୍ଷା ନେଇ ସତର୍କ କରାଇଲା ପାଣିପାଗ ବିଭାଗ । ଏନେଇ ୪ ଜିଲ୍ଲାକୁ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ପୁରୀ, ଗଞ୍ଜାମ, କଟକ, ଖୋର୍ଦ୍ଧା ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଟ୍ବିନ୍‌ସିଟି କଟକ ଓ ଭୁବନେଶ୍ବର…

ଚଳଚଞ୍ଚଳ ଶକ୍ତିପୀଠ, ମା’ ରାମଚଣ୍ଡୀଙ୍କ ପୀଠରେ ଷୋଡଶ ଉପଚାର ବିଧି

ପୁରୀ: ନବରାତ୍ରୀ ପାଇଁ ଚଳଚଞ୍ଚଳ ସମସ୍ତ ଶକ୍ତିପୀଠ । ବିଭିନ୍ନ ଶକ୍ତିପୀଠରେ ଚାଲିଛି ମା’ଙ୍କ ଷୋଡ଼ଶ ଉପଚାର ପୂଜା। ପୁରୀ ଜିଲ୍ଲା କୋଣାର୍କ ବେଳାଭୂମି ମାର୍ଗରେ କାହିଁ କେତେ କାଳରୁ ପୂଜା ପାଇ ଆସୁଛନ୍ତି ମା ରାମଚଣ୍ଡୀ | କିମ୍ବଦନ୍ତୀ କୁହେ ପ୍ରଭୁ ରାମଚନ୍ଦ୍ର ଲଙ୍କା ବିଜୟ ସମୟରେ ମାଁ ଙ୍କୁ…

ବ୍ରହ୍ମପୁର ବିଶ୍ଵବିଦ୍ୟାଳୟରେ ରାଗିଂ ଘଟଣା: ୧୭ ଜଣଙ୍କ ଉପରେ କାର୍ଯ୍ୟାନୁଷ୍ଠାନ

ବ୍ରହ୍ମପୁର: ବ୍ରହ୍ମପୁର ବିଶ୍ଵବିଦ୍ୟାଳୟରେ ରାଗିଂ ଘଟଣା । ୧୭ ଜଣ ଛାତ୍ରଙ୍କ ଉପରେ କାର୍ଯ୍ୟାନୁଷ୍ଠାନ । ରାଗିଂ ଘଟଣାରେ ସଂପୃକ୍ତ ୪ଜଣ ହଷ୍ଟେଲରୁ ବିଦା ହୋଇଥିବା ବେଳେ ୧୩ ଜଣ ଛାତ୍ରଙ୍କୁ ହଜାର ଟଙ୍କା ଜୋରିମାନା ସହ ଅଣ୍ଡରଟେକିଂ ଦାଖଲ କରିବାକୁ କୁହାଯାଇଛି। ଏନେଇ ସୂଚନା ଦେଇଛନ୍ତି…

ଆଜିଠୁ ହବିଷ୍ୟାଳୀ ବ୍ରତ ପାଇଁ ଅନଲାଇନ ପଞ୍ଜୀକରଣ ଆରମ୍ଭ

ପୁରୀ: ଆଜିଠୁ ହବିଷ୍ୟାଳୀ ବ୍ରତ ପାଇଁ ଅନଲାଇନ ପଞ୍ଜୀକରଣ ଆରମ୍ଭ । http://edistrict.odisha.gov.in ମାଧ୍ୟମରେ ପଞ୍ଜିକରଣ କରିପାରିବେ ହବିଷ୍ୟାଳୀ ମାନେ । ଅକ୍ଟୋବର ୧୧ ପର୍ଯ୍ୟନ୍ତ ଜାରି ରହିବ ଆବେଦନ ପ୍ରକ୍ରିୟା । ଅକ୍ଟୋବର ୧୮ରୁ ହବିଷ୍ୟାଳୀ ବ୍ରତ ଆରମ୍ଭ । ଏଥର ପ୍ରାୟ ଅଢ଼େଇ ହଜାର…

କଳାହାଣ୍ଡି ଫରେଷ୍ଟର ସଞ୍ଜୟ ନାୟକ ମୃତ୍ୟୁ ଘଟଣା: ନିଲମ୍ବିତ ହେଲେ ରାୟଗଡ଼ା ଡିଏଫଓ

ଭବାନୀପାଟଣା: ବହୁଚର୍ଚ୍ଚିତ କଳାହାଣ୍ଡି ଫରେଷ୍ଟର ସଞ୍ଜୟ ନାୟକ ମୃତ୍ୟୁ ଘଟଣା । ରାୟଗଡ଼ା ଡିଏଫଓ ଦେବେନ୍ଦ୍ର ବେହେରା ନିଲମ୍ବିତ । ଭବାନୀପାଟଣାରେ ଗତ ୨ ଦିନ ଧରି ଜେରା କରିବା ପରେ ଦେବେନ୍ଦ୍ରଙ୍କ ବିରୋଧରେ ନିଆଯାଇଛି ବିଭାଗୀୟ କାର୍ଯ୍ୟାନୁଷ୍ଠାନ । ଜଙ୍ଗଲ, ପରିବେଶ ଏବଂ ଜଳବାୟୁ…

ଆଇପିଏସ୍ ଅରୁଣ ଷଡ଼ଙ୍ଗୀଙ୍କୁ ମିଳିଲା ଭିଆରଏସ୍ ଅନୁମତି

ଭୁବନେଶ୍ୱର: ପୂର୍ବତନ ପୋଲିସ ଡିଜି ଅରୁଣ ଷଡ଼ଙ୍ଗୀଙ୍କୁ ମିଳିଛି ଭିଆରଏସ୍ ଅନୁମତି। ସେ ୧୯୯୦ ବ୍ୟାଚ ଆଇପିଏସ୍ ହୋଇଥିବା ବେଳେ ସରକାରୀ ଚାକିରିରୁ ସ୍ୱେଚ୍ଛାକୃତ ଅବସର ନେବା ପାଇଁ ରାଜ୍ୟ ସରକାର ତାଙ୍କୁ ଆଜି ଅନୁମତି ଦେଇଛନ୍ତି । ଫଳରେ ସେ ନିଜର ନୂଆ ଦାୟିତ୍ୱ ଆସନ୍ତା ସୋମବାର ଅପରାହ୍ନରୁ…

ସୁନ୍ଦରଗଡ଼ ଜଙ୍ଗଲରେ ବୁଲୁଛି ବ୍ଲାକ ପାନ୍ଥର

ସୁନ୍ଦରଗଡ଼: ସୁନ୍ଦରଗଡ଼ରେ ପୁଣି ଠାବ ହେଲା ବ୍ଲାକ ପାନ୍ଥର। ସୁନ୍ଦରଗଡ଼ ହେମଗିରି ଫରେଷ୍ଟ ରେଞ୍ଜ ଗର୍ଜନ ପାହାଡ଼ ଜଙ୍ଗଲରେ ବୁଲୁଥିବା ସନ୍ଧାନ ମିଳିଛି। ଏ ନେଇ ସୁନ୍ଦରଗଡ଼ ବନଖଣ୍ଡ ଅଧିକାରୀ ପ୍ରଦୀପ କୁମାର ମିରାସେ ସୂଚନା ଦେଇଛନ୍ତି । ଅଲ୍ ଓଡ଼ିଶା ଲିଓପର୍ଡ ସର୍ଭେରୁ ଏହି କଳା ବାଘର ସୂଚନା…