Latest Odisha News

BREAKING NEWS

Browsing Category

ଓଡିଶା

Odisha

ଗୁଣୁପୁର ବିଧାନସଭା ନିର୍ବାଚନ: ଚାରି ପ୍ରମୁଖ ଦଳ ଭିତରେ ହେବ ଯୋରଦାର ଲଢେ଼ଇ

ରାୟଗଡା: ଆଗକୁ ସାଧାରଣ ନିର୍ବାଚନ । ନେତାମାନଙ୍କର ଦଳ ଡିଆଁ ପର୍ବ ସାଙ୍ଗକୁ ପ୍ରାର୍ଥୀ ଘୋଷଣା ପୁରା ରାଜ୍ୟ ରାଜନୀତିକୁ ସରଗରମ କରିଛି । ଏହାରି ଭିତରେ ରାଜ୍ୟର ପ୍ରମୁଖ ତିନି ଦଳ ପକ୍ଷରୁ ଗୁଣୁପୁର ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା ହୋଇ ସାରିଛି । ଗୁଣୁପୁର ନିର୍ବାଚନ କ୍ଷେତ୍ରରେ…

ବିଜେପିରୁ ଇସ୍ତଫା ଦେଲେ ଭୃଗୁବକ୍ସି ପାତ୍ର

ଭୁବନେଶ୍ଵର: ବିଜେପିରୁ ଇସ୍ତଫା ଦେଲେ ଭୃଗୁବକ୍ସି ପାତ୍ର । ବିଜେପିର ପ୍ରାଥମିକ ସଦସ୍ୟ ପଦରୁ ଦେଲେ ଇସ୍ତଫା । ବିଜେପି ସଭାପତି ମନମୋହନ ସାମଲଙ୍କ ପାଖକୁ ପଠାଇଲେ ଇସ୍ତଫାପତ୍ର । ୨୦୧୯ରେ ବ୍ରହ୍ମପୁର ଲୋକସଭା ଆସନରୁ ଲଢିଥିଲେ ଭୃଗୁ । ଦୀର୍ଘ ୨୩ ବର୍ଷ ଧରି ଦଳର ଉନ୍ନତି ପାଇଁ ପ୍ରୟାସ ଜାରି…

ନିର୍ବାଚନ କାର୍ଯ୍ୟରେ ନିୟୋଜିତ ସରକାରୀ କର୍ମଚାରୀଙ୍କୁ ମିଳିବ ଗୋଟିଏ ଦିନ ସ୍ୱତନ୍ତ୍ର ଛୁଟି

ଭୁବନେଶ୍ୱର: ରାଜ୍ୟରେ ଚଳିତ ଲୋକସଭା ଓ ବିଧାନସଭା ନିର୍ବାଚନ କାର୍ଯ୍ୟରେ ନିୟୋଜିତ ସରକାରୀ କର୍ମଚାରୀଙ୍କୁ ଗୋଟିଏ ଦିନ ସ୍ୱତନ୍ତ୍ର ସାମୟିକ ଛୁଟି ମଞ୍ଜୁର କରିଛନ୍ତି ରାଜ୍ୟ ସରକାର । ଏହାସହିତ ନିଜ ହେଡକ୍ୱାର୍ଟର ଠାରୁ ଦୂର ସ୍ଥାନରେ ଭୋଟ୍ ଦେବାକୁ ଯାଉଥିବା ସରକାରୀ କର୍ମଚାରୀଙ୍କୁ ୨ ଦିନ…

ପ୍ରବଳ ଗରମ: ୭ଟି ସ୍ଥାନରେ ସର୍ବାଧିକ ତାପମାତ୍ରା ୪୧ ଡିଗ୍ରୀ ଅତିକ୍ରମ କଲା

ଭୁବନେଶ୍ୱର: ଓଡ଼ିଶାରେ ଗ୍ରୀଷ୍ମ ପ୍ରବାହ ତୀବ୍ର ହେବା ପରେ ମଙ୍ଗଳବାର ରାଜ୍ୟର ୭ଟି ସ୍ଥାନରେ ସର୍ବୋଚ୍ଚ ତାପମାତ୍ରା ୪୧ ଡିଗ୍ରୀ ଛୁଇଁଛି। ୯ଟି ସ୍ଥାନରେ ତାପମାତ୍ରା ୪୦ ଡିଗ୍ରୀ ଅତିକ୍ରମ କରିଛି। ଭୁବନେଶ୍ୱରସ୍ଥିତ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ପାଣିପାଗ ବୁଲେଟିନରେ…

ଅର୍ଥତତ୍ତ୍ୱ ଚିଟଫଣ୍ଡ ଦୁର୍ନୀତି: ଆଇନଜୀବୀ ଦେବକାନ୍ତ ମହାନ୍ତିଙ୍କୁ ୩ ଘଣ୍ଟା ଜେରା କଲା ସିବିଆଇ

ଭୁବନେଶ୍ୱର: ଚିଟଫଣ୍ଡ ଦୁର୍ନୀତିର ତଦନ୍ତ କରୁଥିବା କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ) ମଙ୍ଗଳବାର ଭୁବନେଶ୍ୱର କାର୍ଯ୍ୟାଳୟରେ ସରକାରୀ ଓକିଲ ଦେବକାନ୍ତ ମହାନ୍ତିଙ୍କୁ ପଚରାଉଚରା କରିଛି। ଅର୍ଥତତ୍ତ୍ୱ (ଏଟି) ଗ୍ରୁପ୍ ଚିଟଫଣ୍ଡ ମାମଲାରେ ଦେବକାନ୍ତ ମହାନ୍ତିଙ୍କୁ ସିବିଆଇ ସିଆରପିସିର ଧାରା…

ମନୋରଞ୍ଜନ ପାଣିଗ୍ରାହୀ ଓଡ଼ିଶାର ପ୍ରଧାନ ମୁଖ୍ୟ ଆୟକର କମିଶନର

ଭୁୂବନେଶ୍ୱର: ଭାରତୀୟ ରାଜସ୍ବ ସେବା (ଆଇଆରଏସ)ର ବରିଷ୍ଠ ଅଧିକାରୀ ମନୋରଞ୍ଜନ ପାଣିଗ୍ରାହୀ ଓଡ଼ିଶାର ପ୍ରଧାନ ମୁଖ୍ୟ ଆୟକର କମିଶନର ଭାବେ ଅତିରିକ୍ତ ଦାୟିତ୍ୱ ଗ୍ରହଣ କରିଛନ୍ତି। ସୋମବାର ନୂଆ ଦାୟିତ୍ୱ ଗ୍ରହଣ କରିବା ପରେ ଶ୍ରୀ ପାଣିଗ୍ରାହୀ ଏବେ ଓଡ଼ିଶା, ବିହାର ଓ ଝାଡ଼ଖଣ୍ଡରେ ଦାୟିତ୍ୱ…

କନ୍ଧମାଳ ଲୋକସଭାରେ ଅଚ୍ୟୁତ ଅପ୍ରତିଦ୍ବନ୍ଦୀ ରହିବେ ନା ସୁକାନ୍ତ ଦେବେ ବଡ଼ ଚକମା?

ଭୁବନେଶ୍ୱର: ଶାସକ ବିଜୁ ଜନତା ଦଳର ପାରମ୍ପରିକ ଗଡ଼ କୁହାଯାଉଥିବା କନ୍ଧମାଳ ଲୋକସଭା ନିର୍ବାଚନ ମଣ୍ଡଳୀ ନିର୍ବାଚନ ପାଖେଇ ଆସୁଥିବାରୁ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଛି। ବର୍ତ୍ତମାନର ବିଜେଡି ସାଂସଦ ଅଚ୍ୟୁତ ସାମନ୍ତ ଦ୍ବିତୀୟ ଥର ପାଇଁ ନିର୍ବାଚନ ଲଢୁଥିବା ବେଳେ ସେ ସଫଳ ହେବେ କି ନାହିଁ…

୨୪ ନିର୍ବାଚନ ପାର ପାଇଁ କେଉଁ ଆଧାରରେ ଟିକେଟ୍ ଦେଇଛି କଂଗ୍ରେସ?

ଭୁବନେଶ୍ୱର: କାହାକୁ ସାରଥି କରିଛି ହାତ ? ବିଧାୟକଙ୍କୁ ପୁଣି ଟିକେଟ୍ । କିଲ୍ଲା ସମ୍ଭାଳିବେ ହେଭିୱେଟ୍ ନେତା ! ତାଲିକାରେ ସିନେଷ୍ଟାରରୁ ହକି ତାରକା। ନେତାଙ୍କ ପୁଅ ଝିଅଙ୍କୁ ହାତର ଭରସା । ବିଜେପି ଓ ବିଜେଡି ପରେ ଆସିଛି କଂଗ୍ରେସର ପ୍ରାର୍ଥୀ ତାଲିକା । ମଙ୍ଗଳବାର କଂଗ୍ରେସ ୮ଲୋକସଭା ଓ ୪୯…

ନବୀନ ଓଡ଼ିଶା ମ୍ୟାଜିକ୍ କାର୍ଡକୁ ନେଇ ମତାମତ ଲୋଡ଼ିଲେ ପାଣ୍ଡିଆନ୍

ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ଦ୍ୱାରା ଆରମ୍ଭ ହୋଇଥିବା ନବୀନ ଓଡ଼ିଶା ମ୍ୟାଜିକ୍ କାର୍ଡ ଯୋଜନାରେ ଛାତ୍ରଛାତ୍ରୀଙ୍କ ମତାମତ ଲୋଡ଼ିଛନ୍ତି ୫ଟି ଓ ନବୀନ ଓଡ଼ିଶାର ଅଧ୍ୟକ୍ଷ ଭିକେ ପାଣ୍ଡିଆନ। ଏକ ଇନଷ୍ଟାଗ୍ରାମ ପୋଷ୍ଟ ମାଧ୍ୟମରେ ପାଣ୍ଡିଆନ ଛାତ୍ରଛାତ୍ରୀଙ୍କୁ ଏହି ଯୋଜନା ପାଇଁ ସେମାନଙ୍କର…

ବେଆଇନ ଗଞ୍ଜେଇ ଚାଲାଣ ଅଭିଯୋଗରେ ୨ ଗିରଫ

ଭୁବନେଶ୍ୱର: ବେଆଇନ ଗଞ୍ଜେଇ ଚାଲାଣ କରୁଥିବା ଅଭିଯୋଗରେ ୨ଜଣ ଅଭିଯୁକ୍ତକଙ୍କୁ କାବୁ କରିବାରେ ସକ୍ଷମ ହେଲା ଭରତପୁର ଥାନା ପୋଲିସ। ସୂଚନା ଅନୁସାରେ ଆଜି ପ୍ରାତଃ ସମୟରେ ବିଶେଷ ସୂତ୍ରରୁ ହସ୍ତଗତ ହୋଇଥିବା ସୂଚନା ଆଧାରରେ ଭରତପୁର ଥାନାଧିକାରୀଙ୍କ ନିର୍ଦ୍ଦେଶ କ୍ରମେ ସମ୍ପୃକ୍ତ ଥାନାର ଏକ…