Latest Odisha News

BREAKING NEWS

Browsing Category

ଓଡିଶା

Odisha

Teacher misbehaves: ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗରେ ଶିକ୍ଷକ ଗିରଫ

ମୟୂରଭଞ୍ଜ: ମୟୂରଭଞ୍ଜ ଜିଲ୍ଲା ଝାରପୋଖରିଆ ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଜଣେ ୧୧ବର୍ଷର ନାବାଳିକାକୁ ଦୁଷ୍କର୍ମ ଉଦ୍ୟମ ଅଭିଯୋଗରେ ଅଭିଯୁକ୍ତ ଶିକ୍ଷକ ଜଣକ ଗିରଫ ହୋଇଛନ୍ତି । ଗିରଫ ଶିକ୍ଷକ ଜଣକ ହେଲେ ମନୋରଞ୍ଜନ ମାଝୀ । ସ୍ଥାନୀୟ ଶିକ୍ଷକ ଜଣକ ମିଠେଇ ଖାଇବାକୁ…

ଛାତ୍ରଛାତ୍ରୀମାନେ ହିଁ ବିକଶିତ ଭାରତର ସୁତ୍ରଧର- ମୁଖ୍ୟମନ୍ତ୍ରୀ

କେନ୍ଦୁଝର: କେନ୍ଦୁଝର ଜିଲ୍ଲା ମଇଦାନକେଲ ସ୍ଥିତ ପ୍ରଗତି ଉଚ୍ଚ ବିଦ୍ୟାଳୟର ସୁବର୍ଣ୍ଣ ଜୟନ୍ତୀ ଅବସରରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏହି ଅବସରରେ ସେ କହିଛନ୍ତି ଯେ, ଶିକ୍ଷା ହେଉଛି ମାନବ ସଭ୍ୟତାର ବିକାଶର ପ୍ରଥମ ପାହାଚ । ଏହି ପାହାଚ ଚଢ଼ି ଭାରତ…

ଶିକାରୀ ଫାଶରେ ଫସିଲା କଲରାପତରିଆ ବାଘ…୭ ଦିନ ପରେ ଉଦ୍ଧାର

ନୂଆପଡ଼ା: ଶିକାରୀ ଫାଶରେ ଫସିଯାଇଥିଲା କଲରାପତରିଆ । ଏବେ ୭ ଦିନ ପରେ ଉଦ୍ଧାର କଲା ବନ ବିଭାଗ । ଓଡ଼ିଶା-ଛତିଶଗଡ ସୀମାନ୍ତବର୍ତ୍ତୀ ଗାରିଆବନ୍ଧ ଜିଲ୍ଲା ଉଦନ୍ତୀ ସୀତାନଦୀ ଜଙ୍ଗଲ ଭିତରେ ଥିବା ତୌରଙ୍ଗା ବଫର ଜୋନର କୋକୋଡ଼ି ଗାଁରେ ଏହି ଘଟଣା ଘଟିଛି । ଖବରମୁତାବକ, ଶିକାରୀ ବାଇକ୍ ର କ୍ଲଚ୍…

ଓଡ଼ିଶା ମେଡିକାଲ ସର୍ଭିସ ଆସୋସିଏସନ ଦାବି: ଗଠନ ହେଲା କମିଟି

ଭୁବନେଶ୍ୱର: ରାଜ୍ୟର ସାଧାରଣ ଲୋକଙ୍କ ହିତକୁ ଦୃଷ୍ଟିରେ ରଖି ଓ ଚିକିତ୍ସା ସେବାକୁ ଅଧିକ ସୁଦୃଢ଼ କରିବା ଉଦ୍ଦେଶ୍ୟରେ, ଓଡ଼ିଶା ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଳ୍ୟାଣ ବିଭାଗ ପକ୍ଷରୁ ଓଡ଼ିଶା ମେଡିକାଲ ସର୍ଭିସ ଆସୋସିଏସନ (OMSA) ଦ୍ୱାରା କରାଯାଇଥିବା ବିଭିନ୍ନ ଦାବିଗୁଡ଼ିକର ଅନୁଧ୍ୟାନ…

E-Challan: ଏଣିକି ଅନଲାଇନ୍ ସହ ଅଫଲାଇନରେ ପୈଠ କରିହେବ ଇ-ଚାଲାଣ, ନଗଦ ଅର୍ଥ ଗ୍ରହଣ କରିବାକୁ RTOଙ୍କୁ ନିର୍ଦ୍ଦେଶ

ଭୁବନେଶ୍ୱର : ଏଣିକି ଅନଲାଇନ୍ ସହ ଅଫଲାଇନରେ ପୈଠ କରିହେବ ଇ- ଚାଲାଣ । ଜନସାଧାରଣଙ୍କ ସୁବିଧା ପାଇଁ ନଗଦ ଅର୍ଥ ଗ୍ରହଣ କରିବାକୁ RTOଙ୍କୁ ନିର୍ଦ୍ଦେଶ ଦିଆଯାଇଛି ।ଆଞ୍ଚଳିକ ପରିବହନ କାର୍ଯ୍ୟାଳୟରେ ସ୍ଵତନ୍ତ୍ର ଭାବେ ଅଧିକାରୀଙ୍କୁ ଦିଆଯିବ ଦାୟିତ୍ଵ। ମୋବାଇଲ ନମ୍ବର ଅପଡେଟ ରଖି ନ ଥିବାରୁ…

ପରିବା ଦୋକାନରେ ନିଆଁ, ଦୋକାନୀ ଜୀବନ୍ତଦଗ୍ଧ

କେନ୍ଦ୍ରାପଡ଼ା: ପରିବା ଦୋକାନରେ ନିଆଁ, ଦୋକାନୀ ଜୀବନ୍ତଦଗ୍ଧ। କୁଦାନଗରୀ ଥାନା କଳାବୁଦା ବାରୁଣୀ ବଜାରରେ ଅଘଟଣ। ବାହାର କବାଟ ଦେଇ କେହି ଦୁର୍ବୃତ୍ତ ନିଆଁ ଲଗାଇଦେଇଥିବା ଅଭିଯୋଗ। ମୃତକ ଗୋଗିନ୍ଦପୁର ଗାଁର ଜଣାପଡିଛି। ସାଇଣ୍ଟିଫିକ୍ ଟିମ୍‌କୁ ନେଇ ପୋଲିସର ତଦନ୍ତ ଆରମ୍ଭ କରିଛି। ମୃତ…

ନୂଆବର୍ଷ ପାଇଁ ପୁରୀରେ ଭକ୍ତଙ୍କ ପ୍ରବଳ ଭିଡ଼, ୬୦ ପ୍ଲାଟୁନ୍ ପୋଲିସ ମୁତୟନ

ପୁରୀ: ଡିସେମ୍ବର ୨୫ ତାରିଖ ଠାରୁ ପୁରୀରେ ବହୁ ମାତ୍ରାରେ ଭିଡ ପରିଲିକ୍ଷିତ ହେଉଛି । ଶ୍ରୀମନ୍ଦିରରେ ତ ନାହିଁ ନଥିବା ଗହଳି । ଭକ୍ତଙ୍କ ସୁରକ୍ଷା ସୁନିଶ୍ଚିତ କରିବା ସହ ଭିଡ ନିୟନ୍ତ୍ରଣ କରିବା ପାଇଁ ମନ୍ଦିର ପରିସରରୁ ମୁଖ୍ୟ ଆଖପାଖ ଅଞ୍ଚଳଗୁଡ଼ିକରେ ଅତିରିକ୍ତ ପୋଲିସ ଫୋର୍ସ ଏବଂ ବରିଷ୍ଠ…

ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଜୁନିଅର ଇଞ୍ଜିନିୟର ନିହାର ସରକାର ଗିରଫ

ମାଲକାନଗିରି: ଜୁନିଅର ଇଞ୍ଜିନିୟର ନିହାର ରଞ୍ଜନ ସରକାର ଗିରଫ। ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ନିହାରଙ୍କୁ ଗିରଫ କରିଛି ଓଡିଶା ଭିଜିଲାନ୍ସ । ତେବେ ଏହି ମାମଲାରେ କୋରାପୁଟ ଭିଜିଲାନ୍ସ ଥାନାରେ ୪୦/୨୦୨୫ ନମ୍ବର ମାମଲା ରୁଜୁ କରାଯାଇଛି। ଶନିବାର ତାଙ୍କୁ ଜୟପୁର ଭିଜିଲାନ୍ସ ବିଶେଷ…

ପ୍ରଦୂଷଣ ପ୍ରମାଣ ପତ୍ର ଥିବା ଗାଡ଼ିରେ ଲାଗିବ ଗ୍ରୀନ୍ ଷ୍ଟିକର: ମନ୍ତ୍ରୀ

ଭୁବନେଶ୍ବର: ପ୍ରଦୂଷଣ ପ୍ରମାଣ ପତ୍ର ଥିବା ଗାଡ଼ିରେ ଲାଗିବ ଗ୍ରୀନ୍ ଷ୍ଟିକର। ଏନେଇ ସୂଚନା ଦେଇଛନ୍ତି ପରିବହନ ମନ୍ତ୍ରୀ ବିଭୂତି ଜେନା। ମୋଟର ଭେଇକିଲ୍ ଆକ୍ଟ ଅନୁଯାୟୀ, ଗାଡିର ସବୁ ପ୍ରକାର ପ୍ରମାଣପତ୍ର ରହିବା କଥା। ସୂଚନା ଅନୁଯାୟୀ, ଗ୍ରୀନ୍ ଷ୍ଟିକର ପରିବହନ ବିଭାଗ ପକ୍ଷରୁ ଯୋଗାଇ…

Road Accident: ହାଇୱା ମୁହାଁମୁହିଁ ଧକ୍କା ପରେ ଲାଗିଗଲା ନିଆଁ, ଦୁଇ ଡ୍ରାଇଭର ମୃତ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲ୍ଲା କୋଇଡାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ଜାତୀୟ ରାଜପଥ ୫୨୦ର ଡେଥ୍ ଜୋନ୍ ପାଲଟିଥିବା କେ ବଲାଙ୍ଗ ଥାନା ଅନ୍ତର୍ଗତ ଚୁନାଘାଟିରେ ସଡ଼କ ଦୁର୍ଘଟଣାରେ ଦୁଇ ଡ୍ରାଇଭର ପ୍ରାଣ ହରାଇଛନ୍ତି। ମଧ୍ଯ ରାତ୍ରିରେ କୁନ୍ଦୁରୁପାଣି ଛକ ନିକଟରେ ଲୁହା ପଥର ବୋଝେଇ ହାଇୱା ଓ…