Latest Odisha News

BREAKING NEWS

Browsing Category

ଓଡିଶା

Odisha

ଜୋତା ଭିତରେ ଲୁଛିଥିଲା ତମ୍ପ ସାପ, ଯୁବକ ପିନ୍ଧିବା ବେଳେ…

ଭୁବନେଶ୍ବର: ଆମେ ସାଧାରଣତଃ ବାହାରକୁ ଯିବା ସମୟରେ ରଖାହୋଇଥିବା ଜୋତାକୁ ନଦେଖି ପିନ୍ଧିଦେଉଛେ । ହେଲେ ଅନେକ ସମୟରେ ଟିଭି ହେଉ କି ସୋସିଆଲ ମିଡିଆ ସବୁଥିରେ ଖବର ଆସୁଛି ଯେ, ଜୋତା ଭିତରେ ସାପ କିମ୍ବା ଅନ୍ୟ ଶରିସୃପ ରହୁଥିବାର । ଯାହା ଅତି ବିପଜ୍ଜନକ ଅଟେ । ଆଉ ବର୍ଷା ଦିନେ ତ ଏହା ସାଧାରଣ…

ଓଡ଼ିଶାରେ ସରେଇକେଲା-ଖରସୁଆନର ମିଶ୍ରଣ’ ଉପରେ ସ୍ପଷ୍ଟୀକରଣ ରଖିଲେ ମୁଖ୍ୟମନ୍ତ୍ରୀ

ରାଞ୍ଚି/ଭୁବନେଶ୍ବର: ପଡୋଶୀ ରାଜ୍ୟରେ ବିଧାନସଭା ନିର୍ବାଚନ ତାରିଖ ଘୋଷଣା ପୂର୍ବରୁ ଦଳୀୟ ପ୍ରଚାର ପାଇଁ ମଙ୍ଗଳବାର ଝାଡ଼ଖଣ୍ଡ ଗସ୍ତରେ ଯାଇଥିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଏହି ସମୟରେ ସରେଇକେଲା-ଖରସୁଆନ ଅଞ୍ଚଳକୁ ଓଡିଶାରେ ମିଶାଇବା ପ୍ରସଙ୍ଗ ଉପରେ ସେ ସ୍ପଷ୍ଟୀକରଣ ରଖିଛନ୍ତି । ଏକ…

ଘରେ ପଶି ଚୋରି ସହିତ ମହିଳାଙ୍କୁ ଦୁଷ୍କର୍ମ ମାମଲା, ଦୁଇ ଅଟକ

ଭୁବନେଶ୍ୱର: ରାଜଧାନୀ ସ୍ଥିତ ମୈତ୍ରୀବିହାର ଥାନା ଅଞ୍ଚଳରେ ଥିବା ଏକ ଫ୍ଲାଟରେ ଦୁଇ ଜଣ ଦୁର୍ବୃତ୍ତ ଲୁଟ୍ କରିବା ସହ ଘର ଭିତରେ ଏକୁଟିଆ ଥିବା ଜଣେ ମହିଳାଙ୍କୁ ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି। ଏହି ଘଟଣାରେ ପୋଲିସ ତଦନ୍ତ କରି ଦୁଇ ଜଣଙ୍କୁ ଅଟକ ରଖି ତଦନ୍ତ କରୁଛି। ଉଭୟଙ୍କୁ ପୋଲିସ…

ହବିଷ୍ୟାଳୀଙ୍କ ନିମନ୍ତେ ସରକାରଙ୍କ ପକ୍ଷରୁ ୨ କୋଟି ୫୭ ଲକ୍ଷ ୫୦ ହଜାର ଟଙ୍କା ଅନୁମୋଦନ

ଭୁବନେଶ୍ୱର: ଆଉ ଦିନ କେଇଟା ପରେ ଆରମ୍ଭ ହୋଇଯିବ ପବିତ୍ର କାର୍ତ୍ତିକ ମାସ । ଏହି ମାସରେ ହବିଷ୍ୟାଳୀ ମାନଙ୍କର ବ୍ରତ ପାଳନ ନିମନ୍ତେ ଓଡ଼ିଶା ସରକାରଙ୍କ ପକ୍ଷରୁ ୨ କୋଟି ୫୭ ଲକ୍ଷ ୫୦ ହଜାର ଟଙ୍କାର ଖର୍ଚ୍ଚ ଅଟକଳ ଅନୁମୋଦନ କରାଯାଇଛି । ଏନେଇ ଧନରାଶି ଅନୁମୋଦନ ହେବା ସହିତ ହବିଷ୍ୟାଳୀ ମା'…

ଅଚ୍ୟୁତ ସାମନ୍ତଙ୍କୁ ‘ମହାତ୍ମା ସମ୍ମାନ’ ୨୦୨୪ ପ୍ରଦାନ

ଭୁବନେଶ୍ୱର: ଶିକ୍ଷାବିତ ଓ ସମାଜସେବୀ ତଥା କିଟ୍ ଓ କିସ୍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତଙ୍କୁ ସମ୍ମାନଜନକ ମହାତ୍ମା ପୁରସ୍କାର ପ୍ରଦାନ କରାଯାଇଛି। ନୂଆଦିଲ୍ଲୀଠାରେ ମଙ୍ଗଳବାର ବିର୍ଲା ଗ୍ରୁପ୍‍ ପକ୍ଷରୁ ଆୟୋଜିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଅଚ୍ୟୁତ ସାମନ୍ତଙ୍କୁ ଏହି ସମ୍ମାନ ପ୍ରଦାନ…

ସାରଦା ନାୟକଙ୍କୁ ହାଇକୋର୍ଟଙ୍କ ନୋଟିସ୍‌

କଟକ: ରାଉରକେଲା ବିଜେଡି ବିଧାୟକ ସାରଦା ନାୟକଙ୍କ ନାଁରେ ଇଭିଏମ ଟାମ୍ପରିଂ ଅଭିଯୋଗ ମାମଲା । ଏନେଇ ଆଜି ଓଡ଼ିଶା ହାଇକୋର୍ଟ ଶୁଣାଣି କରିଛନ୍ତି । ଏହି ମାମଲାରେ ଉତ୍ତର ରଖିବାକୁ ସାରଦା ନାୟକଙ୍କୁ ନୋଟିସ୍‌ ଜାରି କରିଛନ୍ତି ହାଇକୋର୍ଟ । ଆସନ୍ତା ନଭେମ୍ବର ୧୯ ତାରିଖରେ ମାମଲାର…

ନାବାଳିକା ଦୁଷ୍କର୍ମ ଓ ହତ୍ୟା ମାମଲା: ଅଭିଯୁକ୍ତକୁ ଫାଶି ଦଣ୍ଡାଦେଶ

ସମ୍ବଲପୁର: ନାବାଳିକା ଦୁଷ୍କର୍ମ ଓ ହତ୍ୟା ମାମଲାରେ ଅଭିଯୁକ୍ତକୁ ଫାଶି ଦଣ୍ଡାଦେଶ । ଦୋଷୀ ପ୍ରଶାନ୍ତ ବଘାରକୁ ଫାଶି ଦଣ୍ଡାଦେଶ ଦେଲେ ସ୍ୱତନ୍ତ୍ର ପକ୍ସୋ କୋର୍ଟ । ୨୦୨୨ ଜମନକିରା ଥାନା ଅଞ୍ଚଳରେ ନାବାଳିକାକୁ ଦୁଷ୍କର୍ମ, ହତ୍ୟା ପାଇଁ ଘଟଣାରେ ଗିରଫ ହୋଇଥିଲେ ପ୍ରଶାନ୍ତ । ନାବାଳିକାକୁ ହତ୍ୟା…

ମାହାଙ୍ଗା ଡବଲ ମର୍ଡର ଘଟଣା: ପ୍ରତାପ ଜେନାଙ୍କୁ କ୍ଲିନ୍‌ଚିଟ୍‌

କଟକ: ମାହାଙ୍ଗା ଡବଲ ମର୍ଡର ମାମଲା l ପୂର୍ବତନ ମନ୍ତ୍ରୀ ପ୍ରତାପ ଜେନାଙ୍କୁ କ୍ଲିନ୍‌ଚିଟ୍‌ l ପ୍ରତାପଙ୍କ ନାଁରେ ତଳକୋର୍ଟ ମାମଲାକୁ ଖାରଜ କଲେ ହାଇକୋର୍ଟ l ତଳକୋର୍ଟଙ୍କ ରାୟ ବିରୋଧରେ ହାଇକୋର୍ଟ ଯାଇଥିଲେ ପ୍ରତାପ ଜେନା l ମାହାଙ୍ଗା ଡବଲ ମର୍ଡର ମାମଲାରେ ୧୩ ନମ୍ବର ମୁଦାଲା ଥିଲେ ପ୍ରତାପ…

ଭଦ୍ରକ ଅଶାନ୍ତି…ବଢିଲା ରାଜନୀତି

ଭୁବନେଶ୍ବର: ସୋସିଆଲ ମିଡିଆରେ ବିବାଦୀୟ ପୋଷ୍ଟ, ଅଶାନ୍ତ ଭଦ୍ରକ। ଧୁଷୁରୀ, ପାଳିଆବିନ୍ଧା ଏବଂ ପରେ ଧାମନଗର ଓ ଭଦ୍ରକ । ମାସେ ଭିତରେ ଜିଲ୍ଲାରେ ତିନିଟି ସାଂପ୍ରଦାୟିକ ଅଶାନ୍ତି ଘଟଣା ସାମନାକୁ ଆସିଛି। ଏହାକୁ ନେଇ ବିଜେପି ସରକାରକୁ ଟାର୍ଗେଟ୍ କରିଛି ବିଜେଡି। ସରକାରଙ୍କ କାର୍ଯ୍ୟଦକ୍ଷତାକୁ…