Latest Odisha News

BREAKING NEWS

Browsing Category

ଓଡିଶା

Odisha

Road Accident: ହାଇୱା ମୁହାଁମୁହିଁ ଧକ୍କା ପରେ ଲାଗିଗଲା ନିଆଁ, ଦୁଇ ଡ୍ରାଇଭର ମୃତ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲ୍ଲା କୋଇଡାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ଜାତୀୟ ରାଜପଥ ୫୨୦ର ଡେଥ୍ ଜୋନ୍ ପାଲଟିଥିବା କେ ବଲାଙ୍ଗ ଥାନା ଅନ୍ତର୍ଗତ ଚୁନାଘାଟିରେ ସଡ଼କ ଦୁର୍ଘଟଣାରେ ଦୁଇ ଡ୍ରାଇଭର ପ୍ରାଣ ହରାଇଛନ୍ତି। ମଧ୍ଯ ରାତ୍ରିରେ କୁନ୍ଦୁରୁପାଣି ଛକ ନିକଟରେ ଲୁହା ପଥର ବୋଝେଇ ହାଇୱା ଓ…

ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନ କରି ଆଶିଷ ନେଲେ ମୁଖ୍ୟ ନିର୍ବାଚନ କମିଶନର

ପୁରୀ: ୩ ଦିନିଆ ଓଡ଼ିଶା ଗସ୍ତରେ ଆସି ଭୁବନେଶ୍ଵରରେ ପହଞ୍ଚିବା ପରେ ପୁରୀ ଯାଇ ସେ ମହାପ୍ରଭୁ ଜଗନ୍ନାଥଙ୍କୁ ଦର୍ଶନ କଲେ ଭାରତର ମୁଖ୍ୟ ନିର୍ବାଚନ କମିଶନର । ଏହି ସମୟରେ ତାଙ୍କ ସାଙ୍ଗରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ ମଧ୍ୟ ଉପସ୍ଥିତ ଥିଲେ । ସିଇସି ଶ୍ରୀ କୁମାର ଭୁବନେଶ୍ୱର…

ବନ୍ଧା ହେଲେ ଫରେଷ୍ଟର, ଘରୁ ମିଳିଲା ପୁଳାପୁଳା ଗହଣା ସହ ନଗଦ…

ଭୁବନେଶ୍ୱର: ଓଡ଼ିଶା ଭିଜିଲାନ୍ସ କୋରାପୁଟ ସେମିଳିଗୁଡ଼ା ବନ ବିଭାଗ ଫରେଷ୍ଟର ନିରଞ୍ଜନ ଶତପଥୀଙ୍କୁ ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଗିରଫ କରିଛି। ଭୁବନେଶ୍ୱରରେ ଦୁଇଟି ତିନି ମହଲା କୋଠା ଏବଂ ପ୍ଲଟ୍ ସମେତ ବିପୁଳ ସମ୍ପତ୍ତି ଠାବ ମଧ୍ୟ ହୋଇଛି। ଭିଜିଲାନ୍ସ ଅଧିକାରୀମାନେ ତାଙ୍କ…

ହାତୀ ପାଇଁ ଶିଖରଚଣ୍ଡୀ ପୀଠ ବନ୍ଦ

ଭୁବନେଶ୍ୱର: ଭୁବନେଶ୍ୱରର ଶିଖରଚଣ୍ଡୀ ମନ୍ଦିର ଅଞ୍ଚଳରେ ଦୁଇଟି ହାତୀ ବୁଲୁଥିବାର ଦେଖାଯିବା ପରେ ଶନିବାର ଦିନ ଜନସାଧାରଣଙ୍କ ସୁରକ୍ଷା ପାଇଁ ମନ୍ଦିର ଦ୍ୱାର ବନ୍ଦ କରିଦିଆଯାଇଛି। ଏଥିସହିତ ଆଖପାଖ ଅଞ୍ଚଳରେ ଲୋକଙ୍କ ଗତିବିଧି ଉପରେ କଟକଣା ଲଗାଯାଇଛି। ଅଧିକାରୀମାନେ କହିଛନ୍ତି ଯେ ଏହି…

ଆହୁରି ସପ୍ତାହେ କଲବଲ କରିବ ଜାଡ

ଭୁବନେଶ୍ବର: ଓଡ଼ିଶାରେ ଘନ କୁହୁଡ଼ି ସହିତ ପ୍ରବଳ ଶୀତ ଲହରୀ ଅନୁଭୂତ ହେଉଛି। ଯାହା ଫଳରେ ଆଭ୍ୟନ୍ତରୀଣ ଏବଂ ପଶ୍ଚିମ ଜିଲ୍ଲାଗୁଡ଼ିକରେ ତାପମାତ୍ରା ହ୍ରାସ ପାଇଛି। ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ଅନୁଯାୟୀ, ଆହୁରି ସପ୍ତାହେ କଲବଲ କରିବ ଜାଡ। ଘନ କୁହୁଡି ଓ ସୁଲୁସୁଲିଆ ଦକ୍ଷିଣା ପବନ…

ଜିରୋ ନାଇଟ୍ ପାଇଁ ୧୫ପ୍ଲାଟୁନ ଫୋର୍ସ, କମିଶନରେଟ ପୋଲିସର କଡ଼ା ସୁରକ୍ଷା ବ୍ୟବସ୍ଥା

ଭୁବନେଶ୍ୱର: ଜିରୋ ନାଇଟ୍ ସେଲିବ୍ରେସନ୍ ପାଇଁ କକମିଶନରେଟ ପୋଲିସର କଡ଼ା ସୁରକ୍ଷା ବ୍ୟବସ୍ଥା। ଏନେଇ ସୂଚନା ଦେଇଛନ୍ତି ପୋଲିସ କମିଶନର ସୁରେଶ ଦେବଦତ୍ତ ସିଂ। ସୁରକ୍ଷାରେ ୧୫ ପ୍ଲାଟୁନ ପୋଲିସ ଫୋର୍ସ ନିୟୋଜିତ ରହିବେ। ନିଜ ଥାନା ଅଞ୍ଚଳରେ ସ୍ଥିତି ଅନୁଧ୍ୟାନ କରିବେ ସମସ୍ତ ଥାନା ଅଧିକାରୀ।…

ଜାନୁଆରୀ ୨୧ରେ ଓଏସ୍‌ଏସ୍‌ଟିଇଟି ପରୀକ୍ଷା

କଟକ: ଓଡ଼ିଶା ମାଧ୍ୟମିକ ବିଦ୍ୟାଳୟ ଶିକ୍ଷକ ଯୋଗ୍ୟତା ପରୀକ୍ଷା (ଓଏସ୍ଏସ୍‌ଟିଇଟି-୨୦୨୫) ଦ୍ୱିତୀୟ ପର୍ଯ୍ୟାୟ ପରୀକ୍ଷା ଆସନ୍ତା ୨୦୨୬ ଜାନୁଆରୀ ମାସ ୨୧ ତାରିଖରେ ଅନୁଷ୍ଠିତ ହେବ। ଏନେଇ ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଏହି ପରୀକ୍ଷା ଉକ୍ତ ଦିନ ସକାଳ…

ନନ୍ଦନକାନନରେ ପୁଣି ଆରମ୍ଭ ବୋଟିଂ ସେବା

ଭୁବନେଶ୍ୱର: କାଞ୍ଜିଆ ହ୍ରଦରେ ପର୍ଯ୍ୟଟକଙ୍କ ପାଇଁ ବୋଟିଂ ସୁବିଧା ପୁନଃ ଆରମ୍ଭ। ନୂଆବର୍ଷ ପୂର୍ବରୁ ଏନେଇ ସୂଚନା ଦେଇଛନ୍ତି ଭୁବନେଶ୍ୱରର ନନ୍ଦନକାନନ ପ୍ରାଣୀ ଉଦ୍ୟାନ କର୍ତ୍ତୃପକ୍ଷ। ଗତ ବର୍ଷ ଅଗଷ୍ଟ ମାସରେ ହ୍ରଦରେ କୁମ୍ଭୀର ଦେଖିବା ପରେ କର୍ତ୍ତୃପକ୍ଷ ପ୍ରାଣୀ ଉଦ୍ୟାନ ଭିତରେ ବୋଟିଂ…

ଅନ୍ତର୍ଜାତୀୟ ଓଡ଼ିଶୀ ନୃତ୍ୟ ମହୋତ୍ସବ ଉଦ୍‌ଘାଟିତ; ୩୫୦ ନୃତ୍ୟଶିଳ୍ପୀଙ୍କ ଅଂଶଗ୍ରହଣ, ଭାରତ ବାହାରୁ ୧୫…

ଭୁବନେଶ୍ୱର: ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଗୁରୁ କେଳୁଚରଣ ଓଡ଼ିଶୀ ଗବେଷଣା କେନ୍ଦ୍ର ପକ୍ଷରୁ ଡିସେମ୍ବର ୨୬ ତାରିଖରୁ ୩୦ ତାରିଖ ପର୍ଯ୍ୟନ୍ତ ରବୀନ୍ଦ୍ର ମଣ୍ଡପ ଠାରେ ଅନ୍ତର୍ଜାତୀୟ ଓଡ଼ିଶୀ ନୃତ୍ୟ ମହୋତ୍ସବ କାର୍ଯ୍ୟକ୍ରମ ଆୟୋଜିତ ହେଉଛି। ଶୁକ୍ରବାର କାର୍ଯ୍ୟକ୍ରମର…

ସ୍ୱତନ୍ତ୍ର ଚଢ଼ାଉ ଅଭିଯାନର ୫ମ ଓ ୬ଷ୍ଠ ଦିନରେ ୪୨୧ ମାମଲା ରୁଜୁ,୨.୧୭ କୋଟି ମୂଲ୍ୟର…

ଭୁବନେଶ୍ୱର: ଅବକାରୀ ଓ ପୋଲିସ ବିଭାଗର ମିଳିତ ସହଯୋଗରେ ଚଳିତ ଡିସେମ୍ବର ୨୦ ତାରିଖରୁ ଆରମ୍ଭ ହୋଇଥିବା ସ୍ୱତନ୍ତ୍ର ଚଢ଼ାଉ ଅଭିଯାନର ପଞ୍ଚମ ଓ ଷଷ୍ଠ ଦିନରେ ମୋଟ ୪୨୧ଟି ମାମଲା ରୁଜୁ କରାଯାଇଥିବା ବେଳେ ୨.୧୭ କୋଟି ଟଙ୍କା ମୂଲ୍ୟର ବେଆଇନ ମାଦକ ଦ୍ରବ୍ୟ ଓ ସାମଗ୍ରୀ ଜବତ କରାଯାଇଛି। ବିଭାଗ…