Latest Odisha News

BREAKING NEWS

Browsing Category

ଓଡିଶା

Odisha

ଓଡ଼ିଶାରେ ଲୋକସଭା ଆସନ ପାଇଁ ଦୁଇ ସାଂସଦଙ୍କ ଟିକେଟ୍ କାଟିଛି ବିଜେପି, ତିନି ଜଣଙ୍କୁ ରିପିଟ୍?

ଭୁବନେଶ୍ୱର: ଦିଲ୍ଲୀରୁ ଆଜି ଆସିବ ଓଡ଼ିଶା ବିଜେପି ନେତାଙ୍କ ପ୍ରାର୍ଥୀ ତାଲିକା। ପ୍ରାର୍ଥୀ ତାଲିକା ଉପରେ ମୋହର ମାରି ସାରିଛି ବିଜେପିର କେନ୍ଦ୍ରୀୟ ନିର୍ବାଚନ କମିଟି। ଗତକାଲି ବିଳମ୍ବିତ ରାତି ଯାଏ ଆଲୋଚନା ହୋଇଥିଲା । କେଉଁଠି କାହାର ବିଜୟ ସମ୍ଭାବନା ଅଧିକ। କାହାକୁ ରିପିଟ ଓ କେଉଁଠି…

ହୀରାକୁଦ ଅଞ୍ଚଳରେ କାୟା ବିସ୍ତାର କରୁଛି ଝାଡାବାନ୍ତି, କାରଣ ଖୋଜିବାକୁ ପହଞ୍ଚିଲେ ଡାକ୍ତରୀ ଦଳ

ସମ୍ବଲପୁର: ସମ୍ବଲପୁର ଜିଲ୍ଲା ହୀରାକୁଦ ଅଞ୍ଚଳରେ କାୟା ବିସ୍ତାର କରୁଛି ଝାଡାବାନ୍ତି । ବର୍ତ୍ତମାନ ସୁଦ୍ଧା ୧୩୧ ଜଣ ଆକ୍ରାନ୍ତ ହୋଇ ଚିକିତ୍ସିତ ହେଉଥିବା ବେଳେ ୨ଜଣଙ୍କ ଜୀବନ ଯାଇଛି । କିଛି ଆକ୍ରାନ୍ତଙ୍କ ଅବସ୍ଥା ସଙ୍କଟାପନ୍ନ ଥିବାରୁ ସେମନାଙ୍କୁ ବୁର୍ଲା ଡାକ୍ତରଖାନାକୁ ସ୍ଥାନାନ୍ତର…

ସ୍ତ୍ରୀର ମୃତ୍ୟୁ ପରେ ବିଚ୍ଛେଦ ସହି ନପାରି ସ୍ୱାମୀର ଆତ୍ମହତ୍ୟା

କୋଇଡା: କଇଁ କଇଁ ହୋଇ କାନ୍ଦୁଛି ୪ ମାସର କୋମଳମତୀ ଶିଶୁଟି । ପ୍ରଥମେ ମା’ ଆଉ ଏବେ ବାପା । ହାତ ଧରାଧରି ହୋଇ ଚାଲିଗଲେ ବାପା, ମା’ । ଏବେ ଶିଶୁଟି ପୁରା ଏକା । ବିନା ଦୋଷରେ ଅନାଥ ହୋଇଗଲା ଏହି କୁନି ଶିଶୁଟି । ହଁ ଆଜ୍ଞା ଏ ଘଟଣାଟି ହେଉଛି ସୁନ୍ଦରଗଡ ଜିଲ୍ଲା କୋଇଡା ବ୍ଲକ ଟେନସା ଫାଣ୍ଡି…

ଆଜି ଆସିପାରେ ବିଜେପିର ଚତୁର୍ଥ ପାର୍ଥୀ ତାଲିକା, ଫୋକସରେ ଓଡ଼ିଶା ପ୍ରାର୍ଥୀ ପ୍ରସଙ୍ଗରେ

ନୂଆଦିଲ୍ଲୀ: ଲୋକସଭା ନିର୍ବାଚନ ୨୦୨୪ ପାଇଁ ଆଜି ଆସିପାରେ ବିଜେପିର ଚତୁର୍ଥ ପାର୍ଥୀ ତାଲିକା । ଏହି ତାଲିକାରେ ୫ରାଜ୍ୟର ପାର୍ଥୀ ମାନଙ୍କ ନାମ ଘୋଷଣା କରାଯାଇପାରେ । ସେହି ୫ ରାଜ୍ୟ ମଧ୍ୟରେ ରହିଛି ଉତ୍ତରପ୍ରଦେଶ, ପଶ୍ଚିମବଙ୍ଗ, ରାଜସ୍ଥାନ, ଓଡିଶା ଏବଂ ଆନ୍ଧ୍ରପ୍ରଦେଶ । ଗତକାଲି ଦିଲ୍ଲୀରେ…

ଧର୍ମେନ୍ଦ୍ର ବନାମ ବବି: ସମ୍ବଲପୁର ଦେଖିବ କି ଚବିଶ ନିର୍ବାଚନର ସବୁଠୁ ବଡ ଲଢେଇ!

ଭୁବନେଶ୍ଵର: ମେଣ୍ଟ ଆଲୋଚନାରେ ଫୁଲଷ୍ଟପ୍ ପରେ ସମ୍ବଲପୁର ସମରସଜ୍ଜାକୁ ନେଇ ତେଜିଲାଣି ଚର୍ଚ୍ଚା । ଲୋକସଭା ମଇଦାନରୁ ବିଜେଡି ଓ ବିଜେପିର ହେଭିୱେଟ ନେତା ଓହ୍ଲାଇ ପାରନ୍ତି । କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ବିପକ୍ଷରେ ବିଜେଡି ସାଂଗଠନକ ସଂପାଦକ ପ୍ରଣବ ପ୍ରକାଶ ଦାସଙ୍କୁ ପ୍ରାର୍ଥୀ…

ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ: ବଦଳିଲେ ଆଉ ୬ ଓଏଏସ୍ ଅଫିସର

ଭୁବନେଶ୍ୱର: ନିର୍ବାଚନ କମିଶନଙ୍କ ତାଗିଦ୍ ପରେ ବଦଳିଲେ ଆଉ ୬ ଓଏଏସ୍ ଅଫିସର। ନିର୍ବାଚନ କମିଶନଙ୍କ ଗାଇଡଲାଇନ ଆଧାରରେ ଏହି ଅଧିକାରୀମାନଙ୍କ ବଦଳି ହୋଇଥିବା ଜଣାପଡ଼ିଛି। ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି ହୋଇଛି । ରାଜ୍ୟ ସରକାର ଗତକାଲି ୨୮ଜଣ ଓଏଏସ୍ ଅଫିସର ଓ ୫ଜଣ…

ଭିଜିଲାନ୍ସ ଜାଲରେ ସହିଦନଗର ଥାନା ଏସ୍‌ଆଇ

ଭୁବନେଶ୍ୱର: ଭିଜିଲାନ୍ସ ଜାଲରେ ସହିଦନଗର ଥାନା ଏସ୍‌ଆଇ । ଲାଞ୍ଚ ନେବା ବେଳେ ସହିଦନଗର ଥାନା ଏସ୍‌ଆଇଙ୍କୁ ଧରିଲା ଭିଜିଲାନ୍ସ। ସହିଦନଗର ଥାନା ଏସଆଇ ପ୍ରିୟବ୍ରତ ପ୍ରଧାନଙ୍କୁ ଗିରଫ କଲା ଭିଜିଲାନ୍ସ। ଜବତ ହୋଇଥିବା ଏକ ଗାଡିକୁ ଛାଡିବା ପାଇଁ ଜଣେ ବ୍ୟକ୍ତିଙ୍କ ଠାରୁ ୨ ହଜାର ଟଙ୍କା ଲାଞ୍ଚ…

କଳିଙ୍ଗ ହସ୍ପିଟାଲର ନୂତନ ବିସ୍ତାର ଲୋକାର୍ପିତ

ଭୁବନେଶ୍ୱର: କଳିଙ୍ଗ ହସ୍ପିଟାଲ୍ ଲିମିଟେଡ୍ (KHL) ରୋଗୀ ସେବାରେ ଉତ୍କର୍ଷତା ପ୍ରଦାନ ପାଇଁ ଓଡିଶାର ଏକ ଅଗ୍ରଣୀ ସ୍ୱାସ୍ଥ୍ୟ ସେବା ପ୍ରଦାନକାରୀ ହସ୍ପିଟାଲ । ଓଡିଶା ରାଜ୍ୟପାଳ ରଘୁବର ଦାସ ଏହାର ଅତ୍ୟାଧୁନିକ ସୁବିଧା ସମ୍ବଳିତ ନୂତନ ସମ୍ପ୍ରସାରଣକୁ ଉଦ୍ଘାଟନ କରିଛନ୍ତି । କଳିଙ୍ଗ ହସ୍ପିଟାଲର…

ଜଳସମ୍ପଦ କ୍ଷେତ୍ରରେ ୫ ବର୍ଷରେ ୧୦୨୧୭ କୋଟି ଖର୍ଚ୍ଚ କରାଯାଇଛି: ଡ. ମୁକେଶ ମହାଲିଙ୍ଗ

ଭୁବନେଶ୍ୱର: ଓଡିଶାର ଜଳସଂପଦ ବ୍ୟବସ୍ଥାକୁ ସୁଦୃଢ କରିବା ସହିତ ସମଗ୍ର ଓଡିଶାବାସୀଙ୍କୁ ଶୁଦ୍ଧ ପାନୀୟ ଜଳ ଯୋଗାଇ ଦେବା ପାଇଁ ମୋଦି ସଂକଳ୍ପବଦ୍ଧ। ୨୦୧୪ ମସିହାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶାସନ କ୍ଷମତାକୁ ଆସିବା ପରେ ଏଥି ପାଇଁ ହଜାର ହଜାର କୋଟି ଟଙ୍କାର ଆର୍ଥୀକ ଅନୁଦାନ ଓ ସହାୟତା…

ଆସନ୍ତାକାଲି ପାଳନ ହେବ ମେଣ୍ଡାପୋଡ଼ି ଉତ୍ସବ, ଦୋଳପୂର୍ଣ୍ଣିମାରେ ସୁନାବେଶରେ ଦର୍ଶନ ଦେବେ ମହାପ୍ରଭୁ

ପୁରୀ: ଦୋଳ ପୂର୍ଣ୍ଣିମା ପୂର୍ବରୁ ଆସନ୍ତା କାଲି ପୁରୀରେ ପବିତ୍ର ମେଣ୍ଡାପୋଡି ଉତ୍ସବ ପାଳନ କରାଯିବ। ଏହା ପରଦିନ ଅର୍ଥାନ ୨୫ ତାରିଖରେ ମହାପ୍ରଭୁଙ୍କ ଦୋଳପୂର୍ଣ୍ଣିମା ପାଳନ ହେବ। ଏହି ଦିନ ରତ୍ନବେଦୀରେ ମହାପ୍ରଭୁ ମହଣମହଣ ସ୍ୱର୍ଣ୍ଣାଳଙ୍କାରରେ ଭକ୍ତଙ୍କୁ ଦର୍ଶନ ଦେବେ। ସେପଟେ ଦୋଳବେଦୀକୁ…