Latest Odisha News

BREAKING NEWS

Browsing Category

ଓଡିଶା

Odisha

ରାତି ୨ଟାରେ ମହିଳା ଥାନାକୁ ଗଲେ…

ଭୁବନେଶ୍ବର: ଚୋର ଡାଳେ ଡାଳେ ଗଲେ ପୋଲିସ ପତ୍ରେ ପତ୍ରେ ଯାଉ । ରାତି ୨ଟାରେ ବି ମହିଳା ଥାନାକୁ ଗଲେ ଧୈର୍ଯ୍ୟର ସହ ଶୁଣ । ଅପରାଧୀ ଯେଉଁ ପଦରେ ରହିଲେ ବି ହେଉ ଆକ୍ସନ୍ । ଜିଲ୍ଲାପାଳ ଓ ଏସପିଙ୍କ ସମ୍ମିଳନୀର ଦ୍ବିତୀୟ ଦିନରେ ଅଧିକାରୀଙ୍କୁ ଗୁରୁମନ୍ତ୍ର ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ।…

ବବି କରୁଛନ୍ତି ବଡ଼ ପ୍ଲାନ୍ !

ଭୁବନେଶ୍ବର: କ୍ଷମତାକୁ ଫେରିବାକୁ ବବି ଚଳାଇବେ କି ଗୋଟି ? ବଢୁଛି ଯାଜପୁର ବିଧାୟିକାଙ୍କ ଇସ୍ତଫା ଚର୍ଚ୍ଚା । ସୁଜାତାଙ୍କ ଇସ୍ତଫା ପରେ ବ୍ୟାକଡୋରରେ ବିଧାନସଭାକୁ ଆସିବାକୁ ବବି କରୁଛନ୍ତି କି ପ୍ଲାନ୍ ! ବିଜେଡିର ଅନ୍ୟତମ କ୍ଷମତାକେନ୍ଦ୍ର ରହିଥିବା ପ୍ରଣବ ପ୍ରକାଶ ଦାସ ପୁଣି କ୍ଷମତାକୁ…

ନର୍ସିଂ ଅଫିସରଙ୍କୁ ଆନ୍ଦୋଳନରୁ ଓହରିଯିବାକୁ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ଅନୁରୋଧ

ଯାଜପୁର: ରାଜ୍ୟରେ ନର୍ସିଂ ଅଫିସରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ ଉପରେ ପ୍ରତିକ୍ରିୟା ରଖିଲେ ସ୍ୱାସ୍ଥ୍ୟ ମନ୍ତ୍ରୀ । ଯାଜପୁର ଜିଲ୍ଲା ଧର୍ମଶାଳାରେ ଅଂଶୁମାନ ମେମୋରିଆ ଟ୍ରଷ୍ଟ ପକ୍ଷରୁ ମେଗା ସ୍ୱାସ୍ଥ୍ୟ ଶିବିରରେ ଯୋଗଦେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ମନ୍ତ୍ରୀ ଡା. ମୁକେଶ…

‘ବିଶ୍ୱ ହୃଦୟ ଦିବସ’ରେ କଳିଙ୍ଗ ହସ୍ପିଟାଲ ପକ୍ଷରୁ ୱାକାଥନ୍ ଆୟୋଜିତ

ଭୁବନେଶ୍ୱର: ଭୁବନେଶ୍ୱରର କଳିଙ୍ଗ ହସ୍ପିଟାଲ ଲିମିଟେଡ୍ ପକ୍ଷରୁ ବିଶ୍ୱ ହୃଦୟ ଦିବସ ପାଳନ କରାଯିବା ସହ ଲୋକଙ୍କୁ ହୃଦୟ ସମ୍ବନ୍ଧୀୟ ରୋଗ ସମ୍ପର୍କରେ ସଚେତନ କରିବା ଉଦ୍ଦେଶ୍ୟରେ ଏକ ୱାକାଥନ୍‌ ଆୟୋଜନ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ହୃଦୟକୁ ସୁସ୍ଥ ରଖିବା ପାଇଁ ଶାରିରୀକ ବ୍ୟାୟାମ…

୩ ଘଣ୍ଟା ଭିତରେ ବର୍ଷିବ: ୨ ଜିଲ୍ଲାକୁ ଓ୍ବାର୍ଣ୍ଣିଂ ଜାରି

ଭୁବନେଶ୍ବର: ରାଜ୍ୟରେ ଏବେ ଜାରି ରହିଛି ଲଘୁଚାପର ପ୍ରଭାବ । ଗତ ଦୁଇ ଦିନ ହେବ ବର୍ଷାର ପରିମାଣ ବଢିଥିବା ବେଳେ ଆଜି ଟ୍ବିନ ସିଟିରେ ପାଗ ଫିଟିଛି । ସେହିପରି ରାଜ୍ୟରେ ଅନେକ ସ୍ଥାନରେ ଖରା ଅନୁଭୂତ ହୋଇଥିବା ବେଳେ କିଛି କିଛି ସ୍ଥାନରେ ହାଲୁକା ଧରଣର ବର୍ଷା ହୋଇଛି । ତେବେ ଏବେ ଟିକେ…

୨ ଦିନିଆ ଝାଡଖଣ୍ଡ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଦୁଇ ଦିନିଆ ଝାଡଖଣ୍ଡ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ବିଜେପିର ପରିବର୍ତ୍ତନ ଯାତ୍ରାରେ ସାମିଲ ହେବା ପାଇଁ ସେପ୍ଟେମ୍ବର ୩୦ ଏବଂ ଅକ୍ଟୋବର ୧ରେ ୨ ଦିନିଆ ଝାଡଖଣ୍ଡ ଗସ୍ତର କରିବେ । ତେବେ ସେମାବାର ମୁଖ୍ୟମନ୍ତ୍ରୀ ଝାଡଖଣ୍ଡ ଗସ୍ତରେ ଯାଇ ପ୍ରଥମେ ପଶ୍ଚିମ ସିଂହଭୂମର…

ଆଜି ରାଜ୍ୟ କ୍ୟାବିନେଟ୍‍, ଏହିସବୁ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ମିଳିପାରେ ମଂଜୁରୀ

ଭୁବନେଶ୍ୱର: ଆଜି ସନ୍ଧ୍ୟାରେ ବସିବ ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ l ଅପରାହ୍ନ ୫ଟାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ କ୍ୟାବିନେଟ ବୈଠକ ଅନୁଷ୍ଠିତ ହେବ । ବୈଠକରେ ୪ଟି ପ୍ରସ୍ତାବରେ ମୋହର ଲାଗିବାର ଆଶା ଥିବା କୁହାଯାଉଛି । ଖାଦ୍ୟ ଯୋଗାଣ ଖାଉଟି କଲ୍ୟାଣ…

ସିରିଞ୍ଜ ଛାଡିଲେ ନର୍ସିଂ କର୍ମଚାରୀ, ରୋଗୀ ସେବା ପ୍ରଭାବିତ

ଭୁବନେଶ୍ବର: ଗତ ୪ ଦିନ ଧରି ଆନ୍ଦୋଳନରେ ବସିଥିବା ନର୍ସିଂ କର୍ମଚାରୀ ଆଜି ସିରିଞ୍ଜ ଛାଡ କରିଛନ୍ତି । ସଂପୂର୍ଣ୍ଣ ସେବା ବନ୍ଦ କରି ୧୦ ଦଫା ଦାବିରେ ଅହୋରାତ୍ର ଆନ୍ଦୋଳନର ଡାକରା ଦେଇଛନ୍ତି ନର୍ସିଂ ଷ୍ଟାଫ୍ । ଫଳରେ ବହୁ ସ୍ଥାନରେ ରୋଗୀ ସେବା ବ୍ୟାହତ ହୋଇଛି  । ତେବେ ୪ ଦିନ…

ମାଓବାଦୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ କଡା ଚେତାବନୀ: ଫେରିଆସ, ନହେଲେ….

ଭୁବନେଶ୍ବର: ଆଜି ଲୋକସେବା ଭବନରେ ସବୁ ଜିଲ୍ଲାର ଏସପିଙ୍କୁ ପୋଲିସ୍ ଓ ପ୍ରଶାସନ ଗୁରୁଦାୟିତ୍ବ ନେଇ ଗୁରୁମନ୍ତ୍ର ଦେବା ସହ ମାଓବାଦୀଙ୍କୁ କଡା ଚେତାବନୀ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଏନେଇ ମୁଖ୍ୟମନ୍ତ୍ରୀ କହିଛନ୍ତି, କିଛି ମାଓ ପୀଡିତଙ୍କୁ ଭେଟି ପୂର୍ବରୁ କେନ୍ଦ୍ର…

ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା: ପୋଲିସଙ୍କୁ ମିଳିବ ବାଇକ୍

ଭୁବନେଶ୍ବର: ଆଜି ଲୋକସେବା ଭବନରେ ଜିଲ୍ଲାପାଳ ଓ ଏସପିଙ୍କ ମିଳିତ ସମ୍ମିଳନୀର ଦ୍ବିତୀୟ ଦିନରେ ପୋଲିସ ବିଭାଗ ପାଇଁ ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ପ୍ରତି ପୋଲିସ ପାଖରେ ରହିବ ବାଇକ୍। ଏହାସହିତ ପୋଲିସ୍ ଷ୍ଟେସନ ପାଇଁ ଅଧିକ ଚାରି ଚକିଆ ଯାନର ବ୍ୟବସ୍ଥା କରାଯିବ।…