Latest Odisha News

BREAKING NEWS

Browsing Category

ଓଡିଶା

Odisha

ରାଜଧାନୀରେ ମାତିଲେଣି ମହିଳା ବ୍ରାଉନସୁଗାର ବେପାରୀ, ୨ ଯୁବତୀ ଗିରଫ

ଭୁବନେଶ୍ୱର: ରାଜଧାନୀରେ ବ୍ରାଉସ ସୁଗାର କାରବାର ଅଭିଯୋଗରେ ସ୍ୱତନ୍ତ୍ର କ୍ରାଇମ ୟୁନିଟ୍ କମିଶନର ପୋଲିସ ଶନିବାର ଜଣେ ମହିଳା ଆକାଉଣ୍ଟାଣ୍ଟ ଏବଂ ତାଙ୍କ ସହଯୋଗୀଙ୍କୁ ଗିରଫ କରିଛି। ଗିରଫ ଦୁଇ ମହିଳା ହେଲେ କୋଣାର୍କ ଅଞ୍ଚଳର 23 ବର୍ଷୀୟ ପ୍ରଜ୍ଞା ପ୍ରିୟା ସ୍ୱାଇଁ ଓ ବାଲେଶ୍ୱର ବସ୍ତା ଅଞ୍ଚଳର…

ତାତିରେ ସିଝିବ ଓଡ଼ିଶା, ୪୦ ଟପିବ ତାପମାତ୍ରା !

ଭୁବନେଶ୍ୱର: ଆଗକୁ ଆହୁରି ବଢିବ ତାତି। ୪୦ ଟପିବ ତାପମାତ୍ରା। ଏଥର ପ୍ରବଳ ତାତି ଅନୁଭୂତ ହେବା ନେଇ ପାଣିପାଗ ବିଭାଗ ଏହି ପୂର୍ବାନୁମାନ କରିଛି। ତେବେ କେବଳ ଦିନ ନୁହେଁ, ରାତିରେ ମଧ୍ୟ ତାପମାତ୍ରା ୨ରୁ ୩ ଡିଗ୍ରୀ ବଢ଼ିପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଗତକାଲି ଅର୍ଥାତ୍…

ଶ୍ରୀମନ୍ଦିର ସୁରକ୍ଷାରେ ତ୍ରୁଟି, ବିଦେଶିନୀ ଭକ୍ତ ପ୍ରବେଶ କରିଥିବା ଅଭିଯୋଗ

ପୁରୀ: ଶ୍ରୀମନ୍ଦିରରେ ବିଦେଶିନୀ ଭକ୍ତ ପ୍ରବେଶ କରିଥିବା ଅଭିଯୋଗ । ବାଇଶି ପାହାଚ ନିକଟରେ ୨ ବିଦେଶୀ ଭକ୍ତଙ୍କୁ ଅଟକାଇଲେ ସେବାୟତ । ୨ ବିଦେଶୀ ଭକ୍ତଙ୍କୁ ସିଂହଦ୍ବାର ଥାନାରେ ଅଟକ ରଖି ପଚରାଉଚରା କରାଯାଇଛି। ଶ୍ରୀମନ୍ଦିର ବାହାରେ ଓ ଭିତରେ ଶହଶହ ପୋଲିସ ନିୟୋଜିତ ଥିବା ବେଳେ ଜଣେ ବିଦେଶୀ…

ନିର୍ବାଚନ କମିଶନଙ୍କ ନବରଙ୍ଗପୁର ଗସ୍ତ ଓ ନିର୍ବାଚନ ପରିଚଳନା ସମୀକ୍ଷା

ନବରଙ୍ଗପୁର: ରାଜ୍ୟ ନିର୍ବାଚନ ଅଧିକାରୀ ନବରଙ୍ଗପୁର ଗସ୍ତ ଏବଂ ନିର୍ବାଚନ ପରିଚଳନା ସମୀକ୍ଷା। ରାଜ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ଧଳଙ୍କ ନବରଙ୍ଗପୁର ଗସ୍ତ କରି ସ୍ଥାନୀୟ ଡିଆରଡିଏ କାର୍ଯ୍ୟାଳୟରେ ନିର୍ବାଚନ ପରିଚାଳନା ଦାୟିତ୍ୱରେ ଥିବା ଜିଲ୍ଲାସ୍ତରୀୟ ଅଧିକାରୀଙ୍କ ସହ ସମୀକ୍ଷା ବୈଠକରେ…

କଂଗ୍ରେସର ଗ୍ୟାରେଣ୍ଟି କାର୍ଡ, କଂଗ୍ରେସ ସରକାରକୁ ଆସିଲେ କରିବ ଏହି କାର୍ଯ୍ୟ

ଭୁବନେଶ୍ଵର: ଲୋକସଭା ନିର୍ବାଚନ ପାଇଁ କଂଗ୍ରେସର ପ୍ରସ୍ତୁତି । ନିର୍ବାଚନ ପୂର୍ବରୁ ରାଜ୍ୟ କଂଗ୍ରେସ ଜାରି କରିଛି ଗ୍ୟାରେଣ୍ଟି କାର୍ଡ । ୨୦୨୪ରେ କ୍ଷମତାକୁ ଆସିଲେ କଂଗ୍ରେସ ଏହି ଗ୍ୟାରେଣ୍ଟି ଉପରେ କାମ କରିବ ବୋଲି ଲୋକଙ୍କୁ ଜଣାଇଛି । ୨୪ ବର୍ଷର ବିଜେଡି ଶାସନ ଏବଂ ୯ ବର୍ଷର ବିଜେପି…

ଭାରସାମ୍ୟ ହରାଇ ଟ୍ରକ ପଛକୁ ପିଟିଲା ବାଇକ, ୩ ମୃତ

ଯାଜପୁର: କଳିଙ୍ଗନଗର ଥାନା ଜିନ୍ଦଲ କାରଖାନା ମୁଖ୍ୟ ଫାଟକ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ଚଳନ୍ତା ଟ୍ରକ୍ ପଛରେ ପିଟିହୋଇ ୩ ଜଣ ବାଇକ୍ ଆରୋହୀଙ୍କ ମୃତ୍ୟୁ ଘଟିଛି। ଘଟଣାସ୍ଥଳରେ ୨ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ମେଡ଼ିକାଲରେ ଅନ୍ୟ ଜଣଙ୍କର ମୃତ୍ୟୁ ହୋଇଛି। ଦୁର୍ଘଟଣା ସମ୍ପର୍କରେ…

ହୀରାକୁଦ ଅଞ୍ଚଳରେ ବ୍ୟାପିଛି ଝାଡାବାନ୍ତି, ଜଣେ ମୃତ

ସମ୍ବଲପୁର: ସମ୍ବଲପୁର ଜିଲ୍ଲା ହୀରାକୁଦ ଅଞ୍ଚଳରେ ବ୍ୟାପୁଛି ଝାଡ଼ାବାନ୍ତି । ଝାଡ଼ାବାନ୍ତିରେ ଆକ୍ରାନ୍ତରେ ଏଯାବତ୍ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୨୭ଜଣ ମେଡିକାଲରେ ଭର୍ତ୍ତି ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୫ଜଣଙ୍କ ସ୍ଥିତି ଗୁରୁତର ରହିଛି । ସେମାନଙ୍କୁ ବୁର୍ଲା ଭିମସାରକୁ ସ୍ଥାନାନ୍ତରିତ…

ପୁଣି ଅଭୟାରଣ୍ୟରୁ୧୦ କୋଟି ୫୦ ଲକ୍ଷ ଟଙ୍କାର ଅଫିମ ନଷ୍ଟ କଲା ଅବକାରୀ ବିଭାଗ

ବାରିପଦା: ଥମିବାର ନାଁ ନେଉନି ଅଭୟାରଣ୍ୟରେ ଅଫିମ ଚାଷ । ଯେତେ ଖୋଳିଲେ ସେତେ ବାହାରୁଛି । ଅଭୟାରଣ୍ୟ ସାରା କାୟା ବିସ୍ତାର କରିଛି ଅଫିମ । ପୁଣି ଥରେ ଶିମିଳିପାଳର ଅସ୍ତକୁଅଁର ପଞ୍ଚାୟତର ସାରୁଦା ଗାଁ ନିକଟରେ ୧୫ ଏକ ଜଙ୍ଗଲ ଜମିରେ ହୋଇଥିବା ଅଫିମ ଚାଷକୁ ନଷ୍ଟ କରିଛି ମୟୁରଭଞ୍ଜ ଅବକାରୀ…

ଆଜି ଆର୍ଥ ଆୱାର, ପୃଥିବୀ ପାଇଁ ଏକ ଘଣ୍ଟା ବିଦ୍ୟୁତ୍ ବନ୍ଦ

ପୁରୀ: ଆଜି ୱାର୍ଲ୍ଡ ଆର୍ଥ ଆୱାର । ପୃଥିବୀର ସୁରକ୍ଷା ପାଇଁ ପ୍ରତି ବର୍ଷ ମାର୍ଚ୍ଚ ମାସର ଶେଷ ଶନିବାର ୱାର୍ଲ୍ଡ ଆର୍ଥ ଆୱାର ଭାବେ ପାଳନ କରାଯାଏ । ଏହି ଦିନ ପୃଥିବୀବାସୀ ୧ ଘଣ୍ଟା ପର୍ଯ୍ୟନ୍ତ ନିଜର ଅନାବଶ୍ୟକ ଲାଇଟର ସୁଇଚ୍ ଅଫ୍ କରିଥାନ୍ତି । ନିଜ ଘରେ, ଅଫିସରେ ଜଳୁଥିବା ଅନାବଶ୍ୟକ…

ଚିକିତ୍ସାଧୀନ ଅବସ୍ଥାରେ ବିଚାରଧୀନ କଏଦୀଙ୍କ ମୃତ୍ୟୁ

କଟକ: ଚିକିତ୍ସାଧୀନ ଅବସ୍ଥାରେ ବିଚାରଧୀନ କଏଦୀଙ୍କ ମୃତ୍ୟୁ । ଜେଲ୍ ରେ ଫାଶୀ ଲଗାଇ ଆତ୍ମହତ୍ୟା କରିବାକୁ ଉଦ୍ୟମ କରିବା ପରେ ତାଙ୍କୁ ଗୁରୁତର ଅବସ୍ଥାରେ କଟକର ଏସସିବି ମେଡିକାଲରେ ଭର୍ତ୍ତି କରାଯାଇଥିଲା । ସେଠାରେ ତାଙ୍କର ଚିକିତ୍ସା ଚାଲିଥିବା ବେଳେ ଆଜି ପ୍ରାଣ ହରାଇଛନ୍ତି କଏଦି ଜଣଙ୍କ ।…