Latest Odisha News

BREAKING NEWS

Browsing Category

ଓଡିଶା

Odisha

ଶିକ୍ଷକଙ୍କ ମାଡ଼ରେ ଲହୁ ଲୁହାଣ ହେଲେ ଛାତ୍ର

ନବରଙ୍ଗପୁର: ଶିକ୍ଷକଙ୍କ ମାଡ଼ରେ ଲହୁ ଲୁହାଣ ହେଲେ ଛାତ୍ର । ଏଭଳି ଅମାନୁଷିକ ଘଟଣା ଘଟିଛି କୁନ୍ଦେଇ ଥାନା ଅଧୀନ କାନାଡିହି ଗ୍ରାମରେ । ଏନେଇ ଛାତ୍ରଙ୍କ ପରିବାର ପକ୍ଷରୁ କୁନ୍ଦେଇ ଥାନାରେ ଏତଲା ଦିଆଯାଇଛି । ଅଭିଯୋଗ ଅନୁଯାୟୀ, କାନାଡିହି ଗ୍ରାମର ଲଗନୁ ଶତନାମିଙ୍କ ୫ ବର୍ଷର ପୁଅ ଧନରାଜ…

ମେଣ୍ଟ ଚର୍ଚ୍ଚା ଭିତରେ ମନମୋହନଙ୍କ ବଡ ବୟାନ, ଏକାକୀ ଲଢିବ ବିଜେପି

ଭୁବନେଶ୍ଵର: ଲୋକସଭା ନିର୍ବାଚନରେ ବିଜେଡି-ବିଜେପି ମେଣ୍ଟ ଚର୍ଚ୍ଚା ଭିତରେ ଏକ ବଡ ବୟାନ ଦେଇଛନ୍ତି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ । ସମସ୍ତ ୨୧ ଲୋକସଭା ଓ ୧୪୭ ବିଧାନସଭା ଆସନରେ ଏକାକୀ ଲଢ଼ିବୁ ବୋଲି ସ୍ପଷ୍ଟ କରିଛନ୍ତି ମନମୋହନ । ଏନେଇ ସୋସିଆଲ ମିଡିଆ ଆକାଉଣ୍ଟ ଏକ୍ସରେ ସୂଚନା…

ନାବାଳିକା ଯୌନ ଶୋଷଣ ଅପରାଧିକୁ ୧୦ ବର୍ଷ ସଶ୍ରମ କାରାଦଣ୍ଡ

ଭଦ୍ରକ: ନାବାଳିକା ଯୌନ ଶୋଷଣ ଅପରାଧିକୁ ୧୦ ବର୍ଷ ସଶ୍ରମ କାରାଦଣ୍ଡ ଶୁଣାଇଲେ ଭଦ୍ରକ ପୋକ୍ସ କୋର୍ଟ । ନାବାଳିକା ଯୌନ ଶୋଷଣ ମାମାଲାର ବିଚାର କରି ନାୟକାଣି ଡ଼ିହି ଥାନା ତମ୍ବାଖଣ୍ଡି ଗାଁର ରାଜନୀକାନ୍ତ ନାୟକଙ୍କ ପୁଅ ଜଗା ଓରଫ ରତିକାନ୍ତ ନାୟକ (୩୩) ଙ୍କୁ ଭାରତୀୟ ପିଙ୍ଗଳ କୋଡ଼ର ୩୭୬ (୨)…

ଅଞ୍ଜନ ବେହେରା ହତ୍ୟାକାଣ୍ଡ ଘଟଣା, ୪ ଅଭିଯୁକ୍ତ ଗିରଫ

ଭୁବନେଶ୍ଵର: ବହୁଚର୍ଚ୍ଚିତ ଲକ୍ଷ୍ମୀସାଗର ଚମ୍ପାପୋଖରୀ ଅଞ୍ଜନ ବେହେରା ହତ୍ୟା ଘଟଣା । ଆଉ ୪ଜଣଙ୍କୁ ଗିରଫ କଲା ଲକ୍ଷ୍ମୀସାଗର ପୋଲିସ । ପୂର୍ବରୁ ଏହି ଘଟଣାରେ ମୁଖ୍ୟ ଅଭିଯୁକ୍ତ ପିଙ୍କୁ ଓ ନିହାରିକାଙ୍କୁ ଗିରଫ କରିଥିଲା ପୋଲିସ । ତ୍ରିକୋଣୀୟ ପ୍ରେମ କାହାଣୀକୁ ନେଇ ଏହି ହତ୍ୟାକାଣ୍ଡ ଘଟିଥିଲା…

ଝାରପଡା ଗ୍ୟାଙ୍ଗୱାର ଘଟଣା: ୨ଜଣ କର୍ମଚାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ଵର; ଝାରପଡା ଜେଲ୍ ଭିତରେ ଗୋଷ୍ଠୀ ସଂଘର୍ଷ ଘଟଣା । ଜଣଙ୍କୁ ନିଲମ୍ବନ କରାଯାଇଥିବା ବେଳେ ଅନ୍ୟ ଜଣଙ୍କୁ କାରଣ ଦର୍ଶାଅ ନୋଟିସ୍ ଜାରି କରିଛି ବିଭାଗ । କାର୍ଯ୍ୟରେ ଅବହେଳା କାରଣ ଦର୍ଶାଇ କର୍ମଚାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେଇଛି ବିଭାଗ । ଦୁଇ କର୍ମଚାରୀ ହେଉଛନ୍ତି ଜେଲର…

ଟ୍ରକକୁ ପିଟିଲା ଟ୍ରକ, ଡ୍ରାଇଭର ଜୀବନ୍ତ ଦଗ୍ଧ

ନୂଆପଡ଼ା: ନୂଆପଡ଼ା ସିନାପାଲି ଥାନା ଅଧୀନ ବିଜୁ ଏକ୍ସପ୍ରେସ ୱେରେ ମର୍ମନ୍ତୁଦ ଦୁର୍ଘଟଣା । ଟ୍ରକକୁ ପଛରୁ ଧକ୍କା ଦେଲା ଆଉ ଏକ ଟ୍ରକ୍ । ତେବେ ଦୁର୍ଘଟଣା ଏତେ ଭୟଙ୍କର ଥିଲା ଯେ, ଗୋଟିଏ ଟ୍ରକରେ ନିଆଁ ଲାଗିଯାଇଥିଲା । ଫଳରେ ଗୋଟିଏ ଟ୍ରକର ଡ୍ରାଇଭର ଜୀବନ୍ତ ଦଗ୍ଧ ହୋଇଯାଇଛନ୍ତି । ଖବର…

ନିର୍ବାଚନ ସମ୍ବନ୍ଧୀୟ ଖବର ଉପରେ ନଜର ରଖିବ କ୍ରାଇମବ୍ରାଞ୍ଚର ସ୍ବତନ୍ତ୍ର ସେଲ୍

ଭୁବନେଶ୍ୱର: ଏବେ ନିର୍ବାଚନୀ ଖବର ଉପରେ ପୋଲିସର ରହିବ କଡା ନଜର । ମିଥ୍ୟା ଖବର ପ୍ରଚାର କରୁଥିବା ଅଭିଯୁକ୍ତଙ୍କୁ ଆଉ ମିଳିବନି ତ୍ରାହି । ଏଥର ସୋସିଆଲ ମିଡିଆ ମନିଟର କରିବ କ୍ରାଇମବ୍ରାଞ୍ଚର ସ୍ବତନ୍ତ୍ର ସେଲ୍ । ଏନେଇ କ୍ରାଇମବ୍ରାଞ୍ଚ ଆଇଜି ସଫିନ ଅହମ୍ମଦ କେଙ୍କୁ ଦାୟିତ୍ବ ମିଳିଛି ।…

ଆଜିଠୁ ଯୁକ୍ତ ୨ ଖାତା ଦେଖା, ଉଭୟ ଅନଲାଇନ ଓ ଅଫଲାଇନରେ ହେବ ମୂଲ୍ୟାୟନ

ଭୁବନେଶ୍ୱର: ଆଜିଠୁ ଯୁକ୍ତ ୨ ଖାତାଦେଖା ଆରମ୍ଭ । ଦୁଇଟି ପର୍ଯ୍ୟାୟରେ ହେବ ମୂଲ୍ୟାୟନ । ପୂର୍ବବର୍ଷ ଭଳି ଚଳିତବର୍ଷ ମଧ୍ୟ ଉଭୟ ଅଫ୍‌ ଲାଇନ୍‌ ଓ ଅନଲାଇନରେ ମୂଲ୍ୟାୟନ ହେବ । ପ୍ରଥମ ପର୍ଯ୍ୟାୟ ଖାତା ଦେଖା ଆଜିଠୁ ଅର୍ଥାତ୍ ମାର୍ଚ୍ଚ ୨୨ ତାରିଖରୁ ଆରମ୍ଭ ହୋଇ ଏପ୍ରିଲ ୨ ଯାଏଁ ଚାଲିବ ।…

କେଜ୍ରିୱାଲଙ୍କ ଗିରଫକୁ ବିରୋଧ କରି ମାଷ୍ଟରକ୍ୟାଣ୍ଟିନ ଠାରେ ଆପ୍ କର୍ମୀଙ୍କ ବିକ୍ଷୋଭ ପ୍ରଦର୍ଶନ

ଭୁବନେଶ୍ଵର: ଗତକାଲି (ଗୁରୁବାର) ରାତି ୯ଟା ରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଦିଲ୍ଲୀର ମୁଖ୍ୟମନ୍ତ୍ରୀ ତଥା ଆପ୍ ମୁଖ୍ୟ ଅରବିନ୍ଦ କେଜ୍ରିୱାଲଙ୍କୁ ଗିରଫ କରିଛି । ଯାହାକୁ ବିରୋଧ କରି ରାଜଧାନୀ ସ୍ଥିତ ମାଷ୍ଟରକ୍ୟାଣ୍ଟିନ ଛକ ଠାରେ ରାତି ସାରା ଆପ୍ କର୍ମୀଙ୍କ ବିକ୍ଷୋଭ ପ୍ରତିବାଦ ଜାରି…

ଦିଲ୍ଲୀରୁ ଫେରିଲେ ମନମୋହନ ସାମଲ; କହିଲେ, ଖୁବ ଶୀଘ୍ର ଘୋଷଣା ହେବ ପ୍ରାର୍ଥୀ ତାଲିକା

ଭୁବନେଶ୍ବର: ଦିଲ୍ଲୀରୁ ଫେରିଲେ ମନମୋହନ । ଗୁରୁବାର ରାତିରେ ଦିଲ୍ଲୀରୁ ଫେରିଛନ୍ତି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ । ବିମାନବନ୍ଦରରେ ପହଞ୍ଚିବା ପରେ ବଡ ବୟାନ ଦେଇଛନ୍ତି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ । ରାଜ୍ୟରେ ମେଣ୍ଟ ନେଇ କୌଣସି ସ୍ପଷ୍ଟ ପ୍ରତିକ୍ରିୟା ଦେଲେନି…