Latest Odisha News

BREAKING NEWS

Browsing Category

ଓଡିଶା

Odisha

ଜେଲ ଭିତରେ ବଳ କଷାକଷି: ଆହତ କଏଦୀଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ଅଛି କହିଲେ ଡିସିପି

ଭୁବନେଶ୍ୱର: ଝାରପଡା ଜେଲରେ କଏଦୀଙ୍କ ମଧ୍ୟରେ ବଳ କଷାକଷି ହେବା ପରେ ଭୁବନେଶ୍ୱର ଡିସିପି ପ୍ରତୀକ ସିଂହ କହିଛନ୍ତି, ଝାରପଡ଼ା ଜେଲରେ ସାମାନ୍ୟ ମତଭେଦ ଉଗ୍ର ରୂପ ଧାରଣ କରିଥିଲା। ଏଥିରେ ଅନେକ କଏଦୀ ଆହତ ହୋଇଛନ୍ତି। ଜେଲ୍ କ୍ୟାଣ୍ଟିନ୍ ନିକଟରେ କଏଦୀ ଚକ୍ରଧର ବାରିକ, ଜଗନ୍ନାଥ ଓ ପପୁନ…

ବିଜେଡ଼ିରେ ଯୋଗ ଦେଲେ ସୋର ପୌରପରିଷଦ ଅଧ୍ୟକ୍ଷ ମାଧବ ଧଡ଼ା

ଭୁବନେଶ୍ୱର: ବାଲେଶ୍ୱର ଜିଲ୍ଲା ସୋର ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ସୋର ପୌରପରିଷଦର ଅଧ୍ୟକ୍ଷ ମାଧବ ଧଡ଼ା ତାଙ୍କ ସମର୍ଥକଙ୍କ ସହିତ ଅନେକ ବିଜେପି କର୍ମୀ ଆଜି ଶଙ୍ଖଭବନ ଠାରେ ପୂର୍ବତନ ମନ୍ତ୍ରୀ ତଥା ବିଧାୟକ ପ୍ରତାପ ଜେନା ଓ ସୋର ବିଧାୟକ ପର୍ଶୁରାମ ଧଡ଼ାଙ୍କ ଉପସ୍ଥିତିରେ ବିଜେଡିରେ ଯୋଗ…

ସାଧାରଣ ନିର୍ବାଚନକୁ ଦୃଷ୍ଟିରେ ରଖି ଗୁଣୁପୁର ସଦର ପୋଲିସ ପକ୍ଷରୁ ଫ୍ଲାଗମାର୍ଚ୍ଚ ଅନୁଷ୍ଠିତ

ରାୟଗଡ଼ା: ଆଗାମୀ ସାଧାରଣ ନିର୍ବାଚନକୁ ଦୃଷ୍ଟିରେ ରଖି ଗୁଣୁପୁର ସଦର ପୋଲିସ ପକ୍ଷରୁ ଫ୍ଲାଗମାର୍ଚ୍ଚ ଅନୁଷ୍ଠିତ ହୋଇଯାଇଛି। ଏହି ଫ୍ଲାଗମାର୍ଚ୍ଚ ଦ୍ୱାରା ଚଳିତ ସାଧାରଣ ନିର୍ବାଚନରେ ନାକ୍କା ପୋଷ୍ଟ ଫ୍ଲାୟିଙ୍ଗ ସ୍କ୍ୱାଡ଼ ଗଠନ କରାଯାଇଛି ବୋଲି ଗୁଣୁପୁର ସଦର ଅତିରିକ୍ତ ଆରକ୍ଷୀ ଅଧିକ୍ଷକ…

ବ୍ରହ୍ମପୁରରେ ମସଲା ଅପମିଶ୍ରଣ କାରଖାନା ଠାବ, ମାଲିକ ଅଟକ

ବ୍ରହ୍ମପୁର: ବଡ଼ ବଜାର ଥାନା ଅନ୍ତର୍ଗତ ବ୍ରଜରାଜନଗରରେ ଥିବା ଏକ ଅପମିଶ୍ରିତ ମସଲା କାରଖାନା ଉପରେ ପୁଲିସ ଚଢ଼ାଉ କରି ବନ୍ଦ କରିଦେଇଛି। ବ୍ରଜରାଜନଗରର ଚାରି ନମ୍ବର ଗଳିରେ ଥିବା ଏକ ଘରେ ଲଙ୍କା ଗୁଣ୍ଡ ଓ ହଳଦୀ ଗୁଣ୍ଡ ଭଳି ଅପମିଶ୍ରିତ ମସଲା ପ୍ରସ୍ତୁତ ହେଉଥିବା ନେଇ ପୁଲିସକୁ ସୂଚନା…

ମେଣ୍ଟ ନିଷ୍ପତ୍ତି ମୋଦୀ ଓ ନଡ୍ଡା ନେଇପାରିବେ: ପ୍ରଦୀପ ନାଏକ

ଭୁବନେଶ୍ୱର: ଓଡ଼ିଶାରେ ବିଜେପି ଓ ବିଜେଡି ମଧ୍ୟରେ ମେଣ୍ଟ ହୋଇପାରେ ବୋଲି କଳ୍ପନାଜଳ୍ପନା ଚାଲିଛି। ତେବେ ଏଭଳି ନିଷ୍ପତ୍ତି ରାଜ୍ୟ ୟୁନିଟ୍ ନୁହେଁ, କେନ୍ଦ୍ରୀୟ ନେତୃତ୍ୱ ନେବେ ବୋଲି ପୂର୍ବତନ ବିରୋଧୀ ଦଳ ନେତା ପ୍ରଦୀପ୍ତ କୁମାର ନାୟକ ସ୍ପଷ୍ଟ କରିଛନ୍ତି। ପ୍ରଧାନମନ୍ତ୍ରୀ ଓ ବିଜେପି…

ଲୋକଙ୍କୁ ନବୀନଙ୍କ ଖୋଲା ଚିଠି, କଡା ସମାଲୋଚନା କଲା କଂଗ୍ରେସ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀଙ୍କ ଖୋଲା ଚିଠି ଜାରି ହେବା ପରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଓଡ଼ିଶାବାସୀଙ୍କୁ ବ୍ଲାକମେଲିଂ କରୁଥିବା କଂଗ୍ରେସ ଅଭିଯୋଗ କରିଛି। ନିର୍ବାଚନ ପୂର୍ବରୁ ଜନସାଧାରଣଙ୍କ ଉପରେ ଚାପ ପକାଇବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ଚିଠିକୁ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି…

ମୋଦୀ ଏବଂ ନବୀନଙ୍କ ଦୋସ୍ତି ପାଇଁ ହେବ ବିଜେଡି ଓ ବିଜେପି ମେଣ୍ଟ?

ଭୁବନେଶ୍ୱର: ବିଜୁ ଜନତା ଦଳର ନେତା ଭିକେ ପାଣ୍ଡିଆନ ବିଜେପି ସହ ସମ୍ଭାବ୍ୟ ମେଣ୍ଟକୁ ନେଇ ଚର୍ଚ୍ଚାକୁ ଏକ ନୂଆ ଦୃଷ୍ଟିକୋଣକୁ ଆଣିଛନ୍ତି। ମେଣ୍ଟ ରାଜନୀତିକୁ ଅତିକ୍ରମ କରି ବୃହତସ୍ବାର୍ଥର କଥା କହି ଉଭୟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦୋସ୍ତିକୁ…

ବାଲିପାଟଣା ଅକ୍ଷୟ ମାଝୀ ହତ୍ୟା ଘଟଣା, ମୁଖ୍ୟ ଅଭିଯୁକ୍ତ ଗିରଫ

ଭୁବନେଶ୍ଵର: ବାଲିପାଟଣା ଥାନା ନୂଆସାହି ବଜାର ନିକଟରେ ଅକ୍ଷୟ ମାଝୀ ହତ୍ୟାକାଣ୍ଡ ଘଟଣା । ପୂର୍ବ ଶତୃତାକୁ ନେଇ ହତ୍ୟାକାଣ୍ଡ ହୋଇଥିବା ସୂଚନା । ମୁଖ୍ୟ ଅଭିଯୁକ୍ତ ଦିଲୁ ଭୋଇକୁ ବାନ୍ଧିଲା ବାଲିପାଟଣା ପୋଲିସ । ଗତକାଲି ଘଟଣାସ୍ଥଳ ପରିଦର୍ଶନ କରିଥିଲେ ଭୁବନେଶ୍ଵର ଡିସିପି ପ୍ରତୀକ ସିଂ ।…

ଚଳନ୍ତା ବସରେ ହଠାତ୍ ଅସୁସ୍ଥ ହୋଇପଡିଲେ ଡ୍ରାଇଭର, ରାସ୍ତା କଡ଼କୁ ଖସିଲା ଯାତ୍ରୀବାହୀ ବସ୍

କଟକ: କଥାରେ ଅଛି ଯାହାକୁ ରଖିବେ ଅନନ୍ତ ତାକୁ କି କରିପାରେ ବଳବନ୍ତ। ଏପରି ଏକ ଉଦାହରଣ ଦେଖିବାକୁ ମିଳିଛି କଟକରେ । ଚଳନ୍ତା ବସରେ ଘଟିଛି ଦୁର୍ଘଟଣା। ହେଲେ ସମସ୍ତ ଯାତ୍ରୀ ସୁରକ୍ଷିତ ଅଛନ୍ତି। ସୂଚନା ଅନୁସାରେ, ଚଳନ୍ତା ବସରେ ହଠାତ୍ ଡ୍ରାଇଭର ଅସୁସ୍ଥ ହୋଇପଡିଥିଲେ। ଫଳରେ ବସଟି ଭାରସାମ୍ୟ…

ବ୍ଲାକରୋଜ୍ ଜାହାଜ ମାମଲା: ହାଇକୋର୍ଟରେ ସତ୍ୟପାଠ ଦାଖଲ କଲା ସିବିଆଇ

କଟକ: ପୁଣି ଚର୍ଚ୍ଚାରେ ବ୍ଲାକରୋଜ ଜାହାଜ ବୁଡିବା ଘଟଣା । ଏହି ଘଟଣାର ସିବିଆଇ ତଦନ୍ତ ଦାବି ସମ୍ପର୍କିତ ମାମଲାର ଆବେଦନକାରୀଙ୍କ ସମ୍ପର୍କରେ ତଥ୍ୟ ଲୋଡିଛନ୍ତି ହାଇକୋର୍ଟ । ଏନେଇ ଆଜି କୋର୍ଟରେ ସତ୍ୟପାଠ ଦାଖଲ କରିଛି ସିବିଆଇ । ଏହି ମାମଲାର ତଦନ୍ତ ଅନୁମତି ପାଇଁ ରାଜ୍ୟ ସରକାରଙ୍କୁ ଦୁଇ…