Latest Odisha News

BREAKING NEWS

Browsing Category

ଓଡିଶା

Odisha

ନିର୍ବାଚନ ପ୍ରସ୍ତୁତି; ଡିଜି କ୍ୟାମ୍ପ ଅଫିସରେ ଓଡ଼ିଶା ପୋଲିସର ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ବର: ଆଗାମୀ ନିର୍ବାଚନ ପାଇଁ ଡିଜି କ୍ୟାମ୍ପ୍ ଅଫିସରେ ଓଡିଶା ପୋଲିସର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଛି । ପୋଲିସ ଡିଜି ଅରୁଣ ଷଡଙ୍ଗୀଙ୍କ ଅଧ୍ୟକ୍ଷତାରେ ବୈଠକ ଆରମ୍ଭ ହୋଇଛି । ଏହି ବୈଠକରେ ଏଡିଜି ହେଡକ୍ବାଟର ଆରକେ ଶର୍ମା, ଗୁଇନ୍ଦା ନିର୍ଦ୍ଦେଶକ ସୌମେନ୍ଦ୍ର…

ଆଦର୍ଶ ଆଚରଣ ବିଧି ଲାଗୁ ପରେ ରାଜଧାନୀରୁ ହଟିଲା ସମସ୍ତ ସରକାରୀ ଓ ରାଜନୈତିକ ବିଜ୍ଞାପନ

ଭୁବନେଶ୍ୱର: ଚଳିତ ଲୋକସଭା ଓ ବିଧାନସଭା ନିର୍ବାଚନ ପାଇଁ ନିର୍ବାଚନ ତାରିଖ ଘୋଷଣା ସରିଛି । ରାଜ୍ୟରେ ୪ଟି ପର୍ଯ୍ୟାୟରେ ଭୋଟ ହେବ । ଏହା ସହିତ ଲାଗୁ ହୋଇଛି ଆଦର୍ଶ ଆଚରଣ ବିଧି । ୨୪ ଘଣ୍ଟା ମଧ୍ୟରେ ସମସ୍ତ କାର୍ଯ୍ୟାଳୟ ପରିସରରୁ ହୋର୍ଡିଂ, ପୋଷ୍ଟର, ବ୍ୟାନର ଓ ସରକାରୀ ଯୋଜନାର ବାର୍ତ୍ତା…

ଗଛରୁ ପଡିଗଲେ ଯୁବକ; ପିଠିରେ ପଶି କାଠ ଛାତିରେ ବାହାରିଲା

ମୟୂରଭଞ୍ଜ: ପିଠିରେ ଗଳି ରହିଛି ଗଛ ଡାଳ । ଅସହ୍ୟ ଯନ୍ତ୍ରଣା ସହ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ପହଁଚିଲେ ଯୁବକ । ଯାହାକୁ ଦେଖି ଡାକ୍ତର ବି ଆଶ୍ଚର୍ଯ୍ୟ ହୋଇଗଲେ । ଏଭଳି ଘଟଣା ଘଟିଛି ମୟୂରଭଞ୍ଜ ଜିଲ୍ଲା ଉଦଳା ଥାନା ବଇଦାଖଡ଼ି ଗ୍ରାମରେ । ସୁବାସ ମାରାଣ୍ଡି ଏବଂ ତାଙ୍କ ସାଥୀ କୁଅଁର…

ଗୁଣୁପୁରରୁ ୨୧ ଲକ୍ଷ ଟଙ୍କା ମୂଲ୍ୟର ୨୧୦ କେଜି ଗଞ୍ଜେଇ ଜବତ, ଜଣେ ଗିରଫ

ରାୟଗଡା: ଗୁଣୁପୁର ପୋଲିସର ବଡ଼ ସଫଳତା । ରାୟଗଡା ଜିଲ୍ଲା ବିକ୍ରମପୁର ରାସ୍ତାରୁ ଏକ କାର ଭିତରୁ ୨୧୦ କିଲୋଗ୍ରାମ ଗଞ୍ଜେଇ ଜବତ କରିଥିବାବେଳେ, ଜଣଙ୍କୁ ଗିରଫ କରିଛି ପୋଲିସ । ଘଟଣାରେ ଅନ୍ୟଜଣେ ଫେରାର ରହିଛି । ଗିରଫ ଅଭିଯୁକ୍ତ ଜଣକ ରେବୀନ ରେଜି ବୋଲି ଜଣାପଡିଛି । ସୂଚନାମୁତାବକ,…

ବିଜେପିରେ ସାମିଲ ହେଲେ ରାଜଗାଙ୍ଗପୁର ମ୍ୟୁନିସିପାଲଟି ପୂର୍ବତନ ଚେୟାରମ୍ୟାନ ପୂର୍ଣ୍ଣଚନ୍ଦ୍ର ରାଉତ

ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ମୋଦୀଙ୍କର ଦେଶପ୍ରତି ଉତ୍ସର୍ଗୀକୃତ ଏବଂ ଭାରତୀୟ ଜନତା ପାର୍ଟିର ନୀତି ଓ ଆଦର୍ଶରେ ଅନୁପ୍ରାଣିତ ହୋଇ ଆଜି ରାଜ୍ୟ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ମିଶ୍ରଣ ପର୍ବରେ ସାଂସଦ ଜୁଏଲ ଓରାମ ଓ ପୂର୍ବତନ ରାଜ୍ୟ ସଭାପତି କେଭି ସିଂହଦେଓଙ୍କ ଉପସ୍ଥିତିରେ ବିଜେଡି ନେତା ତଥା…

ସାରା ଦେଶରେ ନମ୍ବର-୧ ସମ୍ମାନ ସାଉଁଟିଲା କ୍ୟାପିଟାଲ ହସ୍ପିଟାଲ

ଭୁବନେଶ୍ବର: ଓଡ଼ିଶାର ନମ୍ୱର-୧ ଡାକ୍ତରଖାନା ଭାବେ ସାରା ଭାରତବର୍ଷରେ ସମ୍ମାନ ସାଉଁଟିଲା କ୍ୟାପିଟାଲ ହସ୍ପିଟାଲ । ଭୁବନେଶ୍ୱର ସ୍ଥିତ କ୍ୟାପିଟାଲ ହସ୍ପିଟାଲ୍ କୁ ଜାତୀୟ ଗୁଣାତ୍ମକ ଆସ୍ୟୁରାନ୍ସ‌ ଷ୍ଟାଣ୍ଡାର୍ଡ (ଏନ୍‌‌କ୍ୱାସ୍‌‌) ତରଫରୁ କ୍ୱାଲିଟି ସାର୍ଟିଫିକେଟ୍‌‌ ପ୍ରଦାନ କରାଯାଇଛି ।…

‘ଜନଜାତି ସମ୍ପ୍ରଦାୟ ପାଇଁ ସରକାର ଅନେକ ଉନ୍ନତିମୂଳକ ପଦକ୍ଷେପ ନେଇଛନ୍ତି’

ଭୁବନେଶ୍ବର: ବିଜେଡି ଜାତୀୟ ମୁଖପାତ୍ର ଡକ୍ଟର ସଂତୃପ୍ତ ମିଶ୍ର ଜନଜାତି ସମ୍ପ୍ରଦାୟ ଉପରେ ଗୁରୁତ୍ବାରୋପ କରିଛନ୍ତି । ସେ କହିଛନ୍ତି ଯେ, ଜନଜାତି ସମ୍ପ୍ରଦାୟ ବହୁତ ଗୁରୁତ୍ୱପୂର୍ଣ୍ଣ । ଏହା ଓଡ଼ିଶାରେ ୨୨.୮% ବା ଏକ କୋଟି ଲୋକ । ଏମାନଙ୍କ ଉନ୍ନତି ସଂସ୍କୃତି, ଜ୍ଞାନ, ବନ୍ୟ ଉତ୍ପାଦନ, ଔଷଧ,…

ଘୋଷଣା ହେବ କି ବିଜେଡିର ପାର୍ଥୀ ତାଲିକ! ନବୀନ ନିବାସରେ ଚାଲିଛି ଗୁରୁତ୍ଵପୁର୍ଣ୍ଣ ବୈଠକ

ଭୁବେନଶ୍ଵର: ବାଜି ସାରିଛି ବିଗୁଲ୍ । ଘୋଷଣା ସରିଛି ସାଧାରଣ ନିର୍ବାଚନ ତାରିଖ । ଏବେ ସବୁ ଦଳ ନିଜ ପାର୍ଥୀ ତାଲିକା ପ୍ରସ୍ତୁତ କରିବାରେ ବ୍ୟସ୍ତ । ଏହାରି ଭିତରେ ଘୋଷଣା ହେବ କି ବିଜେଡିର ପାର୍ଥୀ ତାଲିକା । ନବୀନ ନିବାସରେ ଚାଲିଛି ଗୁରୁତ୍ଵପୁର୍ଣ୍ଣ ବୈଠକ । ପୁରୀ ସଂସଦୀୟ କ୍ଷେତ୍ରର…

ପୁଣି ଦିଲ୍ଲୀ ଗଲେ ମନମୋହନ ସାମଲ, ପ୍ରାର୍ଥୀ ତାଲିକା ଉପରେ ଲାଗିପାରେ ମୋହର

ନୂଆଦିଲ୍ଲୀ: ଆଜି ଦିଲ୍ଲୀରେ ବସୁଛି ବିଜେପିର କୋର କମିଟି ବୈଠକ । ଏହି ପରିପ୍ରେକ୍ଷିରେ ପୁଣି ଦିଲ୍ଲୀ ଗଲେ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ । ନିର୍ବାଚନ କମିଟି ବୈଠକରେ ପ୍ରସ୍ତୁତ ସମ୍ଭାବ୍ୟ ପ୍ରାର୍ଥୀ ତାଲିକା ଧରି ଦିଲ୍ଲୀ ଗସ୍ତ କରିଛନ୍ତି । ପ୍ରାର୍ଥୀ ତାଲିକା ଉପରେ ମୋହର ମାରିବ…

୨୪ଘଣ୍ଟିଆ କେନ୍ଦୁଝର ବନ୍ଦ, ଶୁଆକାଠିରୁ ଗୁହାଳଡିହି ରେଳ ପ୍ରକଳ୍ପକୁ ବିରୋଧ

କେନ୍ଦୁଝର: ଆଜି ୨୪ ଘଣ୍ଟିଆ କେନ୍ଦୁଝର ବନ୍ଦ । ଶୁଆକାଠିରୁ ଗୁହାଳଡିହି ରେଳ ପ୍ରକଳ୍ପକୁ ବିରୋଧ କରି ଟ୍ରକ ମାଲିକ ସଂଘ ପକ୍ଷରୁ ୨୪ ଘଣ୍ଟିଆ ବନ୍ଦ ପାଳନ । କେନ୍ଦୁଝର ଷ୍ଟେସନରେ ୨ଟି ଟ୍ରେନକୁ ଅଟକ ରଖି ପ୍ରତିବାଦ କରୁଛି ସଂଘ । କେନ୍ଦୁଝରଗଡ଼-ଖୋର୍ଦ୍ଧାରୋଡ଼ ପାସେଞ୍ଜର ଟ୍ରେନ୍ ଚଳାଚଳ ବନ୍ଦ…