Latest Odisha News

BREAKING NEWS

Browsing Category

ଓଡିଶା

Odisha

ଲଗାତର ୯ବର୍ଷ ହେବ ବନ୍ଦ ରହିଛି ଶ୍ରୀ ଲିଙ୍ଗରାଜଙ୍କ ହାଣ୍ଡିଭଙ୍ଗା ଯାତ୍ରା

ଭୁବନେଶ୍ଵର: ଏବର୍ଷ ବି ହୋଇପାରିଲା ନାହିଁ ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ବହୁ ବର୍ଷର ପରମ୍ପରା ପ୍ରସିଦ୍ଧ ହାଣ୍ଡିଭଙ୍ଗା ଯାତ୍ରା । ୨୦୧୫ରୁ ବନ୍ଦ ରହିଥିବା ଏହି ଯାତ୍ରା ଚଳିତବର୍ଷ ହେବ ବୋଲି ପ୍ରଶାସନ କହିବା ସହ ଉଦ୍ୟମ ଆରମ୍ଭ କରିଥିଲା। ସର୍କିଟ ହାଉସରେ କପିଳେଶ୍ୱର ମନ୍ଦିର ଟ୍ରଷ୍ଟବୋର୍ଡ…

ଶଙ୍ଖ ଭବନରେ ମିଶ୍ରଣ ପର୍ବ, ବିଜେଡିରେ ସାମିଲ ହେଲେ ବାପି ସର୍ଖେଲଙ୍କ ପତ୍ନୀ ମୋନିଦୀପା

ଭୁବନେଶ୍ବର: ଶଙ୍ଖ ଭବନରେ ମିଶ୍ରଣ ପର୍ବ । ସମସ୍ତ କଳ୍ପନା ଜଳ୍ପନାର ଅନ୍ତ ଘଟାଇ ଶେଷରେ ବିଜେଡିରେ ସାମିଲ ହୋଇଛନ୍ତି କଂଗ୍ରେସ ନେତା ବାପି ସର୍ଖେଲଙ୍କ ପତ୍ନୀ ମୋନିଦୀପା ସର୍ଖେଲ । ଆଜି ଶଙ୍ଖ ଭବନରେ ଶତାଧିକ ସମର୍ଥକଙ୍କ ସହ ସେ ଦଳରେ ସାମିଲ ହୋଇଛନ୍ତି । ଏହି ସମୟରେ ସାଂସଦ ମାନସ…

ଏସଟିଏଫ ହାତରେ ନକଲି ଇଡି, ୨ ଠକ ଗିରଫ

ଭୁବନେଶ୍ଵର; ମହଙ୍ଗା ପଡିଲା ନିଜକୁ ଇଡି କହି ଲୋକଙ୍କୁ ଠକିବା । ୨ ନକଲି ଇଡି ଅଫିସରଙ୍କୁ ଗିରଫ କଲା କ୍ରାଇମବ୍ରାଞ୍ଚର ସ୍ପେଶାଲ ଟାସ୍କଫୋର୍ସ ୨ ଅଭିଯୁକ୍ତ ହେଲେ ଢେଙ୍କାନାଳ ଦୋଳମଣ୍ଡପସାହିର ତାରିଣୀସେନ ମହାପାତ୍ର ଓ ବ୍ରହ୍ମଶଙ୍କର ମହାପାତ୍ର । ୩୦୦ ସରକାରୀ କର୍ମଚାରୀଙ୍କୁ ଇଡି ଅଫିସର କହି…

ଭାରସାମ୍ୟ ହରାଇ ବ୍ରିଜରୁ ତଳକୁ ଖସିଲା ବରଯାତ୍ରୀ ଗାଡ଼ି; ୨ ମୃତ, ୧୦ ଆହତ

ଜୟପୁର: ବ୍ରିଜରୁ ତଳକୁ ଖସିଲା ବରଯାତ୍ରୀ ଗାଡ଼ି। ଦୁର୍ଘଟଣାରେ ୧୦ ଯାତ୍ରୀ ଆହତ ହୋଇଥିବା ବେଳେ ୨ ଜଣଙ୍କର ମୃତ୍ୟୁ ଘଟିଥିବା ସୂଚନା ରହିଛି। କୋରାପୁଟ ଜିଲ୍ଲା କୁନ୍ଦୁରା ଥାନା ଖଟଲାପଦର ବ୍ରିଜରୁ ଖସିଲା ପିକ୍ ଅପ୍ ଭ୍ୟାନ୍। ଏହି ଘଟଣାରେ ୧୦ ଆହତଙ୍କ ମଧ୍ୟରୁ ୨ ଜଣଙ୍କ ଅବସ୍ଥା ଗୁରୁତର ଥିବା…

ଶ୍ରୀମନ୍ଦିରର ବରିଷ୍ଠ ସେବାୟତ ରଜତ ପ୍ରତିହାରୀଙ୍କ ପରଲୋକ

ପୁରୀ: ଶ୍ରୀମନ୍ଦିରର ବରିଷ୍ଠ ସେବାୟତ ରଜତ କୁମାର ପ୍ରତିହାରୀଙ୍କ ପରଲୋକ ଘଟିଛି । ହୃଦଘାତରେ ତାଙ୍କର ମୃତ୍ୟୁ ହୋଇଥିବା ସୂଚନା ରହିଛି । ମୁମ୍ବାଇର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ଘଟିଛି । ତାଙ୍କର ପାର୍ଥିବ ଶରୀର ମୁମ୍ବାଇରୁ ପୁରୀର ବାଲିସାହି…

ତାତିରୁ ମିଳିବ ତ୍ରାହି: ୩ ଦିନ ରାଜ୍ୟର ଏହି ସବୁ ଜିଲ୍ଲାରେ ପ୍ରବଳ ବର୍ଷିବ

ଭୁବନେଶ୍ବର: କାଳବୈଶାଖୀ ବର୍ଷା ଯୋଗୁଁ ଆଶିଂକ ଭାବେ ତାତିରୁ ମିଳିଛି ମୁକ୍ତି । ତେବେ ଆଜି ରାଜ୍ୟର ୧୪ ଜିଲ୍ଲାକୁ କାଳବୈଶାଖୀ ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି । ଆସନ୍ତା ୫ ଦିନ ଯାଏଁ ରାଜ୍ୟରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବାର…

ଶିମିଳିପାଳ ଅଭୟାରଣ୍ୟରେ ଅଫିମ ଚାଷ ନଷ୍ଟ କଲା ପୋଲିସ

ମୟୂରଭଞ୍ଜ: ଶିମିଳିପାଳ ଅଭୟାରଣ୍ୟରେ ଏକର ଏକର ଜମିରେ ଚାଲିଛି ଅଫିମ ଚାଷ । ଯାହା ଅଫିମ ଚାଷର ହବ୍ ପାଲଟିଛି । ଏହି ଫସଲ ବିଷୟରେ ଜାଣିବା ପରେ ଯଶିପୁର ଥାନା ଫୁଲବାଡ଼ି ଓ ଜୋଜଗୁଡ଼ା ଗାଁରେ ପୋଲିସ, ଅବକାରୀ ଓ ବନ ବିଭାଗର ମିଳିତ ଟିମ୍ ରେଡ୍ କରି ଅଫିମ ଚାଷକୁ ନଷ୍ଟ କରିଛନ୍ତି । ରେଡ୍…

ଲାଗୁ ହେଲା ନିର୍ବାଚନ ଆଚରଣ ବିଧି, ରାତାରାତି ହଟିଲା ହୋର୍ଡିଂ ଓ ପୋଷ୍ଟର

ଭୁବନେଶ୍ବର: ରାଜ୍ୟରେ ଲୋକସଭା ଓ ବିଧାନସଭା ନିର୍ବାଚନ ପାଇଁ ନିର୍ବାଚନ ତାରିଖ ଘୋଷଣା ସରିଛି । ରାଜ୍ୟରେ ୪ଟି ପର୍ଯ୍ୟାୟରେ ଭୋଟ ହେବ । ଏହା ସହିତ ଲାଗୁ ହୋଇଛି ଆଦର୍ଶ ଆଚରଣ ବିଧି । ୨୪ ଘଣ୍ଟା ମଧ୍ୟରେ ସମସ୍ତ କାର୍ଯ୍ୟାଳୟ ପରିସରରୁ ହୋର୍ଡିଂ, ପୋଷ୍ଟର, ବ୍ୟାନର ଓ ସରକାରୀ ଯୋଜନାର ବାର୍ତ୍ତା…

ବିକଶିତ ଭାରତ ଗଠନ ପାଇଁ ମୋଦିଙ୍କ ଚିଠିକୁ ୧ କୋଟି ପରିବାର ପାଖରେ ପହଞ୍ଚାଇବା ପାଇଁ ଯୋଜନା

ଭୁବନେଶ୍ୱର: ରାଜ୍ୟ ବିଜେପି କାର୍ଯ୍ୟାଳୟରେ ରାଜ୍ୟ ନିର୍ବାଚନ କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି । ଗତକାଲି ପୂର୍ବାହ୍ନରେ ପ୍ରଥମେ  ରାଜ୍ୟ କୋର କମିଟି ଏବଂ ପରେ ରାଜ୍ୟ ନିର୍ବାଚନ କମିଟି ବୈଠକ ଅନୁଷ୍ଠିତ ହୋଇଛି । ଏହି ବୈଠକରେ ଆଗାମୀ ୨୦୨୪ ସାଧାରଣ ନିର୍ବାଚନ ପାଇଁ ବିସ୍ତୃତ ଆଲୋଚନା…

ପାରଦର୍ଶୀ ପୋର୍ଟାଲରେ ୨୫% ମାଗଣା ସିଟରେ ଆଡ଼ମିସନ ଅବ୍ୟବସ୍ଥା ନେଇ ଅଭିଭାବକ ମହାସଂଘର ଆମରଣ ଅନଶନ

ଭୁବନେଶ୍ୱର: ଗଣଶିକ୍ଷା ବିଭାଗର ଅଧିକାରୀ ମାନଙ୍କର ବଡ଼ ବଡ଼ ସ୍କୁଲ ମାଲିକଙ୍କ ସହ ମୁନାଫାଖୋରୀ ମଧୁଚନ୍ଦ୍ରିକା ଓ ବିଭାଗୀୟ ଅଯୋଗ୍ୟତା ପାଇଁ ରାଜ୍ୟରେ ୩୦ ହଜାରରୁ ଉର୍ଦ୍ଧ୍ୱ ଆର୍ଥିକ ଦୁର୍ବଳ ଶ୍ରେଣୀର ଛାତ୍ରଛାତ୍ରୀ ଏବର୍ଷ ଶିକ୍ଷା ଅଧିକାର ଆଇନ ଅନୁସାରେ ୨୫% ମାଗଣା ସିଟରେ ନାମ ଲେଖାରୁ…