Latest Odisha News

BREAKING NEWS

Browsing Category

ଓଡିଶା

Odisha

Nisha Maharana: ନିଶା ମହାରଣାଙ୍କୁ ଘାରିଲା ଗିରଫଦାରୀ ଭୟ, ଆଗୁଆ ଜାମିନ ପାଇଁ ହାଇକୋର୍ଟଙ୍କ ଦ୍ୱାରସ୍ଥ

କଟକ: ଆଇଟମ ଡ୍ୟନ୍ସର ନିଶା ମହାରଣାଙ୍କୁ ଘାରିଲା ଗିରଫଦାରୀ ଭୟ। ଆଗୁଆ ଜାମିନ ପାଇଁ ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ନିଶା। ବଲାଙ୍ଗିର ସଦର ଥାନାରେ ହୋଇଥିବା ମାମଲାରେ ନିଶାକୁ ଖୋଜୁଛି ପୋଲିସ। ସମ୍ଭାବ୍ୟ ଗିରଫଦାରୀ ଏଡ଼ାଇବାକୁ ଲୋଡ଼ିଲେ ଆଗୁଆ ଜାମିନ। ଗତ ୧୨ ତାରିଖରେ ବଲାଙ୍ଗିର ଜିଲ୍ଲା

Weather Update: ପଶ୍ଚିମା ଝଡ଼ର ପ୍ରଭାବ: କମିବ ଶୀତ, ବଢ଼ିବ ରାତି ତାପମାତ୍ରା

ଭୁବନେଶ୍ୱର: ରାଜ୍ୟରେ ଜାରି ରହିଛି ଶୀତ ଲହରୀ। ଦିନରେ ଥଣ୍ଡା ପବନ ମଧ୍ୟ ବହୁଛି। ବିଶେଷକରି ରାତିରେ ଶୀତର ପ୍ରକୋପ ଅଧିକ ରହୁଥିବାରୁ ଲୋକମାନେ ନିଆଁ ପୋଉଁଛନ୍ତି। କିନ୍ତୁ ଏଭଳି ଶୀତ ଆଉ ବେଶି ଦିନ ରହିବନି। କାରଣ ଦୁଇ ଦିନ ପରେ ରାଜ୍ୟରେ ପଶ୍ଚିମା ଝଡ଼ର ପ୍ରଭାବ ପଡିବ। ଫଳରେ ବଢ଼ିବ ରାତି

Capital Hospital: ଡାକ୍ତରଙ୍କୁ ଆକ୍ରମଣ କଲେ ରୋଗୀଙ୍କ ସମ୍ପର୍କୀୟ; ଚିକିତ୍ସା ନମିଳିବାରୁ …

ଭୁବନେଶ୍ବର:ଶୁକ୍ରବାର ଅପରାହ୍ନରେ କ୍ୟାପିଟାଲ ହସ୍ପିଟାଲରେ ଡ଼ାକ୍ତରଙ୍କୁ ଆକ୍ରମଣ । ଚିକିତ୍ସା ନମିଳିବାରୁ ଡାକ୍ତରଙ୍କୁ ଆକ୍ରମଣ ଅଭିଯୋଗ । କ୍ୟାପିଟାଲ ହସ୍ପିଟାଲରେ ଡାକ୍ତର ଓ ଆଟେଣ୍ଡାଣ୍ଟଙ୍କୁ ରୋଗୀଙ୍କ ଆକ୍ରମଣ । ନିମାପଡ଼ାରୁ ରୋଗୀ ନେଇ ଆସିଥିବା ଜନୈକ ସମ୍ପର୍କୀୟ ଏଭଳିକାଣ୍ଡ କରିଥିବା…

Brown Sugar: ୧୨ ଲକ୍ଷ ଟଙ୍କାର ଧଳାଜହର ଜବତ, ୭ ଗିରଫ

ପୁରୀ: ପୁରୀ ବ୍ରହ୍ମଗିରି ଥାନା ପୋଲିସ ୭ ଜଣ ବ୍ରାଉନ ସୁଗାର ମାଫିଆଙ୍କୁ ଗିରଫ କରିଛି । ବ୍ରହ୍ମଗିରି ଥାନା ଅନ୍ତର୍ଗତ ମା’ ପାଦୁକେଇ ମନ୍ଦିର ମେଳଣ ପଡ଼ିଆରୁ ୭ ଜଣ ବ୍ରାଉନ ସୁଗାର ମାଫିଆଙ୍କୁ ଗିରଫ କରିଛି ପୋଲିସ । ଅଭିଯୁକ୍ତଙ୍କ ଠାରୁ ୧୧୯ ଗ୍ରାମ ବ୍ରାଉନ ସୁଗାର ସହିତ ନଗଦ ୧୨ ହଜାର ୫ ଶହ…

ଓଡ଼ିଶା ସରକାର ଓ ଏନଆଇଇପିଆଇଡି ମଧ୍ୟରେ ବୁଝାମଣାପତ୍ର ସ୍ୱାକ୍ଷର;ଲକ୍ଷ୍ୟ ମାନସିକ ଅନଗ୍ରସର ବ୍ୟକ୍ତି…

ଭୁବନେଶ୍ୱର: ଓଡିଶା ସରକାରଙ୍କ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ଏବଂ ଜାତୀୟ ବୌଦ୍ଧିକ ଦିବ୍ୟାଙ୍ଗଜନ ସଶକ୍ତିକରଣ ସଂସ୍ଥା (ଏନଆଇଇପିଆଇଡି) ମଧ୍ୟରେ ଏକ ବୁଝାମଣା ପତ୍ର (ଏମଓୟୁ ) ସ୍ୱାକ୍ଷରିତ ହୋଇଯାଇଛି। ଏହି ବୁଝାମଣାପତ୍ର ମାଧ୍ୟମରେ ରାଜ୍ୟରେ ମାନସିକ ଅନଗ୍ରସର ଥିବା…

କିଟରେ ଚେସ୍‍ ମହାକୁମ୍ଭ ଉଦ୍‍ଯାପିତ

ଭୁବନେଶ୍ୱର: ଜାନୁଆରୀ ୧୪ ଓ ୧୫ତାରିଖ ଦୁଇ ଦିନ ଧରି କିଟରେ ଚାଲିଥିବା ସାମାଜିକ ଏବଂ ଶିକ୍ଷାଗତ ଚେସ୍ (ସୋସିଆଲ୍ ଆଣ୍ଡ ଏଜୁକେସନାଲ୍ ଚେସ୍‌) ଉପରେ ଅନ୍ତର୍ଜାତୀୟ ସମ୍ମିଳନୀ ଗୁରୁବାର ଉଦ୍‍ଯାପିତ ହୋଇଯାଇଛି। ଏହାକୁ ଅନ୍ତର୍ଜାତୀୟ ଚେସ୍‍ ଫେଡେରେସନ୍‍ (ଏଫ୍‌ଆଇଡିଇ)ର ଉପସଭାପତି ତଥା…

National Education Policy: ରାଜ୍ୟରେ ଶିକ୍ଷା କ୍ଷେତ୍ରରେ ସଂସ୍କାର ପାଇଁ କେନ୍ଦ୍ର ଶିକ୍ଷା ମନ୍ତ୍ରୀଙ୍କ ୪ ସୂତ୍ରୀ…

ଭୁବନେଶ୍ଵର: ଭୁବନେଶ୍ବର ପରିଦର୍ଶନରେ ଆସି ଆଜି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ ପାଠ୍ୟକ୍ରମ ସଂସ୍କାର ଓ ପାଠ୍ୟପୁସ୍ତକ ବିକାଶ ସମ୍ପର୍କରେ ଏକ ଆଲୋଚନା ବୈଠକରେ ଯୋଗ ଦେଇଛନ୍ତି । ଜାତୀୟ ଶିକ୍ଷା ନୀତି ୨୦୨୦ ଆଧାରରେ ପାଠ୍ୟପୁସ୍ତକ ବିକାଶ କରୁଛନ୍ତି ରାଜ୍ୟ ସରକାର ।…

ସ୍ମାର୍ଟ ମିଟରର ସଠିକତା ପରଖିବାକୁ ଉପଭୋକ୍ତାଙ୍କୁ ଟିପିସିଓଡିଏଲ୍‌ର ଆହ୍ୱାନ; ୨୦ଟି ଗ୍ରାହକ ସେବା କେନ୍ଦ୍ରରେ…

ଭୁବନେଶ୍ୱର: ସେଣ୍ଟ୍ରାଲ ଓଡ଼ିଶାର ବିଦ୍ୟୁତ ବିତରଣ ଦାୟିତ୍ୱରେ ଥିବା ଟିପି ସେଣ୍ଟ୍ରାଲ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ ଲିମିଟେଡ୍ (ଟିପିସିଓଡିଏଲ) ପକ୍ଷରୁ ଆଜି ସ୍ମାର୍ଟ ମିଟରର କାର୍ଯ୍ୟକାରିତା ଓ ସଠିକତା ସମ୍ପର୍କରେ ପୁନର୍ବାର ସ୍ପଷ୍ଟୀକରଣ ଦିଆଯାଇଛି । କମ୍ପାନୀ ପକ୍ଷରୁ କୁହାଯାଇଛି ଯେ,…

ବାଲି ଓ ମଦ ବ୍ୟବସାୟୀଙ୍କ ଘରେ ଇଡି ରେଡ୍, ଲକ୍କରୁ ବାହାରିଲା କୋଟି କୋଟି ଟଙ୍କା

ବ୍ରହ୍ମପୁର: ବାଲି ଓ ମଦ ବ୍ୟବସାୟୀଙ୍କ ଘରେ ଇଡିର ରେଡ୍ । ବ୍ରହ୍ମପୁର ସହରର ୫ରୁ ୬ଟି ସ୍ଥାନରେ ଚଢ଼ାଉ ଚାଲିଛି । ଚଢାଉ ସମୟରେ ଲକ୍କରୁ ବାହାରିଲା କୋଟି କୋଟି ଟଙ୍କା । ବାଲି ବ୍ୟବସାୟୀ କୃପାସିନ୍ଧୁ ମୁଦୁଲିଙ୍କ ଅଫିସରେ ଚାଲିଛି ରେଡ୍ । ପ୍ରାୟ ୪୬ କୋଟିରୁ ଅଧିକ ଟଙ୍କାର ରୟାଲଟି…

ବିଶିଷ୍ଟ ଶିକ୍ଷାବିତ୍ ପ୍ରଫେସର ସରାପଙ୍କ ପରଲୋକ

ଭୁବନେଶ୍ୱର: ପରଲୋକରେ ବିଶିଷ୍ଟ ଶିକ୍ଷାବିତ୍ ତଥା ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନିକାଲ୍ ଏଜୁକେସନ୍ ଆଣ୍ଡ ରିସର୍ଚ୍ଚ (ଆଇଟିଇଆର)ର ପୂର୍ବତନ ଅଧ୍ୟକ୍ଷ ପ୍ରଫେସର ବୀର କିଶୋର ସରାପ । ମୃତ୍ୟୁ ବେଳକୁ ତାଙ୍କୁ ୮୯ବର୍ଷ ବୟସ ହୋଇଥିଲା । ସେ କିଛି ଦିନ ଧରି…