Latest Odisha News

BREAKING NEWS

Browsing Category

ଓଡିଶା

Odisha

କନିଷ୍ଠ ଶିକ୍ଷକଙ୍କ ଦରମା ବଢ଼ାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର:  କନିଷ୍ଠ ଶିକ୍ଷକଙ୍କୁ (Junior Teacher)ଙ୍କ ବଢ଼ିଲା ଦରମା । ୧୩,୮୦୦ ପରିବର୍ତ୍ତେ ୨୦,୦୦୦ ଟଙ୍କାର ମାସିକ ପାରିଶ୍ରମିକ ପାଇବେ । ଜାନୁଆରୀ ମାସରୁ ପିଛିଲା ଭାବେ ଲାଗୁ ହେବା ନେଇ ନିଷ୍ପତି ନେଇଛନ୍ତି ସରକାର । ରାଜ୍ୟରେ ଥିବା ପ୍ରାଥମିକ ଏବଂ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ…

ଆସନ୍ତାକାଲି ନବୀନ ନିବାସରେ ଜରୁରୀ ବୈଠକ, ମେଣ୍ଟ ସଂପର୍କରେ ହୋଇପାରେ ବଡ଼ ନିଷ୍ପତ୍ତି

ଭୁବନେଶ୍ୱର: ମେଣ୍ଟକୁ ନେଇ ବଢିଚାଲିଛି ସସପେନ୍ସ। ଗୋଟେପଟେ ମେଣ୍ଟକୁ ନେଇ ଦିଲ୍ଲୀରେ ବୈଠକ ଡକାଯାଇଥିବା ବେଳେ ଅନ୍ୟପଟେ ଆସନ୍ତାକାଲି ନବୀନ ନିବାସରେ ବୈଠକ ହେବା ନେଇ ସୂଚନା ରହିଛି। ଜରୁରୀ ବୈଠକରେ ମେଣ୍ଟ ସଂପର୍କରେ ହୋଇପାରେ ବଡ଼ ନିଷ୍ପତ୍ତି। ବୈଠକକୁ ଦଳର ବରିଷ୍ଠ ନେତାମାନଙ୍କୁ ଡାକରା…

ସୁବଣ୍ଣର୍ପୁର ଜିଲ୍ଲା ପାଇଲା ପୁଣି ତିନୋଟି ଏନଏସି

ସୁବର୍ଣ୍ଣପୁର:  ସୁବର୍ଣ୍ଣପୁର ଜିଲ୍ଲା ପୁଣି ତିନୋଟି ଏନଏସି ପାଇଛି । ସୁବଳୟା,ଉଲୁଣ୍ଡା ଓ ରାମପୁର  ଆଦି  ସ୍ଥାନକୁ  ବିଜ୍ଞାପିତ ଅଞ୍ଚଳ ପରିଷଦ ଭାବରେ ରାଜ୍ୟ ସରକାର ଘୋଷଣା କରିଛନ୍ତି । ପୂର୍ବରୁ ଡୁଙ୍ଗୁରୀପାଲି,ବିରମହାରାଜପୁରକୁ ଏନଏସି ଘୋଷଣା କରିଥିଲେ ମୁଖ୍ୟମନ୍ତ୍ରୀ । ଏବେ ଜିଲ୍ଲାରେ …

ପ୍ରୋତ୍ସାହନ ରାଶି ବୃଦ୍ଧି ଦାବିରେ ଗାଁ ସାଥୀଙ୍କ ପ୍ରତିବାଦ

ଭୁବନେଶ୍ବର: ରାଜଧାନୀ ରାଜରାସ୍ତାରେ ଗର୍ଜିଲେ ଗାଁ ସାଥୀ । ପ୍ରୋତ୍ସାହନ ରାଶି ବୃଦ୍ଧି କରିବା ଦାବିରେ ବିକ୍ଷୋଭ ପ୍ରଦର୍ଶନ । ଖରାରେ ଲୋୟର ପିଏଜିରେ ବସି ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି ହଜାର ହଜାର ଗାଁ ସାଥୀ ।  ସରକାର ସେମାନଙ୍କୁ ମାସିକ ୧୦ ହଜାର ଟଙ୍କା ପ୍ରୋତ୍ସାହନ ରାଶି ଦେବାକୁ…

ପର୍ଯ୍ୟଟକଙ୍କ ଲାଗି ଆଜିଠୁ ବନ୍ଦ ହେଲା ଅଲିଭ ରିଡଲେଙ୍କ ଅଣ୍ଡାଦାନ ଅଞ୍ଚଳ

ଭୁବନେଶ୍ୱର: ଆଜିଠୁ ରାଜ୍ୟରେ ପର୍ଯ୍ୟଟକଙ୍କ ଲାଗି ଅଲିଭ ରିଡଲେ କଇଁଛ ଅଣ୍ଡାଦାନ କରୁଥିବା ସମସ୍ତ ଅଞ୍ଚଳ ବନ୍ଦ କରାଯାଇଛି । ଏନେଇ ରାଜ୍ୟ ବନ ବିଭାଗର ବନ୍ୟପ୍ରାଣୀ ମୁଖ୍ୟାଳୟ ପକ୍ଷରୁ ନିର୍ଦ୍ଦେଶନାମା ଜାରି କରାଯାଇଛି । ବନ୍ୟପ୍ରାଣୀ ପିସିସିଏଫ ସୁଶାନ୍ତ ନନ୍ଦ କହିଛନ୍ତି,’’ ଏବେ…

ଦୁଇ ଭଉଣୀଙ୍କ ସନ୍ଦେହଜନକ ମୃତ୍ୟୁ

କେନ୍ଦୁଝର: କେନ୍ଦୁଝର ପାଟଣା ବ୍ଲକ ବୁଢ଼ୀକାପୁଡ଼ି ପଞ୍ଚାୟତ ପୁରନ୍ଦରପୁର ଗାଁରେ ଦୁଇ ଶିଶୁ କନ୍ୟାଙ୍କର ସନ୍ଦେହ ଜନକ ମୃତ୍ୟୁ ହୋଇଛି । ଟଙ୍କଧର ମହାରଣାଙ୍କର ଦୁଇ ନାବାଳିକା ଝିଅଙ୍କର ସନ୍ଦେହଜନକ ମୃତ୍ୟୁ ଘଟିଛି । ମୃତକ ଦ୍ବୟ ହେଲେ ଇତିଶ୍ରୀ ମହାରଣା (୪) ଏବଂ ଲିପି ମହାରଣା (୨)। ୨…

ସାଂସଦ ଅନୁଭବ ମହାନ୍ତିଙ୍କ ଘରେ ରେଡ୍

କଟକ: ସାଂସଦ ଅନୁଭବ ମହାନ୍ତିଙ୍କ ଘରେ ରେଡ୍ । ସାଂସଦ ଅନୁଭବ ମହାନ୍ତିଙ୍କ ଭଡା ଘରେ ଅର୍ବାନ କୋପରଟିଭ ବ୍ୟାଙ୍କ ପକ୍ଷରୁ ଏହି ଚଢାଉ କରାଯାଇଛି । ଅନୁଭବଙ୍କ ଭାଇ ଅନୁପ୍ରାସ ମହାନ୍ତି କଟକ ଗଣ୍ଡରପୁର ଅର୍ବାନ କୋପରଟିଭ ବ୍ୟାଙ୍କରୁ ଋଣ ନେଇ ସୁଝିନପାରିବାରୁ ବ୍ୟାଙ୍କ ପକ୍ଷରୁ ଏହି ଚଢାଉ…

ହତ୍ୟା ଅଭିଯୋଗରେ ପାଞ୍ଚଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କଲା ଖଡ଼ିଆଳ ପୋଲିସ

ନୂଆପଡ଼ା: ହତ୍ୟା ଅଭିଯୋଗରେ ଆଜି ପାଞ୍ଚ ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ଖଡ଼ିଆଳ ପୋଲିସ। ଅଭିଯୁକ୍ତ ମାନେ ହେଲେ ଖଡ଼ିଆଳ ଥାନା ଢଙ୍କସର ଗାଁର ଖଗେଶ୍ବର ଭରାଶଗରିଆ, ଘେନୁ ଭରାସଗରିଆ ଓ ନେହେନା ଗାଁର ଲାଲୁ ଟାହାଣି, ସୁଶାନ୍ତ ବାଗ ଓ ଗୁଣ ଟାହାଣି ବୋଲି ଜଣାପଡିଛି। ସୂଚନା…

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା: ବଢ଼ିଲା ମେୟର, ଡେପୁଟି ମେୟରଙ୍କ ଦରମା

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀଙ୍କ ଘୋଷଣା, ବଢ଼ିଲା ମେୟରଙ୍କ ଦରମା । ୫୦ ହଜାର ଟଙ୍କାକୁ ବୃଦ୍ଧି କଲେ ସରକାର । ଡେପୁଟି ମେୟରଙ୍କ ଦରମା ୨୦ ହଜାର ଟଙ୍କାକୁ ବୃଦ୍ଧି କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସେହିପରି ପୌରପରିଷଦ ଅଧ୍ୟକ୍ଷଙ୍କ ଦରମା ୧୫ ହଜାରକୁ ବୃଦ୍ଧି, ପୌରପରିଷଦ…

ଛାତ୍ର କଂଗ୍ରେସର ବିକ୍ଷୋଭ: ବେକାରୀ ସମସ୍ୟା, ବିପର୍ଯ୍ୟସ୍ତ ଶିକ୍ଷାନୀତିକୁ ନେଇ ପ୍ରତିବାଦ

ଭୁବନେଶ୍ବର: ରାଜରାସ୍ତାକୁ ଓହ୍ଲାଇଲା କଂଗ୍ରେସ । ବେକାରୀ ସମସ୍ୟା, ପ୍ରଶ୍ନପତ୍ର ଲିକ୍ କୁ ନେଇ ଛାତ୍ର କଂଗ୍ରେସର ରଣହୁଙ୍କାର । ରାଜମହଲ ଛକରୁ ନବୀନ ନିବାସ ଘେରାଉ କରିବାକୁ ଯାଉଥିବା ବେଳେ ପୋଲିସ ସହ ଧସ୍ତାଧସ୍ତି ପରିସ୍ଥିତି ଉପୁଜିଛି । ଶିଶୁଭବନ ଛକରେ ଛାତ୍ର କଂଗ୍ରସକୁ ରୋକିବାକୁ…