Latest Odisha News

BREAKING NEWS

Browsing Category

ଓଡିଶା

Odisha

ଭିସୁଟ୍‌ ଛାତ୍ରୀ ଚିନ୍ମୟୀ ସାହୁ ମୃତ୍ୟୁ ମାମଲା: ଜବାବ ଦାଖଲ ରାଜ୍ୟ ସରକାର

କଟକ: ଭିସୁଟ୍‌ ଛାତ୍ରୀ ଚିନ୍ମୟୀ ସାହୁଙ୍କ ସନ୍ଦେହଜନକ ମୃତ୍ୟୁ ମାମଲା । ରାଜ୍ୟ ସରକାରଙ୍କ ପକ୍ଷରୁ ହାଇକୋର୍ଟରେ ଜବାବ ଦାଖଲ । ମାମଲାରେ ସିବିଆଇ ତଦନ୍ତ କାହିଁକି ହେଉନି ସେନେଇ ଜବାବ ଲୋଡିଲେ ହାଇକୋର୍ଟ । ତଦନ୍ତର ଅଗ୍ରଗତି ନେଇ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ ।…

କାଶୀପୁର ଥାନା ଉପରେ ସଂଘବଦ୍ଧ ଆକ୍ରମଣ ଓ ଭଙ୍ଗାରୁଜା

ରାୟଗଡ଼ା: ରାୟଗଡ଼ା ଜିଲ୍ଲା କାଶୀପୁର ଥାନା ଉପରେ ଚାରୋଟି ଗ୍ରାମବାସୀଙ୍କ ସଂଘବଦ୍ଧ ଆକ୍ରମଣ ଓ ଭଙ୍ଗାରୁଜା ହୋଇଛି । ଶତାଧିକ ଲୋକ ଥାନା ପରିସରରେ ଏହି ତୁମୁଳ କାଣ୍ଡ ଘଟାଇଛନ୍ତି । ଫଳରେ ପରିସ୍ଥିତି ଉତ୍ତେଜନାପୂର୍ଣ ରହିଛି । ସୁଙ୍ଗେର ପଞ୍ଚାୟତ ବନ୍ତେଜ ଗ୍ରାମର କାର୍ତ୍ତିକ ନାୟକ ନାମକ…

ଭରତପୁର ଥାନା ବର୍ବରତା: ସତ ବଖାଣିଲେ ମେଜରଙ୍କ ବନ୍ଧବୀ

ଭୁବନେଶ୍ଵର: ଭରତପୁର ଥାନାରେ ମେଜର ଓ ବାନ୍ଧବୀଙ୍କୁ ପୋଲିସର ମାଡ଼ ଘଟଣା । ଘଟଣା ଦିନର କଳା କାହାଣୀ ବଖାଣିଲେ ମେଜରଙ୍କ ବାନ୍ଧବୀ । କିଭଳି ତାଙ୍କୁ ଆଇଆଇସି ଯୌନ ନିର୍ଯାତନା ଦେଇଥିଲେ ସେ ନେଇ ସମ୍ପୁର୍ଣ୍ଣ କଥା କହିଲେ ମେଜରଙ୍କ ବାନ୍ଧବୀ । ଆଜି ହସ୍ପିଟାଲରୁ ଡିସଚାର୍ଜ ହେବା ପରେ ଭରତପୁର…

କଟକ ସହର ସମ୍ପର୍କିତ ଜନସ୍ୱାର୍ଥ ମାମଲାରେ ହାଇକୋର୍ଟଙ୍କ ନୋଟିସ୍‌

କଟକ: କଟକ ସହର ସମ୍ପର୍କିତ ଜନସ୍ୱାର୍ଥ ମାମଲାରେ ହାଇକୋର୍ଟଙ୍କ ନୋଟିସ୍‌ । ସ୍ୱାସ୍ଥ୍ୟ ସଚିବଙ୍କୁ ବ୍ୟକ୍ତିଗତ ଭାବେ ହାଜର ପାଇଁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ । ତାଙ୍କ ସହ ଏସସିବି ମେଡିକାଲ୍‌ ଅଧୀକ୍ଷକଙ୍କୁ ମଧ୍ୟ ହାଜର ପାଇଁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ । ଏସସିବିର ବିପର୍ଯ୍ୟସ୍ତ…

ମେଜର ଓ ବାନ୍ଧବୀଙ୍କୁ ପୋଲିସ ମାଡ଼ ମାରିବା ଘଟଣାରେ ରିପୋର୍ଟ ମାଗିଲେ ଜାତୀୟ ମହିଳା କମିଶନ

ଭୁବନେଶ୍ୱର: ରାଜଧାନୀର ଭରତପୁର ଥାନାରେ ଭାରତୀୟ ସେନା ଅଧିକାରୀ ମେଜର ଗୁରୁବନ୍ତ ସିଂ ଏବଂ ତାଙ୍କ ବାନ୍ଧବୀଙ୍କୁ ଅପବ୍ୟବହାର ସହିତ ମାଡ଼ ମାରିବା ଘଟଣାରେ ଜାତୀୟ ମହିଳା କମିଶନ ଓଡ଼ିଶା ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ୱାଇ.ବି ଖୁରାନିଆଙ୍କୁ ରିପୋର୍ଟ ମାଗିଛନ୍ତି । ମେଜର ସିଂ ଏବଂ…

ବିଷ୍ଣୁ ସେଠୀଙ୍କ ଶ୍ରାଦ୍ଧ ଵାର୍ଷିକରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ

ଭଦ୍ରକ: ଆଜି ପୂର୍ବତନ ବିରୋଧୀ ଦଳ ଉପନେତା ବିଷ୍ଣୁ ଚରଣ ସେଠୀଙ୍କ ଦ୍ଵିତୀୟ ଶ୍ରାଦ୍ଧ ବର୍ଷିକୀ । ଏହି ଅବସରରେ ଯୋଗଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଭଦ୍ରକ ତିହିଡି କାଳୀ ପଡ଼ିଆରେ ସ୍ମୃତି ଚାରଣ ସଭାରେ ସ୍ଵର୍ଗତ ବିଷ୍ଣୁ ସେଠୀଙ୍କ ପୁତ୍ର ସୂର୍ଯ୍ୟବଂଶୀ ସୂରଜ ଅତିଥି ପରିଚୟ…

ଟ୍ରାଫିକ୍ ସିଗନାଲରେ ହଠାତ୍ ଚଳନ୍ତା କାରରୁ ଖସିଲା ନାଗ, ଆଉ ତା’ପରେ…

ଭୁବନେଶ୍ବର: ଆଜି ରାଜଧାନୀର ରବି ଟକିଜ୍ ଛକ ନିକଟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ମଧ୍ୟାହ୍ନ ପ୍ରାୟ ୧ଟା ୩୦ରେ ରବି ଟକିଜ୍ ଛକରେ ପ୍ରବଳ ଭିଡ ସମୟରେ ଟ୍ରାଫିକ ସିଗ୍ନାଲ ପରେ କେଦାରଗୌରୀ ପଟୁ କଳ୍ପନା ଆଡ଼କୁ ଯାଉଥିବା ଏକ କାର ତଳୁ ଏକ ନାଗ ସାପ ଖସି ପଡ଼ିଲା । ଏହାପରେ କିଛି ସମୟ…

ଆଜିଠୁ ‘ପିତୃପକ୍ଷ’: ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ପୁରୀରେ ପିଣ୍ଡଦାନ

ପୁରୀ: ଆଜି ଆଶ୍ଵିନ ମାସ କୃଷ୍ଣପକ୍ଷ ପ୍ରତିପଦା ତିଥି । ପିତୃପକ୍ଷର ଆରମ୍ଭ । ଏହି ଅବସରରେ ପୁରୀରେ ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ଆରମ୍ଭ ହୋଇଛି ତିଳତର୍ପଣ ଓ ପିଣ୍ଡଦାନ କାର୍ଯ୍ୟ। ଆଶ୍ୱିନ କୃଷ୍ଣପକ୍ଷ ପ୍ରତିପଦା ଠାରୁ ଅମାବାସ୍ୟା ପର୍ଯ୍ୟନ୍ତ ଦୀର୍ଘ ୧୫ ଦିନ ଧରି ଏହି ପିତୃପକ୍ଷ ପାଳନ…

ଧାମନଗର ଗୋଷ୍ଠୀ ସଂଘର୍ଷ: ବିଏନଏସଏସ ୧୬୩ ଲାଗୁ

ଧାମନଗର: ଧୁଷୁରୀ ଥାନା ଗୁଡ଼ୁପୋଖରୀ ବଜାରରେ ୨ ଗୋଷ୍ଠୀ ମୁହାଁମୁହିଁ l ୨ ଗୋଷ୍ଠୀଙ୍କ ଗଣ୍ଡଗୋଳ ଓ ମାରପିଟରେ ଗୋଟିଏ ଗୋଷ୍ଠୀର ୪ ଆହତ l ଆହତଙ୍କ ମଧ୍ୟରୁ ଜଣଙ୍କ ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ ତୁରନ୍ତ କଟକ ସ୍ଥାନାନ୍ତର କରାଯାଇଛି l ସେପଟେ ଘଟଣାର ଗୁରୁତରକୁ ଦୃଷ୍ଟିରେ ରଖି ଘଟଣାସ୍ଥଳରେ…

୨୪ ସୁଦ୍ଧା ରତ୍ନଭଣ୍ଡାର ସର୍ଭେ ସାରିବାକୁ ଚିଠି ଲେଖିଲେ ମୁଖ୍ୟ ପ୍ରଶାସକ

ପୁରୀ: ସେପ୍ଟେମ୍ବର ୨୪ ସୁଦ୍ଧା ରତ୍ନଭଣ୍ଡାର ସର୍ଭେ ସାରିବାକୁ ଚିଠି ଲେଖିଲେ ମୁଖ୍ୟ ପ୍ରଶାସକ । ଶ୍ରୀମନ୍ଦିର ରତ୍ନଭଣ୍ଡାରର ସମସ୍ତ ବୈଷୟିକ ସର୍ଭେ ଆସନ୍ତା ୨୪ ତାରିଖ ସୁଦ୍ଧା ଏଏସଆଇ ମହାନିର୍ଦ୍ଦେଶକଙ୍କୁ ଚିଡି ଲେଖିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ । ଆସନ୍ତା ୨୪ ପରଠୁ…