Latest Odisha News

BREAKING NEWS

Browsing Category

ଓଡିଶା

Odisha

ଆସନ୍ତା ୩ ଘଣ୍ଟା ପାଇଁ ଟୁଇନ୍‌ ସିଟିକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର: ଟୁଇନ ସିଟି ଭୁବନେଶ୍ବର ଓ କଟକ ପାଇଁ ୟେଲୋ ୱାର୍ଣ୍ଣିଂ l ଘଡ଼ଘଡ଼ି ସହ ପ୍ରବଳ ବର୍ଷା ନେଇ ଆଗାମୀ ୩ ଘଣ୍ଟା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ l ଟୁଇନ୍ ସିଟି ସମେତ ଖୋର୍ଦ୍ଧା, ଜଗତସିଂହପୁର ଓ ପୁରୀକୁ ମଧ୍ୟ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ l…

ଆକାଶମାର୍ଗରୁ ବାଲେଶ୍ଵରର ବିଭିନ୍ନ ବନ୍ୟାଞ୍ଚଳ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

ବାଲେଶ୍ବର: ଲଘୁଚାପ ଜନିତ ଲଗାଣ ବର୍ଷା ପରେ ସୁବର୍ଣ୍ଣରେଖାରେ ପ୍ରଳୟଙ୍କରୀ ବନ୍ୟା ସୃଷ୍ଟି ହୋଇଛି । ଯାହାକୁ ନେଇ ଉତ୍ତର ବାଲେଶ୍ଵରରେ ଗମ୍ଭୀର ହୋଇଛି ବନ୍ୟା ପରିସ୍ଥିତି । ଯାହାକୁ ନେଇ ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆକାଶ ମାର୍ଗରୁ ବାଲେଶ୍ଵର ଜିଲ୍ଲା ବନ୍ୟା କ୍ଷୟକ୍ଷତିର ସ୍ଥିତି…

ଗାଧେଇବା ବେଳେ କେନାଲରେ ଭାସିଗଲେ ମହିଳା

ଅନୁଗୋଳ: ଅନୁଗୋଳ ଜିଲ୍ଲା ବଅଁରପାଳ ବ୍ଲକ ଅନ୍ତର୍ଗତ ବୁଢ଼ାପଙ୍କ ଗ୍ରାମ ପଞ୍ଚାୟତର କେନାଲରେ ଗାଧୋଇଲା ବେଳେ ଭାସି ଗଲେ ମହିଳା । ଭାସିଯାଇଥିବା ମହିଳା ଜଣଙ୍କ ହେଲେ ବୁଢ଼ାପଙ୍କ ଗ୍ରାମର ଗଡ଼ ସାହି ବାସିନ୍ଦା ଅଶୋକ ସାମଲଙ୍କ ୨୨ ବର୍ଷୀୟ ସ୍ତ୍ରୀ ପୂର୍ଣ୍ଣିମା ସାମଲ । ଖବର ମୁତାବକ,…

ସେନା ଅଧିକାରୀ ଓ ବାନ୍ଧବୀଙ୍କୁ ନିର୍ଯାତନା ଘଟଣା: ୫ ପୋଲିସ ସସ୍‌ପେଣ୍ଡ୍

ଭୁବନେଶ୍ୱର: ଭରତପୁର ଥାନାରେ ସେନା ଅଧିକାରୀ ଓ ତାଙ୍କ ବାନ୍ଧବୀଙ୍କୁ ମାଡ଼ ଘଟଣାରେ ୫ ପୋଲିସ ନିଲମ୍ବିତ। ୫ ପୋଲିସ କର୍ମଚାରୀଙ୍କ ବିରୋଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି ଡିଜିପି ୱାଇ ବି ଖୁରାନିଆ। ଏହି ଘଟଣାରେ ଭରତପୁର ଥାନାର ପୂର୍ବତନ ଆଇଆଇସି ଦିନକୃଷ୍ଣ ମିଶ୍ର…

ପାଗଳ ବିଲୁଆ ଆତଙ୍କ: ୧୩ ଆହତ ଓ ୨ ଗୁରୁତର

ପୁରୀ: ଅସ୍ତରଙ୍ଗ ବ୍ଲକରେ ପାଗଳ ବିଲୁଆ ଆତଙ୍କ। ପୁରୀ ଜିଲ୍ଲା ଅସ୍ତରଙ୍ଗ ବ୍ଲକର ପାଞ୍ଚଟି ଗାଁରେ ଗତ ଦୁଇ ଦିନ ହେବ ପାଗଳ ବିଲୁଆ ଆତଙ୍କ ଖେଳାଯାଇଛି। ବିଲୁଆ କାମୁଡ଼ାରେ ୧୩ ଜଣ ଆହତ ହୋଇଥିବା ବେଳେ ୨ ଜଣ ଗୁରୁତର ହୋଇଛନ୍ତି। ଗୁରୁତରଙ୍କୁ ଚାରି ଛକ ଗୋଷ୍ଠୀ ସ୍ଵାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି…

ତୋଡ଼ା ଜଙ୍ଗଲରେ ଚାଲିଛି ଟ୍ରାଙ୍କୁଲାଇଜ୍, ୬୦ ଜଣିଆ ଟିମ୍ ନିୟୋଜିତ

ସୁନ୍ଦରଗଡ଼: ଆତଙ୍କ ଖେଳାଇଥିବା ଦନ୍ତା ହାତୀକୁ ଟ୍ରାଙ୍କୁଲାଇଜ୍ ଉଦ୍ୟମ।ସୁନ୍ଦରଗଡ଼ ଜିଲ୍ଲା ଜାମୁଡିହି ସେକ୍ସନ୍ ତୋଡ଼ା ଜଙ୍ଗଲରେ ଚାଲିଛି ଟ୍ରାଙ୍କୁଲାଇଜ୍। ୩ଜଣ ସାଇଣ୍ଟିଷ୍ଟ, କପିଳାସର ଗୋଟେ ଟିମ୍, ଭେଟେନାରୀର ଟିମ୍ , ରାଉରକେଲା ଆରସିସିଏଫ ଏବଂ ପାଖାପାଖି ୬୦ ଜଣ ଏହି ପ୍ରକ୍ରିୟାରେ ସାମିଲ…

ମହଙ୍ଗା ପଡିଲା ସେନା ଅଧିକାରୀ ଓ ବାନ୍ଧବୀଙ୍କୁ ନିର୍ଯାତନା, ପୁଲିସ ଉପରେ ପୁଲିସର କାର୍ଯ୍ୟାନୁଷ୍ଠାନ!

ଭୁବନେଶ୍ୱର: ସେନା ଅଧିକାରୀ ଓ ତାଙ୍କ ବାନ୍ଧବୀଙ୍କୁ ଦୁର୍ବ୍ୟବହାର କରିବା ଘଟଣାରେ ବଦଳିଲେ ଭରତପୁର ଥାନା ଅଧିକାରୀ।  ଥାନା ଆଇଆଇସି ସମେତ ମହିଳା ଏଏସଆଇ ଓ ଜଣେ କନଷ୍ଟେବଳ ବଦଳିଲେ। ଭରତପୁର ଥାନା ଆଇଆଇସି ଦୀନକୃଷ୍ଣ ମିଶ୍ରଙ୍କୁ ଡିସିପି ହେଡକ୍ୱାର୍ଟର୍ସକୁ ବଦଳି କଲେ ପୋଲିସ କମିଶନର। ତାଙ୍କ…

ଶ୍ରୀମନ୍ଦିର ରତ୍ନଭଣ୍ଡାର ଯାଞ୍ଚ କରିବ ଏଏସ୍ଆଇ, ଅପରାହ୍ନ ୧ଟାରୁ ସାଧାରଣ ଦର୍ଶନ ବନ୍ଦ

ପୁରୀ: ଆଜି ଏଏସଆଇ ପକ୍ଷରୁ ରତ୍ନଭଣ୍ଡାରର ପ୍ରାରମ୍ଭିକ ନିରୀକ୍ଷଣ ଓ ବୈଷୟିକ ଯାଞ୍ଚ କରାଯିବ। ଏଏସଆଇ ଅତିରିକ୍ତ ମହା ନିର୍ଦ୍ଦେଶକଙ୍କ ନେତୃତ୍ୱରେ ଆଜି ଗୋଟିଏ ଦିନ ହେବ ଯାଞ୍ଚ। ଏଏସଆଇ ଓ ଶ୍ରୀମନ୍ଦିର ପ୍ରଶାସନର ୨୬ ଜଣିଆ ମିଳିତ ଟିମ୍ ସାମିଲ ହେବେ। ରତ୍ନଭଣ୍ଡାର ମଧ୍ୟରେ ବୈଜ୍ଞାନିକ…

ନବରଙ୍ଗପୁରରେ ଲଜ୍ଜା: ନାବାଳିକାକୁ ଦୁଷ୍କର୍ମ ପରେ ହତ୍ୟା!

ନବରଙ୍ଗପୁର: ନବରଙ୍ଗପୁର ଜିଲ୍ଲାରେ ଲଜ୍ଜା। ତେନ୍ତୁଳିଖୁଣ୍ଟି ବ୍ଲକରେ ୧୧ ବର୍ଷୀୟା ଉଲଗ୍ନ ନାବାଳିକାର ମୃତଦେହ ଠାବ ହୋଇଛି। ଦୁଷ୍କର୍ମ ପରେ ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି। ସ୍କୁଲ ପଛ ଏକ ବୁଦା ମୂଳରୁ ରକ୍ତ ଜୁଡୁବୁଡୁ ଅବସ୍ଥାରେ ପଞ୍ଚମ ଶ୍ରେଣୀର ଛାତ୍ରୀଙ୍କ ମୃତଦେହ ଠାବ ହେବା ପରେ…

ପୂର୍ବତନ ରାଜ୍ୟପାଳ ବିଶ୍ଵଭୂଷଣଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ

ଭୁବନେଶ୍ୱର: ଅସୁସ୍ଥତା ହେତୁ ଭୁବନେଶ୍ୱରର ଏକ ଘରୋଇ ହସପିଟାଲରେ ଭର୍ତ୍ତି ହୋଇଛନ୍ତି ଆନ୍ଧ୍ର ପ୍ରଦେଶ ଓ ଛତିଶଗଡ଼ର ପୂର୍ବତନ ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନ । ଖବରପାଇ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ହରିଚନ୍ଦନଙ୍କ ପୁଅ ତଥା ଆଇନ ମନ୍ତ୍ରୀ ପୃଥ୍ଵୀରାଜ…