Latest Odisha News

BREAKING NEWS

Browsing Category

ଓଡିଶା

Odisha

ଆଜିଠୁ ଅନିର୍ଦ୍ଦିଷ୍ଟକାଳ ପର୍ଯ୍ୟନ୍ତ ସକାଳ ୧୦ରୁ ୧୧ଟା ପର୍ଯ୍ୟନ୍ତ ବନ୍ଦ ରହିବ ଓପିଡି

ଭୁବନେଶ୍ବର: ଆଜି ଠାରୁ ସକାଳେ ଏକ ଘଣ୍ଟା ପର୍ଯ୍ୟନ୍ତ ବନ୍ଦ ରହିବ ଓଟିପି । ସକାଳ ୧୦ରୁ ୧୧ଟା ଯାଏଁ ସରକାରୀ ଡାକ୍ତରଖାନାରେ ବହିର୍ବିଭାଗ, ଓପିଡି ବନ୍ଦ ରହିବ । ଏହାସହ ଜାତୀୟ ସ୍ବାସ୍ଥ୍ୟ ମିସନ୍‌ ପକ୍ଷରୁ ହେଉଥିବା କାର୍ଯ୍ୟକୁ ମଧ୍ୟ ବନ୍ଦ କରାଯିବ । ଏନେଇ ଓଡ଼ିଶା ମେଡିକାଲ ସେବା ସଂଘ, ଓମସା…

Odisha Vigilance: ଭିଜିଲାନ୍ସ ହାତରେ କୋଟିପତି ଫରେଷ୍ଟର ନିରଞ୍ଜନ ଶତପଥୀ

ଭୁବନେଶ୍ୱର: ଭିଜିଲାନ୍ସ ହାତରେ କୋଟିପତି ଫରେଷ୍ଟର ନିରଞ୍ଜନ ଶତପଥୀ। କୋରାପୁଟର ବନ ବିଭାଗ ଫରେଷ୍ଟର ନିରଞ୍ଜନ ଶତପଥୀଙ୍କ ଦ୍ୱାରା ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏକାଧିକ ଠିକଣାରେ ଚଢାଉ କରିଛି ଭିଜିଲାନ୍ସ ଟିମ୍‌। ଭୁବନେଶ୍ୱର ସ୍ୱତନ୍ତ୍ର ଭିଜିଲାନ୍ସ କୋର୍ଟଙ୍କ ଅନୁମତି ପରେ…

ଖୋର୍ଦ୍ଧା ହେବ ସମୃଦ୍ଧ ଓଡିଶାର ଏକ ନମ୍ବର ଜିଲ୍ଲା

ଭୁବନେଶ୍ୱର: ଖୋର୍ଦ୍ଧା ମହୋତ୍ସବ ୨୦୨୫ ଆଜି ଏକ ଉତ୍ସବ କିମ୍ବା ରଙ୍ଗାରଙ୍ଗ କାର୍ଯ୍ୟକ୍ରମର ମଞ୍ଚ ହୋଇ ରହିନି, ଏହା ଆଜି ପାଲଟିଛି ବିକାଶର ମଞ୍ଚ, ଏହା କହି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଜିଲ୍ଲାର ବିକାଶ ପାଇଁ ପ୍ରାୟ ୫୧୬ କୋଟି ଟଙ୍କାର ବ୍ୟୟ ବରାଦରେ ୩୯ଟି ପ୍ରକଳ୍ପର ଶୁଭରମ୍ଭ କରିଛନ୍ତି।…

ଭିଜିଲାନ୍ସ ଜାଲରେ ମାଲକାନଗିରି ବ୍ଳକର କନିଷ୍ଠ ଯନ୍ତ୍ରୀ ନିହାର ସରକାର

ମାଲକାନଗିରି: ମାଲକାନଗିରି ବ୍ଳକର କନିଷ୍ଠ ଯନ୍ତ୍ରୀ ନିହାର ସରକାରଙ୍କ ଘରେ ଭିଜିଲାନ୍ସ ଚଢ଼ାଉ। ଆୟବହିର୍ଭୂତ ସମ୍ପତ୍ତି ଠୁଳ ନେଇ ଭିଜିଲାନ୍ସକୁ ଖବର ମିଳିଥିଲା। ଆଜି ଭୋରୁ ମାଲକାନଗିରି ସମେତ ଏମପିଭି-୧୦ସ୍ଥିତ ତାଙ୍କ ଘର, ଅଫିସ ଏବଂ ରାଇଘର ସ୍ଥିତ ଶ୍ୱଶୁର ଘରେ ଏକାକାଳୀନ ଚଢ଼ାଉ ଚାଲିଛି।…

Ex-MLA Sanchita Mohanty Passes Away: ପୂର୍ବତନ ବିଧାୟିକା ସଞ୍ଚିତା ମହାନ୍ତିଙ୍କ ପରଲୋକ

ଯାଜପୁର: ପରଲୋକରେ ବରିଷ୍ଠ ବିଜେପି ନେତ୍ରୀ ତଥା କୋରେଇର ପୂର୍ବତନ ବିଧାୟିକା ସଞ୍ଚିତା ମହାନ୍ତିଙ୍କ ପରଲୋକ। ଭୁବନେଶ୍ୱର ସ୍ଥିତ ବାସଭବନରେ ଆଖି ବୁଜିଲେ। ଅନେକ ଦିନ ଧରି ଅସୁସ୍ଥ ରହି ଚିକିତ୍ସିତ ହେଉଥିଲେ। ୨୦୦୪ ରୁ ୨୦୦୯ ଯାଏଁ ଯାଜପୁର ଜିଲ୍ଲା କୋରେଇ ନିର୍ବାଚନୀ ମଣ୍ଡଳୀରୁ ବିଧାନସଭାକୁ…

Cold Wave: ଜାଡ଼ରେ ଥରୁଛି ଓଡ଼ିଶା, ୨ ଦିନ ପାଇଁ ୫ ଜିଲ୍ଲାକୁ ୟେଲୋ ଆଲର୍ଟ

ଭୁବନେଶ୍ବର: ଜାଡ଼ରେ ଥରୁଛି ଓଡ଼ିଶା। ଉପକୂଳରୁ ଦକ୍ଷିଣ ପୁଣି ପଶ୍ଚିମ ଓଡ଼ିଶା। ସବୁଠି ଅସହ୍ୟ ଶୀତ। ଥଣ୍ଡାରୁ ନିସ୍ତାର ନାହିଁ। ରାଜ୍ୟରେ ଭୟଙ୍କର ଶୀତ ଲହରୀ। ଥରୁଛି ସାରା ରାଜ୍ୟ। ଥଣ୍ଡା ସାଙ୍ଗକୁ ଅନେକ ସ୍ଥାନରେ କଲବଲ କରୁଛି କୁହୁଡ଼ି। ଅସ୍ତବ୍ୟସ୍ତ ସାଧାରଣ ଲୋକେ। ଆସନ୍ତା ପାଞ୍ଚ ଦିନ…

ପୁଣି ଚାନ୍ଦବାଲିରେ ଲଜ୍ଜା, ଘରେ ପଶି ଯୁବତୀଙ୍କୁ ଦୁଷ୍କର୍ମ ଅଭିଯୋଗ

ଭଦ୍ରକ: ପୁଣି ଚାନ୍ଦବାଲିରେ ଲଜ୍ଜା। ଘରେ ପଶି ଯୁବତୀଙ୍କୁ ଦୁଷ୍କର୍ମ ଅଭିଯୋଗ। ଧାମରା ଥାନା ଅଞ୍ଚଳର ଜଣେ ଯୁବତୀଙ୍କୁ ପଡ଼ୋଶୀ ଘରର ଯୁବକ ଦୁ‌ଷ୍କର୍ମ କରିଥିବା ଅଭିଯୋଗ ହୋଇଛି। ଅଭିଯୋଗ ମୁତାବକ, କିଛି ଦିନ ତଳେ ପଡ଼ୋଶୀ ଘରର ଯୁବକ ସଂପୃକ୍ତ ଯୁବତୀଙ୍କ ଘରକୁ ଯାଇଥିଲା। ଘରେ କେହି ନଥିବା…

Gold Mines: ‘୩ଟି ଖଣିରେ ୧୫୮୬ କେଜି ସୁନା ଥିବା ମିଳିଛି ସନ୍ଧାନ’

ଭୁବନେଶ୍ବର:ଓଡ଼ିଶା ମାଟି ତଳୁ ମିଳିଥିବା ୩ ସୁନା ଖଣିର ନିଲାମ ପାଇଁ ପ୍ରକ୍ରିୟା ଆରମ୍ଭ କରିଛନ୍ତି ସରକାର। ଏ ନେଇ ଆସନ୍ତା ୩ ତାରିଖରେ ଏକ ବୈଠକ ବସିବ। ନିଲାମ କିପରି ଠିକ୍ ଭାବେ ହେବ ସେ ନେଇ ପ୍ରକ୍ରିୟା ଚାଲିଛି ବୋଲି ମନ୍ତ୍ରୀ କହିଛନ୍ତି। ବୈଠକରେ ରାଜ୍ୟର ୪୯ଟି ଖଣି ନିଲାମ ପାଇଁ ବାର୍ଷିକ…

Fake note: ନକଲି ନୋଟ କାରବାର ଘଟଣାରେ ପୁଣି ୨ ଗିରଫ

ସୁବର୍ଣ୍ଣପୁର:ସୁବର୍ଣ୍ଣପୁର ଜିଲ୍ଲା ବିନିକା ଅଞ୍ଚଳରେ ନକଲି ନୋଟ କାରବାର । ଗତ ଅକ୍ଟୋବର ୨୬ ତାତିଖରେ ବିନିକା ପୋଲିସ ନକଲି ଟଙ୍କା ଜବତ କରି ତିନି ଜଣକୁ ଗିରଫ କରିଥିଲା । ଆଜି ପୁଣି ଦୁଇଜଣକୁ ଗିରଫ କରି କୋର୍ଟ ଚାଲାଣ କରାଯାଇଛି । ଗିରଫ ଅଭିଯୁକ୍ତ ଦୁଇଜଣ ହେଲେ ବରଗଡ଼ ଜିଲ୍ଲା ବରପାଲି…