Latest Odisha News

BREAKING NEWS

Browsing Category

ଓଡିଶା

Odisha

ଭଡ଼ା ଘରେ ଚାଲିଥିଲା ଦେହ ବେପାର: ଗ୍ରାହକ ଓ ଦଲାଲଙ୍କ ସମେତ ୫ ଜଣଙ୍କୁ ଧରିଲା ଜଗତସିଂହପୁର ପୋଲିସ

ଜଗତସିଂହପୁର: ଏକ ବଡ଼ ଧରଣର ସେକ୍ସ ରାକେଟର ପର୍ଦ୍ଦାଫାଶ କରିଛି ସ୍ଥାନୀୟ ପୋଲିସ । ସହରର ଏକ ଗୋପନ ସ୍ଥାନରେ ଦୀର୍ଘ ଦିନ ଧରି ଚାଲିଥିବା ଏହି ବେଆଇନ କାରବାର ଉପରେ ପୋଲିସ ଅଚାନକ ଚଢ଼ାଉ କରିଛି । ଏହି ଘଟଣାରେ ଘଟଣାସ୍ଥଳରୁ ଦୁଇ ଜଣ ମହିଳାଙ୍କ ସମେତ ମୋଟ ୫ ଜଣଙ୍କୁ ଥାନାରେ ଅଟକ ରଖାଯାଇ…

ଶ୍ରୀମନ୍ଦିର ସୁରକ୍ଷାରେ ବଡ଼ ତ୍ରୁଟି: କଡ଼ା ପହରାକୁ ଭେଦ କରି ମନ୍ଦିର ଉପରକୁ ଚଢ଼ିଗଲେ ଯୁବକ

ପୁରୀ: ଦ୍ୱାଦଶ ଶତାବ୍ଦୀର ପବିତ୍ର ଶ୍ରୀଜଗନ୍ନାଥ ମନ୍ଦିରର ସୁରକ୍ଷା ବ୍ୟବସ୍ଥାକୁ ନେଇ ପୁଣି ଏକ ବଡ଼ ପ୍ରଶ୍ନଚିହ୍ନ ସୃଷ୍ଟି ହୋଇଛି । ସୋମବାର ଦିନ ଜଣେ ଅଚିହ୍ନା ଯୁବକ ଶ୍ରୀମନ୍ଦିରର କଡ଼ା ସୁରକ୍ଷା ବଳୟକୁ ଭେଦ କରି ସିଧାସଳଖ ମନ୍ଦିର ଉପରକୁ ଚଢ଼ିଯିବା ଘଟଣା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି ।…

ଯାଜପୁରରେ ବନ୍ୟା ସ୍ଥିତି ଗମ୍ଭୀର: ଛାତ୍ରଛାତ୍ରୀଙ୍କ ସୁରକ୍ଷା ପାଇଁ ଅଗଷ୍ଟ ୧୮ରେ ସମସ୍ତ ସ୍କୁଲ ଓ ଅଙ୍ଗନବାଡ଼ି ବନ୍ଦ

ଯାଜପୁର: ରାଜ୍ୟରେ ଲଗାଣ ବର୍ଷା ଓ ଉପରମୁଣ୍ଡରୁ ଆସୁଥିବା ବନ୍ୟା ଜଳ କାରଣରୁ ଯାଜପୁର ଜିଲ୍ଲାରେ ବନ୍ୟା ପରିସ୍ଥିତି ଗମ୍ଭୀର ରୂପ ଧାରଣ କରିଛି । ଛାତ୍ରଛାତ୍ରୀଙ୍କ ସୁରକ୍ଷା ପାଇଁ ଯାଜପୁର ଜିଲ୍ଲା ପ୍ରଶାସନ ଆସନ୍ତାକାଲି ଅର୍ଥାତ୍ ଅଗଷ୍ଟ ୧୮ ତାରିଖରେ ଜିଲ୍ଲାର ସମସ୍ତ ସରକାରୀ ଓ ବେସରକାରୀ…

Odisha Vigilance: ୪୨ ଲକ୍ଷର ଅନିୟମିତତା ଅଭିଯୋଗରେ ପ୍ୟାକ୍ସ ସଂପାଦକ ଗିରଫ

ଭୁବନେଶ୍ବର:୪୨ ଲକ୍ଷର ଅନିୟମିତତା ଅଭିଯୋଗରେ ପ୍ୟାକ୍ସ ସଂପାଦକଙ୍କୁ ଗିରଫ କଲା ଭିଜିଲାନ୍ସ । ସରକାରୀ ଧାନ ପାଣ୍ଠିର ଅପବ୍ୟବହାର କରି ୪୨.୩୧ ଲକ୍ଷ ଟଙ୍କା ହେରଫେର ଅଭିଯୋଗରେ ତୁଷୁରା ପ୍ୟାକ୍ସର ପୂର୍ବତନ ସମ୍ପାଦକଙ୍କୁ ଭିଜିଲାନ୍ସ ଗିରଫ କରିଛି। ଅଭିଯୁକ୍ତ ଜଣକ ହେଲେ ବଲାଙ୍ଗୀର ଜିଲ୍ଲା…

ଝିଅର ଚିକିତ୍ସାକୁ ନେଇ ସ୍ତ୍ରୀଙ୍କୁ ହତ୍ୟା; ଦୋଷୀଙ୍କୁ ଆଜୀବନ କାରାଦଣ୍ଡ

ପାରଳାଖେମୁଣ୍ଡି:ପତ୍ନୀ ହତ୍ୟା ମାମଲାର ବିଚାର କରି ସୋମବାର ଗଜପତି ଜିଲ୍ଲା କୋର୍ଟ ଇଲାମ ଦଳବେହେରା ନାମକ ଜଣେ ବ୍ୟକ୍ତିଙ୍କୁ ଦୋଷୀ ସାବ୍ୟସ୍ତ୍ୟ କରିଛନ୍ତି । ତାଙ୍କୁ ଆଜୀବନ କାରାଦଣ୍ଡାଦେଶ ଦେବା ସହ ସହ ୧୫ହଜାର ଟଙ୍କାର ଅର୍ଥଦଣ୍ଡରେ ଦଣ୍ଡିତ କରିଛନ୍ତି । ଝିଅର ଚିକିତ୍ସାକୁ ନେଇ…

CM Visits Flood Hit Areas:ବନ୍ୟାଞ୍ଚଳକୁ ବୋଟ୍‌ରେ ବୁଲି ସ୍ଥିତି ପରଖିଲେ ମୁଖ୍ୟମନ୍ତ୍ରୀ;ଲୋକଙ୍କ ଦୁଃଖଦୁର୍ଦ୍ଦଶା…

ଦଶରଥପୁର:ବନ୍ୟା ପରିସ୍ଥିତିର ସମୀକ୍ଷା ପାଇଁ ଆଜି ଯାଜପୁର ଗସ୍ତରେ ଆସିଛନ୍ତି ମୁଖ୍ୟମନ୍ତ୍ରୀ ।ବୋଟ୍‌ରେ ବନ୍ୟା ପ୍ରଭାବିତ ଅଞ୍ଚଳ ବୁଲି ସ୍ଥିତି ପରଖିଛନ୍ତି ମୁଖ୍ୟମନ୍ତ୍ରୀ । ତାଙ୍କ ସହ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ, ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ଏବଂ ବିଜେପି ରାଜ୍ୟ…

ରିଜର୍ଭ କନଷ୍ଟେବଳଙ୍କ ଝୁଲନ୍ତାଦେହ ଉଦ୍ଧାର

ଭୁବନେଶ୍ବର: ଢେଙ୍କାନାଳ ରିଜର୍ଭ ପୋଲିସରେ କାର୍ଯ୍ୟରତ କନଷ୍ଟେବଳଙ୍କ ମୃତଦେହକୁ ସୋମବାର ଟାଉନଥାନା ପୁଲିସ ଝୁଲନ୍ତା ଅବସ୍ଥାରେ ଉଦ୍ଧାର କରିଛି । ଓଏସଏପି କନଷ୍ଟେବଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର । ମୃତ ଯବାନଙ୍କ ନାମ ଶଙ୍କର ପ୍ରଧାନ । ସେ ତାଙ୍କ ପରିବାର ସହ ଢେଙ୍କାନାଳ ଖମାର ସାହିର ଏକ…

ରାଷ୍ଟ୍ରପତି ଭବନରେ ଝାରସୁଗୁଡ଼ାର ଭେଷମତୀ ନାଏକ: ଦକ୍ଷତା, ଦୃଢ଼ତା ଓ ସଫଳତାର ଯାତ୍ରା

ଭୁବନେଶ୍ୱର: ଓଡ଼ିଶା ତଥା ଝାରସୁଗୁଡ଼ା ଜିଲ୍ଲା ପାଇଁ ଗର୍ବ ଆଣିଛନ୍ତି ଭେଷମତୀ ନାଏକ। ଝାରସୁଗୁଡ଼ା ଜିଲ୍ଲାର ଲାଇକେରା ବ୍ଲକ ଅନ୍ତର୍ଗତ ତିଲେଇମାଲ ଗ୍ରାମର ଝିଅ ଭେଷମତୀ ନାଏକ, ଓରମାସ ଅଧୀନରେ ଡ଼ି.ଡ଼ି.ୟୁ.-ଜି.କେ.ୱାଇ (ଦୀନ ଦୟାଲ ଉପାଧ୍ୟାୟ ଗ୍ରାମୀଣ କୌଶଲ୍ୟ ଯୋଜନା)ରେ ପ୍ରଶିକ୍ଷିତ ଜଣେ…

କ୍ୟାପିଟାଲ ହସ୍ପିଟାଲରେ ଲାଞ୍ଚ ନେବା ବେଳେ ଭିଜିଲାନ୍ସ ଜାଲରେ ଡାକ୍ତର

ଭୁବନେଶ୍ୱର: ଲାଞ୍ଚ ନେବା ବେଳେ ଧରାପଡିଲେ ଡାକ୍ତର ବାବୁ। ରାଜଧାନୀ ଭୁବନେଶ୍ୱରର ପ୍ରମୁଖ ସ୍ୱାସ୍ଥ୍ୟକେନ୍ଦ୍ର କ୍ୟାପିଟାଲ ହସ୍ପିଟାଲରେ ଏକ ବଡ଼ଧରଣର ଦୁର୍ନୀତିର ପର୍ଦ୍ଦାଫାସ ହୋଇଛି। ହସ୍ପିଟାଲର ଜଣେ ସହକାରୀ ସର୍ଜନ ଡାକ୍ତର ସତ୍ୟଜିତ୍ ବେହେରାଙ୍କୁ ଓଡ଼ିଶା ଭିଜିଲାନ୍ସ ବିଭାଗ ୩୦ ହଜାର…

ବ୍ୟବସାୟୀଙ୍କୁ ଅପହରଣ ଘଟଣାରେ ବଡ଼ ଖୁଲାସା; ମହିଳା ଏସଆଇ ଗିରଫ

ବଲାଙ୍ଗୀର: ଜଣାଶୁଣା ବ୍ୟବସାୟୀ ନରେନ୍ଦ୍ର ସାହୁଙ୍କ ଅପହରଣ ପଛର ଥିବା ରହସ୍ୟ ଧିରେ ଧିରେ ଖୋଲିବାରେ ଲାଗିଛି । ଏହି ଘଟଣାରେ ଆଉ ଦୁଇ ଜଣଙ୍କୁ ପୋଲିସ ଗିରଫ କରିଥିବା ସୂଚନା ମିଳିଛି। ଗିରଫ ଦୁଇ ଜଣଙ୍କ ମଧ୍ୟରୁ ଜଣେ ପୋଲିସ କର୍ମଚାରୀ ଏବଂ ଅନ୍ୟଜଣେ ସାମ୍ବାଦିକ ବୋଲି ଜଣାପଡ଼ିଛି। ଏହି…