Latest Odisha News

BREAKING NEWS

Browsing Category

ଓଡିଶା

Odisha

ବିଜେଡି-ବିଜେପି ବାହାଘର ପରେ ଅନ୍ନପ୍ରାସନ୍ନ କଲା କଂଗ୍ରେସ

ଭୁବନେଶ୍ବର: ନିର୍ବାଚନ ପାଖେଇ ଆସୁଥିବା ବେଳେ ବିଜେଡି ଓ ବିଜେପି ସଂପର୍କକୁ ବଡ ପ୍ରସଙ୍ଗ କରିଛି କଂଗ୍ରେସ । ରାଜ୍ୟ ସରକାରଙ୍କ ବିରୋଧରେ କଂଗ୍ରେସର ଅଭିନବ ପ୍ରତିବାଦ । ପ୍ରଥମେ ବିଜେଡି-ବିଜେପି ବିବାହ ଆଜି ସେମାନଙ୍କ ୧୦ଟି ପିଲାଙ୍କ ଅନ୍ନ ପ୍ରାସନ୍ନ କାର୍ଯ୍ୟକ୍ରମ କରିଛି କଂଗ୍ରେସ ।…

ଭିଜିଲାନ୍ସ ଜାଲରେ ଜଙ୍ଗଲ ଜମି ବିଭାଗର ସଂଯୋଜିକା

ସମ୍ବଲପୁର:ପୁଣି ଭିଜିଲାନ୍ସ ଜାଲରେ ସରକାରୀ ବାବୁ। ଲାଞ୍ଚ ନେବା ବେଳେ ଧରାପଡ଼ିଲେ କୁଚିଣ୍ଡା ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ଜଙ୍ଗଲ ଜମି ବିଭାଗର ସଂଯୋଜିକା ନିଘତ ପରବୀନ। ଜଙ୍ଗଲ ଜମି ପଟ୍ଟା କରି ଦେବା ପାଇଁ ଜଣେ ହିତାଧିକାରୀଙ୍କ ଠାରୁ ୮ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଧରିଲା…

ଆଗାମୀ ତିନି ଦିନ ଯାଏ ବଢ଼ିବ ତାତି, ସତର୍କ କଲା ପାଣିପାଗ ବିଭାଗ

ଭୁବନେଶ୍ୱର: ରାଜ୍ୟରେ ଅସମ୍ଭାଳ ଗରମ। ଆଜିଠୁ ତିନି ଦିନ ରାଜ୍ୟରେ ଖରା ତାତି ବଢିବ । ସ୍ବାଭାବିକଠାରୁ ୪ରୁ ୬ ଡିଗ୍ରୀ ଯାଏଁ ଚଢ଼ିବ ପାରା । ଆସନ୍ତା ୧୩ ଯାଏ ତାତି ସାଙ୍ଗକୁ ଲାଗି ରହିବ ଗରମ ବୋଲି ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଉପାନ୍ତରୁ ଉପକୂଳ ସବୁଠି ପାରଦ…

ସମ୍ବଲପୁରରେ ବ୍ୟକ୍ତିଙ୍କୁ ହାତୀ ଦଳିଦେବା ଘଟଣା; ପରିସ୍ଥିତି ଅନୁଧ୍ୟାନ ପାଇଁ ସ୍ୱତନ୍ତ୍ର ଟିମ୍ ପଠାଇବ ବନ ବିଭାଗ

ଭୁବନେଶ୍ୱର: ସମ୍ୱଲପୁର ବନଖଣ୍ଡ ଅନ୍ତର୍ଗତ ବାଞ୍ଜିଗୋଟ ଅଞ୍ଚଳରେ ଜଣେ ୫୫ ବର୍ଷ ବୟସ୍କ ବ୍ୟକ୍ତିଙ୍କୁ ଦନ୍ତା କଚାଡ଼ିଦେବା ଘଟଣା ଏବେ ବନ ବିଭାଗକୁ ଚିନ୍ତାରେ ପକାଇଛି। ସମ୍ବଲପୁର ଜିଲ୍ଲାରେ ବଣୁଆ ହାତୀ ଅନେକ ଲୋକଙ୍କର ଜୀବନ ନେଇଛି। ଯାହାକୁ ନେଇ ସ୍ଥାନୀୟ ଲୋକେ ଆତଙ୍କିତ ହେବା ସହ ରାଜ୍ୟ ବନ…

କଂଗ୍ରେସରେ ମିଶିଲେ ରେମୁଣାର ପୂର୍ବତନ ବିଧାୟକ ସୁଦର୍ଶନ ଜେନା

ଭୁବନେଶ୍ବର: ଶଙ୍ଖ ଛାଡ଼ିଲେ, ହାତ ଧରିଲେ । ୩ ଦିନ ତଳେ ବିଜେଡି ଛାଡ଼ିଥିଲେ, ଆଜି କଂଗ୍ରେସରେ ମିଶିଲେ ବାଲେଶ୍ବର ରେମୁଣାର ପୂର୍ବତନ ବିଧାୟକ ସୁଦର୍ଶନ ଜେନା । ଭୁବନେଶ୍ବର କଂଗ୍ରେସ କାର୍ଯ୍ୟାଳୟରେ ହାତ ଧରିଛନ୍ତି ସୁଦର୍ଶନ ଜେନା ।  ରାଜ୍ୟ କଂଗ୍ରେସ ପ୍ରଭାରୀ ଅଜୟ କୁମାର, ପିସିସି ସଭାପତି…

କାର୍ ଧକ୍କାରେ କଲେଜ ଛାତ୍ରୀ ମୃତ, ଟାୟାର ଜାଳି ରାସ୍ତାରୋକ କଲେ ଉତ୍ତ୍ୟକ୍ତ ଲୋକେ

ଭଦ୍ରକ: କାର୍ ଧକ୍କାରେ କଲେଜ ଛାତ୍ରୀଙ୍କ ମୃତ୍ୟୁ । ଭଦ୍ରକ-ଚାନ୍ଦବାଲି ରାସ୍ତାର ନନ୍ଦପୁର ଛକରେ ଘଟିଛି ଏହି ଦୁର୍ଘଟଣା। କଲେଜ ଯିବା ବେଳେ ଛାତ୍ରୀଙ୍କ ଉପରେ ଚଢ଼ିଗଲା କାର। ଏହାର ପ୍ରତିବାଦରେ କାର ଭାଙ୍ଗିବା ସହ ଟାୟାର ଜାଳି ରାସ୍ତାରୋକ କରିଛନ୍ତି ଉତ୍ତ୍ୟକ୍ତ ଲୋକେ। ମୃତ ଛାତ୍ରୀଙ୍କ ନାଁ…

୨ ବିଚାରଧୀନ କଏଦୀ ଫେରାର ଘଟଣା

ବଲାଙ୍ଗୀର: ବଲାଙ୍ଗୀର ଟିଟିଲାଗଡ଼ ସବଜେଲରୁ ୨ ବିଚାରଧୀନ କଏଦୀ ଫେରାର ଘଟଣା । ତଦନ୍ତ ପାଇଁ ଟିଟିଲାଗଡ଼ ଜେଲ୍‌ରେ ପହଞ୍ଚିଲେ ଜେଲ୍‌ ବିଭାଗ ଡିଆଇଜି । ଜେଲ୍‌ ବିଭାଗ ଡିଆଇଜି କୁଳମଣି ବେହେରାଙ୍କ ଅନୁସନ୍ଧାନ ଆରମ୍ଭ କରିଛନ୍ତି । ଡିଆଇଜିଙ୍କ ସହ ବଲାଙ୍ଗିର ଜେଲ୍‌ ଅଧୀକ୍ଷକ ମଧ୍ୟ ପହଞ୍ଚି…

ବେଆଇନ ବନ୍ଧୁକ କାରବାରର ପର୍ଦ୍ଦାଫାସ: ଜଗତପୁରରୁ ୩ ବନ୍ଧୁକ ବେପାରୀ ଗିରଫ, ୪ ବନ୍ଧୁକ ଜବତ

କଟକ: ପୋଲିସ ପଞ୍ଝାରେ ୩ ବନ୍ଧୁକ ବେପାରୀ । ଏଟିଏମ୍ ଲୁଟ୍ ପାଇଁ ଯୋଜନା କରୁଥିବା ବେଳେ କଟକ ଜଗତପୁର ଅଞ୍ଚଳରୁ ଏମାନଙ୍କୁ ଗିରଫ କଲା ପୋଲିସ । ସେମାନଙ୍କ ନିକଟରୁ ୪ଟି ବନ୍ଧୁକ ସହ ୧୨ ରାଉଣ୍ଡ ଗୁଳି ଜବତ କରିଛି ଜଗତପୁର ଥାନା ପୋଲିସ । ଏଥି ସହ ସେମାନେ ବ୍ୟବହାର କରୁଥିବା ୨ଟି ବାଇକ ଓ ୩ଟି…

୫ ଜିଲ୍ଲାର ବିଭିନ୍ନ ପ୍ରକଳ୍ପର ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖମନ୍ତ୍ରୀ

ଭୁବନେଶ୍ବର: ଆଜି ରାଜ୍ୟର ବଲାଙ୍ଗୀର, କେନ୍ଦୁଝର, ଖୋର୍ଦ୍ଧା ଓ ବୌଦ୍ଧ ଜିଲ୍ଲାରେ ବିଭିନ୍ନ ଉନ୍ନୟନ ପ୍ରକଳ୍ପର ଉଦ୍‌ଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଉଦଘାଟିତ ହୋଇଥିବା ପ୍ରକଳ୍ପଗୁଡିକ ହେଲା – ବଲାଙ୍ଗିର ଜିଲ୍ଲାର ରୂପାନ୍ତରିତ ହରିଶଙ୍କର ମନ୍ଦିର,…

ରାଜ୍ୟରେ ଗଡ଼ିଲା ସଂକଳ୍ପ ରଥ: ଓଡ଼ିଶାବାସୀଙ୍କ ହେବ ଅଭିମତ ସଂଗ୍ରହ

ଭୁବନେଶ୍ବର: ପୁଣି ଥରେ ଦେଶରେ ମୋଦୀ ଶାସନ ଆଣିବାକୁ ବିଜେପିର କସରତ । ତୃତୀୟଥର ପାଇଁ ଶାସନ ଗାଦିରେ ବସାଇବା ଲକ୍ଷ୍ୟରେ ବିଜେପି ସାରା ଦେଶରେ ସାଧାରଣ ଜନତାଙ୍କ ମତାମତ ଲୋଡିବାକୁ ପ୍ରୟାସ ଆରମ୍ଭ କରିଛି । ‘ବିକଶିତ ଓଡ଼ିଶା ଓ ବିକଶିତ ଭାରତ’ ସଂକଳ୍ପ ପତ୍ର ପାଇଁ ଆଜି ଅଭିମତ ସଂଗ୍ରହ…