Latest Odisha News

BREAKING NEWS

Browsing Category

ଓଡିଶା

Odisha

ମେଡିକାଲରେ ବୃଦ୍ଧି ହେବ ୭୫ ହଜାର ସିଟ୍

ଭୁବନେଶ୍ବର: ଓଡିଶା ସମେତ ବିଭିନ୍ନ ରାଜ୍ୟରେ ବଢିବ ମେଡିକାଲ ସିଟ୍ । ଆଜି ସୁଭଦ୍ରା ଯୋଜନାର ଶୁଭାରମ୍ଭରେ ଏହି ବାର୍ତ୍ତା ଦେଇଛନ୍ତି ପ୍ରଧାନମନ୍ତ୍ରୀ ମୋଦି । ଏନେଇ ମୋଦି କହିଛନ୍ତି, ପ୍ରଭୁ ଜଗନ୍ନାଥଙ୍କ କୃପାରୁ ପୁଣି ଓଡ଼ିଶା ଆସିବାର ସୌଭାଗ୍ୟ ମିଳିଲା । ଓଡ଼ିଶାର ମା’ ମାନଙ୍କ ପାଇଁ…

ମୋଦିଙ୍କ ଏକ୍ସରେ ମାତୃଭାଷା ଓଡିଆ, ସେୟାର କଲେ ଓଡିଶା ଗସ୍ତର କିଛି ମୁହୂର୍ତ୍ତ

ଭୁବନେଶ୍ବର: ଆଜି ବହୁ ପ୍ରତିକ୍ଷିତ ସୁଭଦ୍ରା ଯୋଜନା ସମେତ ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ ପାଇଁ ଓଡିଶା ଆସିଥିଲେ ମୋଦି । ପୂର୍ବ ନିର୍ଦ୍ଧାରିତ ସମୟରେ ଭୁବନେଶ୍ବର ବିମାନମନ୍ଦରରେ ପହଞ୍ଚିବା ପରେ ସେଠାରୁ ଆବାସ ହିତାଧିକାରୀଙ୍କୁ ଗୃହ ପ୍ରବେଶ କରାଇବା ପାଇଁ ସିଧା ଗାଡକଣ ବସ୍ତି ଯାଇଥିଲେ ।…

ବେଆଇନ କଫସିରଫ ଜବତ, ଜଣେ ଗିରଫ

ମୟୂରଭଞ୍ଜ: ମୟୂରଭଞ୍ଜ ଜିଲ୍ଲାର କଳାବାଡିଆ ଠାରେ ୧୨୦ ଲିଟର ବେଆଇନ କଫ ସିରଫ ଜବତ କରିଛି ଅବକାରୀ ବିଭାଗ । ଏହା ସହ ଘଟମାରେ ଜଣଙ୍କୁ ଗିରଫ କରାଯାଇଛି । ଗିରଫ ଅଭିଯୁକ୍ତ ଜଣକ ହେଲେ ଶ୍ରବଣ ମାଝୀ । ତେବେ ଜବତ କଫସିରଫର ଆନୁମାନିକ ମୂଲ୍ୟ ୩ ଲକ୍ଷ ଟଙ୍କାରୁ ଅଧିକ ହୋଇଥିବା ନେଇ ସୂଚନା…

ସୁଭଦ୍ରା ପଞ୍ଜିକରଣ କଲେଣି ୭୨ ଲକ୍ଷ ମହିଳା, ୧ କୋଟିରୁ ଅଧିକ ସାମିଲ ହେବେ

ଭୁବନେଶ୍ବର: ଏଯାବତ ସୁଭଦ୍ରାରେ ଭରିଲେଣି ୭୨ ଲକ୍ଷ ମହିଳା । ମୋଟ ୧ କୋଟିରୁ ଅଧିକ ମହିଳା ଏଥିରେ ଉପକୃତ ହେବେ । ଆଜି ସୁଭଦ୍ରା ଯୋଜନାର ଶୁଭାରମ୍ଭ ଅବସରରେ ଏହି ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ତଥା ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ପ୍ରଭାତି ପରିଡା । ତେବେ ଆଜି ବହୁ ପ୍ରତିକ୍ଷିତ…

ଯୁବ କଂଗ୍ରେସ ପକ୍ଷରୁ ମୋଦିଙ୍କ ଜନ୍ମଦିନକୁ ବିରୋଧ, ରାସ୍ତା କଡରେ ବିକିଲେ ଚା’

କେନ୍ଦୁଝର: ଆଜି ଅର୍ଥାତ୍ ସେପ୍ଟେମ୍ବର ୧୭ ତାରିଖ ମଙ୍ଗଳବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନକୁ ବିଜେପି ସେବା ଦିବସ ଭାବେ ପାଳନ କରୁଛି । ଅନ୍ୟପଟେ ଏହାକୁ ବିରୋଧ କରିଛି ଯୁବ କଂଗ୍ରେସ । କେନ୍ଦୁଝର ଜିଲ୍ଲାରେ ଯୁବ କଂଗ୍ରେସ ପକ୍ଷରୁ ଏହାକୁ ବିରୋଧ କରି ଜାତୀୟ ବେରୋଜଗାର ଦିବସ…

ବିଶ୍ବକର୍ମା ମୂର୍ତ୍ତି ବିସର୍ଜନ କରିବାକୁ ଯାଇ ବୁଡିଗଲେ ୨ ଛାତ୍ର

ବାରିପଦା: ବାରିପଦାସ୍ଥିତ ସୁବର୍ଣ୍ଣରେଖା କେନାଲରେ ମଙ୍ଗଳବାର ଦିନ ବିଶ୍ୱକର୍ମା ମୂର୍ତ୍ତି ବିସର୍ଜନ ପାଇଁ ଯାଇଥିବା ବେଳେ ୨ ଜଣ ଯୁକ୍ତ ଦୁଇ ଛାତ୍ର ନିଖୋଜ ହୋଇଯାଇଛନ୍ତି। ନିଖୋଜ ଛାତ୍ରଙ୍କ ମଧ୍ଯରେ ରହିଛନ୍ତି ବାଦାମପାହାଡର ଠାକୁର ସୋରେନ ଏବଂ ମୟୂରଭଞ୍ଜ କରଞ୍ଜିଆ ବ୍ଲକର ଟାଟୋ ଗାଁର…

“ମହିଳାଙ୍କୁ ସଶକ୍ତ କରୁ ‘ସୁଭଦ୍ରା’, ମହିଳାଙ୍କ ବିକାଶ ଓଡିଶାର ବିକାଶର ମୂଳମନ୍ତ୍ର”

ଭୁବନେଶ୍ବର: ମହିଳାଙ୍କ ବିକାଶ ଓ ବଢୁଥିବା ସାମର୍ଥ୍ୟ ହିଁ ଓଡିଶା ବିକାଶର ମୂଳମନ୍ତ୍ର । ପ୍ରଭୁ ଜଗନ୍ନାଥଙ୍କ ସାଙ୍ଗରେ ଭଉଣୀ ସୁଭଦ୍ରାଙ୍କ ଉପସ୍ଥିତି ମଧ୍ୟ ଆମକୁ ଏହି ବାର୍ତ୍ତା ଦେଉଛି । ଆଜି ସୁଭଦ୍ରା ଯୋଜନାର ଶୁଭାରମ୍ଭରେ ଏହି ବାର୍ତ୍ତା ଦେଇଛନ୍ତି ପ୍ରଧାନମନ୍ତ୍ରୀ ମୋଦି । ଏନେଇ…

ଖାତାକୁ ଗଲା ସୁଭଦ୍ରା ଟଙ୍କା, ସୁଇଚ ଚିପି ଶୁଭାରମ୍ଭ କଲେ ମୋଦି

ଭୁବନେଶ୍ବର: ଓଡିଶାରେ ଆରମ୍ଭ ହେଲା ବହୁ ପ୍ରତିକ୍ଷିତ ସୁଭଦ୍ରା ଯୋଜନା । ସୁଇଚ ଚିପି ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏଥିସହିତ ହିତାଧିକାରୀଙ୍କ ଆକାଉଣ୍ଟକୁ ସୁଭଦ୍ରା ଯୋଜନାର ପ୍ରଥମ କିସ୍ତି ଟଙ୍କା ଭାବେ ୫ ହଜାର ଟଙ୍କା ଆକାଉଣ୍ଟକୁ ଗଲା । ସବୁ ପ୍ରତିକ୍ଷାର ଅନ୍ତ…

ସେନା ଅଧିକାରୀଙ୍କ ସହ ବାନ୍ଧବୀଙ୍କୁ ଥାନାରେ ମାଡ଼ ମାରିବା ମାମଲା; କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ

ଭୁବନେଶ୍ବର: ଭୁବନେଶ୍ୱରରେ ସେନା ଅଧିକାରୀ କ୍ୟାପଟେନ ଗୁରୁବଂଶ ସିଂହ ଓ ତାଙ୍କ ବାନ୍ଧବୀଙ୍କୁ ଥାନାରେ ମାଡ ଓ ଗିରଫ ଘଟଣାରେ କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି ପୁଲିସ ଡିଜି। ପୁଙ୍ଖାନୁପୁଙ୍ଖ ତଦନ୍ତ କରି ରିପୋର୍ଟ ଦେବାକୁ ଡିଜିପିଙ୍କ ନିର୍ଦ୍ଦେଶ। ରବିବାର ଦିନ ଭରତପୁର ଥାନାରେ…

ଆବାସ ହିତାଧିକାରୀଙ୍କୁ ଘର ବାଣ୍ଟିଲେ ମୋଦି, ଜନ୍ମଦିନ ଅବସରରେ ଖିରି ଖାଇଲେ

ଭୁବନେଶ୍ବର: ଗାଡକଣରେ ଆବାସ ହିତାଧିକାରୀଙ୍କୁ ଗୃହ ପ୍ରବେଶ କରାଇ ଘଣ ଚାବି ବଣ୍ଟନ କରିଛନ୍ତି ମୋଦି । ଏଥିସହିତ କିଛି ସମୟ ସେମାନଙ୍କ ସହ ଆଲୋଚନା କରିଛନ୍ତି । ଏହି ଭିତରେ ତାଙ୍କ ଜନ୍ମଦିନ ଅବସରରେ ଜଣେ ହିତାଧିକାରୀଙ୍କ ଘରକୁ ଯାଇ ଘରେ ଖିରି ଖାଇଛନ୍ତି ପ୍ରଧାନମନ୍ତ୍ରୀ ମୋଦି । ଓଡିଶା…