Latest Odisha News

BREAKING NEWS

Browsing Category

ଓଡିଶା

Odisha

ମେଣ୍ଟ ହେଲେ ବିଜେଡିର ଲାଭ କେତେ କ୍ଷତି କେତେ ?

ଭୁବନେଶ୍ଵର: ମେଣ୍ଟ ହେବ ନା ହେବନି ? କେବେ ହଁ କେବେ ନା । ଉଠୁଛି ପଡୁଛି ରାଜ୍ୟ ରାଜନୀତି । ପଲିଟିକାଲ ଗୋଲ୍ ସ୍କୋର ଭିତରେ ଚାଲିଛି ଲାଭ କ୍ଷତିର ହିସାବ ନିକାଶ । ମେଣ୍ଟ କାହାକୁ ଦେବ କେତେ ? ବିଜେଡି ପାଇବ କେତେ ହରାଇବ କେତେ ? ୨୦୦୦ ମସିହାରୁ ଶାସନ କ୍ଷମତାରେ ରହିଥିବା ବିଜେଡିକୁ…

ମିଶନ ଶକ୍ତି ସପୋର୍ଟ ଷ୍ଟାଫ୍ ଙ୍କ ପ୍ରୋତ୍ସାହନ ରାଶି ବଢ଼ାଇଲେ ସରକାର

ଭୁବନେଶ୍ବର: ମିଶନ ଶକ୍ତିର କମ୍ୟୁନିଟି ସପୋର୍ଟ ଷ୍ଟାଫ୍ ମାନଙ୍କର ପ୍ରୋତ୍ସାହନ ରାଶି ବୃଦ୍ଧି କରିଛନ୍ତି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ । ସରକାରଙ୍କ ଏହି ପ୍ରୋତ୍ସାହନ ଅର୍ଥରାଶି ବୃଦ୍ଧି ଯୋଗୁଁ ମିଶନ ଶକ୍ତିର ୫୯,୫୦୯ କମ୍ୟୁନିଟି ସପୋର୍ଟ ଷ୍ଟାଫ୍ ଉପକୃତ ହେବେ । 5T ଅଧ୍ୟକ୍ଷଙ୍କ…

ବିଜେଡି-ବିଜେପି ମେଣ୍ଟ: ଭୁବନେଶ୍ୱରରୁ କାହାର ପ୍ରାର୍ଥୀ?

ଭୁବନେଶ୍ଵର: ଚର୍ଚ୍ଚା ହେଉଛି, ବିଜେଡି ସମ୍ମାନଜନକ ଭୁବନେଶ୍ୱର ଲୋକସଭା ସିଟ୍ ନିଜ ପାଖରେ ରଖିବାକୁ ଆଗ୍ରହୀ । କାରଣ ବି ବେଶ୍ ସ୍ପଷ୍ଟ, ଗୋଟିଏ ଗୁଳିରେ ଦୁଇଟି ଶିକାର କରିବାକୁ ଲକ୍ଷ୍ୟ ରଖିଛି ବିଜେଡି । ଭୁବନେଶ୍ୱର ଜିତି ଗଡ ଦଖଲ କରିବା ସହ ଅପରାଜିତାଙ୍କୁ ନିର୍ବାଚନ ରାଜନୀତିରୁ ବିଦା…

ନିର୍ବାଚନ ପୂର୍ବରୁ ଛପାଯିବ ‘ଛବିଳ ମଧୁ ବର୍ଣ୍ଣବୋଧ’, ଖୁବଶୀଘ୍ର ସ୍କୁଲକୁ ପଠାଯିବ ବହି

ଭୁବନେଶ୍ୱର: ସ୍କୁଲ ଛାତ୍ରଛାତ୍ରୀ ପୁଣି 'ଛବିଳ ବର୍ଣ୍ଣବୋଧ' ପଢ଼ିବେ । ପୁଣି ଥରେ ପ୍ରକାଶ ପାଇବ ଭକ୍ତକବି ମଧୁସୂଦନ ରାଓଙ୍କ ରଚିତ ଛବିଳ ‘ବର୍ଣ୍ଣବୋଧ’ । ଭାଷା ସମୃଦ୍ଧ କ୍ଷେତ୍ରରେ ରାଜ୍ୟ ସରକାର ଅନେକ ପଦକ୍ଷେପ ଗ୍ରହଣ କରୁଥିବାବେଳେ, ଏହାର ପୁନଃ ମୁଦ୍ରଣ ପାଇଁ ମୁଖ୍ୟମନ୍ତ୍ରୀ ନବୀନ…

ସମ୍ବଲପୁର ଓ ବ୍ରହ୍ମପୁରରେ ‘ମୋ ବସ୍’ ସେବାର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ସମ୍ବଲପୁର ଓ ବ୍ରହ୍ମପୁରରେ 'ମୋ ବସ୍' ସେବାର ଶୁଭାରମ୍ଭ । ଜନସାଧାରଣଙ୍କ ଉଦ୍ଦେଶ୍ୟରେ ଭିଡିଓ କନଫରେସିଂ ମାଧ୍ୟମରେ ବସ୍ ସେବାର ଲୋକାର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସମ୍ବଲପୁର ଅଇଁଠାପାଲି ବସ୍ ଟର୍ମିନାଲରେ ହୋଇଛି ଲୋକାର୍ପଣ ଉତ୍ସବ । ସମ୍ବଲପୁରରେ ଆହୁରି…

‘ମେଣ୍ଟ ହେଉକି ନହେଉ ବିଜେଡି ୧୧୦ରୁ ଅଧିକ ସିଟରେ ଜିତିବ’

ଭୁବନେଶ୍ୱର: ସାଧାରଣ ନିର୍ବାଚନ ପୂର୍ବରୁ ରାଜ୍ୟ ରାଜନୀତିରେ ବିଜେଡି ଓ ବିଜେପି ମେଣ୍ଟକୁ ନେଇ ଚର୍ଚ୍ଚା ଜୋର ଧରିଛି । ଆଜି ବିଜେଡି ବିଧାୟକ ନୃସିଂହ ଚରଣ ସାହୁ ମେଣ୍ଟକୁ ନେଇ ପ୍ରତିକ୍ରିୟା ଦେଇଛନ୍ତି । ସେ କହିଛନ୍ତି,‘‘ ମେଣ୍ଟ ହେଉକି ନହେଉ  ବିଜେଡି ୧୧୦ରୁ ଅଧିକ ସିଟରେ ଜିତିବ ।…

ଦମ୍ପତିଙ୍କୁ ହତ୍ୟା କଲେ ମାଓବାଦୀ

ଫୁଲବାଣୀ: ପୁଣି ମାତିଲେ ମାଓବାଦୀ । ପୁଲିସ ଇନଫର୍ମର ସନ୍ଦେହରେ ଦମ୍ପତିଙ୍କୁ ମାଓବାଦୀମାନେ ହତ୍ୟା କରିଥିବା ସୂଚନା ମିଳିଛି। କନ୍ଧମାଳ ଜିଲ୍ଲା ଗୋଛାପଡ଼ା ଥାନା ଅନ୍ତର୍ଗତ ଗିଡ଼ାପଦର ଗାଁରେ ମାଓବାଦୀଙ୍କ ଏହି ବର୍ବରତା ଦେଖିବାକୁ ମିଳିଛି । ମୃତ ଦମ୍ପତି ହେଉଛନ୍ତି ଡାହିରା କହଁର ଓ ବତସୀ…

ବଡଦେଉଳରୁ ଖସିଲା ପଥର, କାହାର କିଛି କ୍ଷତି ହୋଇନାହିଁ

ପୁରୀ: ଶ୍ରୀମନ୍ଦିରରୁ ଖସିପଡିଲା ପଥର । ଶ୍ରୀମନ୍ଦିରର ବିମଳା ମନ୍ଦିର ନିକଟ ବରାହ ମନ୍ଦିର ପାଖ ମୁଖ୍ୟ ମନ୍ଦିରରୁ ଶନିବାର ଭୋରରୁ ପଥର ଖସିପଡିଥିବା ଜଣାପଡିଛି । ASI ପକ୍ଷରୁ ଦକ୍ଷିଣ ଘର ପଛପଟୁ ଅନେକ ପଥର ପରିବର୍ତ୍ତନ କରାଯାଇଥିଲା । ସେଠାରୁ ପଥର ଖସିଥିବା ନେଇ ଅନୁମାନ କରାଯାଉଛି ।…

କିଛି ଲାଭ, କିଛି କ୍ଷତି: ବିଜେଡି, ବିଜେପି ‘ମେଣ୍ଟ’ର ଅର୍ଥ ଉଭୟ ଦଳ ପାଇଁ କ’ଣ ହୋଇପାରେ?

ସନ୍ଦୀପ ମିଶ୍ର ଭୁବନେଶ୍ୱର: ରାଜ୍ୟର ଦୁଇ ପ୍ରମୁଖ ଦଳ ବିଜେଡି ଓ ବିଜେପି ମେଣ୍ଟ କରିବେ ନା କରିବେନି? ଦୀର୍ଘ ୧୫ ବର୍ଷର ବ୍ୟବଧାନ ପରେ ଉଭୟ ଦଳ ନିର୍ବାଚନୀ ମେଣ୍ଟ ଆଡ଼କୁ ଆଗେଇ ଆସୁଥିବାରୁ ଓଡ଼ିଶାରେ ଶାସକ ବିଜେଡି ଓ ବିରୋଧୀ ବିଜେପି ମଧ୍ୟରେ ଲାଗି ରହିଥିବା ଦ୍ୱନ୍ଦ୍ୱର ଅନ୍ତ ଘଟିବା…

୩ ଦିନିଆ ଓଡ଼ିଶା ଗସ୍ତରେ ଆପ୍ ନେତା ସୌରଭ ଭରଦ୍ୱାଜ ଓ ବିରେନ୍ଦର ସିଂ, ଆଶାୟୀ ପ୍ରାର୍ଥୀଙ୍କ ସହ କରିବେ ଆଲୋଚନା

ଭୁବନେଶ୍ୱର: ଆମ୍ ଆଦ୍‌ମୀ ପାର୍ଟିର ଆଶାୟୀ ପ୍ରାର୍ଥୀଙ୍କ ଲମ୍ବା ତାଲିକାକୁ ଦୃଷ୍ଟିରେ ରଖି ଦଳର ଜାତୀୟ ଆବାହକ ତଥା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କ ନିର୍ଦ୍ଦେଶରେ ଦିଲ୍ଲୀ ସ୍ବାସ୍ଥ୍ୟ ମନ୍ତ୍ରୀ ସୌରଭ ଭରଦ୍ୱାଜ ଏବଂ ଓଡିଶା ପ୍ରଭାରୀ ତଥା ଦିଲ୍ଲୀ କ୍ଯାଣ୍ଟର ବିଧାୟକ ବୀରେନ୍ଦ୍ର…