Latest Odisha News

BREAKING NEWS

Browsing Category

ଓଡିଶା

Odisha

ବକେୟା ଷ୍ଟାଇପେଣ୍ଡ ଓ ଅନିୟମିତତାକୁ ନେଇ ଭିମସାରର କନିଷ୍ଠ ଡାକ୍ତର ଦେଲେ ଧର୍ମଘଟ ଡାକରା

ସମ୍ବଲପୁର: ବୀର ସୁରେନ୍ଦ୍ର ସାଏ ଇନଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ ସାଇନ୍ସ ରିସର୍ଚ୍ଚ (ଭିମସାର)ର କନିଷ୍ଠ ଡାକ୍ତରମାନେ ଷ୍ଟାଇପେଣ୍ଡ ଓ ଅନ୍ୟାନ୍ୟ ଅନିୟମିତତା ଯୋଗୁଁ ସ୍ୱାସ୍ଥ୍ୟସେବା ବାଧାପ୍ରାପ୍ତ ହେବ ବୋଲି କଡ଼ା ଚେତାବନୀ ଦେଇଛନ୍ତି। ମାର୍ଚ୍ଚ ୧୩ ସୁଦ୍ଧା ଦାବି ପୂରଣ ନହେଲେ ସେମାନେ…

ଶିବରାତ୍ରୀରେ ନଦୀରୁ ଉଦ୍ଧାର ହେଲା ଧାତବ ସାପ ଓ ୨ଟି ଷଣ୍ଢ ମୂର୍ତ୍ତି

କଟକ: ବାଙ୍କୀ ସ୍ଥିତ ମହାନଦୀ ପଠାରୁ ୫୦ରୁ ଅଧିକ ଧାତବ ସାପ ଓ ୨ଟି ଷଣ୍ଢ ମୂର୍ତ୍ତି ଉଦ୍ଧାର କରାଯାଇଛି। ବିଶେଷ କରି ମହାଶିବରାତ୍ରୀ ପବିତ୍ର ଅବସରରେ ଏହା ମିଳିବା ଆଶ୍ଚର୍ଯ୍ୟଜନକ କରିଛି। ଏହି ଖବର ପ୍ରଚାରିତ ହେବା ପରେ ଆଖପାଖ ଅଞ୍ଚଳରୁ ଶତାଧିକ ଲୋକ ଏହି ଉଲ୍ଲେଖନୀୟ ମୂର୍ତ୍ତିଗୁଡ଼ିକର ଏକ…

ଛିଣ୍ଡିଲାନି ମେଣ୍ଟ ଗଣିତ? ଏକାକୀ ବିଜେପି ନିର୍ବାଚନ ଲଢ଼ିବ କହିଲେ ମନମୋହନ ସାମଲ

ଭୁବନେଶ୍ୱର: ଦିଲ୍ଲୀରୁ ଫେରିଥିବା ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ସ୍ପଷ୍ଟ ଭାବେ କହିଛନ୍ତି ଯେ, ଦିଲ୍ଲୀ ଗସ୍ତ ସମୟରେ ମେଣ୍ଟ ସମ୍ପର୍କରେ କୌଣସି ଆଲୋଚନା ହୋଇନାହିଁ। ଯାହା ସାଧାରଣ ନିର୍ବାଚନ ପୂର୍ବରୁ ବିଜେପି ଓ ବିଜୁ ଜନତା ଦଳ ମଧ୍ୟରେ ସମ୍ଭାବ୍ୟ ମେଣ୍ଟ ନେଇ ଯେଉଁ କଳ୍ପନାଜଳ୍ପନା…

ସମ୍ଭାବ୍ୟ ବିଜେଡି-ବିଜେପି ମେଣ୍ଟ ଘୋଷଣା ବିଳମ୍ବ ପଛର କାରଣ କ’ଣ?

ଭୁବନେଶ୍ୱର: ଓଡ଼ିଶାରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ସାଧାରଣ ନିର୍ବାଚନ ପୂର୍ବରୁ ଭାରତୀୟ ଜନତା ପାର୍ଟି (ବିଜେପି) ଏବଂ ବିଜୁ ଜନତା ଦଳ (ବିଜେଡି) ମଧ୍ୟରେ ସମ୍ଭାବ୍ୟ ମେଣ୍ଟକୁ ନେଇ ଗତ ଦୁଇ ଦିନ ହେବ କଳ୍ପନାଜଳ୍ପନା ଜୋର ଧରିଛି। ତେବେ ଏହି ମେଣ୍ଟକୁ ନେଇ ସସପେନ୍ସ ଜାରି ରହିଥିବା ବେଳେ…

ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଲେ ରେମୁଣାର ପୂର୍ବତନ ବିଧାୟକ ସୁଦର୍ଶନ ଜେନା

ବାଲେଶ୍ବର: ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଲେ ବାଲେଶ୍ୱର ଜିଲ୍ଲା ରେମୁଣାର ପୂର୍ବତନ ବିଧାୟକ ସୁଦର୍ଶନ ଜେନା। ଆଜି ଅପରାହ୍ନ ୪ଟା ବେଳେ ବାଲେଶ୍ୱର ସହର ଉପକଣ୍ଠ ସରସ୍ୱତୀପୁରସ୍ଥିତ ହେରିଟେଜ କଲ୍ୟାଣମଣ୍ଡପରେ ସାମ୍ବାଦିକ ସମ୍ମିଳନୀରେ ଏହି ସୂଚନା ଦେଇଛନ୍ତି ସୁଦର୍ଶନ ଜେନା।…

ଶିବ ଦର୍ଶନ ହେଲା ଶେଷ ଦର୍ଶନ, ପାହାଡରୁ ଖସି ଶ୍ରଦ୍ଧାଳୁଙ୍କ ମୃତ୍ୟୁ

ରାୟଗଡା: ଦେବଦେବ ମହାଦେବ ଶିବ ଶଙ୍କରଙ୍କ ମହାଜାଗର ଉପଲକ୍ଷେ ଚଳଚଞ୍ଚଳ ରାୟଗଡା ଜିଲ୍ଲାର ବିଭିନ୍ନ ଶୈବ ପୀଠ । ଶ୍ରଦ୍ଧା, ଭକ୍ତି ଓ ବିଶ୍ବାସ ରେ ଜିଲ୍ଲା ବ୍ୟାପି ଶିବମନ୍ଦିର ମାନଙ୍କରେ ଭକ୍ତ ଙ୍କ ପ୍ରବଳ ସମାଗମ ହେଉଛି । ତେବେ ଏହାଭିତରେ ଏକ ଅଘଟଣ ଘଟିଛି । କଲ୍ୟାଣସିଂହପୁର ବ୍ଲକ…

ଅଫିମ ଚାଲାଣ ବେଳେ ଦୁଇ ଗିରଫ, ୧୦ କେଜି ୫୦୮ ଗ୍ରାମ୍ ଅଫିମ ଜବତ

ଭୁବନେଶ୍ବର: ବେଆଇନ ଅଫିମ ଚାଲାଣ ବେଳେ କାବୁ କଲା ଏସଟିଏଫ । ରାଉରକେଲା ପାନପୋଷରେ ୧୦ କେଜି ୫୦୮ ଗ୍ରାମ୍ ଅଫିମ ଜବତ କରିବା ସହିତ ଦୁଇ ଜଣ ଆନ୍ତଃରାଜ୍ୟ ନିଶା ମାଫିଆଙ୍କୁ ଗିରଫ କରିଛି ଏସଟିଏଫ୍ । ଗିରଫ ଅଭଯୁକ୍ତ ହେଲେ ଝାଡଖଣ୍ଡର ବିଟୁ ସିଂହ ମୁଣ୍ଡା (୪୬) ଓ ରୋହିତ ମୁଣ୍ଡା (୪୯) ।…

୩ ଦିନ ପରେ ରାଜ୍ୟରେ ବଢ଼ିବ ତାତି!

ଭୁବନେଶ୍ୱର: ରାଜ୍ୟରେ ଗୋଟିଏ ଗୁରୁଚାପ ବଳୟ ସକ୍ରିୟ ରହିଛି। ଯାହାର ପ୍ରଭାବରେ ଜଳୀୟବାଷ୍ପ ପୂର୍ଣ୍ଣ ବାୟୁ ରାଜ୍ୟ ମଧ୍ୟକୁ ପ୍ରବେଶ କରିବ। ଯେଉଁଥିପାଇଁ ରାଜ୍ୟରେ କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଏହାପରେ ମଧ୍ୟ ଦିନ ଓ ରାତିର ତାପମାତ୍ରାରେ ବିଶେଷ…

‘ବିଜୁ ଜନତା ଦଳ ଏକ ରାଜନୈତିକ ଦଳ ନୁହେଁ, ଏହା ଏକ ସାମାଜିକ ଆନ୍ଦୋଳନ’

ଭୁବନେଶ୍ବର: ନୂଆ ଓଡ଼ିଶା ଗଠନ ହେବା ନେଇ 5-T ତଥା ଓ ନବୀନ ଓଡ଼ିଶା ଅଧ୍ୟକ୍ଷ ଭିକେ ପାଣ୍ଡିଆନ କହିଛନ୍ତି ଯେ, ମହିଳା ମାନଙ୍କ ଆର୍ଥିକ, ସାମାଜିକ ଓ ରାଜନୈତିକ ସଶକ୍ତିକରଣ କରୁଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବିଜୁ ଜନତା ଦଳ ଏକ ରାଜନୈତିକ ଦଳ ନୁହେଁ, ଏହା ଏକ ସାମାଜିକ ଆନ୍ଦୋଳନ ।…

ଚାରି ଦିନିଆ ଓଡ଼ିଶା ଗସ୍ତରେ ଜଷ୍ଟିସ ଅରିଜିତ ପଶାୟତ: ରତ୍ନଭଣ୍ଡାର ଓ କଳାଧନ ନେଇ କରିବେ ସମୀକ୍ଷୀ

ଭୁବନେଶ୍ବର: ଆଜି ଠାରୁ ଚାରିଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ଜଷ୍ଟିସ ଅରିଜିତ ପଶାୟତ। ସନ୍ଧ୍ୟାରେ ସେ ଭୁବନେଶ୍ବରରେ ପହଞ୍ଚିବେ। ଏହାପରେ ୮ ତାରିଖ ସକାଳୁ ପୁରୀ ଗସ୍ତରେ ଯାଇ ଜଗନ୍ନାଥଙ୍କ ଦର୍ଶନ କରିବେ। ଏହା ସହ ଦିନ ୨ ଟା ବେଳେ ରତ୍ନଭଣ୍ଡାର ତଦାରଖ କମିଟିର ବୈଠକରେ ଅଧ୍ୟକ୍ଷତା କରିବେ।…