Latest Odisha News

BREAKING NEWS

Browsing Category

ଓଡିଶା

Odisha

Fake note: ନକଲି ନୋଟ କାରବାର ଘଟଣାରେ ପୁଣି ୨ ଗିରଫ

ସୁବର୍ଣ୍ଣପୁର:ସୁବର୍ଣ୍ଣପୁର ଜିଲ୍ଲା ବିନିକା ଅଞ୍ଚଳରେ ନକଲି ନୋଟ କାରବାର । ଗତ ଅକ୍ଟୋବର ୨୬ ତାତିଖରେ ବିନିକା ପୋଲିସ ନକଲି ଟଙ୍କା ଜବତ କରି ତିନି ଜଣକୁ ଗିରଫ କରିଥିଲା । ଆଜି ପୁଣି ଦୁଇଜଣକୁ ଗିରଫ କରି କୋର୍ଟ ଚାଲାଣ କରାଯାଇଛି । ଗିରଫ ଅଭିଯୁକ୍ତ ଦୁଇଜଣ ହେଲେ ବରଗଡ଼ ଜିଲ୍ଲା ବରପାଲି…

ରେଡ୍ ଫ୍ଲାଗ ଘୋଷଣା ହେଲା ଚାନ୍ଦବାଲି ଦୁଷ୍କର୍ମ ଓ ହତ୍ୟା ମାମଲା…

ଭୁବନେଶ୍ୱର: ଭଦ୍ରକ ଜିଲ୍ଲାର ଚାନ୍ଦବାଲି ଅଞ୍ଚଳର ଗୁରୁବାର ଦିନ ଜଣେ ଦଶ ବର୍ଷୀୟା ନାବାଳିକାକୁ ଦୁଷ୍କର୍ମ ଏବଂ ହତ୍ୟା ମାମଲାକୁ ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ୱାଇ ବି ଖୁରାନିଆ ନିନ୍ଦା କରିଛନ୍ତି। ଏହି ମାମଲାର ଖୁବଶୀଘ୍ର ତଦନ୍ତ କରାଯିବ। ଏଥିସହିତ ଏହି ଘଟଣାକୁ 'ରେଡ୍ ଫ୍ଲାଗ୍'…

ଅପରେସନ ଚକ୍ର ଅଭିଯାନ: ବ୍ରାଉନସୁଗାର ଓ କୋରେକ୍ସ ବିକ୍ରି ଅଭିଯୋଗରେ ବନ୍ଧା ହେଲେ ଅନେକ

ପୁରୀ: ପୁରୀ ପୋଲିସର ଅପରେସନ ଚକ୍ର ଅଭିଯାନ ଜାରି । ଅପରାଧୀ ଓ ନିଶା ବେପାରୀଙ୍କ ଉପରେ ପୋଲିସ ପକ୍ଷରୁ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉଛି । ବ୍ରାଉନସୁଗାର ଓ କୋରେକ୍ସ ବିକ୍ରି ଅଭିଯୋଗରେ ବିଭିନ୍ନ ଥାନା ଅଞ୍ଚଳରେ ଥିବା ବ୍ୟବସାୟୀଙ୍କୁ ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି ।…

ଜୁଆ ଆଡ୍ଡାରେ ଅତର୍କିତ ଚଢାଉ; ୭.୭୦ ଲକ୍ଷ ଜବତ ସହ ୮ ଗିରଫ

ସୁନ୍ଦରଗଡ଼: ସୁନ୍ଦରଗଡ଼ରେ ବିଳମ୍ବିତ ରାତିରେ ବରଗାଁ ପୋଲିସ ଏକ ଜୁଆ ଆଡ୍ଡା ଉପରେ ଚଢାଉ କରି ୮ ଜଣଙ୍କୁ ଗିରଫ କରିଛି। ଏଥିସହ ୭.୭୦ ଲକ୍ଷ ଟଙ୍କା ନଗଦ ଟଙ୍କା ଜବତ କରିଥିବା ସୂଚନା ମିଳିଛି। ସୂଚନା ଅନୁଯାୟୀ, ଜୁଆ ଆଡ୍ଡା ନେଇ ପୋଲିସକୁ ବିଶ୍ଵସ୍ତ ସୂତ୍ରରୁ ଖବର ମିଳିଥିଲା। ଯାହା ପରେ ଏହି…

ଘର ବାହାରେ ଖରାରେ ବସିଥିବା ବେଳେ ଚଢ଼ିଗଲା ଟ୍ରାକ୍ଟର; ଶିଶୁ ମୃତ,ମାଆ ଗୁରୁତର

ଅନୁଗୁଳ:ପ୍ରବଳ ଶୀତରୁ ରକ୍ଷା ପାଇବା ପାଇଁ ଘର ସାମ୍ନାରେ ବସି ଖରା ପୁଉଁଥିବା ବେଳେ ମା’ ପୁଅଙ୍କ ଉପରେ ଚଢ଼ିଗଲା ଟ୍ରାକ୍ଟର । ଅନୁଗୁଳ ଜିଲ୍ଲା କିଶୋର ନଗର ଥାନା କରମକଟା ଗାଁରେ ଏହି ଅଭାବନୀୟ ଘଟଣା ଘଟିଛି । ଗାଁ ଦାଣ୍ଡର ଡ୍ରେନ କଡ଼ରେ ବସିଥିଲେ ମାଆ ଓ ପୁଅ । ସେତିକିବେଳେ ଉପରକୁ ମାଡ଼ିଗଲା…

ମହୋଦଧିରୁ ଉଦ୍ଧାର ହେଲେ ମହାପ୍ରଭୁ, ସବୁଠି ନିନ୍ଦା…

ପୁରୀ: କୋଟି ଓଡିଆଙ୍କ ମଉଡମଣି ମହାପ୍ରଭୁଙ୍କୁ ଅପମାନ। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ମୂର୍ତ୍ତି ବେଳାଭୂମିରେ ଭାସିଵାର ଦୃଶ୍ୟ ଏବେ ସୋସିଆଲ ମିଡିଆରେ ବେଶ୍ ଭାଇରାଲ ହେଵାରେ ଲାଗିଛି। ଯାହା କୋଟିକୋଟି ଜଗନ୍ନାଥ ପ୍ରେମୀଙ୍କ ଭାବାବେଗକୁ ଆଘାତ ପହଞ୍ଚାଇଛି। ଏହା ପୁରୀ ବେଳାଭୂମିର ଦୃଶ୍ୟ ବୋଲି…

ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗ; ବନ୍ଧା ହେଲେ ବରିଷ୍ଠ ରାଜସ୍ୱ ସହାୟକ

ଭୁବନେଶ୍ୱର: ଓଡ଼ିଶା ଭିଜିଲାନ୍ସ ଗୁରୁବାର ଦିନ ସମ୍ବଲପୁରର ମେଜର ସେଟଲମେଣ୍ଟର ସେଟଲମେଣ୍ଟ ଅଫିସରଙ୍କ କାର୍ଯ୍ୟାଳୟରେ ନିଯୁକ୍ତ ବରିଷ୍ଠ ରାଜସ୍ୱ ସହାୟକ ବାସୁଦେବ ଭୋଇଙ୍କୁ ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଗିରଫ କରିଛି। ଡିସେମ୍ବର ୨୪ ତାରିଖରେ ତାଙ୍କ ସହ ଜଡିତ ବିଭିନ୍ନ ସ୍ଥାନରେ…

ନୂଆବର୍ଷର ପ୍ରଥମ ସପ୍ତାହରେ ଲଘୁଚାପ ସମ୍ଭାବନା

ଭୁବନେଶ୍ବର:ରାଜ୍ୟ ଉପରୁ ପଶ୍ଚିମାଝଡ଼ ପ୍ରଭାବ ଅପସରି ଯିବା ପରେ ଗତ ଦୁଇଦିନ ହେଲା ବିଭିନ୍ନ ଅଞ୍ଚଳରେ ସର୍ବନିମ୍ନ ତାପମାତ୍ରା କମୁଛି । ୨୫ତାରିଖ ରାତିରୁ ପାରଦ ଆହୁରି ତଳମୁହାଁ ହେବା ସହ ଶୀତ ପ୍ରକୋପ ବଢ଼ିବ। ୨୦୨୬ ଜାନୁଆରୀ ପ୍ରଥମ ସପ୍ତାହରେ ଦକ୍ଷିଣ ବଙ୍ଗୋପସାଗର ରେ ଏକ ଲଘୁଚାପ ସୃଷ୍ଟି…

Air Quality: ପ୍ରଦୂଷଣ ମାମଲାରେ ଦିଲ୍ଲୀକୁ ପଛରେ ପକାଇଲା ଓଡିଶାର ଏହି ୩ ସହର…

ଭୁବନେଶ୍ବର: ଭାରତର ରାଜଧାନୀ ଦିଲ୍ଲୀକୁ ବି ପଛରେ ପକାଇଦେଲା ଓଡ଼ିଶାର ବାୟୁ ପ୍ରଦୂଷଣ । ଓଡ଼ିଶାର କିଛି ସହରର ପ୍ରଦୂଷଣ ସ୍ତର ପୂର୍ବାହ୍ନ ୧୧ଟା ସୁଦ୍ଧା ଏତେ ମାତ୍ରାରେ ରହିଛି ଯେ, ଯାହା ଦିଲ୍ଲୀକୁ ବି ଟପିଯାଇଛି । ବାୟୁ ମାନ ସୂଚକାଙ୍କ (AQI) ରିପୋର୍ଟ ଅନୁଯାୟୀ, ଦେଶର ୫ଟି ସବୁଠାରୁ…

Raja Chakra: ବିଜେଡି ନେତା ରାଜା ଚକ୍ର ସମେତ ୧୧ ଜଣଙ୍କ ନାଁରେ ଚାର୍ଜସିଟ୍‌ ଦାଖଲ

ଭୁବନେଶ୍ବର: ବିଜେଡି ନେତା ରାଜା ଚକ୍ର ସମେତ ୧୧ ଜଣଙ୍କ ନାମରେ ପ୍ରବର୍ତ୍ତନ ନିର୍ଦେଶାଳୟ (ଇଡି) ଚାର୍ଜସିଟ୍‌ ଦାଖଲ କରିଛି । ‌ମାମଲାରେ ତଦନ୍ତ କରି ଇଡି ଅଭିଯୁକ୍ତର ୨୨.୨୬ କୋଟି ଟଙ୍କା ତଦନ୍ତକାରୀ ସଂସ୍ଥା ଜବତ କରିଛି । ଗନ୍ଧମାର୍ଦନ ଲୋଡିଂ ଏଜେନ୍ସି ନାଁରେ ଖଣିଜ ପରିବହନ କରିବା…