Latest Odisha News

BREAKING NEWS

Browsing Category

ଓଡିଶା

Odisha

ମୋଦୀଙ୍କ ଗ୍ୟାରେଣ୍ଟି ସମାବେଶ, ‘ଅବକି ବାର୍ ୪୦୦ ପାର‘

ଯାଜପୁର: ଚଣ୍ଡିଖୋଲରେ ମୋଦୀ ଗ୍ୟାରେଣ୍ଟି ସମାବେଶରେ ଯୋଗ ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଜୟ ଜଗନ୍ନାଥ, ଜୟ ମା’ ବିରଜା,ଜୟ ଶ୍ରୀରାମ କହି ଅଭିଭାଷଣ ଆରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ । ମଂଚରେ ମୋଦି କହିଛନ୍ତି, ଆଜି ଦେଶ ପାଇଁ ଜୀବନ ସମର୍ପିତ କରିଥିବା ବିଜୁ ପଟ୍ଟନାୟକଙ୍କ…

ପ୍ରଧାନମନ୍ତ୍ରୀଙ୍କୁ ପ୍ରଶଂସା କଲେ ମୁଖ୍ୟମନ୍ତ୍ରୀ

ଯାଜପୁର: ଚଣ୍ଡିଖୋଲ ସମାବେଶରେ ୨୦ ହଜାର କୋଟିର ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ, ଲୋକର୍ପଣ ଓ ଉଦଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଏହି ଅବସରରେ ଚଣ୍ଡିଖୋଲ ସଭାରେ ପ୍ରଧାନମନ୍ତ୍ରୀଙ୍କୁ ପ୍ରଶଂସା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କହିଛନ୍ତି ଭାରତୀୟ…

ପ୍ରଧାନମନ୍ତ୍ରୀଙ୍କ ଗସ୍ତକୁ ନେଇ କଂଗ୍ରେସର ପ୍ରଶ୍ନ

ଭୁବନେଶ୍ବର: ପ୍ରଧାନମନ୍ତ୍ରୀଙ୍କ ଗସ୍ତକୁ ନେଇ ପ୍ରଶ୍ନ ଉଠାଇଲା କଂଗ୍ରେସ । ମିଡିଆ ସେଲ ଚେୟାରମ୍ୟାନ ଏଆଇସିସି ପବନ ଖେରା ସାମ୍ବାଦିକ ସମ୍ମିଳନୀ କରି କହିଛନ୍ତି ଓଡ଼ିଶାରେ ପ୍ରଧାନମନ୍ତ୍ରୀଙ୍କ ସ୍ବାଗତ । ଓଡ଼ିଶା ଆସି ପ୍ରଶ୍ନର ଉତ୍ତର ଦିଅନ୍ତୁ ମୋଦୀ । ମୋଦୀଙ୍କ ସରକାରକୁ ୧୦ ବର୍ଷ,…

୧୪୮ କେଜି ଗଞ୍ଜେଇ ଜବତ, ୩ ଗିରଫ

ଭୁବନେଶ୍ବର: ବିହାରରେ ମଦ ବ୍ୟାନ୍ ପରେ ବିହାରୀଙ୍କ ପସନ୍ଦ ପାଲଟିଛି ଓଡ଼ିଶା ଗଞ୍ଜେଇ । ବିହାରରେ ବଢ଼ିଛି ଗଞ୍ଜେଇ ଚାହିଦା । ଭୁବନେଶ୍ବରରୁ ଧରାହେଲା ୧୪୮ କେଜି ଗଞ୍ଜେଇ ଭର୍ତ୍ତି ଟ୍ରକ୍ । ବ୍ୟାଟେରୀ ଚାଲାଣ ଗାଡ଼ି ଭିତରୁ ଏହାକୁ ଜବତ କରିଛି ଏସଟିଏଫ। ଗଞ୍ଜେଇ ଚୋରା ଚାଲାଣକାରି ବିହାରକୁ…

ଜନସାଧାରଣଙ୍କ ଟଙ୍କାରେ ନିର୍ମିତ ହେଲା ମନ୍ଦିର, କିନ୍ତୁ ବାହା ବାହା ନେଉଛନ୍ତି ରାଜ୍ୟସରକାର

କଳାହାଣ୍ଡି: କଳାହାଣ୍ଡି ଜିଲ୍ଲା ଭବାନୀପାଟଣା ସଦର ବ୍ଲକର ସେଁପୂର୍ ପଞ୍ଚାୟତର ସେଁପୂର୍ ଗ୍ରାମରେ ରାଧାକୃଷ୍ଣ ମନ୍ଦିର ନିର୍ମାଣ ପାଇଁ ସରପଞ୍ଚ ଠାରୁ ଆରମ୍ଭ କରି ବିଡ଼ିଓ ପର୍ଯ୍ୟନ୍ତ ସମସ୍ତଙ୍କୁ ଲିଖିତ ଅନୁରୋଧ କରିଥିଲେ । ହେଲେ ପ୍ରଶାସନ କେହି ମଧ୍ୟ ମନ୍ଦିର ନିର୍ମାଣ ପାଇଁ କର୍ଣ୍ଣପାତ କଲେ…

କିମ୍ବଦନ୍ତୀ ପୁରୁଷ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି

ନୂଆଦିଲ୍ଲୀ: ଆଧୁନିକ ଓଡ଼ିଶାର ନିର୍ମାତା, ମହାନ ସ୍ୱାଧୀନତା ସଂଗ୍ରାମୀ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ନିଜ ସୋସିଆଲ ମିଡିଆ ଆକାଉଣ୍ଟ ଏକ୍ସରେ ଏକ ପୋଷ୍ଟ କରି ମୋଦୀ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି…

ପାଣିପାଗରେ ପରିବର୍ତ୍ତନ; ଆସନ୍ତା ୭ ଓ ୮ରେ ଉପକୂଳ ଓ ଆଭ୍ୟନ୍ତରୀଣ ଓଡିଶାରେ ବର୍ଷିବ

ଭୁବନେଶ୍ବର: ମାର୍ଚ୍ଚ ମାସ ଆରମ୍ଭରୁ କେତେକ ଅଞ୍ଚଳରେ ଅସହ୍ୟ ତାତିରୁ ମୁକ୍ତି ମିଳିଛି । ଖରାର ପ୍ରକୋପ ସାମାନ୍ୟ ହ୍ରାସ ହେବା ସହ ରାଜ୍ୟରେ କିଛି ସ୍ଥାନରେ ବର୍ଷା ହୋଇଛି । ପଶ୍ଚିମା ଝଡ଼ ପ୍ରଭାବରେ ରାଜ୍ୟରେ କିଛି ସ୍ଥାନରେ ବର୍ଷା ହୋଇଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ…

ହାତୀ ଆକ୍ରମଣରେ ମହିଳା ଗୁରୁତର, ବନବିଭାଗରକର୍ମୀଙ୍କୁ ଅଟକ ରଖିଲେ ଗାଁ ଲୋକେ

ଅନୁଗୁଳ: ଅନୁଗୁଳ ଜିଲ୍ଲା ଧୋକୁଟା ଗାଁରେ ହାତୀ ଆକ୍ରମଣରେ ଜଣେ ମହିଳା ଗୁରୁତର ହେବା ପରେ ଗାଁରେ ଉତ୍ତେଜନା ପରିସ୍ଥିତି ଦେଖା ଦେଇଛି । ଗାଁ ଲୋକ ରାସ୍ତା ଅବରୋଧ କରିବା ସହ ବନବିଭାଗର କର୍ମଚାରୀ ମାନଙ୍କୁ ଅଟକ ରଖିଛନ୍ତି । ସୂଚନା ଅନୁସାରେ, ଗାଁର ସବିତା ନାମକ ଜଣେ ମହିଳା ସକାଳୁ ଗାଁ…

ନବୀନ ନିବାସରେ ବିରଞ୍ଚି, ଅମେରଶ

ଭୁବନେଶ୍ବର: ଲୋକସଭା ନିର୍ବାଚନ ପାଇଁ ନବୀନ ନିବାସରେ ନେତାଙ୍କ ଭିଡ଼ ଲାଗୁଛି । ନିଜ ନିଜ ସମର୍ଥକଙ୍କ ସହ ଆସି ଟିକଟ ଲବି ପାଇଁ ଭିଡ ଜମାଉଛନ୍ତି ନେତା । ଆଜି ପୁଣି ଥରେ ଭୁବନେଶ୍ବର ଏକାମ୍ର ଏବଂ ମଧ୍ୟ ନିର୍ବାଚନ ମଣ୍ଡଳୀ ଟିକଟ ପାଇଁ ନବୀନ ନିବାସରେ ଜମିଛି ଭିଡ଼ । ମୁଖ୍ୟମନ୍ତ୍ରୀଙ୍କ ନବୀନ…

କ୍ରୀଡ଼ା ଓ ଯୁବସେବା ବିଭାଗ ପକ୍ଷରୁ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

ଭୁବନେଶ୍ୱର: କ୍ରୀଡ଼ା ଓ ଯୁବସେବା ବିଭାଗ ପକ୍ଷରୁ ପ୍ରବାଦ ପୁରୁଷ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ବର୍ଗତ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ଆଜି କଳିଙ୍ଗ ଷ୍ଟାଡ଼ିୟମ ପରିସରରେ ଅନୁଷ୍ଠିତ ହୋଇଯାଇଛି I ମୁଖ୍ୟ ଅତିଥି ଭାବେ କ୍ରୀଡ଼ା ଓ ଯୁବସେବା ବିଭାଗ ମାନ୍ୟବର ମନ୍ତ୍ରୀ ଶ୍ରୀ ତୁଷାରକାନ୍ତି ବେହେରା…