Latest Odisha News

BREAKING NEWS

Browsing Category

ଓଡିଶା

Odisha

୫ ଆନ୍ତଃରାଜ୍ୟ ମୋବାଇଲ ଲୁଟେରା ଗିରଫ

ଜୟପୁର: କୋରାପୁଟ ଜୟପୁର ପୋଲିସ ଆଜି ଏକ ଆନ୍ତଃରାଜ୍ୟ ମୋବାଇଲ ଲୁଟେରା ଗ୍ୟାଙ୍ଗକୁ ଠାବ କରିଛି। ଏହି ଗ୍ୟାଙ୍ଗର ୫ ଜଣ ସଦସ୍ୟଙ୍କୁ ଗିରଫ କରାଯାଇଥିବା ବେଳେ ସେମାନଙ୍କଠାରୁ ୫୦ଟି ମୋବାଇଲ୍‌ ଜବତ କରିଛି କମିଶନରେଟ ପୋଲିସ। ଗିରଫ ଅଭିଯୁକ୍ତ ମାନଙ୍କ ମଧ୍ୟରୁ ୩ଜଣ ଝାଡଖଣ୍ଡର ହୋଇଥିବା ବେଳେ ବାକି…

ନିଯୁକ୍ତି ମେଳା: ୭ଟି ବିଭାଗରେ ୪୭୬ ଜଣ ଅଧିକାରୀ ଓ କର୍ମଚାରୀ ନିଯୁକ୍ତ

ଭୁବନେଶ୍ୱର: ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନ କନଭେନସନ ସେଣ୍ଟର ଠାରେ ବିଭିନ୍ନ ବିଭାଗରେ ୪୭୬ ଜଣ ଅଧିକାରୀ ଓ କର୍ମଚାରୀମାନଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିଛନ୍ତି । ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ଆୟୋଜିତ ଏକ ନିଯୁକ୍ତି ମେଳା ମାଧ୍ୟମରେ ଏହି…

ଆସୁଛି ଆଉ ଏକ ଲଘୁଚାପ, ୧୫ ଯାଏଁ ପ୍ରବଳ ବର୍ଷା

ଭୁବନେଶ୍ୱର: ଆସୁଛି ଆଉ ଏକ ଲଘୁଚାପ କ୍ଷେତ୍ର l ୧୫ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା l ଦକ୍ଷିଣପୂର୍ବ ବାଂଲାଦେଶ ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି l ଫଳରେ ଆସନ୍ତା ୨୪ ଘଣ୍ଟାରେ ବାଂଲାଦେଶ ଉପକୂଳରେ ଲଘୁଚାପ ସୃଷ୍ଟି ହେବ ନେଇ ସମ୍ଭାବନା ରହିଛି l ଲଘୁଚାପ ସୃଷ୍ଟି ହେବା ପରେ…

୧୮ରୁ ଯୁକ୍ତ ଦୁଇ ପରୀକ୍ଷା ପାଇଁ ଫର୍ମ ଫିଲଅପ୍ ଆରମ୍ଭ

ଭୁବନେଶ୍ୱର: ଆସନ୍ତା ୧୮ରୁ ଯୁକ୍ତ ଦୁଇ ଫର୍ମ ଫିଲଅପ୍ ଆରମ୍ଭ ହେବ। ୨୦୨୫ ବାର୍ଷିକ ପରୀକ୍ଷା ପାଇଁ ହେବ ଏହି ଫର୍ମ ଫିଲଅପ୍।ଏନେଇ ଉଚ୍ଚ ମାଧ୍ଯମିକ ଶିକ୍ଷା ପିରଷଦ ପକ୍ଷରୁ ସୂଚନା ଦିଆଯାଇଛି। ଉଚ୍ଚ ମାଧ୍ଯମିକ ଶିକ୍ଷା ପିରଷଦର ସୂଚନା ଅନୁଯାୟୀ, ସେପ୍ଟେମ୍ବର ୧୮ ତାରିଖରୁ ଯୁକ୍ତ ଦୁଇ କଳା,…

ଆସନ୍ତା ୧୮ରେ ରତ୍ନଭଣ୍ଡାରର ପ୍ରାରମ୍ଭିକ ନିରୀକ୍ଷଣ କରିବ ଏଏସଆଇ

ପୁରୀ: ଭାରତୀୟ ପ୍ରତ୍ନତାତ୍ତ୍ବିକ ସର୍ବେକ୍ଷଣ ସଂସ୍ଥା (ଏଏସଆଇ) ପକ୍ଷରୁ ଆସନ୍ତା ୧୮ ତାରିଖରେ ଶ୍ରୀମନ୍ଦିର ରତ୍ନଭଣ୍ଡାରର ପ୍ରାରମ୍ଭିକ ନିରୀକ୍ଷଣ ଅନୁଷ୍ଠିତ ହେବ । ଏନେଇ ଏଏସଆଇ ପକ୍ଷରୁ ଶ୍ରୀମନ୍ଦିର ପ୍ରଶାସନକୁ ସୂଚନା ଦିଆଯାଇଛି । ତଦନୁସାରେ, ରାଜ୍ୟ ସରକାରଙ୍କ ଅନୁମୋଦନ ପରେ ଏହି…

ମିଠା ପ୍ୟାକେଟ୍ ରେ ଲାଞ୍ଚ ଦେଇ ବନ୍ଧା ହେଲେ ସିମେଣ୍ଟ ଅଧିକାରୀ

ବରଗଡ: ବରଗଡ଼ ଜିଲ୍ଲାପାଳଙ୍କୁ ଲାଞ୍ଚ ଦେଉଥିବା ବେଳେ ଭିଜେଲାନ୍ସ ହାତରେ ଧରା ପଡିଲେ ସିମେଣ୍ଟ ଉତ୍ପାଦକ କେନ୍ଦ୍ରର ଜଣେ ଅଧିକାରୀ । ବୁଧବାର ସନ୍ଧ୍ୟା ୫ଟା ସମୟରେ ଛତିଶଗଡ଼ ଅମ୍ବୁଜା ସିମେଣ୍ଟର ମୁଖ୍ୟ ଉତ୍ପାଦନ ଅଧିକାରୀ ରାମଭବ ଗଟ୍ଟୁ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚି ଜିଲାପାଳ…

ଅବସରପ୍ରାପ୍ତ ସରକାରୀ କର୍ମଚାରୀଙ୍କ ପୁନଃ ନିଯୁକ୍ତି: ଜାରି ହେଲା ଗାଇଡଲାଇନ୍‌

ଭୁବନେଶ୍ୱର: ଅବସରପ୍ରାପ୍ତ ସରକାରୀ କର୍ମଚାରୀଙ୍କ ପୁନଃ ନିଯୁକ୍ତି ପାଇଁ ଜାରି ହେଲା ଗାଇଡଲାଇନ୍‌ l କର୍ମଚାରୀଙ୍କୁ କେଉଁ ମାନଦଣ୍ଡରେ ଚୟନ ହେବ ସେନେଇ ବିସ୍ତୃତ ଗାଇଡଲାଇନ ଜାରି କଲା ବିଭାଗ l ପୁନଃ ନିଯୁକ୍ତି ପାଇଁ କର୍ମଚାରୀଙ୍କୁ ଚୟନ କରିବ କମିଟି l କମିଟିରେ ମୁଖ୍ୟ ସଚିବ, ଅତିରିକ୍ତ…

ରଙ୍ଗ ବଦଳିଲା…ଏଥର ଓମଫେଡ୍

ଭୁବନେଶ୍ବର: ଆଳୁ, ପିଆଜ, ରସୁଣ ପରେ ମହଙ୍ଗା ହେଲା ଓମଫେଡ୍ କ୍ଷୀର । ଗେରୁଆ ରଙ୍ଗର କ୍ଷୀର ପ୍ୟାକେଟ୍ ମାର୍କେଟକୁ ଆସିଥିବା ବେଳେ ପ୍ୟାକେଟ୍ ପିଛା ୨ଟଙ୍କା ବଢାଇଛନ୍ତି ସରକାର । ରେଟ୍ ବଢିଥିବା ବେଳେ ପ୍ୟାକେଟରେ କ୍ଷୀରର ପରିମାଣ କମିଛି । ଗ୍ରାହକଙ୍କୁ ସରକାରଙ୍କ ମହଙ୍ଗା ମାଡ ସହ କ୍ଷୀର…

ସୁଭଦ୍ରା ଯୋଜନା: ପୁରୀରେ ୧ ଲକ୍ଷ ୧୭ ହଜାରରୁ ଉର୍ଦ୍ଧ୍ଵ ହୋଇଛି ରେଜିଷ୍ଟ୍ରେସନ୍

ପୁରୀ: ଆସନ୍ତା ୧୭ ତାରିଖରେ ମହିଳାଙ୍କୁ ସୁଭଦ୍ରା ଯୋଜନା ପ୍ରଥମ କିସ୍ତି ବଣ୍ଟନ କରିବେ ପ୍ରଧାନ ମନ୍ତ୍ରୀ ମୋଦି । ବର୍ତ୍ତମାନ ସୁଦ୍ଧା ୩୦ ଲକ୍ଷ ମହିଳାଙ୍କ ସୁଭଦ୍ରା ଯୋଜନାରେ ରେଜିଷ୍ଟର ସରିଛି । ପୁରୀରେ ପ୍ରାୟ ୧ ଲକ୍ଷ ୧୭ ହଜାରରୁ ଉର୍ଦ୍ଧ୍ଵ ରେଜିଷ୍ଟ୍ରେସନ୍ ହୋଇଛି । ଭେରି ଫାଏଡ ଆକାଉଣ୍ଟ…

‘ସୁଭଦ୍ରା’ ପାଇଁ ଚଞ୍ଚକତା: ସିଲ୍ ହେଲା ଜନସେବା କେନ୍ଦ୍ର

ଖୋର୍ଦ୍ଧା: ଏବେ ରାଜ୍ୟରେ ସୁଭଦ୍ରା କ୍ରେଜ୍ । ଗାଁ ଦାଣ୍ଡ ବଜାର ସବୁଠି ଚର୍ଚ୍ଚା । ଆଉ ଜନସେବା କେନ୍ଦ୍ର ଓ ମୋ ସେବା କେନ୍ଦ୍ରରେ ନାହିଁ ନଥିବା ଭିଡ । ହେଲେ ଏହାରି ଭିତରେ କିଛି ଖଳ ପ୍ରକୃତିର ବ୍ୟକ୍ତି ଚଞ୍ଚକତା କରି ଲୋକଙ୍କ ଠାରୁ ଟଙ୍କା ଲୁଟିବାରେ ଲାଗିଛନ୍ତି । ସୁଭଦ୍ରା ଯୋଜନା…