Latest Odisha News

BREAKING NEWS

Browsing Category

ଓଡିଶା

Odisha

ନିଶାସକ୍ତ ଡାକ୍ତରଙ୍କ ଗାଡି ଧକ୍କାରେ ୪ ଆହତ

କେନ୍ଦୁଝର: କେନ୍ଦୁଝର ଜିଲ୍ଲାର ବଡବିଲରେ ଜଣେ ନିଶାସକ୍ତ ଡାକ୍ତର ଏକ ସ୍କୁଟିକୁ ଧକ୍କା ଦେବା ଫଳରେ ଦୁଇ ନାବାଳକଙ୍କ ସମେତ ୪ ଜଣ ଆହତ ହୋଇଛନ୍ତି। ଘଟଣାରେ ପୋଲିସ ଜଣେ ସରକାରୀ ଡାକ୍ତରଙ୍କୁ ଗିରଫ କରିଛନ୍ତି। ଅଭିଯୁକ୍ତ ଡାକ୍ତର ଜଣକ ହିମାଂଶୁ ଝା ବୋଲି ଚିହ୍ନଟ ହୋଇଥିଲା ବେଳେ ସେ ବଡବିଲ…

ଘରେ ପଶି ଦମ୍ପତିଙ୍କୁ ଛୁରାମାଡ଼ କଲା ଦୁର୍ବୃତ୍ତ

ବ୍ରହ୍ମପୁର: ବ୍ରହ୍ମପୁର ବଡ଼ବଜାର ଗୌଡ଼ସାହିରେ ଘରେ ପଶି ଦମ୍ପତିଙ୍କୁ ଛୁରାମାଡ଼ କରିଛନ୍ତି ଦୁର୍ବୁତ୍ତ । ଗତ ରାତିରେ ଘରେ ପଶି ଚୋରି କରୁଥିଲା ଦୁର୍ବୃତ୍ତ । ହେଲେ ଘର ମାଲିକଙ୍କ ନିଦ ଭାଙ୍ଗି ଯିବାରୁ ତାଙ୍କୁ ଆକ୍ରମଣ କରି ଫେରାର ହୋଇଗଲା ଦୁର୍ବୁତ୍ତ । ଆହତ ହେଲେ ସତୀଶ କୁମାର ସୁବୁଦ୍ଧି ଓ…

ଫାଇଭ୍-ଟି ଦୁର୍ନୀତି, ବାକି ପଡିଛି ବିଜୁଳି ବିଲ୍

ଭୁବନେଶ୍ବର: ଫାଇଭ ଟି ନାଁରେ କିଛି ବିଭାଗ ନଥିଲା । ଫାଇଭ ଟି ଯୋଜନା ନାଁରେ ମନଇଚ୍ଛା କାମ ଚାଲିଥିଲା । ଫାଇଭ ଟି ସ୍କୁଲରେ ଏବେ ବି ବିଜୁଳି ବିଲ୍ ବକେୟା ରହିଛି । ଯାହାର ପରିଣାମ ପିଲା ଭୋଗୁଛନ୍ତି । ଆଜି ଗୃହରେ ସୁଜାତା ସାହୁ ଓ ରୋମାଞ୍ଚ ରଞ୍ଜନ ବିଶ୍ବାଳଙ୍କ ପ୍ରଶ୍ନରେ ଏହି ଉତ୍ତର…

ପ୍ରେମିକକୁ ଟାଙ୍ଗିଆରେ ହାଣିଲା ପ୍ରେମିକାର ବାପା

ରାୟଗଡ଼ା: ପ୍ରେମିକଙ୍କ ସହ ଫେରାର ଥିଲେ ଝିଅ । ବିବାହର ପ୍ରଲୋଭନ ଦେଖାଇ ଘରକୁ ଝିଅକୁ ଡାକିଲା ବାପା । ପରେ ଝିଅର ପ୍ରେମିକକୁ ଟାଙ୍ଗିଆରେ ହାଣି ହତ୍ୟା କଲା ନୃଶଂସ ବାପା । ଏଭଳି ଅଭାବନୀୟ ଘଟଣା ଘଟିଛି ରାୟଗଡ଼ା ଜିଲା କାଶୀପୁର ଥାନା ଅଞ୍ଚଳରେ । ମୃତ ଯୁବକ ଜଣଙ୍କ ହେଲେ କାଶୀପୁର ବ୍ଲକ…

ବିଚାରଧୀନ କଏଦୀଙ୍କ ଆତ୍ମହତ୍ୟା ଉଦ୍ୟମ

ଛତ୍ରପୁର: ବିଚାରଧୀନ କଏଦୀଙ୍କ ଆତ୍ମହତ୍ୟା ଉଦ୍ୟମ । ଧାରୁଆ ଅସ୍ତ୍ରରେ ନିଜ ବେକକୁ କାଟି ଆତ୍ମହତ୍ୟା ଉଦ୍ୟମ କରିଛନ୍ତି ଆଶୁତୋଷ ନାହାକ । ଏଭଳି ଘଟଣା ଘଟିଛି ଛତ୍ରପୁର ଉପକାରାଗାରରେ । ବିଚାରାଧୀନ କଏଦୀଙ୍କ ଘର ରମ୍ଭା ଅଞ୍ଚଳରେ । ଗତ ତିନି ମାସ ତଳେ ସେ କୋଦଳା ଜେଲରୁ ଛତ୍ରପୁର…

ରାଜ୍ୟରେ ତିଆରି ହେବ ୨ଶହ ଗୋଶାଳା

ଭୁବନେଶ୍ବର: ରାଜ୍ୟରେ ଦୁଇ ଶହ ଗୋଶାଳା ତିଆରି କରିବେ ସରକାର । ଗୋମାତାଙ୍କ ସୁରକ୍ଷା ପାଇଁ ୨ ଶହ ଗୋଶାଳା ନିର୍ମାଣ ହେବ । ଆଜି ବିଧାନସଭା ଗୃହରେ ମତ୍ସ୍ୟ ଓ ପଶୁ ସଂପଦ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ଏହି ଘୋଷଣା କରିଛନ୍ତି । ଏନେଇ ମନ୍ତ୍ରୀ କହିଛନ୍ତି, କୃତ୍ରିମ ପ୍ରଜନନ କରାଯାଇ ଦୁଗ୍ଧ…

ଆର ବର୍ଷ ମାର୍ଚ୍ଚ ସୁଦ୍ଧା ସବୁ ଗାଁକୁ ବିଜୁଳି

ଭୁବନେଶ୍ବର: ସବୁ ଗାଁକୁ ମିଳିବ ବିଜୁଳି । ମାର୍ଚ୍ଚ ୨୦୨୫ ସୁଦ୍ଧା ସବୁ ରାଜସ୍ବ ଗାଁକୁ ବିଦ୍ୟୁତ ସଂଯୋଗ ଦିଆଯିବ । ଆଜି ବିଧାନସଭାରେ ବିଧାୟକ ବଦ୍ରି ପାତ୍ରଙ୍କ ପ୍ରଶ୍ନରେ ଏହି ଉତ୍ତର ରଖିଛନ୍ତି ଉପମୁଖ୍ୟମନ୍ତ୍ରୀ କେଭି ସିଂଦେଓ । ଏଥିସହିତ ବିଧାୟକଙ୍କ ଜିଲ୍ଲାସ୍ତରୀୟ କମିଟି ନିୟମିତ…

ପାଣି ଘେରରୁ ବାହାରୁଛି ମାଲକାନଗିରି: ସୁଧୁରୁଛି ସ୍ଥିତି, ହେଲେ ଯୋଗାଯୋଗ ବିଚ୍ଛିନ୍ନ

ମାଲାକାନଗିରି: ଦୀର୍ଘ ୪୮ ଘଣ୍ଟା ପରେ ମାଲକାନଗିରି ଜିଲ୍ଲାରେ ସମସ୍ତ ପୋଲ ଓ ରାସ୍ତା ଉପରୁ ପାଣି ଖସିଛି ।ହେଲେ ସୁଧୁରିନି ସ୍ଥିତି । ଏବେ ବି ପାଣି କାଦୁଅରେ ଅନେକ ଅଞ୍ଚଳବାସୀ ହନ୍ତସନ୍ତ । ଅନେକ ଅଞ୍ଚଳକୁ ଯୋଗାଯୋଗ ବିଚ୍ଛିନ୍ନ ହୋଇଛି । ସେପଟେ ମାଲକାନଗିରିରେ ପାଣି ବିତ୍ପାତରେ…

ମହୋଦଧିରେ ମଦ କୁଡିଆ, ତାତିଲେ ବିଭିନ୍ନ ସଂଗଠନ

ପୁରୀ: ପୁରୀ ବେଳାଭୂମିରେ ଖୋଲିବ ବିଚ୍ ସ୍ୟାକ୍ସ । ପୁରୀ ବେଳାଭୂମିରେ ବ୍ରିକି ହେବ ମଦ । ରାଜ୍ୟ ସରକାରଙ୍କ ନୂଆ ଅବକାରୀ ନୀତିରେ ପୁରୀ ବେଳାଭୂମିରେ ମଦ ବ୍ରିକି ପାଇଁ ଖୋଲିବ ଛୋଟ ଛୋଟ କୁଟୀର । ଯାହାକୁ ନେଇ ଏବେ ଆରମ୍ଭ ହୋଇଛି ତ୍ରୀବ ବିରୋଧ । ବିଭିନ୍ନ ସଂଗଠନ ପକ୍ଷରୁ ପୁରୀ ସିଂହଦ୍ବାର…

ଦିବ୍ୟାଙ୍ଗ ଭକ୍ତଙ୍କ ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା, ଶ୍ରୀମନ୍ଦିର ଭିତର କାଠ ନିକଟରେ ହେବ ଡିଟାଚେବୁଲ୍ ରାମ୍ପ୍

ପୁରୀ: ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ଦର୍ଶନ କିଭଳି ସୁଖଦ ହେବ ସେଥିପାଇଁ ସରକାର ଏକାଧିକ ପଦକ୍ଷେପ ନେଉଛନ୍ତି। ବ୍ୟବସ୍ଥିତ ହେବ ଶ୍ରୀମନ୍ଦିର ଭିତର ଦର୍ଶନ। ଏଥିରେ ବାଦ ପଡିବେନି କୌଣସି ଭକ୍ତ। ତେଣୁ ଦିବ୍ୟାଙ୍ଗ ଭକ୍ତଙ୍କ ପାଇଁ ମଧ୍ୟ ସ୍ୱତନ୍ତ୍ର ବ୍ୟବସ୍ଥା କରାଯିବ। ଶ୍ରୀମନ୍ଦିର ଭିତର କାଠ…