Latest Odisha News

BREAKING NEWS

Browsing Category

ଓଡିଶା

Odisha

ମୋଦୀଙ୍କ ଓଡ଼ିଶା ଗସ୍ତ ପୂର୍ବରୁ ପ୍ରସ୍ତୁତି

ଭୁବନେଶ୍ବର: ଆାସନ୍ତା ୫ ତାରିଖରେ ଓଡ଼ିଶା ଗସ୍ତରେ ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଯାଜପୁର ଜିଲ୍ଲା ଚଣ୍ଡିଖୋଲ କାର୍ଯ୍ୟକ୍ରମରେ ଯୋଗ ଦେବାର କର୍ଯ୍ୟକ୍ରମ ରହିଛି । ଏହି ପରିପ୍ରେକ୍ଷୀରେ ପ୍ରଶାସନିକ ପ୍ରସ୍ତୁତି ପାଇଁ ସମ୍ପର୍କରେ ରାଜ୍ୟସ୍ତରୀୟ ସମୀକ୍ଷା ବୈଠକ ବସିଥିଲା । ୫…

ଖରାଦିନ ପାଇଁ ପ୍ରସ୍ତୁତ ରହିବାକୁ ସମସ୍ତ ଜିଲ୍ଲା ଶିକ୍ଷାଧିକାରୀଙ୍କୁ ଚିଠି ଲେଖିଲା ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ

ଭୁବନେଶ୍ବର: ଭୀଷଣ ଗ୍ରୀଷ୍ମ ପ୍ରବାହକୁ ନଜରରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ସମସ୍ତ ଜିଲ୍ଲା ଶିକ୍ଷାଧିକାରୀଙ୍କୁ ଚିଠି ଲେଖିଛି । ଖରାଦିନ ପାଇଁ ଶିକ୍ଷାନୁଷ୍ଠାନରେ ଉପଯୁକ୍ତ ବ୍ୟବସ୍ଥା କରାଇବାକୁ ଚିଠି ଲେଖିଛି ବିଭାଗ । ଏହା ସହ ସମସ୍ତ ସମସ୍ତ ସ୍କୁଲ, କଲେଜ ଓ ଅନ୍ୟାନ୍ୟ…

୨୦୨୩ ରିପୋର୍ଟ ମୁତାବକ; ସଡକ ଦୁର୍ଘଟଣାରେ ରାଜ୍ୟରେ ଯାଇଛି ୫ ହଜାର ୬୦୦ ଜୀବନ

ଭୁବନେଶ୍ବର: ବାଣିଜ୍ୟ ଓ ପରିବହନ ବିଭାଗ ମନ୍ତ୍ରୀ ଟୁକୁନି ସାହୁଙ୍କ ସଭାପତିତ୍ୱରେ ରାଜ୍ୟ ସଡକ ସୁରକ୍ଷା ପରିଷଦର ବୈଠକ ଅନୁଷ୍ଠିତ ହୋଇଯାଇଛି । ରିପୋର୍ଟ ମୁତାବକ, ରାଜ୍ୟରେ ସଡକ ଦୁର୍ଘଟଣା ଜନିତ ମୃତ୍ୟୁ ବୃଦ୍ଧି ପାଉଛି । ୨୦୨୩ ମସିହାରେ ସଡକ ଦୁର୍ଘଟଣାରେ ପ୍ରାୟ ୫ ହଜାର ୬୦୦ ଜଣ ପ୍ରାଣ…

ରାଜଧାନୀରେ ଯୁବ କଂଗ୍ରେସ ବିକ୍ଷୋଭ: ପୋଲିସ ଉପରକୁ ଅଣ୍ଡାମାଡ଼

ଭୁବନେଶ୍ବର: ସରକାରଙ୍କ ବିରୋଧରେ ତାତିଲା ଯୁବ କଂଗ୍ରେସ । ସରକାରଙ୍କ ବିଫଳତାକୁ ମୁଦ୍ଦା କରି ଯୁବ କଂଗ୍ରେସର ପ୍ରତିବାଦ । ରଣହୁଙ୍କାର ଦେଇ ନବୀନ ନିବାସ ଅଭିମୁଖେ ମାଷ୍ଟରକ୍ୟାଣ୍ଟିନରୁ ବାହାରିଥିଲା ଯୁବ କଂଗ୍ରେସ ରାଲି । ରାଲିରେ ସାମିଲ ହୋଇଥିଲେ ଶତାଧିକ କଂଗ୍ରେସ କର୍ମୀ । ରାଲିକୁ…

ନବୀନ ନିବାସରେ ନେତାଙ୍କ ଭିଡ଼

ଭୁବନେଶ୍ବର: ପାଖଉଛି ନିର୍ବାଚନ ତାରିଖ, ଆଉ ଟିକେଟ୍ ପାଇଁ ଏବେ ନବୀନ ନିବାସରେ ଜମୁଛି ନେତାଙ୍କ ଭିଡ଼ । ଆଜି ମୁଖ୍ୟମନ୍ତ୍ରୀ ନିବାସରେ ବିଜେଡି ନେତାଙ୍କ ପ୍ରବଳ ଭିଡ଼ ଜମିଛି । ନିଜ ସମର୍ଥକଙ୍କ ସହ ଆସି ପହଂଚିଛନ୍ତି ରାଜ୍ୟର ବିଭିନ୍ନ ଅଞ୍ଚଳର ନେତା । ବିଧାୟକ ରାଜେନ୍ଦ୍ର ସାହୁ, ଭୁବନେଶ୍ବର…

ସଫଳତା ଆଣିଛି ଛେଳି ଚାଷ, ବିଦେଶି ଛେଳିଚାଷ କରି ସ୍ଵାବଲମ୍ବୀ ହୋଇଛନ୍ତି ମହିଳା

ସୋନପୁର: ଦିନେ ଘରର ଚାରି କାନ୍ଥ ଭିତରେ ଆବଦ୍ଧ ରହିଥିବା ବେଳେ ମାନସିକ ଓ ଶାରୀରିକ ନିର୍ଯ୍ୟାତନାର ଶିକାର ହେଉଥିଲା ମହିଳା l ଏବେ କିନ୍ତୁ ବଦଳିଛି ସମୟ । ବଦଳିଛି ମହିଳାଙ୍କ କାମ । ଘରର ଚାରିକାନ୍ଥ ଭିତରୁ ବାହାରି ଏବେ ମହିଳାମାନେ ନିଜ ପ୍ରଚେଷ୍ଟାରେ ହୋଇପାରୁଛନ୍ତି ସ୍ଵାବଲମ୍ବୀ । ଆଉ…

ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ଉତ୍ସବରେ ସାମିଲ ହେଲେ ରାଷ୍ଟ୍ରପତି

ବ୍ରହ୍ମପୁର: ଓଡିଶା ଗସ୍ତର ତୃତୀୟ ଦିନରେ ବ୍ରହ୍ମପୁରରେ ପହଞ୍ଚିଛନ୍ତି ରାଷ୍ଟ୍ରପତି । ବିଜୁ ପଟ୍ଟନାୟକ ଅଡିଟୋରିୟମରେ ଆୟୋଜିତ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର ୨୫ତମ ସମାବର୍ତ୍ତନ ଉତ୍ସବରେ ସାମିଲ ହେଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଏଥିରେ ସ୍ୱର୍ଣ୍ଣ ପଦକ ପାଇବାକୁ ଥିବା ୧୦ ଜଣଙ୍କୁ ପଦକ…

କଂଗ୍ରେସ ଛାଡ଼ିଲେ ପିସିସି ଉପସଭାପତି ରଜତ ଚୌଧୁରୀ

ଭୁବନେଶ୍ୱର: ଆଗକୁ ଆସୁଛି ନିର୍ବାଚନ । ଏହି ସମୟରେ ନେତା କର୍ମୀଙ୍କ ଚାଲିଛି ଦଳ ଅଦଳ ବଦଳ । ଏବେ କଂଗ୍ରେସରୁ ମୁହଁ ଫେରାଇ ନେଇଛନ୍ତି ରଜତ ଚୌଧୁରୀ । କଂଗ୍ରେସରୁ ଇସ୍ତଫା ଦେଇଛନ୍ତି ପିସିସି ଉପସଭାପତି ରଜତ ଚୌଧୁରୀ । ପିସିସି ସଭାପତି ଶରତ ପଟ୍ଟନାୟକଙ୍କ ପାଖକୁ ରଜତ ପଠାଇଛନ୍ତି ତାଙ୍କ…

ଦହିବରା ଆଳୁଦମ୍ ଦିବସ: ରାଜ୍ୟର ଏକ ଛୋଟ ଗଳିରୁ ଆରମ୍ଭ ହୋଇ ଆଜି ବିଶ୍ଵପ୍ରସିଦ୍ଧ ଏହି ଖାଦ୍ୟ

ଭୁବନେଶ୍ଵର: ଦହିପାଣିରେ ଭିଜା ଯାଇଥିବା ବରା ସାଙ୍ଗକୁ ଆଳୁଦମ । ଏହା ସହ ପିଆଜ, ସେଓ ଓ ପୁଦିନା ଚଟଣି । ସକାଳ ହେଉ କି ମଧ୍ୟାହ୍ନ ଦହିବରା ସାଙ୍ଗରେ ଆଳୁଦମ ଏକ ସ୍ୱତନ୍ତ୍ର ମହତ୍ତ୍ୱ ରଖେ । ବିଶେଷ କରି ଖରା ଦିନରେ ଦହିବରା ଖାଇବା ପରେ ଦହି ପାଣି ପିଇବାର ମଜା ଯିଏ ଅନୁଭବ କରିଛି ସିଏ ହିଁ…

ବିବାହିତ ଝିଅ ପାଇବେ ଅନୁକମ୍ପାମୂଳକ ନିଯୁକ୍ତି: ହାଇକୋର୍ଟ

କଟକ: ଆଉ ନିଯୁକ୍ତିରୁ ବଂଚିତ ହେବେନି ମୃତ କର୍ମଚାରୀଙ୍କ ବିବାହିତା ଝିଅ । ବିବାହ ପରେ ବି ଝିଅଙ୍କୁ ମିଳିବ ଅନୁକମ୍ପା ମୂଳକ ନିଯୁକ୍ତି । ଏହି ପ୍ରସଙ୍ଗରେ ଗୁରୁତ୍ବପୂର୍ଣ୍ଣ ରାୟ ଶୁଣାଇଛନ୍ତି ହାଇକୋର୍ଟ । ବିବାହିତ ହୋଇଥିବା କାରଣରୁ ଝିଅଙ୍କୁ ଅନୁକମ୍ପାମୂଳକ ନିଯୁକ୍ତିରୁ ବଂଚିତ…