Latest Odisha News

BREAKING NEWS

Browsing Category

ଓଡିଶା

Odisha

ଜଙ୍ଗଲ ମନ୍ତ୍ରୀଙ୍କ କ୍ୱାର୍ଟରରେ ସାପ

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ୟୁନିଟ୍ ୬ରେ ଜଙ୍ଗଲ ମନ୍ତ୍ରୀଙ୍କୁ ଆବଣ୍ଟିତ ନୂଆ ସରକାରୀ ବାସଭବନ ଏସିଆ ୨ ରେ ବର୍ତ୍ତମାନ ରିନୋଭେସନ୍ କାମ ଚାଲୁ ଅଛି। ସୂଚନା ଅନୁଯାୟୀ, ଆଜି ସକାଳେକର୍ମଚାରୀ ମାନେ କବାଟ ଖୋଲିବା ବେଳକୁ ଏକ ବଡ ସାପ କବାଟ ପାଖରେ ଦେଖି ଭୟଭୀତ ହୋଇ ଯାଇଥିଲେ। ପରେ ଏନେଇ…

ଗଣେଶ ପୂଜାରେ ଶସ୍ତା ହେଲା ସୁନା, ଜାଣନ୍ତୁ କେତେ ରହିଛି ଦର

ଭୁବନେଶ୍ବର: ଗଣେଶ ପୂଜାରେ କମିଲା ସୁନା ଦର । ଗତକାଲି ଆଜି କଟକ ଓ ଭୁବନେଶ୍ୱରରେ ଅପେକ୍ଷା ସୁନାର ଦାମ୍ ସାମାନ୍ୟ କମିଛି । ଆଜି ଭୁବନେଶ୍ୱରରେ ୧୦ ଗ୍ରାମର ୨୪ କ୍ୟାରେଟ୍ ସୁନା ଦର ୭୨ ହଜାର ୮୭୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ୍‌ ସୁନାର ମୂଲ୍ୟ ଆଜି ୧୦ ଗ୍ରାମ ପିଛା ୬୬ ହଜାର ୮୦୦…

‘ଏଣିକି ସ୍କୁଲ ଦେବ ଯୁକ୍ତ ଦୁଇ ନାମଲେଖା ପାଇଁ ସାମ୍ସରେ ଛାତ୍ରଛାତ୍ରୀଙ୍କ ତଥ୍ୟ’

କଟକ: ଗଣେଶ ପୂଜାରେ ମାଧ୍ୟମିକ ଶିକ୍ଷା ବୋର୍ଡର ବଡ଼ ଘୋଷଣା । ଏଣିକି ସ୍କୁଲ ଦେବ ଯୁକ୍ତ ଦୁଇ ନାମଲେଖା ପାଇଁ ସାମ୍ସରେ ଛାତ୍ରଛାତ୍ରୀଙ୍କ ତଥ୍ୟ । ନବମରେ ପଢିଥିବା ପିଲାମାନଙ୍କ ଅନଲାଇନ ପଞ୍ଜିକରଣ ବ୍ୟବସ୍ଥା ରହିଛି । ବାପା, ମାଆଙ୍କ ନାଁ, ଜନ୍ମ ତାରିଖ ପରି ତଥ୍ୟ ପୋର୍ଟାଲରେ ଅପଲୋଡ଼ ହେବ ।…

ବନ୍ଧୁକ ମୁନରେ ଲୁଟ୍, ନେଇଗଲେ ବହୁ ମୂଲ୍ୟ ସୁନା ଅଳଙ୍କାର

ରାଉରକେଲା: ରାଉରକେଲାରେ ମାତିଛନ୍ତି ଲୁଟେରା । ସହରର ଆମ୍ବେଦକର ଛକରେ ଏକ ଗହଣା ଦୋକାନରୁ ହୋଇଛି ଲୁଟ୍ । ଜଣେ ଦୋକାନୀଙ୍କୁ ବନ୍ଧୁକ ଦେଖାଇ ତାଙ୍କ ଠାରୁ ୫୦ ହଜାର ଟଙ୍କାର ସୁନା ନେଇଗଲେ ଲୁଟେରା । ଖବର ମୁତାବକ, ଜଣେ ସୁନା ଦୋକାନୀ ଦୋକାନ ବନ୍ଦ କରୁଥିବା ବେଳେ ଦୁଇ ଜଣ ଦୁର୍ବୁତ୍ତ ଆସି…

ଗିରଫ ହେଲେ ଝାରପଡ଼ା ଜେଲର ପୂର୍ବତନ ଅଧୀକ୍ଷକ

ଭୁବନେଶ୍ୱର: ଝାରପଡ଼ା ଜେଲର ପୂର୍ବତନ ଅଧୀକ୍ଷକ ସତ୍ୟପ୍ରକାଶ ସ୍ବାଇଁ ଗିରଫ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗିରଫ କଲା ଭିଜିଲାନ୍ସ। ଗତକାଲି ରେଡ୍‌ ବେଳେ ବିପୁଳ ସମ୍ପତ୍ତି ଠାବ କରିଥିଲା ଭିଜିଲାନ୍ସ। ଭୁବନେଶ୍ବରରେ ଦେଢ଼ କୋଟିର ୪ ମହଲା କୋଠା ଠାବ ହୋଇଛି। ତାଙ୍କର ଅମାପ…

ଆଜିଠୁ ଗଡ଼ିଲା ‘ସୁଭଦ୍ରା’ ସଚେତନତା ରଥ

ଭୁବନେଶ୍ବର: ଆଜିଠୁ ଗଡ଼ିଲା ‘ସୁଭଦ୍ରା’ ରଥ । ଭୁବନେଶ୍ବର ଗାନ୍ଧୀମାର୍ଗରୁ ଗଡିଲା ଶୁଭଦ୍ରା ରଥ । ‘ସୁଭଦ୍ରା’ ଯୋଜନା ସମ୍ପର୍କରେ ଜନ ସଚେତନତା ସୃଷ୍ଟି ଉଦ୍ଦେଶ୍ୟରେ ଗଡ଼ିବ ଏହି ସୁଭଦ୍ରା ରଥ । ଗଣେଶ ପୂଜା ଅବସରରେ ପତାକା ଦେଖାଇ ରଥର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।…

ସମ୍ବଲପୁର ଗସ୍ତରେ ମୁଖ୍ୟମନ୍ତ୍ରୀ, ସୁରକ୍ଷା କଡ଼ାକଡ଼ି ପାଇଁ ୩୦ ପ୍ଲାଟୁନ ଫୋର୍ସ ମୁତୟନ

ସମ୍ବଲପୁର: ଆସନ୍ତାକାଲି ସମ୍ବଲପୁର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ସୁରକ୍ଷା କଡ଼ାକଡ଼ି ପାଇଁ ୩୦ ପ୍ଲାଟୁନ ଫୋର୍ସ ମୁତୟନ ହୋଇଛି। ଏହା ପୂର୍ବରୁ ସମ୍ବଲପୁରରେ ପୋଲିସ ପକ୍ଷରୁ ଫ୍ଲାଗ ମାର୍ଚ୍ଚ କରାଯାଇଛି। ଗତକାଲି ସନ୍ଧ୍ୟା ୬ଟାରେ ଧନକଉଡ଼ା ଛକ ନିକଟରୁ ଫ୍ଲାଗମାର୍ଚ୍ଚ ଆରମ୍ଭ…

ଆସନ୍ତା ସୋମବାର ବନ୍ଦ ରହିବ ରାଜ୍ୟର ସମସ୍ତ ବ୍ୟାଙ୍କ

ଭୁବନେଶ୍ବର: ଆସନ୍ତା ୯ ତାରିଖ ସୋମବାର ଦିନ ରାଜ୍ୟରେ ବନ୍ଦ ରହିବ ସମସ୍ତ ବ୍ୟାଙ୍କ । ନୂଆଁଖାଇ ପାଇଁ ୯ ତାରିଖ ଛୁଟିଥିବାରୁ ବନ୍ଦ ରହିବ ବ୍ୟାଙ୍କ । ଏହି ଦିନ ସମସ୍ତ ବ୍ୟାଙ୍କ ଓ ଅନ୍ୟାନ୍ୟ ବ୍ୟାଙ୍କିଂ ସଂସ୍ଥା ବନ୍ଦ ରହିବ । ପଶ୍ଚିମ ଓଡ଼ିଶା ଗଣପର୍ବ ନୂଆଁଖାଇ ହୋଇଥିବାରୁ ଏହି ପର୍ବକୁ…

ବାଇକ ଧକ୍କାରେ ଚାଲିଗଲା ୨ ଜୀବନ, ଜଣେ ଗୁରୁତର

ନୟାଗଡ: ବାଇକ ଧକ୍କାରେ ଆଖି ବୁଜିଲେ ଦୁଇ ଯୁବକ । ଏହି ଦୁର୍ଘଟଣା ଘଟିଛି ନୟାଗଡ଼ ଜିଲ୍ଲା ଦଶପଲ୍ଲା ଥାନା ଡିହଗାଁ ଛକରେ । ଏତେ ଭୟଙ୍କର ଦୁର୍ଘଟଣା ଥିଲା ଯେ, ରାସ୍ତା ଉପରେ ମୃତକଙ୍କ ଶରୀର ଛିନ୍ନ ବିଛିନ୍ନ ହୋଇ ପଡ଼ିଛି । ତେବେ ମୃତକ ଦ୍ୱୟ ହେଲେ ଡିଗିରି ଗ୍ରାମର ଶୁକ୍ର ବାଜୁ ଓ ଡିହଗାଁ…

ଫୁଡ୍ ଷ୍ଟଲରେ ସିଏମସିର ଚଢ଼ାଉ

କଟକ: କଟକ ରାଣୀହାଟ ଛକର ରାସ୍ତାକଡ଼ରେ ଥିବା ବିଭିନ୍ନ ଫୁଡ୍ ଷ୍ଟଲରେ ଚଢାଉ କରିଛି ସିଏମସି। ରାସ୍ତାକଡ଼ରେ ଥିବା ବିଭିନ୍ନ ଫୁଡ୍ ଷ୍ଟଲକୁ ଯାଇ ଖାଦ୍ୟମାନ ଯାଞ୍ଚ କରିଛି ସିଏମସି। ରାଣୀହାଟ, କଲେଜ ଛକ, ଯୋବ୍ରା ତାଳଦଣ୍ଡା ପାର୍ଶ୍ୱରେ ଥିବା ଶତାଧିକ ଚାଟ୍ ଦୋକାନ, ଗୁପଚୁପ, ମୋମୋ ଓ ବରା ପିଆଜି…