Latest Odisha News

BREAKING NEWS

Browsing Category

ଓଡିଶା

Odisha

ବଜ୍ରପାତଜନିତ ମୃତ୍ୟୁରେ ଓଡ଼ିଶା ଆଗୁଆ: ୫ ବର୍ଷରେ ଗଲାଣି ହଜାରରୁ ଅଧିକ ଜୀବନ

ଭୁବନେଶ୍ୱର: ବଜ୍ରପାତଜନିତ ମୃତ୍ୟୁରେ ଓଡ଼ିଶା ଆଗରେ। ଉତ୍ତରପ୍ରଦେଶ ଭଳି ରାଜ୍ୟକୁ ବି ପଛରେ ପକାଇଛି ଓଡ଼ିଶା। ଆଜି ଗୃହରେ ଏମିତି ଟଙ୍କଧର ତ୍ରିପାଠୀଙ୍କ ପ୍ରଶ୍ନରେ ଏହି ଉତ୍ତର ରଖିଛନ୍ତି ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ। ଗତ ୫ ବର୍ଷରେ ଓଡ଼ିଶାରେ ବଜ୍ରପାତରେ ୧୧୦୩ ଜଣଙ୍କ ମୃତ୍ୟୁ ହୋଇଛି।…

ଚଳନ୍ତା ବସରେ ଜନ୍ମ ହେଲା ଶିଶୁ କନ୍ୟା

ଗୁଣୁପୁର: ଗୁଣୁପୁରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଚଳନ୍ତା ବସରେ ଗୋଟିଏ ନବଜାତ ଶିଶୁ କନ୍ୟା ଜନ୍ମ ହୋଇଥିବା ଜଣାପଡିଛି ଯାହା ଏବେ ବେଶ ଚର୍ଚ୍ଚାର ବିଷୟ ପାଲଟିଛି । ତେବେ ମାନବିକତା ଦୃଷ୍ଟି କୋଣରୁ ବସ ରେ ଥିବା କର୍ମଚାରୀ ଗୁଣପୁର ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରାଇଛନ୍ତି ।…

ବିଧାନସଭାରେ ରେଭେନ୍ସା ଝଡ: ଶାସକ ବିରୋଧୀ ମୁହାଁମୁହିଁ

ଭୁବନେଶ୍ୱର: ବିଧାନସଭାରେ ଉଠିଲା ରେଭେନ୍ସା ନାମ ପରିବର୍ତ୍ତନ ପ୍ରସଙ୍ଗ । ଶୁନ୍ୟକାଳରେ ଏହି ପ୍ରସଙ୍ଗକୁ ନେଇ ମୁହାଁମୁହିଁ ହୋଇଛନ୍ତି ଶାସକ ଓ ବିରୋଧୀ । ବିଜେଡି ବିଧାୟକ ବ୍ୟୋମକେଶ ରାୟ ଏହି ପ୍ରସଙ୍ଗ ଗୃହରେ ଉଠାଇଛନ୍ତି । କେନ୍ଦ୍ର ମନ୍ତ୍ରୀ ଯେଉଁ କଥା କହିଲେ ତାକୁ ଉପ ମୁଖ୍ୟମନ୍ତ୍ରୀ ଓ…

ରାଜ୍ୟରେ ତିଆରି ହେବ ୧୨ଶହରୁ ଅଧିକ ଚେକ୍ ଡ୍ୟାମ

ଭୁବନେଶ୍ୱର: ରାଜ୍ୟରେ ନିର୍ମାଣ ହେବ ୧୨ ଶହରୁ ଅଧିକ ଚେକ୍ ଡ୍ୟାମ୍। ଆଜି ଗୃହରେ ଏହି ଉତ୍ତର ରଖିଛନ୍ତି ସଂସଦୀୟ ବ୍ୟାପାର ମନ୍ତ୍ରୀ ମୁକେଶ ମହଲିଙ୍ଗ। ଏନେଇ ମନ୍ତ୍ରୀ କହିଛନ୍ତି, ରାଜ୍ୟରେ ୨୦୨୨-୨୫ ଭିତରେ ୧୨୮୦ ଚେକ୍‌ ଡ୍ୟାମ୍ ନିର୍ମାଣ ପାଇଁ ପ୍ରସ୍ତାବ ହୋଇଛି। ୨୦୨୫ ସୁଦ୍ଧା ୫୮୫ ଚେକ୍‌…

ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଘୋଷଣା: ଏଣିକି ନବମ-ଏକାଦଶ ଛାତ୍ରଛାତ୍ରୀଙ୍କୁ ମିଳବ ୫ ହଜାର ଟଙ୍କା

ଭୁବନେଶ୍ୱର: ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର। ଏଣିକି ସରକାର ନବମ ଏବଂ ଏକାଦଶ ଶ୍ରେଣୀ ଛାତ୍ରଛାତ୍ରୀମାନଙ୍କୁ ବର୍ଷକୁ ୫ ହଜାର ଟଙ୍କାର ହାତଖର୍ଚ୍ଚ ପ୍ରଦାନ କରିବେ। ଅଧାରୁ ପାଠ ଛାଡୁଥିବା ଜନଜାତି ସମ୍ପ୍ରଦାୟର ଛାତ୍ରଛାତ୍ରୀଙ୍କୁ ପୁଣି ସ୍କୁଲକୁ ଫେରାଇ ଆଣିବା ପାଇଁ ରାଜ୍ୟ ସରକାର ନୂଆ…

ନାଳରୁ ଉଦ୍ଧାର ହେଲା ନିଖୋଜ ଛାତ୍ରଙ୍କ ମୃତଦେହ, ପ୍ରେମ ବ୍ୟାପାରକୁ ନେଇ ହତ୍ୟା ଅଭିଯୋଗ

ଯାଜପୁର: ୨ଦିନ ତଳେ ନିଖୋଜ ଥିଲେ ଯୁକ୍ତ ଦୁଇ ଛାତ୍ର। ଆଜି ସକାଳେ ନାଳରୁ ମିଳିଲା ମୃତଦେହ। ଯାଜପୁର ଜିଲ୍ଲା ଧର୍ମଶାଳା ଥାନା ଅନ୍ତର୍ଗତ ରଥିଆ ଗାଁ ନିକଟ ଶଗଡ଼ିଆ ନାଳରୁ ଛାତ୍ରଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ ଅଭୟପୁର ଗାଁର ନରହରି ବେହେରାଙ୍କ ପୁଅ ରୁଦ୍ର ପ୍ରସାଦ ବେହେରା। ତାଙ୍କ ବୟସ…

ପୁଣି ଆସୁଛି ବଡ଼ ବର୍ଷା, ୯ ଜିଲ୍ଲାକୁ ୟେଲୋ ୱାର୍ଣିଂ

ଭୁବନେଶ୍ୱର: ପୁଣି ଆସୁଛି ବଡ଼ ବର୍ଷା। ଏଥର ଭିଜିପାରେ ଗଣେଶ ପୂଜା। ଆଜି ବଙ୍ଗୋପସାଗରରେ ପୁଣି ସୃଷ୍ଟି ହେବ ଆଉ ଏକ ନୂଆ ଲଘୁଚାପ କ୍ଷେତ୍ର। ଉତ୍ତର ଆନ୍ଧ୍ରପ୍ରଦେଶ ଓ ସଂ ଲଗ୍ନ ଉପକୂଳରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହାର ପ୍ରଭାବରେ ପଶ୍ଚିମ କେନ୍ଦ୍ରୀୟ ଓ ବଙ୍ଗୋପସାଗରରେ ଲଘୁଚାପ…

ବିଜେପି ନେତାଙ୍କ ଉପରେ ମରଣାନ୍ତକ ଆକ୍ରମଣ, ରକ୍ତ ଜୁଡୁବୁଡୁ ଅବସ୍ଥାରେ ମେଡିକାଲରେ ଭର୍ତ୍ତି

ଗଞ୍ଜାମ: ବିଜେପି ନେତାଙ୍କ ଉପରେ ମରଣାନ୍ତକ ଆକ୍ରମଣ। ଗଞ୍ଜାମ ଆସିକାର କୋଟିନଡ଼ା ଥାନା କଲେଜ ଛକ ସୂତାକଳ ରାସ୍ତାରେ ବିଜେପି ନେତା ଶ୍ରୀନିବାସ ଭଞ୍ଜଙ୍କୁ ମରଣାତ୍ମକ ଆକ୍ରମଣ ହୋଇଥିବା ଅଭିଯୋଗ ଆସିଛି। ରକ୍ତ ଜୁଡୁବୁଡୁ ଅବସ୍ଥାରେ ମେଡିକାଲରେ ଭର୍ତ୍ତି ହୋଇଥିବା ବେଳେ ତାଙ୍କ ଅବସ୍ଥା…

ଗାଧୋଇବାକୁ ଯାଇ ପୋଖରୀରେ ବୁଡ଼ି ୨ ନାବାଳକ ମୃତ

ସମ୍ବଲପୁର: ଗାଧୋଇବାକୁ ଯାଇ ପୋଖରୀରେ ବୁଡ଼ି ୨ ନାବାଳକ ମୃତ । ଏଭଳି ଅଘଟଣ ଘଟିଛି ସମ୍ବଲପୁର ଜିଲ୍ଲା ଗୋବିନ୍ଦପୁର ଥାନା ଭିଏସଏସ କଲୋନୀରେ। ମୃତ୨ ନାବାଳକ ହେଲେ ଭିଏସଏସ କଲୋନିର ବାସିନ୍ଦା ଅନିଶ ନାଗଙ୍କ ପୁଅ ଏବଂ ବସଷ୍ଟାଣ୍ଡ ଫାଟକ ପାଖରେ ରହୁଥିବା ଗୋପାଳ ଶର୍ମାଙ୍କ ପୁଅ । ସୂଚନା…

‘ଶିକ୍ଷା ଭାରତକୁ ଏକ ଉପଭୋକ୍ତା ଅର୍ଥନୀତିରୁ ଉତ୍ପାଦକ ଅର୍ଥନୀତିରେ ପରିଣତ କରିବ’

ନୂଆଦିଲ୍ଲୀ/ଭୁବନେଶ୍ୱର: ସର୍ବବ୍ୟାପୀ ଓ ସର୍ବସ୍ପର୍ଶୀ ଆଭିମୁଖ୍ୟ ମାଧ୍ୟମରେ ଭାରତରେ ଥିବା ପ୍ରାୟ ୫ ହଜାରଟି ଉଚ୍ଚ ଶିକ୍ଷାନୁଷ୍ଠାନକୁ ଉତ୍କର୍ଷ କେନ୍ଦ୍ରରେ ପରିଣତ କରିବା ପାଇଁ ଆହ୍ୱାନ କରିଛନ୍ତି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ବୁଧବାର ଉଚ୍ଚଶିକ୍ଷା ଅନୁଷ୍ଠାନଗୁଡିକ…