Latest Odisha News

BREAKING NEWS

Browsing Category

ଓଡିଶା

Odisha

ନୂଆଖାଇ ପାଇଁ ୯ ତାରିଖ ଦିନ ସ୍କୁଲ ଛୁଟି ଘୋଷଣା

ଭୁବନେଶ୍ୱର: କୃଷି ଭିତ୍ତିକ ପର୍ବ 'ନୂଆଖାଇ' ପାଇଁ ସେପ୍ଟେମ୍ବର ୯ ତାରିଖ ଦିନ ରାଜ୍ୟର ସମସ୍ତ ବିଦ୍ୟାଳୟ ଛୁଟି ଘୋଷଣା କରିଛନ୍ତି ଓଡିଶା ସରକାର। ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି। ଏହି ବିଜ୍ଞପ୍ତି ଅନୁଯାୟୀ, ନୁଆଖାଇ ପର୍ବ ପାଇଁ ସୋମବାର ଦିନ…

ବ୍ୟାନ୍ ହେବ କି ରାସାୟନିକ ସାର? କାହିଁକି ଏମିତି କହିଲେ ମନ୍ତ୍ରୀ……

ଭୁବନେଶ୍ୱର: ଏଣିକି ରାଜ୍ୟର ସବୁ ଜିଲ୍ଲାରେ ହେବ ଜୈବିକ ଚାଷ। ରାସାୟନିକ ସାର ପ୍ରୟୋଗ ଦ୍ଵାରା କ୍ୟାନ୍ସର ରୋଗ ବଢୁଛି। ମାଟିର ଉର୍ବର ଶକ୍ତି ବି କମୁଛି । ଯାହାକୁ ନେଇ ଆଜି ଗୃହରେ ଜୈବିକ ଚାଷକୁ ପ୍ରୋତ୍ସାହନ ଦେବା ପାଇଁ ଅନୁରୋଧ କରିଥିଲେ ଉପମୁଖ୍ୟମନ୍ତ୍ରୀ ତଥା କୃଷି ମନ୍ତ୍ରୀ କନକ ବର୍ଦ୍ଧନ…

ମାଓ କ୍ୟାମ୍ପ ଧ୍ୱଂସ କଲେ ସୁରକ୍ଷାବାହିନୀ

ଫୁଲବାଣୀ: ପୁଣି ମାଓ କ୍ୟାମ୍ପ ଠାବ କଲେ ଏସଓଜି ଯବାନ । ବୌଦ୍ଧ-କନ୍ଧମାଳ ସୀମାନ୍ତ ଟୁଡିବାହାଲ ଜଙ୍ଗଲରେ ଏହି ମାଓ କ୍ୟାମ୍ପ ଠାବ କରିଛନ୍ତି ସୁରକ୍ଷାବାହିନୀ । ମାଏ କ୍ୟାମ୍ପରୁ ବିପୁଳ ପରିମାଣର ମାଓ ସାମଗ୍ରୀ ସହ ବହୁ ମାତ୍ରାରେ ବିସ୍ଫୋରକ ମଧ୍ୟ ଜବତ ହୋଇଛି । ଖବର ମୁତାବକ, ଟୁଡିବାହାଲ…

ସୁଭଦ୍ରା କଲ୍‌ ସେଣ୍ଟର ଉଦଘାଟିତ

ଭୁବନେଶ୍ବର: ଭୁବନେଶ୍ବରରେ ସୁଭଦ୍ରା କଲ୍‌ ସେଣ୍ଟର ଉଦ୍‌ଘାଟନ କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଓସିଏସି ଠାରେ ଉଦଘାଟିତ ହେଲା ସୁଭଦ୍ରା କଲ ସେଣ୍ଟର । ଏହି ଅବସରରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା କହିଛନ୍ତି ଯେ, ସର୍ବସାଧାରଣ ନିଜର ସୁବିଧା ବିଷୟରେ ପଚାରିବାକୁ ଏହି କଲ ସେଣ୍ଟର…

ଘରେ ରହି ଅନଲାଇନରେ କରିପାରିବେନି ‘ସୁଭଦ୍ରା’ ଆବେଦନ

ଭୁବନେଶ୍ୱର: ସୁଭଦ୍ରା’ ଫର୍ମକୁ ନେଇ ଦ୍ୱନ୍ଦ୍ୱ ଦୂର କଲେ ଜନସେବା କେନ୍ଦ୍ର କାର୍ଯ୍ୟକାରୀ ମୁଖ୍ୟ l ଘରେ ରହି ଅନଲାଇନରେ କରିପାରିବେନି ‘ସୁଭଦ୍ରା’ ଆବେଦନ’ l କେବଳ ଜନ ସେବା, ମୋ ସେବା କେନ୍ଦ୍ରରେ ହୋଇପାରିବ ଆବେଦନ l ସନ୍ଧ୍ୟାରୁ ଖୋଲିବ ପୋର୍ଟାଲ, କେନ୍ଦ୍ରରେ ଏବେଠୁ ଭିଡ଼ ଲଗାନ୍ତୁନି ବୋଲି…

ସ୍କୁଲରେ ମଦ ପିଇ ମାତାଲ ହେବା ଘଟଣା; ନିଲମ୍ବିତ ହେଲେ ନିଶାଡି ଶିକ୍ଷକ

ଯାଜପୁର: ଶିକ୍ଷକ ସ୍କୁଲରେ ମଦ ପିଇ ମାତାଲ ହେବା ଘଟଣା । ଅଭିଯୁକ୍ତ ଶିକ୍ଷକଙ୍କୁ ମହଙ୍ଗା ପଡିଲା ଏପରି କାରନାମା । ମାତାଲ୍ ଅବସ୍ଥାରେ ଶିକ୍ଷକଙ୍କ ଭିଡିଓ ସୋସିଆଲ ମିଡ଼ିଆରେ ଭାଇରାଲ୍ ହେବା ପରେ ନିଲମ୍ବିତ ହେଲେ ନିଶାଡି ଶିକ୍ଷକ । ଖବର ମୁତୀବକ, ଯାଜପୁର ଜିଲ୍ଲା ଦଶରଥପୁର ବ୍ଲକ ଶିକ୍ଷା…

ଅସୁରକ୍ଷିତ ଗଜରାଜ : ଆଠଗଡ଼ରେ ପୁଣି ହାତୀ ମୃତ୍ୟୁ

ଗୁଣୁପୁର: ଅସୁରକ୍ଷିତ ଗଜରାଜ। ପୁଣି ଏକ ହାତୀର ମୃତ୍ୟୁ। ଗୁଣୁପୁର ରେଞ୍ଜ ଫୁଲପୁଟି ସାନ ନଦୀ ବ୍ରିଜ୍ ନିକଟରେ ଏକ ମାଇ ହାତୀର ମୃତ ଦେହ ଠାବ କରାଯାଇଛି । କିଛି ଦିନ ହେବ ଦୁଇଟି ହାତୀ ଏହି ଅଞ୍ଚଳରେ ରହୁଥିଲେ। ସେଥି ମଧ୍ୟରୁ ଗୋଟିଏ ହାତୀର ମୃତ୍ୟୁ ହୋଇଥିବା ସୂଚନା ଦେଇଛନ୍ତି ବନ ବିଭାଗ l…

ଲୁହା ପଥର ଖଣିରେ ଖୋଳତାଡ କରୁଛି ସିବିଆଇ

କୋଇଡା: ଲୁହାପଥର ଖଣିରେ ଖୋଳତାଡ କରୁଛି ସିବିଆଇ। ଲୁହା ପଥରର ମାନ ବଦଳାଇବାରୁ ଶହ ଶହ କୋଟି ରାଜସ୍ବ କ୍ଷତି ହେବା ପରେ ବରସୁଆଁ ଲୁହାପଥର ଖଣିରେ ଚଢ଼ାଉ ଜାରି ରଖିଛି ସିବିଆଇ। ସେଠିକା ସେଲ୍ ଅଧିକାରୀଙ୍କୁ ଡାକି ପଚରାଉଚରା ଜାରିରଖିଛି। ମିଳିଥିବା ସୂଚନା ଅନୁଯାୟୀ, ଟେନସା ସ୍ଥିତ ଆର୍.…

କଳିଙ୍ଗ ପୁରସ୍କାର ବନ୍ଦକୁ ନେଇ ବିଜେଡି-ବିଜେପି କଥା କଟାକଟି

ଭୁବନେଶ୍ୱର: କଳିଙ୍ଗ ପୁରସ୍କାର ବନ୍ଦକୁ ନେଇ ଗୃହରେ ବିଜେଡି-ବିଜେପି କଥା କଟାକଟି l କଳିଙ୍ଗ ପୁରସ୍କାରକୁ ଓଡ଼ିଆ ଅସ୍ମିତା ସହ ଯୋଡ଼ିଲେ ବିଜେଡି ବିଧାୟକ l କାହିଁକି କେନ୍ଦ୍ର ପୁରସ୍କାର ବନ୍ଦ କଲା ବୋଲି ପଚାରିଲେ ୨ ବିଜେଡି ବିଧାୟକ l ଏହାର ଉତ୍ତରରେ ନିଜ ପୁରସ୍କାର କଥା ପ୍ରଥମେ ଚିନ୍ତା…

ଶ୍ରୀମନ୍ଦିର ବାହାର ରତ୍ନଭଣ୍ଡାର ସୁରକ୍ଷା ବୃଦ୍ଧି କରାଯିବାକୁ ନେଇ ନିଷ୍ପତ୍ତି

ପୁରୀ: ଦୀର୍ଘ ୪୬ ବର୍ଷ ପ୍ରତୀକ୍ଷାର ଅନ୍ତ ଘଟାଇ ଜୁଲାଇ ୧୪ ତାରିଖରେ ଖୋଲିଥିଲା ଶ୍ରୀମନ୍ଦିର ରତ୍ନ ଭଣ୍ଡାର । ଭିତର ରତ୍ନ ଭଣ୍ଡାରରେ ଥିବା ମହାପ୍ରଭୁଙ୍କ ରତ୍ନ ଅଳଙ୍କାରକୁ ସ୍ଥାନାନ୍ତର କରାଯାଇ ଶ୍ରୀମନ୍ଦିର ଭିତରେ ଥିବା ଖଟଶେଯ ଗୃହରେ ଅସ୍ଥାୟୀ ଷ୍ଟ୍ରଙ୍ଗ ରୁମ କରାଯାଇ ରତ୍ନ ଅଳଙ୍କାରକୁ…