Latest Odisha News

BREAKING NEWS

Browsing Category

ଓଡିଶା

Odisha

ଇ-କେଓ୍ବାଇସିକୁ ନେଇ କ’ଣ କହିଲେ ଖାଦ୍ୟ ଯୋଗାଣ ମନ୍ତ୍ରୀ ଜାଣନ୍ତୁ…

ଭୁବନେଶ୍ବର: ଇ-କେଓ୍ବାଇସି କୁ ନେଇ ବଡ ସୂଚନା ଦେଲେ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର । ମନ୍ତ୍ରୀ କହିଛନ୍ତି, ଇ-କେଓ୍ବାଇସି ପାଇଁ କୌଣସି ନିର୍ଦ୍ଦିଷ୍ଟ ସମୟ ସୀମା ନାହିଁ । ଏଥିପାଇଁ ପର୍ଯ୍ୟାପ୍ତ ସମୟ ମିଳିବ । ସମସ୍ତ ହିତାଧିକାରୀଙ୍କୁ ନୋଟିସ୍ ପଠାଯିବ । ମନ୍ତ୍ରୀ ଆହୁରି…

ଆଉ ବର୍ଷେ ବଢିଲା ସାମ୍ବାଦିକଙ୍କ ସ୍ୱାସ୍ଥ୍ୟବୀମା ଯୋଜନା

ଭୁବନେଶ୍ବର: ବଢିଲା ସାମ୍ବାଦିକଙ୍କ ସ୍ୱାସ୍ଥ୍ୟବୀମା ଯୋଜନା । କାର୍ଯ୍ୟରତ ସାମ୍ବାଦିକଙ୍କୁ ମିଳୁଥିବା ଗୋପବନ୍ଧୁ ସ୍ୱାସ୍ଥ୍ୟବୀମା ଯୋଜନାକୁ ଆଉ ଏକ ବର୍ଷ ବୃଦ୍ଧି କଲେ ରାଜ୍ୟ ସରକାର । ଏହାର ସମୟ ସୀମା ଚଳିତ ମାସ ୩୧ ତାରିଖ ପର୍ଯ୍ୟୱନ୍ତ ଥିବାବେଳେ ଏଠାକୁ ଆଉ ଏକ ବର୍ଷ ପର୍ଯ୍ୟନ୍ତ ବଢାଇ…

ଧର୍ମଶାଳା…ହିମାଂଶୁ ବନାମ ପ୍ରଣବ

ଭୁବନେଶ୍ବର: ହିମାଂଶୁ ସାହୁ ବନାମ ପ୍ରଣବ ବଳବନ୍ତରାୟ । ବିଧାୟକ ବନାମ ପୂର୍ବତନ ବିଧାୟକ । ଦୁଇ ନେତାଙ୍କ ମଧ୍ୟରେ ତୁ ତୁ ମେ ମେ କୁ ନେଇ ଉଠୁଛି ପଡୁଛି ଧର୍ମଶାଳା ରାଜନୀତି। କେତେବେଳେ ସ୍ବର୍ଗତ କଳ୍ପତରୁ ଦାସଙ୍କ ପ୍ରତିମୂର୍ତ୍ତିକୁ ନେଇ ତ କେତେବେଳେ ଧର୍ମଶାଳାରେ ଆଇନ ଶୃଙ୍ଖଳାକୁ ନେଇ ଉଭୟ…

‘ସେବା, ସ୍ୱାଭିମାନ ସଂଗ୍ରାମ ଓ ସଚେତନତା ଆମର ଆଦର୍ଶ’

ଭୁବନେଶ୍ୱର: ସେବା, ସଂଗ୍ରାମ, ସ୍ୱାଭିମାନ ଓ ସଚେତନତା ହେଉଛି ବିଜୁ ଜନତା ଦଳର ଆଦର୍ଶ । ଏକ ଆଞ୍ଚଳିକ ଦଳ ଭାବରେ ବିଜୁ ଜନତା ଦଳଗତ ୨୭ ବର୍ଷ ଧରି ଓଡିଶା ବାସୀଙ୍କ ସେବା କରିଆସୁଛି । ଛାତ୍ର, ଯୁବକ, ମହିଳା, ଚାଷୀ ଶ୍ରମିକ ସମସ୍ତଙ୍କୁ ସାଥିରେ ନେଇ ଏହା ଆଜି ଏକ ସାମାଜିକ ଆନ୍ଦୋଳନରେ ପରିଣତ…

ବିଜେଡି ସରକାରଙ୍କର ‘ନୂଆ ଓ’ରେ ପଡିଲା ପୂର୍ଣ୍ଣଚ୍ଛେଦ

ଭୁବନେଶ୍ବର: ବନ୍ଦ ହେଲା ନବୀନ ସରକାରଙ୍କର ‘ନୂଆ ଓ’ । ନବୀନ ସରକାରଙ୍କ ‘ନୂଆ ଓ’ କାର୍ଯ୍ୟକ୍ରମ ବନ୍ଦ କଲେ ମୋହନ ସରକାର । ଶୁକ୍ରବାର ପୂର୍ବ ସରକାରଙ୍କ ‘ନୂଆ ଓ’ ତଥା ନୂତନ ଉନ୍ନତି ଅଭିଳାଷ ଓଡିଶା କାର୍ଯ୍ୟକ୍ରମ ବନ୍ଦ ବୋଲି ଘୋଷଣା କରିଛନ୍ତି ରାଜ୍ୟ ସରକାର । ଣିକି ନୂଆ ସରକାର ପିଜି ଓ…

ପୁଣି ସଂଶୋଧନ ହେବ ବିଶ୍ବବିଦ୍ୟାଳୟ ଆଇନ, ଫେରିବ ସିନେଟ୍

ଭୁବନେଶ୍ବର: ପୁଣି ସଂଶୋଧନ ହେବ ୨୦୨୦ ବିଶ୍ବବିଦ୍ୟାଳୟ ସଂଶୋଧନ ଆଇନ୍ । ଗୃହରେ ବିଜେଡି ବିଧାୟକ ଗଣେଶ୍ବର ବେହେରାଙ୍କ ପ୍ରଶ୍ନରେ ଏହି ଉତ୍ତର ରଖିଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ । ଏନେଇ ମନ୍ତ୍ରୀ କହିଛନ୍ତି, ପୁଣି ବିଶ୍ବବିଦ୍ୟାଳୟ ଆଇନ ସଂଶୋଧନ ହେବ । ପୁରୁଣା…

ହୀରାକୁଦ ଖୋଲିଲା ଆଉ ୪ ଗେଟ୍

ସମ୍ବଲପୁର: ଆଉ ୪ଟି ଗେଟ୍ ଖୋଲିଲା ହୀରାକୁଦ । ଉପର ମୁଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ଆହୁରି ୪ଟି ଗେଟ୍ ଖୋଲିଛନ୍ତି କର୍ତ୍ତୃପକ୍ଷ । ବର୍ତ୍ତମାନ ମୋଟ ୬ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସିତ କରୁଛି ହୀରାକୁଦ ।

କେବେ ଖୋଲିବ ଶ୍ରୀଗୁଣ୍ଡିଚା ମନ୍ଦିର ? ସୌନ୍ଦର୍ଯ୍ୟକରଣ କାର୍ଯ୍ୟ ଶେଷ କରିବାକୁ ଅନୁଧ୍ୟାନ

ପୁରୀ: କୋଭିଡ ପରଠାରୁ ବନ୍ଦ ରହିଛି ଶ୍ରୀଗୁଣ୍ଡିଚା ମନ୍ଦିର। କେବେ ଖୋଲିବ ଶ୍ରୀଗୁଣ୍ଡିଚା ମନ୍ଦିର, ସେନେଇ ଚାଲିଛି ଚର୍ଚ୍ଚା। ଏହାରି ଭିତରେ ମନ୍ଦିରର ସୌନ୍ଦର୍ଯ୍ୟ କରଣ କାର୍ଯ୍ୟ ଶେଷ କରିବା ପାଇଁ ଅନୁଧ୍ୟାନ କଲେ ଜିଲ୍ଲାପାଳ ଓ ମୁଖ୍ୟ ପ୍ରଶାସକ। ତେବେ ମାର୍ଚ୍ଚ ପର୍ଯ୍ୟନ୍ତ ଶ୍ରୀଗୁଣ୍ଡିଚା…

ଗିରଫ ହେଲେ ସସ୍ମିତା: ଚାକିରୀ ଦେବା ନାଁରେ ଠକି ଥିଲେ ଲକ୍ଷ ଲକ୍ଷ ଟଙ୍କା

ମାଲକାନଗିରି: ଗିରଫ ହେଲେ ପୂର୍ବ ବିଜେଡି ନେତ୍ରୀ ସସ୍ମିତା ମାଝୀ । ଚାକିରି ଦେବା ନାଁରେ ଠକେଇ ଅଭିଯୋଗରେ ଜଗତସିଂହପୁରରୁ ସସ୍ମିତାଙ୍କୁ ଗିରଫ କରିଛି ମାଥିଲି ପୋଲିସ । ବିଜେଡିରୁ ବହିଷ୍କାର ହୋଇଥିବା ମାଲକାନଗିରି ମୈଥିଲି ବ୍ଲକ ଜୋନ-୩ର ଜିଲ୍ଲା ପରିଷଦ ସଦସ୍ୟ ସସ୍ମିତା ମାଝି ଗତ ଦୁଇ…

ଭିଜିଲାନ୍ସ ଜାଲରେ ଡିଇଓ ଅଫିସର କନିଷ୍ଠ କିରାଣୀ, ୬ଟି ସ୍ଥାନରେ ଚାଲିଛି ରେଡ୍‌

ବାଲେଶ୍ବର: ଭିଜିଲାନ୍ସ ଜାଲରେ ଡିଇଓ ଅଫିସର କନିଷ୍ଠ କିରାଣୀ। କନିଷ୍ଠ କିରାଣୀ ପ୍ରଦୀପ ଦାସଙ୍କ ଘରେ ଭିଜିଲାନ୍ସ ରେଡ୍‌। ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ୬ଟି ସ୍ଥାନରେ ଚାଲିଛି ରେଡ୍‌। ବାଲେଶ୍ବର ସ୍ୱତନ୍ତ୍ର ଭିଜିଲାନ୍ସ ଜଜଙ୍କ ଅନୁମତି କ୍ରମେ ଚାଲିଛି ଏହି ରେଡ୍ । ବାଲେଶ୍ବର…