Latest Odisha News

BREAKING NEWS

Browsing Category

ଓଡିଶା

Odisha

ମାହାଙ୍ଗା ଡବଲ ମର୍ଡର ମାମଲା: ବିଜେଡି ନେତା ପ୍ରତାପ ଜେନା ୧୩ ନମ୍ବର ମୁଦାଲା

କଟକ: ବହୁ ଚର୍ଚ୍ଚିତ ମାହାଙ୍ଗା ଡବଲ ମର୍ଡର ମାମଲାରେ ପୂର୍ବତନ ମନ୍ତ୍ରୀ ତଥା ବିଜେଡି ନେତା ପ୍ରତାପ ଜେନା ଥିଲେ ୧୩ ନମ୍ବର ମୁଦାଲା l ଏତଲାରେ ପ୍ରତାପଙ୍କ ନାଁ ରଖିଥିଲେ ମୃତ କୁଳମଣିଙ୍କ ପୁଅ ରମାକାନ୍ତ l ପୋଲିସ ଚାର୍ଜସିଟ୍‌ରେ ପ୍ରତାପଙ୍କ ନାଁ ନରଖିବାରୁ କୋର୍ଟରେ ଅପିଲ୍‌ ହୋଇଥିଲା l ପରେ…

ବଦଳିଲେ ଶ୍ରୀମନ୍ଦିର ଉନ୍ନୟନ ପ୍ରଶାସକ

ପୁରୀ: ବଦଳିଲେ ଶ୍ରୀମନ୍ଦିର ଉନ୍ନୟନ ପ୍ରଶାସକ l ଓଏଏସ ଅଧିକାରୀ ଦେବବ୍ରତ ସାହୁଙ୍କୁ ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନର ପ୍ରଶାସକ (ଉନ୍ନୟନ) ଭାବେ ନିଯୁକ୍ତି ମିଳିଛି । ସେହିପରି ଖୋର୍ଦ୍ଧା ଉପଜିଲ୍ଲାପାଳ ଦୀପ୍ତିରଂଜନ ସେଠୀଙ୍କୁ ଶ୍ରୀମନ୍ଦିର ପ୍ରଶାସନର ଉପ ପ୍ରଶାସକ (ରାଜସ୍ବ) ଭାବେ ଦାୟିତ୍ବ…

ରାଜ୍ୟରେ ବନ୍ଦ ପଡିଛି ୧୫ ହଜାର ୩୧୫ ପଞ୍ଜୀକୃତ ଶିଳ୍ପ

ଭୁବନେଶ୍ୱର: ରାଜ୍ୟରେ ବନ୍ଦ ପଡିଛି ୧୫ ହଜାର ୩୧୫ ପଞ୍ଜୀକୃତ ଶିଳ୍ପ l ଏନେଇ ଗୃହରେ ସୂଚନା ଦେଇଛନ୍ତି ଏମ୍‌ଏସ୍‌ଏମ୍‌ଇ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ l ମନ୍ତ୍ରୀଙ୍କ କହିବାନୁସାରେ, କଟକରେ ସର୍ବାଧିକ ୨୪୦୨ ଓ ସୁନ୍ଦରଗଡ଼ରେ ୨୦୨୦ ଶିଳ୍ପ ବନ୍ଦ ପଡିଛି l ସେହିପରି ଖୋର୍ଦ୍ଧାରେ ୧୫୦୪…

ସାବଧାନ୍ ମଣିଷ ଦେହରେ ବାର୍ଡ ଫ୍ଲୁ!

ଭୁବନେଶ୍ବର: ବାର୍ଡ ଫ୍ଲୁ ବଢାଇଲା ଚିନ୍ତା । ମଣିଷ ଦେହରେ ବାର୍ଡ ଫ୍ଲୁ ! ପୁରୀ ଜିଲ୍ଲା ମଙ୍ଗଳପୁର ସିଏଚସିରେ ଜଣେ ବାର୍ଡ ଫ୍ଲୁ ସନ୍ଦିଗ୍ଧ ଚିହ୍ନଟ ହୋଇଥିବା ଜଣାପଡିଛି। ସଂପୃକ୍ତ ବ୍ୟକ୍ତିଙ୍କ ନମୁନା ପୁନେ ନ୍ୟାସନାଲ ଇନଷ୍ଟିଚ୍ୟୁଟ୍ ଅଫ୍ ଭାଇରୋଲୋଜିକୁ ପଠାଯାଇଛି । ରିପୋର୍ଟ ଆସିବା ପାଇଁ…

କାହିଁକି ବିଧାନସଭାକୁ ମୋବାଇଲ ଓ ପାଣି ବୋତଲ ମନା?

ଭୁବନେଶ୍ବର: ଏଥର ବିଧାନସଭା ଭିତରେ ମୋବାଇଲ ଓ ପାଣି ବୋତଲ ବ୍ୟବହାର ନେଇ ଲାଗିଲା ରୋକ । କୌଣସି ବିଧାୟକ ଏବଂ ମନ୍ତ୍ରୀ ବିଧାନସଭା ଭିତରକୁ ମୋବାଇଲ କିମ୍ବା ପାଣି ବୋତଲ ନେଇ ଯାଇପାରିବେ ନାହିଁ । ଏନେଇ ରୋକଠୋକ ଶୁଣାଇ ଦେଇଛନ୍ତି ବାଚସ୍ପତି ସୁରମା ପାଢୀ । ଖବର ମୁତାବକ, ଆଜି ଗୃହ…

ବାର୍ଡ ଫ୍ଲୁ: କୁକୁଡ଼ା ଚାଷୀଙ୍କୁ ମିଳିବ କ୍ଷତିପୂରଣ

ଭୁବନେଶ୍ୱର: ବାର୍ଡ ଫ୍ଲୁ ପାଇଁ କୁକୁଡ଼ା ଚାଷୀଙ୍କୁ ମିଳିବ କ୍ଷତିପୂରଣ l ଏନେଇ ସୂଚନା ଦେଇଛନ୍ତି ମତ୍ସ୍ୟ ଓ ପଶୁ ସଂପଦ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ l ଏ ପର୍ଯ୍ୟନ୍ତ ୩୦ ହଜାର କୁକୁଡ଼ାଙ୍କୁ ମରାଯାଇଛି l କ୍ଷତିଗ୍ରସ୍ତ କୁକୁଡ଼ା ଚାଷୀଙ୍କୁ କ୍ଷତିପୂରଣ ଦେବାକୁ ଯୋଜନା ହେଉଛି l ଛୋଟ…

ଇ-କେୱାଇସି ଯାଞ୍ଚ ପରେ ମିଳିବ ନୂଆ ରାସନ କାର୍ଡ

ଭୁବନେଶ୍ୱର: ରାସନ କାର୍ଡକୁ ଯାଇ ଆସିଲା ବଡ଼ ଖବର। ଇ-କେୱାଇସି ଯାଞ୍ଚ ପରେ ନୂଆ ରାସନ କାର୍ଡ ମିଳିବ ବୋଲି ଉଚ୍ଚ ଶିକ୍ଷା ମନ୍ତ୍ରୀ ସୂଚନା ଦେଇଛନ୍ତି। ବୁଧବାର ଗୃହରେ ଖାଉଟି କଲ୍ୟାଣ ମନ୍ତ୍ରୀଙ୍କ ଅନୁପସ୍ଥିତିରେ ଉଚ୍ଚ ଶିକ୍ଷା ମନ୍ତ୍ରୀ କହିଛନ୍ତି, ଆବେଦନ କରିଥିବା ହିତାଧିକାରୀ ନୂଆ ରାସନ…

ମାହାଙ୍ଗା ଡବଲ ମର୍ଡର: ୯ ଜଣଙ୍କୁ ଆଜୀବନ କାରାଦଣ୍ଡାଦେଶ

କଟକ: ବହୁଚର୍ଚ୍ଚିତ ମାହାଙ୍ଗା ଡବଲ ମର୍ଡର ମାମଲାର ଆଜି ଶୁଣାଣି ହୋଇଛି । ଏହି ଘଟଣାରେ ୯ ଜଣଙ୍କୁ ଆଜୀବନ କାରାଦଣ୍ଡାଦେଶ ଶୁଣାଣି ହୋଇଛି । ହେଲେ ପ୍ରମାଣ ଅଭାବରୁ ଜଣେ ଅଭିଯୁକ୍ତ ନିର୍ଦ୍ଦୋଷରେ ଖଲାସ ହୋଇଛି । ସାଲେପୁରର ଅତିରିକ୍ତ ଦୌରାଜଜ ଏହି ଦଣ୍ଡାଦେଶ ଶୁଣାଇଛନ୍ତି । ସୂଚନାଯୋଗ୍ୟ,…

ରାଜ୍ୟରେ ଖୁବ୍‌ଶୀଘ୍ର ଆରମ୍ଭ ହେବ ସିଏମ୍ କିଷାନ ଯୋଜନା,କାହାକୁ ମିଳିବ କେତେ ଟଙ୍କା ?

ଭୁବନେଶ୍ୱର: ରାଜ୍ୟରେ ଖୁବ୍‌ଶୀଘ୍ର ଆରମ୍ଭ ହେବ ସିଏମ୍ କିଷାନ ଯୋଜନା। ବିଧାନସଭାରେ କୃଷି ମନ୍ତ୍ରୀ କେଭି ସିଂହଦେଓ ଦେଲେ ସୂଚନା। ବର୍ଷକୁ ୨ଟି କିସ୍ତିରେ ମିଳିବ ଦୁଇ ହଜାର ଲେଖାଏଁ ୪ ହଜାର ଟଙ୍କା। ଭୂମିହୀନ ଚାଷୀଙ୍କୁ ୩ଟି କିସ୍ତିରେ ମିଳିବ ୧୨,୫୦୦ ଟଙ୍କା। ନୂଆ ସାମିଲ ପାଇଁ ସିଏମ୍…

ମଣିଷକୁ ଡେଇଁଲା କି ବାର୍ଡ ଫ୍ଲୁ, ୨ ଜଣ ସନ୍ଦିଗ୍ଧ ଚିହ୍ନଟ

ଭୁବନେଶ୍ୱର: କୁକୁଡା ପରେ ଏବେ ମଣିଷକୁ ବାର୍ଡ ଫ୍ଲୁ ଡେଇଁଛି। ୨ ଜଣ ବାର୍ଡ ଫ୍ଲୁ ସନ୍ଦିଗ୍ଧ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତ ବୋଲି କହି ହେବନି। ଲକ୍ଷଣ ଥିବା ୨ ଜଣଙ୍କ ନମୁନା ଆରଏମଆରସିକୁ ପରୀକ୍ଷା ପାଇଁ ପଠାଯାଇଛି ବୋଲି ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ନୀଳକଣ୍ଠ ମିଶ୍ରଙ୍କ ପକ୍ଷରୁ ବୁଧବାର…