Latest Odisha News

BREAKING NEWS

Browsing Category

ଓଡିଶା

Odisha

ଆସୁଛି ଆଉ ଏକ ଲଘୁଚାପ: ଆହୁରୀ ୩ ଦିନ ପ୍ରବଳ ବର୍ଷିବ, ଆଜି ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର: ଆସନ୍ତା ୩୧ ତାରିଖ ଯାଏ ରାଜ୍ୟରେ ଭାରି ବର୍ଷା ହେବ। କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ଗୁରୁବାର ପୂର୍ବକେନ୍ଦ୍ରୀୟ ଓ ଉତ୍ତର ବଙ୍ଗୋପସାଗର ସଂଲଗ୍ନ ଅଞ୍ଚଳରେ ଏକ ଲଘୁଚାପ ସୃଷ୍ଟି ହେବ। ଏହାର ପ୍ରଭାବରେ ଆସନ୍ତା ୩ ଦିନ ରାଜ୍ୟରେ ପ୍ରବଳ ବର୍ଷା ହେବ ବୋଲି…

‘ଯୁବପିଢ଼ି ପାରମ୍ପରିକ ଖାଦ୍ୟ ପ୍ରତି ଆକୃଷ୍ଟ ହେଲେ ବିଲୁପ୍ତପ୍ରାୟ ଶସ୍ୟ ଗୁଡ଼ିକୁ ପୁନର୍ଜୀବିତ…

ଭୁବନେଶ୍ୱର: ଚଳିତ ନଭେମ୍ବର ୧୦ ତାରିଖରେ ଅନ୍ତର୍ଜାତୀୟ ଶ୍ରୀ-ଅନ୍ନ ସମ୍ମିଳନୀ ଅନୁଷ୍ଠିତ ହେବ । ସେନେଇ ଆଜି ଏକ ପ୍ରସ୍ତୁତି ବୈଠକ ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ ମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ହଜିଯାଉଥିବା…

ମହଙ୍ଗା ପଡିଲା ମହିଳାଙ୍କ ସହ ସଂପର୍କ, ଚାକିରିରୁ ବିଦା ହେଲେ ଏମ୍ସ ସୁରକ୍ଷାକର୍ମୀ

ଭୁବନେଶ୍ୱର: ଭୁବନେଶ୍ୱର ଏମ୍‌ସ ହସ୍ପିଟାଲ ସିକ୍ୟୁରିଟି ଗାର୍ଡଙ୍କ ଦ୍ୱାରା ମହିଳାଙ୍କୁ ଦୁଷ୍କର୍ମ ଅଭିଯୋଗ । ସ୍ୱାମୀ ବ୍ଲଡ଼ କ୍ୟାନ୍‌ସରରେ ଚିକିତ୍ସିତ ହେଉଥିବା ବେଳେ ଶାରିରୀକ ସମ୍ପର୍କ ରଖିବାକୁ ସିକୁରିଟି ଗାର୍ଡ ବାଧ୍ୟ କରିଥିବା ଅଭିଯୋଗ ହୋଇଛି । ଏପରି ଏକ ସାଂଘାତିକ ଅଭିଯୋଗ ପରେ…

ଭିଜିଲାନ୍ସ ଜାଲରେ ଲାଞ୍ଚୁଆ ପୋଲିସ୍ ବାବୁ

କନ୍ଧମାଳ: ଭିଜିଲାନ୍ସ ଜାଲରେ ଲାଞ୍ଚୁଆ ପୋଲିସ୍ ବାବୁ । ଲାଞ୍ଚ ନେଲା ବେଳେ କୋଟଗଡ଼ ଥାନା ଏଏସଆଇ ରଜନୀକାନ୍ତ ଦାସଙ୍କୁ ମାଡି ବସିଲା ଭିଜିଲାନ୍ସ। ଏକ ମାମଲାର ରଫାଦଫା କରିବାକୁ ଜଣେ ବ୍ୟକ୍ତିଙ୍କ ନିକଟରୁ ୧୫ ହଜାର ଟଙ୍କା ଲାଞ୍ଚ ନେଉଥିଲେ ଏଏସଆଇ ରଜନୀକାନ୍ତ । ସୂଚନା ଅନୁସାରେ, କୋଟଗଡ଼…

‘ଜଳକ୍ଲିଷ୍ଟ ଅଞ୍ଚଳରେ ଫସଲହାନି ରୋକିବା ପାଇଁ ଜଳଧାରା-ପୋଖରୀ ଖନନ କରାଯିବ’

ଭୁବନେଶ୍ୱର: ଜଳକ୍ଲିଷ୍ଟ ଅଞ୍ଚଳରେ ଫସଲହାନି ରୋକିବା ପାଇଁ ନୂତନ ଜଳଧାରା-କ୍ଷେତ ପୋଖରୀ ନିର୍ମାଣ ନେଇ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି । କୃଷି ଭବନସ୍ଥିତ ବୋର୍ଡରୁମରେ ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ ମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ…

ସୋଆରେ ସ୍ପ୍ରିଞ୍ଜର ନେଚର ପକ୍ଷରୁ ରାଇଜ୍ କନ୍‌କ୍ଲେଭ ଆୟୋଜିତ

ଭୁବନେଶ୍ୱର: ଆଜି ଶିକ୍ଷା ଓ ଅନୁସନ୍ଧାନ (ସୋଆ)ରେ ସ୍ପ୍ରିଞ୍ଜର ନେଚର ପକ୍ଷରୁ ‘ରିସର୍ଚ୍ଚ ଇନ୍‌ଟିଗ୍ରିଟି ଇନ୍ ସାଇନ୍ସ ଆଣ୍ଡ ଏଜୁକେସନ୍‌’ (ରାଇଜ୍‌) କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ପରିପ୍ରେକ୍ଷୀରେ ‘ରାଇଜ୍ କନ୍‌କ୍ଲେଭ୍‌’ ମଧ୍ୟ ଆୟୋଜିତ ହୋଇଯାଇଛି । କାର୍ଯ୍ୟକ୍ରମରେ ଓଡ଼ିଶାର…

ଓଡ଼ିଶାର ୨ ଶିକ୍ଷକଙ୍କୁ ମିଳିବ ଜାତୀୟ ଶିକ୍ଷକ ସମ୍ମାନ

ଭୁବନେଶ୍ଵର: ଗୁରୁ ଦିବସ ଅବସରରେ ଶିକ୍ଷାଦାନ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ଦିଆଯାଉଥିବା ସମ୍ମାନଜନକ ଜାତୀୟ ଶିକ୍ଷକ ପୁରସ୍କାର ପାଇବାକୁ ଓଡ଼ିଶାରୁ ଦୁଇ ଜଣ ବିଶିଷ୍ଟ ଶିକ୍ଷକ ମନୋନୀତ ହୋଇଛନ୍ତି । ଦୁଇ ଜଣ ଶିକ୍ଷକ ହେଲେ ରାୟଗଡ଼ା ବିଲେଶୁ ଆଦିବାସୀ ମଙ୍ଗଳ ବିଭାଗ ଶିକ୍ଷକ…

ନାବାଳିକା ଦୁଷ୍କର୍ମ ଘଟଣା: ତିନି ଅଭିଯୁକ୍ତଙ୍କୁ ୨୦ବର୍ଷ ଲେଖାଏଁ କାରାଦଣ୍ଡ

ଯାଜପୁର: ନାବାଳିକାଙ୍କୁ ଦୁଷ୍କର୍ମ ଘଟଣାରେ ଜେଲ୍ ଦଣ୍ଡ । ତିନି ଅଭିଯୁକ୍ତଙ୍କୁ ୨୦ବର୍ଷ ଲେଖାଏଁ ଜେଲ ଦଣ୍ଡାଦେଶ ଶୁଣାଇଲେ ଯାଜପୁର ଅତିରିକ୍ତ ଜିଲ୍ଲା ଜଜ । ମୁଖ୍ୟ ଅଭିଯୁକ୍ତ କେନ୍ଦୁଝରର ଭଗବାନ ମହାରଣାଙ୍କ ସହ ଅନ୍ୟ ଦୁଇ ଅଭିଯୁକ୍ତ ପୁନମ ଅଗ୍ରୱାଲ ଓ ନିରାକାର ପାଣିଗ୍ରାହୀକୁ ଦଣ୍ଡାଦେଶ ।…

ମମତା ମହାନ୍ତଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ରାଜ୍ୟସଭାକୁ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି ମମତା ମହାନ୍ତ । ଏହି ଅବସରରେ ବିଧାନସଭା କକ୍ଷରେ ନବ ନିର୍ବାଚିତ ରାଜ୍ୟସଭା ସଦସ୍ୟ ମମତା ମହାନ୍ତଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏହି ଅବସରରେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ…

ବଡ ଘୋଷଣା: ପରିବାରର ପ୍ରତ୍ୟେକ ମହିଳାଙ୍କୁ ମିଳିବ `ସୁଭଦ୍ରା’ ଟଙ୍କା

ଭୁବନେଶ୍ଵର: ପରିବାରର ପ୍ରତ୍ୟେକ ମହିଳାଙ୍କୁ ମିଳିବ `ସୁଭଦ୍ରା' ଟଙ୍କା । ବିଧାନସଭାରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ ବଡ ଘୋଷଣା । ଗୋଟିଏ ପରିବାରରେ ଯେତେ ଜଣ ମହିଳା ଥିବେ ସମସ୍ତଙ୍କୁ ମିଳିବ ଟଙ୍କା । ବିଧବା ମହିଳା, ଛାତ୍ରବୃତ୍ତି ପାଉଥିବା ଝିଅଙ୍କୁ ମଧ୍ୟ ମିଳିବ `ସୁଭଦ୍ରା'…