Latest Odisha News

BREAKING NEWS

Browsing Category

ଓଡିଶା

Odisha

ସ୍କୁଲ୍ ପିଲାଙ୍କ ପାଇଁ ବଡ଼ ଆଶ୍ୱାସନା: ରାଜ୍ୟରେ ଲାଗୁ ହେଲା NEP-2020, ବର୍ଷକୁ ୧୦ ଦିନ ‘ବ୍ୟାଗ୍‌-ମୁକ୍ତ’ ହେବେ…

ଭୁବନେଶ୍ୱର: ଶିକ୍ଷା କ୍ଷେତ୍ରରେ ଏକ ବଡ଼ ଓ ଯୁଗାନ୍ତକାରୀ ସଂସ୍କାର ଆଣିଛନ୍ତି ରାଜ୍ୟ ସରକାର। ଗତ କିଛି ବର୍ଷ ଧରି କୋମଳମତି ଶିଶୁଙ୍କ ପିଠିରେ ବସ୍ତାନିର ବୋଝ ଏବଂ ପାଠପଢ଼ାର ମାନସିକ ଚାପକୁ ନେଇ ଯେଉଁ ଉଦ୍‌ବେଗ ପ୍ରକାଶ ପାଉଥିଲା, ତାହାର ଅନ୍ତ ଘଟିବାକୁ ଯାଉଛି। ଜାତୀୟ…

୨୬ ଜିଲ୍ଲାକୁ କାଳବୈଶାଖୀ ଆଲର୍ଟ, ବିଜୁଳି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା

ଭୁବନେଶ୍ୱର: ରାଜ୍ୟରେ କାଳବୈଶାଖୀ ବର୍ଷାର ପ୍ରଭାବ ଜାରି ରହିଛି। ଆଜି ରାଜ୍ୟର ୨୬ଟି ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ପାଇଁ ଆଞ୍ଚଳିକ ପାଣିପାଗ କେନ୍ଦ୍ର ଆଲର୍ଟ ଜାରି କରିଛି। ସେଥିରୁ ୭ଟି ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଓ ୧୯ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଦିଆଯାଇଛି। ବିଜୁଳି ଘଡ଼ଘଡ଼ି ସହ…

ଝଗଡା ହେଲା ବୋଲି ଶିଶୁକୁ ମିଠାରେ ବିଷ ଦେଲେ ପଡୋଶୀ !ଶିଶୁଭବନରେ ଚାଲିଛି ଚିକିତ୍ସା …

କଟକ:ଏକ ଦୁଃଖଦ ଓ ଅମାନୁଷିକ ଘଟଣା ସାମ୍ନାକୁ ଆସିଛି । ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ୫ ବର୍ଷର ଶିଶୁକୁ ମିଠାରେ ପଡୋଶୀ ବିଷ ଦେଇ ଦେଇଥିବା ଅଭିଯୋଗ ହୋଇଛି । ଏଭଳି ଘଟଣା ଘଟିଛି କଟକ ଜିଲ୍ଲା ସାଲେପୁର ଥାନା ବାହାବଳପୁର ଗାଁରେ । ଗତ ମାସ ୨୨ ତାରିଖ ଦିନ ୫ ବର୍ଷର ନିଷ୍ପାପ ଶିଶୁ…

ମାଆଙ୍କ ପାଇଁ ଛତା ନେଇ ଯାଇଥିଲେ ନାବାଳକ…ବଜ୍ରାଘାତରେ ଚାଲିଗଲା ଜୀବନ

ଭଦ୍ରକ: ବଜ୍ରାଘାତରେ ଚାଲିଗଲା ନାବାଳକର ଜୀବନ। ୧୦ ବର୍ଷର ନାବାଳକ ନିଜ ମାଆଙ୍କୁ ଗୁହାଳ ଘରୁ ଆଣିବାକୁ ଛତା ନେଇ ଯାଇଥିଲେ। ଆଉ ଛତା ନେଇ ଗୁହାଳରେ ପହଞ୍ଚିବା ପୂର୍ବରୁ ବଜ୍ରାଘାତରେ ଚାଲିଗଲା ନାବାଳକର ଜୀବନ। ଏହି ଅଘଟଣ ଘଟିଛି ଭଦ୍ରକ ଗ୍ରାମାଞ୍ଚଳ ଥାନା ଅଧି ବନ୍ଧଗାଁ ପଞ୍ଚାୟତ ସାମଲ ସାହିରେ…

ବାଘ ଛାଲ ବିକ୍ରି ନେଇ ଯୋଜନା ଚାଲିଥିବାବେଳେ ୨ ଶିକାରୀଙ୍କୁ ମାଡି ବସିଲା ପୋଲିସ, ୨ଟି କଲରାପତରିଆ ଚମଡ଼ା ଜବତ

ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲାରୁ ପୁଣି ବାଘ ଛାଲ ଜବତ ହୋଇଛି । ଘଟଣାରେ ଦୁଇ ଜଣ ଶିକାରୀଙ୍କୁ ଗିରଫ କରିବାରେ ସଫଳ ହୋଇଛି ପୋଲିସ । ଅଭିଯୁକ୍ତମାନେ ହେଲେ ଗଜପତି ଜିଲ୍ଲା ରାମଗିରି ଥାନା ବଡ଼ଗାଁ କେଶବା ଜମାଦାର (୩୪) ଓ ଜରଡ଼ା ଥାନା ବୁରାତାଲ ଗ୍ରାମର ବୀରା ଜମାଦାର (୪୫ ବର୍ଷ) । ତେବେ…

Accident At Cuttack: ସାର ବୋଝେଇ ଟ୍ରକ୍‌ ତଳେ ଚାପି ହୋଇଗଲା ଅଟୋ;ଶିଶୁ-ମହିଳା ସମତେ ୪ ଆହତ

କଟକ: କଟକରେ ସିରିଜ ଦୁର୍ଘଟଣା ଘଟାଇ ଓଲଟିଲା ମାଲବାହୀ ଟ୍ରକ୍ । ଯାତ୍ରୀବାହୀ ଅଟୋ ଉପରେ ଏକ ସାର ବୋଝେଇ ଟ୍ରକ୍‌ ଓଲଟି ପଡ଼ିଛି। ଏହି ଦୁର୍ଘଟଣାରେ ଜଣେ ଶିଶୁ, ଜଣେ ମହିଳାଙ୍କ ସମେତ ୪ଜଣ ଆହତ ହୋଇଛନ୍ତି। ଆହତମାନଙ୍କୁ କଟକ ବଡ଼ମେଡିକାଲରେ ଭର୍ତ୍ତି କରାଯାଇଛି। ସୂଚନା ଅନୁସାରେ,ଆଜି…

ଦିଗପହଣ୍ଡିରେ ଚାଞ୍ଚଲ୍ୟ; ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ କଲେ ନବମ ଶ୍ରେଣୀ ଛାତ୍ର

ଗଞ୍ଜାମ: ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ କଲେ ନବମ ଶ୍ରେଣୀ ଛାତ୍ର । ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଞ୍ଚଳରେ । ଚଳିତ ବର୍ଷ ୧୦ମ ଶ୍ରେଣୀକୁ ଉତ୍ତୀର୍ଣ୍ଣ ହୋଇଥିବା ୧୫ ବର୍ଷୀୟା ଛାତ୍ରୀଙ୍କୁ ୯ମ ଶ୍ରେଣୀରେ ପଢ଼ୁଥିବା ସେହି ଗ୍ରାମର ଜଣେ ୧୭…

୧୨ ହଜାର କୋଟି ଟଙ୍କା ବିନିଯୋଗରେ ରାଜ୍ୟବ୍ୟାପୀ ନିର୍ମାଣ ହେବ ୨୨୦୦ ଆଦର୍ଶ ବିଦ୍ୟାଳୟ

ଭୁବନେଶ୍ୱର: ଖୋର୍ଦ୍ଧା ଜିଲ୍ଲା କୁମାରବସ୍ତ ଠାରେ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଯୋଜନାର ଦ୍ୱିତୀୟ ପର୍ଯ୍ୟାୟ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏହି ଅବସରରେ ସେ କହିଛନ୍ତି ଯେ, ସତ୍ୟବାଦୀ ବକୁଳବନ ବିଦ୍ୟାଳୟ ଢାଞ୍ଚାରେ ଗୋଦାବରୀଶ ମିଶ୍ର…

ଗୋଠପାଟଣାରେ ୧୦୦୦ କୋଟି ବିନିଯୋଗରେ ନିର୍ମାଣ ହେବ ମଲ୍ଟି ପର୍ପୋଜ ସ୍ପୋର୍ଟସ କମ୍ପ୍ଲେକ୍ସ

ଭୁବନେଶ୍ୱର: କ୍ରୀଡ଼ା କେବଳ, ମେଡାଲ, ରେକର୍ଡ କିମ୍ବା ଜୟ-ପରାଜୟ ମଧ୍ୟରେ ସୀମିତ ନୁହେଁ ବରଂ ଏହା ଜୀବନରେ ଅନୁଶାସନ, ଟିମ୍ ୱାର୍କ ଏବଂ ପ୍ରତିକୂଳ ପରିସ୍ଥିତିର ସାମ୍ନା କରିବାକୁ ଧୈର୍ଯ୍ୟ ଶିଖାଇଥାଏ ବୋଲି କ୍ରୀଡ଼ା ଓ ଯୁବସେବା ବିଭାଗ ଦ୍ୱାରା ଆୟୋଜିତ ଦୁଇଦିନିଆ ‘ଚିନ୍ତନ ଶିବିର’ର…

ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ଫାଇଲ ହଜିବା ଘଟଣା; ଦୋଷୀ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉ: ବିଜେଡି

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ୨ଟି ଫାଇଲ ହଜିଯାଇଥିବା କଥା ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ କହିବା ପରେ ରାଜ୍ୟ ରାଜନୀତି ସରଗରମ ହୋଇଛି । ଏହି ପ୍ରସଙ୍ଗରେ ସରକାରଙ୍କୁ ଘେରିଛି ବିଜୁ ଜନତା ଦଳ (ବିଜେଡି) । ଆଜି ନୟାଗଡ଼ର ବିଜେଡି କାର୍ଯ୍ୟାଳୟରେ ଏକ ପ୍ରେସ ବିବୃତ୍ତିରେ…