Latest Odisha News

BREAKING NEWS

Browsing Category

ଓଡିଶା

Odisha

ବାଲୁକା କଳା ମାଧ୍ୟମରେ କିଙ୍ଗ ଚାର୍ଲ୍ସ ତୃତୀୟଙ୍କ ଆଶୁ ଆରୋଗ୍ୟ କାମନା କଲେ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ

ପୁରୀ: ବ୍ରିଟେନର ରାଜା ଚାର୍ଲ୍ସ ତୃତୀୟ ଏବେ ଦୁରାରୋଗ୍ୟ କର୍କଟ ରୋଗରେ ପୀଡ଼ିତ ହୋଇ ଚିକିତ୍ସିତ ହେଉଛନ୍ତି । ଏହି ସମୟରେ ତାଙ୍କର ଆଶୁ ଆରୋଗ୍ୟ କାମନା କରୁଛନ୍ତି ସାରା ବିଶ୍ଵ ବାସୀ । ଏହି ଅବସରରେ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ ମଧ୍ୟ ବ୍ରିଟେନର ରାଜା କିଙ୍ଗ ଚାର୍ଲ୍ସ ତୃତୀୟଙ୍କ ଆରୋଗ୍ୟ…

ତୃତୀୟ ଦିନରେ ଚାଲିପାରିଲାନି ପ୍ରଶ୍ନକାଳ; ବିରୋଧୀଙ୍କ ହୋହଲ୍ଲା ଯୋଗୁଁ ଅପରାହ୍ନ ୪ଟା ଯାଏଁ ଗୃହ ମୁଲତବି

ଭୁବନେଶ୍ବର: ଆଜି ବିଧାନସଭା ବଜେଟ୍ ଅଧିବେଶନର ତୃତୀୟ ଦିନ । ଆରମ୍ଭରୁ ଗୃହରେ ହଟ୍ଟଗୋଳ ଦେଖିବାକୁ ମିଳିଥିଲା । ଅର୍ପଣ ରଥ ଓ ପରୀ ପ୍ରସଙ୍ଗରେ ମୁହାଁମୁହିଁ ହୋଇଛନ୍ତି ବିଜେଡି ଓ ବିଜେପି । ଗୃହ ଭିତରେ ଓ ବାହାରେ ଉଭୟ କରିଛନ୍ତି ହୋ ହଲ୍ଲା । ଫଳରେ ଚାଲିପାରିନଥିଲା ପ୍ରଶ୍ନକାଳ । ପ୍ରବଳ…

ଭାରତ ଯୋଡ଼ୋ ନ୍ୟାୟ ଯାତ୍ରା; ଓଡିଶାରେ ଚାଲିଛି ବିଜେପି-ବିଜେଡି ପାର୍ଟନରସିପ୍ ସରକାର: ରାହୁଲ ଗାନ୍ଧୀ

ରାଉରକେଲା: ଭାରତ ଯୋଡ଼ୋ ନ୍ୟାୟ ଯାତ୍ରା ରାଉରକେଲାରେ ଦ୍ୱିତୀୟ ଦିନରେ ଜାରି ରହିଛି । ପ୍ରଥମେ ବେଦବ୍ୟାସ ମନ୍ଦିରରେ ମହାଦେବଙ୍କ ପୂଜା କରିବା ପରେ ବ୍ୟାସ ଗୁମ୍ଫା ପରିଦର୍ଶନ କରିଛନ୍ତି । ଏହାପରେ ରାଉରକେଲା ଉଦିତନଗର ଏସପି ଅଫିସ୍ ସମ୍ମୁଖରୁ ପଦଯାତ୍ରା ଆରମ୍ଭ କରିଛନ୍ତି ରାହୁଲ ଗାନ୍ଧୀ ।…

ରାଜ୍ୟରେ ଶୀତ ଉଭାନ; ଏବେଠୁ ଅନୁଭୂତ ଅସହ୍ୟ ତାତି, ଆସନ୍ତା ୧୦ ରୁ ମିଳିବ ଆଶ୍ବସ୍ତି

ଭୁବନେଶ୍ବର: ରାଜ୍ୟରେ ଏବେ ଶୀତ ଗାଏବ ଥିବାବେଳେ, ବୃଦ୍ଧି ପାଉଛି ତାପମାତ୍ରା । ଏବେଠାରୁ ଅସହ୍ୟ ଗରମ ହେବା ଆରମ୍ଭ ହେଲାଣି । ଦିନ ଦ୍ବିପ୍ରହରେ ବେଳକୁ ପାରଦ ସାମାନ୍ୟ ଠାରୁ ଅଧିକ ରହୁଛି । କେବଳ ଦିନ ନୁହେଁ, ରାତିରେ ବି ଅସ୍ୱାଭାବିକ ତାପମାତ୍ରା ରହୁଛି । ସେହିପରି ରାତିରେ ମଧ୍ୟ…

ସ୍ୱାସ୍ଥ୍ୟାବସ୍ଥାର କରୁଣ ଚିତ୍ର; ବେଡ ଅଭାବରୁ ଫ୍ୟାମିଲି ପ୍ଲାନିଂ ଅପରେସନ୍ ପରେ ଚଟାଣରେ ଶୋଇଲେ ମହିଳା

କେନ୍ଦ୍ରାପଡା: ମେଡିକାଲରେ ବେଡ ଅଭାବରୁ ଚଟାଣରେ ଶୋଇବାକୁ ବାଧ୍ୟ ହେଲେ ମହିଳା ମାନେ । ଫ୍ୟାମିଲି ପ୍ଲାନିଂ ଅପରେସନ୍ ପରେ ମହିଳା ମାନେ ବେଡ ନପାଇ ଶେଷରେ ମେଡିକାଲ ଚଟାଣରେ ଶୋଇରହିଲେ । ଏଭଳି କରୁଣ ଦୃଶ୍ୟ ସାମ୍ନାକୁ ଆସିଛି କେନ୍ଦ୍ରାପଡା ଜିଲ୍ଲାର ରାଜକନିକା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର…

ଓଡିଶା ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି ହେଲେ ଜଷ୍ଟିସ ଚକ୍ରଧାରୀ ଶରଣ ସିଂ

କଟକ: ଓଡ଼ିଶା ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି ଭାବେ ଶପଥ ନେଲେ ଜଷ୍ଟିସ ଚକ୍ରଧାରୀ ଶରଣ ସିଂ । ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଲେ ରାଜ୍ୟପାଳ ରଘୁବର ଦାସ । ହାଇକୋର୍ଟରେ ନୂଆ ମୁଖ୍ୟ ବିଚାରପତି ଭାବେ ନିଯୁକ୍ତି ନେଇ ଗତ ୨ ତାରିଖରେ ଆଇନ ମନ୍ତ୍ରାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ…

ମଧୁବାବୁ ପେନସନ ଯୋଜନାରେ ଯୋଡି ହେବେ ଆଉ ୪ ଲକ୍ଷ ହିତାଧିକାରୀ

ଭୁବନେଶ୍ୱର: ବିଭିନ୍ନ ବର୍ଗର ଲୋକଙ୍କୁ ମାସିକ ପେନସନ ପ୍ରଦାନ କରୁଥିବା ସାମାଜିକ ସୁରକ୍ଷା ଯୋଜନା ମଧୁବାବୁ ପେନସନ ଯୋଜନା (ଏମବିପିୱାଇ)ରେ ଆଉ ୪ ଲକ୍ଷ ହିତାଧିକାରୀଙ୍କୁ ସାମିଲ କରିବାକୁ ଓଡ଼ିଶା ସରକାର ନିଷ୍ପତ୍ତି ନେଇଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ପ୍ରସ୍ତାବକୁ ଅନୁମୋଦନ…

ଫେବ୍ରୁଆରି ୧୦ରୁ ୭ଟି ଜିଲ୍ଲାରେ ଫାଇଲେରିଆ ବିରୋଧୀ ଅଭିଯାନ ଆରମ୍ଭ ହେବ

ଭୁବନେଶ୍ୱର: ଫେବ୍ରୁଆରି ୧୦ରୁ ୧୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର ୭ଟି ଜିଲ୍ଲାରେ ଲିମ୍ଫାଟିକ୍ ଫାଇଲେରିଆସିସ୍ (ଏଲ୍ ଏଫ୍) ବା ଫାଇଲେରିଆ ନିରାକରଣ ପାଇଁ ଓଡ଼ିଶା ସରକାର ସାମୂହିକ ଔଷଧ ସେବନ କାର୍ଯ୍ୟକ୍ରମ ଆୟୋଜନ କରିବେ। ବଲାଙ୍ଗୀର, କଳାହାଣ୍ଡି, ରାୟଗଡ଼ା, କଟକ, କନ୍ଧମାଳ, ଖୋର୍ଦ୍ଧା ଓ ନୟାଗଡ଼…

ମେସିନ୍ ଯୋଗେ ବାଲି ଉଠାଣ ଉପରେ ରୋକ୍ ଲଗାଇଲେ ହାଇକୋର୍ଟ, ପରିବହନ ଉପରେ କଟକଣା

କଟକ: ମେସିନ ବ୍ୟବହାର କରି ନଦୀ କୂଳରେ ବାଲି ଉତ୍ତୋଳନ ଉପରେ କଟକଣା ଲଗାଇବା ସହ ବାଲି ପରିବହନ ଉପରେ ଅନେକ କଟକଣା ଜାରି କରିଛନ୍ତି ଓଡ଼ିଶା ହାଇକୋର୍ଟ। ମେସିନ୍ ଦ୍ୱାରା ବାଲି ଉତ୍ତୋଳନ କରାଯାଇପାରିବ ନାହିଁ ଏବଂ ବୁଧବାରଠାରୁ ଏହି ନିର୍ଦ୍ଦେଶକୁ କଡ଼ାକଡ଼ି ଭାବେ କାର୍ଯ୍ୟକାରୀ କରାଯାଉ ବୋଲି…