Latest Odisha News

BREAKING NEWS

Browsing Category

ଓଡିଶା

Odisha

ପ୍ରବଳ ବର୍ଷିବ: ଆସନ୍ତା ୩ ଘଣ୍ଟା ପାଇଁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର: ଦୁଇ ଦୁଇଟି ଲଘୁଚାପ ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ଜାରି ରହିଛି l ଆସନ୍ତା ୩ଘଣ୍ଟା ଭିତରେ ରାଜଧାନୀ ଭୁବନେଶ୍ୱର ସହିତ ଅନ୍ୟାନ୍ୟ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ନେଇ ସମ୍ଭାବନା ରହିଛି l ଏନେଇ ସେହି ଜିଲ୍ଲା ମାନଙ୍କୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଂଚଳିକ…

ଦଳରୁ ବହିଷ୍କାର ହେଲେ ବିଜେଡି ନେତ୍ରୀ, ଚାକିରୀ କରାଇବା ନାଁରେ ଲୁଟୁଥିଲେ ଲକ୍ଷ ଲକ୍ଷ ଟଙ୍କା

ଭୁବନେଶ୍ବର: ଦଳରୁ ବହିଷ୍କାର ହେଲେ ବିଜେଡି ନେତ୍ରୀ ତଥା ମାଲକାନଗିରି ମାଥିଲି ବ୍ଲକ ଜୋନ-୩ର ଜିଲ୍ଲା ପରିଷଦ ସଦସ୍ୟ ସସ୍ମିତା ମାଝି । ମଙ୍ଗଳବାର ବିଜେଡି ସଭାପତି ନବୀନ ପଟ୍ଟନାୟକ ତାଙ୍କୁ ଦଳରୁ ବହିଷ୍କାର କରିଛନ୍ତି । ଲୋକ ବିରୋଧୀ କାର୍ଯ୍ୟକଳାପ ପାଇଁ ତାଙ୍କୁ ଦଳରୁ ବହିଷ୍କୃତ କରାଯାଇଛି…

ଝାରସୁଗୁଡ଼ାରେ କୁକୁଡ଼ା ଫାର୍ମ ମାଲିକଙ୍କୁ ଗୁଳି କରି ହତ୍ୟା

ଝାରସୁଗୁଡ଼ା: ଝାରସୁଗୁଡ଼ାର ଜଣେ କୁକୁଡ଼ା ଫାର୍ମ ମାଲିକଙ୍କୁ ଗୁଳି କରି ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ମୃତ ବ୍ୟକ୍ତି ଜଣଙ୍କ ହେଲେ ସାହାଜାହାନ ଖାଁ। ତାଙ୍କ ବୟସ ୨୬ ବର୍ଷ ହେଇଥିବା ନେଇ ସୂଚନା ମିଳିଛି। ଝାରସୁଗୁଡ଼ା ସଦର ଥାନା ବେହେରାପାଟରେ ଏହି ଘଟଣା ଘଟିଛି। ତେବେ ହତ୍ଯା ପରେ…

ଭାଙ୍ଗିବ ୧୯୧ ବେଆଇନ ଆପାର୍ଟମେଣ୍ଟ

ଭୁବନେଶ୍ବର: ପାଖାପାଖି ୧୯୧ ବେଆଇନ ଆପାର୍ଟମେଣ୍ଟ ଭଙ୍ଗାହେବ । ଭୁବନେଶ୍ବରରେ ତିଆରି ହୋଇଥିବା ବେଆଇନ ଆପାର୍ଟମେଣ୍ଟ ଭଙ୍ଗାହେବ ବୋଲି କହିଛନ୍ତି ମନ୍ତ୍ରୀ । ଆଜି ବିଧାନସଭାରେ ବିଜେଡି ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଙ୍କ ପ୍ରଶ୍ନରେ କିଛି ଏମିତି ଉତ୍ତର ରଖିଛନ୍ତି ଗୃହ ଓ ନଗର ଉନ୍ନୟନ…

ସରକାରଙ୍କ ସ୍କାନରରେ ରାଜ୍ୟର ୯୧ ବିଡିଓ

ଭୁବନେଶ୍ବର: ସରକାରଙ୍କ ହରଡଘଣାରେ ରାଜ୍ୟର ୯୧ ଦୁର୍ନିତିଖୋର ବିଡିଓ । ରାଜ୍ୟରେ ୯୧ ଜଣ ବ୍ଲକ ଉନ୍ନୟନ ଅଧିକାରୀଙ୍କ ବିରୋଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ବିଚାରଧିନ ଅବସ୍ଥାରେ ଅଛି । ଆଜି ଏମିତି କିଛି ଉତ୍ତର ରଖିଛନ୍ତି ବିଭାଗୀୟ ମନ୍ତ୍ରୀ । ବିଜେଡି ବିଧାୟକ ପ୍ରଶାନ୍ତ ବେହେରାଙ୍କ…

ରାଉଲକେଲା ବିମାନବନ୍ଦରର ଅପାରଗତା, ଓହ୍ଲାଇ ପାରିଲେନି ରାଜ୍ୟପାଳ

ରାଉଲକେଲା: ବାତିଲ୍ ହେଲା ରାଜ୍ୟପାଳଙ୍କ ରାଉଲକେଲା ଗସ୍ତ । ରାଉଲକେଲା ବିମାନବନ୍ଦରର ଅପାରଗତା ଯୋଗୁଁ ରାଉଲକେଲା ମାଟିରେ ଓହ୍ଲାଇପାରିଲାନି ରାଜ୍ୟପାଳଙ୍କ ଏୟାରକ୍ରାଫ୍ଟ । ତେବେ ଗତ ରବିବାର ରାଜ୍ୟପାଳ ରଘୁବର ଦାସ କେନ୍ଦ୍ର ଆଦିବାସୀ ମନ୍ତ୍ରୀ ଜୁଏଲ ଓରାମଙ୍କ ପତ୍ନୀଙ୍କ ବିୟୋଗରେ…

ଓଡ଼ିଶା ସରକାର କରିବେ ନିଯୁକ୍ତି ମେଳା, ମିଳିବ ୩୫ ହଜାର ଚାକିରି

ଭୁବନେଶ୍ୱର: ରାଜ୍ୟବାସୀଙ୍କ ପାଇଁ ଖୁସି ଖବର। ଓଡ଼ିଶା ସରକାର କରିବେ ନିଯୁକ୍ତି। ମିଳିବ ୩୫ ହଜାର ଚାକିରି। ନିର୍ବାଚନ ବେଳେ ବିଜେପି ଦେଇଥିବା ପ୍ରତିଶ୍ରୁତି ପୂରଣ କରିବା ପାଇଁ ଅଣ୍ଟା ଭିଡିଛନ୍ତି ରାଜ୍ୟ ସରକାର । ଏଥିପାଇଁ ପ୍ଲାନ ଅଫ୍ ଆକ୍ସନ ପ୍ରସ୍ତୁତ କରିଛନ୍ତି ମୋହନ ସରକାର। ଆସନ୍ତା…

ଡେଙ୍ଗୁ ହଟସ୍ପଟ ସୁନ୍ଦରଗଡ, ରାଜ୍ୟରେ ୨୭ଶହ ପାର୍

ଭୁବନେଶ୍ବର: ରାଜ୍ୟରେ ଏବେ ଡେଙ୍ଗୁ ଉପରମୁହାଁ । ୨୭ଶହ ପାର୍ କଲାଣି ଆକ୍ରାନ୍ତଙ୍କ ସଂଖ୍ୟା । ସେପଟେ ରାଜଧାନୀରେ ଡେଙ୍ଗୁ ରୋଗୀ ୫୦୦ରୁ ଅଧିକ ଚିହ୍ନଟ ହୋଇଥିବା ବେଳେ ସବୁଠୁ ଅଧିକ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇଛନ୍ତି ସୁନ୍ଦରଗଡରେ । ଏନେଇ ସୂଚନା ଦେଇ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ…

ସୁଭଦ୍ରା ରାଜନୀତି: ବିଜେଡିକୁ କଡା ଜବାବ ଦେଲେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ସୁଭଦ୍ରା ଯୋଜନାକୁ ନେଇ ବିରୋଧୀ ବାରମ୍ବାର ସରକାରଙ୍କୁ ଘେରିଆସୁଛନ୍ତି । ସୁଭଦ୍ରା ଯୋଜନାରେ ସରକାର ଲୋକଙ୍କୁ ଲଲିପପ୍ ଧରାଇ ଦେଇଛନ୍ତି ବୋଲି କହି ସମାଲୋଚନା କରିଛି ବିଜେଡି । ଯାହାକୁ ନେଇ ଆଜି ପୁଣି କଡା ମନ୍ତବ୍ୟ ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା ।…

ରାଜ୍ୟସଭା ନିର୍ବାଚନ: ପ୍ରାର୍ଥୀପତ୍ର ଫେରାଇ ନେଲେ ଜଗନ୍ନାଥ

ଭୁବନେଶ୍ବର: ରାଜ୍ୟସଭା ନିର୍ବାଚନ ପାଇଁ ପ୍ରାର୍ଥୀପତ୍ର ଫେରାଇ ନେଲେ ବିଜେପି ନେତା ଜଗନ୍ନାଥ ପ୍ରଧାନ । ଆଜି ନାମାଙ୍କନ ପ୍ରତ୍ୟାହାର ଶେଷ ଦିନରେ ପ୍ରାର୍ଥୀ ପତ୍ର ପ୍ରତ୍ୟାହାର କଲେ ଜଗନ୍ନାଥ । ଗତ ୨୧ ତାରିଖରେ ରାଜ୍ୟସଭା ନିର୍ବାଚନ ପାଇଁ ସ୍ବାଧୀନ ପ୍ରାର୍ଥୀ ଭାବେ ନାମାଙ୍କନ ଭରିଥିଲେ…