Latest Odisha News

BREAKING NEWS

Browsing Category

ଓଡିଶା

Odisha

ଓଡ଼ିଶାରେ ଭାରତ ଯୋଡ଼ୋ ନ୍ୟାୟ ଯାତ୍ରାର ଦ୍ୱିତୀୟ ଦିନ, ଆଜି ରାଉରକେଲାରୁ ପୁଣି ରାହୁଲଙ୍କ ଯାତ୍ରା

ରାଉରକେଲା: ମଙ୍ଗଳବାର ଠାରୁ ଓଡ଼ିଶାରେ ପହଞ୍ଚିଛି କଂଗ୍ରେସର ଭାରତ ଯୋଡୋ ନ୍ୟାୟ ଯାତ୍ରା । ଦ୍ବିତୀୟ ଦିନରେ ଆଜି ରାଉରକେଲାରୁ ପୁଣି ଆରମ୍ଭ ହେବ ରାହୁଲ ଗାନ୍ଧୀଙ୍କ ନ୍ୟାୟ ଯାତ୍ରା । ସକାଳ ୯.୩୦ ରେ ରାଉରକେଲା ଉଦିତ ନଗର ଠାରୁ ଆରମ୍ଭ ହେବ ଯାତ୍ରା । ବିର୍ସାମୁଣ୍ଡା ଛକରୁ ପାନପୋଷ ଛକ ଯାଏଁ…

ବଦଳିବ ରେଭେନ୍ସା ବିଶ୍ୱବିଦ୍ୟାଳୟର ଭିତ୍ତିଭୂମି, ଖର୍ଚ୍ଚ ହେବ ୨୫୦କୋଟି ଟଙ୍କା 

କଟକ:ନୂଆ ରୂପ ସହ ବଦଳିବ ରେଭେନ୍ସା ବିଶ୍ୱବିଦ୍ୟାଳୟର ଭିତ୍ତିଭୂମି। ରାଜ୍ୟ ସରକାର ଏଥି ପାଇଁ ୨୫୦କୋଟି ଟଙ୍କା ମଞ୍ଜୁର କରିଛନ୍ତି। ନୂଆ ରୂପ ସହ ଛାତ୍ରଛାତ୍ରୀମାନେ ଉନ୍ନତ ସୁବିଧା ପାଇ ପାରିବେ। ଅଧିକ ଛାତ୍ରାଵାସ, ଛାତ୍ରୀନିଵାସ, ସ୍ମାର୍ଟ ଶ୍ରେଣୀ ଗୃହ, ଆଧୁନିକ ଶୌଚାଳୟ ଓ କ୍ରୀଡା…

ନିଶାମୁକ୍ତି ପାଇଁ ସାମାଜିକ ସୁରକ୍ଷା ବିଭାଗ ପକ୍ଷରୁ ସ୍ଵେଚ୍ଛାସେବୀ ସଂଗଠନ ସହ ବୁଝାମଣାପତ୍ର ସ୍ଵାକ୍ଷରିତ

ଭୁବନେଶ୍ଵର: ନିଶାମୁକ୍ତି ନିମନ୍ତେ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ପଦକ୍ଷେପ ସୁଦୃଢ଼ କରିଛି । ଭୁବନେଶ୍ୱର, ଖୋର୍ଦ୍ଧା, ପୁରୀ, କଟକ ଓ ବ୍ରହ୍ମପୁରରେ କାର୍ଯ୍ୟରତ ୫ଟି ସ୍ଵେଚ୍ଛାସେବୀ ସଂଗଠନ ନିଶାମୁକ୍ତି ନିମନ୍ତେ କାର୍ଯ୍ୟକ୍ରମକୁ ବ୍ୟାପକ କରିବେ । ନିଶା ନିବାରଣ…

୨.୩୪ ଲକ୍ଷରୁ ଅଧିକ ବିକଶିତ ଭାରତ ସ୍ୱାସ୍ଥ୍ୟ ଶିବିରରେ ମୋଟ ଲୋକ ସଂଖ୍ୟା ୭.୨୨ କୋଟି ଟପିଛି

ଭୁବନେଶ୍ବର: ଚଳିତ ବିକଶିତ ଭାରତ ସଂକଳ୍ପ ଯାତ୍ରା ଅଧୀନରେ ବର୍ତ୍ତମାନ ସୁଦ୍ଧା ଗ୍ରାମ ପଞ୍ଚାୟତ ଓ ସହରାଞ୍ଚଳ ସ୍ଥାନୀୟ ସଂସ୍ଥାରେ ଆୟୋଜିତ ୨ ଲକ୍ଷ ୩୪ ହଜାର ୨୫୯ ଟି ସ୍ୱାସ୍ଥ୍ୟ ଶିବିରରେ ସମୁଦାୟ ୭ କୋଟି ୨୨ ଲକ୍ଷ ୬୯ ହଜାର ରୁ ଅଧିକ ଲୋକ ଯୋଗ ଦେଇଛନ୍ତି । ସ୍ୱାସ୍ଥ୍ୟ ଶିବିରରେ ଏହି ସବୁ…

ପରୀ ହତ୍ୟା ମାମଲା: ଦୋଷୀକୁ ୨୦ ବର୍ଷ ସଶ୍ରମ କାରାଦଣ୍ଡାଦେଶ

ନୟାଗଡ: ବହୁ ଚର୍ଚ୍ଚିତ ନୟାଗଡ ପରୀ ଦୁଷ୍କର୍ମ ଓ ହତ୍ୟା ମାମଲା । ଅଭିଯୁକ୍ତକୁ ୨୦ ବର୍ଷ ସଶ୍ରମ କାରାଦଣ୍ଡାଦେଶ ଦେଲେ ନୟାଗଡ ଚିଲଡ୍ରେନ୍ସ କୋର୍ଟ । ଏଥିସହ ୬ହଜାର ଟଙ୍କା ଜୋରିମାନା ନିର୍ଦ୍ଦେଶ ଦେଇଛନ୍ତି କୋର୍ଟ । ସେପଟେ ସାବାଳକ ହୋଇଥିଲା ଅଭୁଯୁକ୍ତକୁ ମୃତ୍ୟୁଦଣ୍ଡାଦେଶ ହୋଇଥାଆନ୍ତା ବୋଲି…

ଗ୍ୟାସ ଟ୍ୟାଙ୍କର ଓଲଟି ବାଇକ ଆରୋହୀ ମୃତ

ପାରାଦୀପ: ପାରାଦୀପରେ ଦେଖାବାକୁ ମିଳିଛି ଏକ ଅଭାବନୀୟ ଘଟଣା । ଗ୍ୟାସ ଟ୍ୟାଙ୍କର ଓଲଟିପଡିବାରୁ ଜଣେ ବାଇକ ଆରୋହୀଙ୍କର ମୃତ୍ୟୁ ଘଟିଛି । ମୃତକ ଜଣକ କେନ୍ଦ୍ରାପଡା ଜିଲ୍ଲା ଗରଜଙ୍ଗା ଗାଁର ପ୍ରଭାତ ପାତ୍ର ବୋଲି ଜଣାପଡିଛି । ସୂଚନା ମୁତାବକ, ପ୍ରଭାତ ପାରାଦ୍ଵୀପର ଏକ କମ୍ପାନୀରେ ପାଇପ…

୨୦୨୪ ସୁଦ୍ଧା ସବୁ ଗାଁରେ ପାଇପ୍‌ ଯୋଗେ ପାଣି ଯୋଗାଇବା ଲକ୍ଷ୍ୟ

ଭୁବନେଶ୍ଵର: ଆଜି ବିଧାନସଭାରେ ବଜେଟ୍ ଅଧିବେଶନର ଦ୍ବିତୀୟ ଦିନ । ଗୃହ କାର୍ଯ୍ୟ ଆରମ୍ଭରୁ ସୁରୁଖୁରୁରେ ଚାଲିଛି ପ୍ରଶ୍ନକାଳ । ଗୃହରେ ବିଭିନ୍ନ ସଦସ୍ୟ ନିଜ ନିଜ ପ୍ରଶ୍ନ ପଚାରୁଥିବାବେଳେ ବିଭାଗୀୟ ମନ୍ତ୍ରୀ ସେମାନଙ୍କ ସମସ୍ତ ପ୍ରଶ୍ନର ଉତ୍ତର ରଖୁଛନ୍ତି । ଏକ ପ୍ରଶ୍ନର ଉତ୍ତରରେ ପଞ୍ଚାୟତିରାଜ…

ଅର୍ପଣ ଚାଉଳରୁ ବାହାରିଲା ଉଷୁନା ଚାଉଳ, ଶ୍ରୀମନ୍ଦିରରେ ମହାପ୍ରସାଦ ନେଇ ତେଜିଲା ବିବାଦ

ପୁରୀ: ଜଗନ୍ନାଥ ସଂସ୍କୃତି ଓ ଓଡ଼ିଆଙ୍କ ଭାବାବେଗ ସହ ପୁଣି ଖେଳ ଖେଳିଛନ୍ତି ଶ୍ରୀମନ୍ଦିର ପ୍ରଶାସନ ଓ ରାଜ୍ୟ ସରକାର । ସରକାରଙ୍କ ଅର୍ପଣ ରଥରେ ସଂଗୃହିତ ଚାଉଳରେ ଉଷୁନା ଚାଉଳ ବାହାରିବାକୁ ନେଇ ଦେଖାଦେଇଛି ଅସନ୍ତୋଷ । ଏଭଳି ଅଭିଯୋଗ ଆଣିଛନ୍ତି ଚାଉଳ ମାନ ନିର୍ଦ୍ଧାରଣ କମିଟି ସଦସ୍ୟ ଦାମୋଦର…

ଗୁଣୁପୁର ନିର୍ବାଚନ ମଣ୍ଡଳୀରେ ସାଧାରଣ ନିର୍ବାଚନ ପୂର୍ବ ପ୍ରସ୍ତୁତି ସମୀକ୍ଷା କଲେ ରାୟଗଡା ଜିଲ୍ଲାପାଳ

ରାୟଗଡା: ରାୟଗଡା ଜିଲ୍ଲାପାଳ ମନୋଜ ସତ୍ୟବାନ ଏବଂ ଉପଜିଲ୍ଲାପାଳ ସୁଶ୍ରୀ କିରଣଦୀପ କୌର ଗୁଣୁପୁର ନିର୍ବାଚନ ମଣ୍ଡଳୀରେ ସାଧାରଣ ନିର୍ବାଚନର ପୂର୍ବ ପ୍ରସ୍ତୁତି ସମୀକ୍ଷା କରିଛନ୍ତି । ଜିଲ୍ଲାପାଳ ମହାଜନ ଗୁଣୁପୁର ନିର୍ବାଚନ ପାଇଁ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ଷ୍ଟ୍ରଙ୍ଗ ରୁମ ଏବଂ ଗାଡି…

ରାଜ୍ୟରେ କମୁଛି ଶୀତ ବଢୁଛି ଖରା, ଏଲନିନୋ ସକ୍ରିୟ ଯୋଗୁଁ ଅନୁଭୂତ ହେଉଛି ଗରମ

ଭୁବନେଶ୍ବର: ରାଜ୍ୟରେ ଏବେ ଶୀତର ଲହରୀ କମିଛି । ହେଲେ ଜାରି ରହିଛି ଘନ କୁହୁଡି । ରାତି ୯ ରୁ ସକାଳ ୭ଟା ପର୍ଯ୍ୟନ୍ତ ଘନ କୁହୁଡି କାରଣରୁ ବହୁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି ଗାଡି ଚାଳକ ମାନେ । ଫଳରେ ଅନେକ ସ୍ଥାନରେ ଭୟଙ୍କର ସଡକ ଦୁର୍ଘଟଣା ଘଟି ଅନେକ ଜୀବନ ଯାଉଥିବା ଖବର ମଧ୍ୟ ସାମ୍ନାକୁ…