Latest Odisha News

BREAKING NEWS

Browsing Category

ଓଡିଶା

Odisha

ମରଣାନ୍ତକ ଆକ୍ରମଣର ଶିକାର ହୋଇଥିବା କନଷ୍ଟେବଳଙ୍କୁ ଭେଟିଲେ ଡିଜିପି

କଟକ: ଜଣେ ମହିଳାଙ୍କୁ ଉଦ୍ଧାର କରିବାକୁ ଯାଇ ମରଣାନ୍ତକ ଆକ୍ରମଣର ଶିକାର ହୋଇଥିବା ବୁର୍ଲା ଥାନାର କନଷ୍ଟେବଳ ସରୋଜ ଭୋଇଙ୍କୁ ଏସସିବି ମେଡିକାଲରେ ଭେଟିଛନ୍ତି ଡିଜିପି ଯୋଗେଶ ବାହାଦୂର ଖୁରାନିଆ। ତାଙ୍କୁ ଚିକିତ୍ସା କରୁଥିବା ପ୍ଲାଷ୍ଟିକ ସର୍ଜରୀ ବିଭାଗର ମୁଖ୍ୟ ଡାକ୍ତର ବିଭୁତି ଭୁଷଣ…

ଦକ୍ଷିଣ ଓ ପଶ୍ଚିମ ଓଡିଶାରେ ବନ୍ଦ ରହିବ ଘରୋଇ ବସ ଚଳାଚଳ

ଜୟପୁର: ଆସନ୍ତା ଅକ୍ଟୋବର ୭ ତାରିଖ ସଂଧ୍ୟାରୁ ୮ ତାରିଖ ସଂଧ୍ୟା ପର୍ଯ୍ୟନ୍ତ ଦକ୍ଷିଣ ଓ ପଶ୍ଚିମ ଓଡିଶାରେ ବନ୍ଦ ରହିବ ଘରୋଇ ବସ୍ ଚଳାଚଳ । ଏନେଇ ଜୟପୁର ଘରୋଇ ବସ୍ ମାଲିକ ସଂଘ ସମ୍ପାଦକ ନରେନ୍ଦ୍ର ମହାନ୍ତି ସୂଚନା ଦେଇଛନ୍ତି । ପୂର୍ବ ସରକାରଙ୍କ ନିଷ୍ପତ୍ତି ଅନୁସାରେ ଏହି ଜିଲ୍ଲା ଗୁଡିକରେ…

ପୂର୍ବ ସରକାରର ଗୋହି ଖୋଲିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ପୂର୍ବ ସରକାରର ମିଡିଆ ବିରୋଧୀ ମନୋଭାବର ଗୋହି ଖୋଳିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ l ଦୈନିକ ସମ୍ବାଦପତ୍ର ‘ନିର୍ଭୟ’ର ବାର୍ଷିକୋତ୍ସବରେ ଯୋଗ ଦେଇ ପୂର୍ବ ସରକାରଙ୍କ ବଡ଼ ଗୁମର ଖୋଲିଲେ ମୁଖ୍ୟମନ୍ତ୍ରୀ l ପୂର୍ବ ସରକାରରେ କିଛି ମିଡିଆକୁ ବିଜ୍ଞାପନ ନଦେବାକୁ ହୁଇପ୍‌ ହୋଇଥିଲା…

ମିଳିଲା ମହାନଦୀରେ ବୁଡ଼ି ଯାଇଥିବା ଛାତ୍ରଙ୍କ ମୃତଦେହ

ଜଗତପୁର: ଗତକାଲି ମହାନଦୀରେ ବୁଡ଼ି ଯାଇଥିବା ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରଙ୍କ ମୃତଦେହ ଉଦ୍ଧାର ହୋଇଛି। କଟକର ଜଗତପୁର ବାଲିସାହି ନିକଟରେ ଗତକାଲି ଗାଧୋଇବାକୁ ଯାଇ ଦୁଇ ଛାତ୍ର ନିଖୋଜ ହୋଇ ଯାଇଥିଲେ। ସେମାନଙ୍କ ମଧ୍ୟରୁ ଗତକାଲି ଆର୍ଯ୍ୟନ ନାୟକଙ୍କ ମୃତଦେହ ଉଦ୍ଧାର ହୋଇଥିବା ବେଳେ ଆଜି ମନୋରଞ୍ଜନ…

ବଦଳିଲା ଶାରଳା ମନ୍ଦିର ଘିଅ, ଗତକାଲି ହୋଇଥିଲା ଚଢ଼ାଉ

ଜଗତସିଂହପୁର: ଜଗତସିଂହପୁର ଅଧିଷ୍ଠାତ୍ରୀ ଦେବୀ ମାଆ ଶାରଳା ମନ୍ଦିରରେ ବଦଳିଲା ଘିଅ l ଭଣ୍ଡାରରେ ଗଚ୍ଛିତ ଥିବା ୨୫ ଟିଣ ଫେରସ୍ତ କରାଯିବ ପରେ ଆସିଲା ନୂଆ ଘିଅ l ବ୍ୟବହାର ପାଇଁ ଓମ୍‌ଫେଡ୍‌ ପକ୍ଷରୁ ୧୫ ଟିଣ ନୂଆ ଘିଅ ଆସିଥିବା ନେଇ ସୂଚନା ମିଳିଛି l ମନ୍ଦିରରେ ନିମ୍ନମାନର ଘିଅ ବ୍ୟବହାର ନେଇ…

୨ ଦିନ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି

ଭୁବନେଶ୍ବର: ଆସନ୍ତା ଦୁଇ ଦିନ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ବନ୍ଦ ରହିବ । ଅକ୍ଟୋବର ୭ ତାରିଖ ଓ ୧୪ ତାରିଖରେ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବୋଲି କୁହାଯାଇଛି । ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି । ଆସନ୍ତା ୭ ତାରିଖ ସୋମବାର ଦିନ…

‘୪ ଜଣଙ୍କ କଥାରେ ଚାଲୁଛି ଓଡିଶା ଶାସନ’

ସମ୍ବଲପୁର: ଓଡିଶା ଶାସନ ୪ ଜଣଙ୍କ ହାତରେ ଚାଲୁଛି । ଦିଲ୍ଲୀରେ ଜଣେ, ଆଉ ମୁଖ୍ୟମନ୍ତ୍ରୀଙ୍କ ସହିତ ଅନ୍ୟ ଦୁଇ ଜଣ ନେତା ଓଡିଶାରେ ସରକାର ଚଳାଉଛନ୍ତି । ଏମିତି କିଛି ବିବାଦୀୟ ବୟାନ ଦେଇଛନ୍ତି ବିଜେଡିର ବରିଷ୍ଠ ବିଧାୟକ ତଥା ବିରୋଧୀ ଦଳ ଉପନେତା ପ୍ରସନ୍ନ ଆଚାର୍ଯ୍ୟ । ସମ୍ବଲପୁର…

ଭରତପୁର ଥାନା ଘଟଣା: ସତ୍ୟପାଠ ଦାଖଲ ନେଇ ବିଜ୍ଞପ୍ତି ପ୍ରକାଶ

ଭୁବନେଶ୍ବର: ଭରତପୁର ଥାନାରେ ମେଜର ଓ ବାନ୍ଧବୀଙ୍କୁ ନିର୍ଯାତନା ଘଟଣା । ତଦନ୍ତ କମିଶନଙ୍କ ପକ୍ଷରୁ ସତ୍ୟପାଠ ଦାଖଲ ପାଇଁ ଗଣମାଧ୍ୟମରେ ବିଜ୍ଞପ୍ତି ପ୍ରକାଶ ପାଇଛି । ଜଷ୍ଟିସ୍‌‌ ଚିତ୍ତରଞ୍ଜନ ଦାସଙ୍କ ଦ୍ୱାରା ଗଠିତ କମିଟି ତଦନ୍ତ ପାଇଁ ପ୍ରତ୍ୟକ୍ଷ ଓ ପରୋକ୍ଷରେ ଜଡିତ ଥିବା ସମସ୍ତଙ୍କ ପକ୍ଷରୁ…

କନିଷ୍ଠ ଶିକ୍ଷକ ନିଯୁକ୍ତି ପ୍ରସଙ୍ଗରେ ବିଜେଡ଼ିର ସାମ୍ବାଦିକ ସମ୍ମିଳନୀ

ଭୁବନେଶ୍ବର: କଳିଙ୍ଗ ଷ୍ଟାଡିୟମରେ ବିଜେପି ଦ୍ବାରା ଆୟୋଜିତ ହେଉଥିବା ଯୋଜନା ଭିତ୍ତିକ କନିଷ୍ଠ ଶିକ୍ଷକ ନିଯୁକ୍ତି କାର୍ଯ୍ୟକ୍ରମକୁ ବିଜେଡ଼ି ବିରୋଧ କରିଛି। ଏହାକୁ ନେଇ ବିଜେଡ଼ି ପକ୍ଷରୁ ଶଙ୍ଖ ଭବନରେ ସାମ୍ବାଦିକ ସମ୍ମିଳନୀ ଆୟୋଜିତ ହୋଇଯାଇଛି। ଏଥିରେ ବିଜେଡ଼ିର ମୁଖପାତ୍ର ଲେନିନ୍  ମହାନ୍ତି ଓ…

ସରକାରୀ ସ୍ତରରେ ପାଳନ ହେବ ‘ବାଜି ରାଉତ ଜୟନ୍ତୀ’

ଭୁବନେଶ୍ବର: ଏଣିକି ସରକାରୀ ସ୍ତରରେ ପାଳନ ହେବ ‘ବାଜି ରାଉତ ଜୟନ୍ତୀ’ । ଆଜି ସହିଦ ବାଜି ରାଉତଙ୍କ ଜୟନ୍ତୀରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗ ଦେଇ ଏନେଇ ବଡ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଏନେଇ ମୁଖ୍ୟମନ୍ତ୍ରୀ କହିଛନ୍ତି, ଆଗାମୀ ଦିନରେ ସରକାରୀ ସ୍ତରରେ ବାଜି ରାଉତ…