Latest Odisha News

BREAKING NEWS

Browsing Category

ଓଡିଶା

Odisha

ବିଜେଡି କନ୍ଦଳରେ ଘିଅ ଢାଳୁଛି କି ବିଜେପି? ବଢୁଛି ବିଜେଡି ଖାଲି ଦାବି…..

ଭୁବନେଶ୍ବର: ଖାଲି ହୋଇଯିବ ବିଜେଡି ଗଡ । ସବୁ ବିଜେଡି ନେତା ମନ୍ତ୍ରୀ କାଳେ ବିଜେପିରେ ମିଶିବା ପାଇଁ ଇଚ୍ଛୁକ । ଏକଥା ଆମେ ନୁହେଁ, ଏବେ ଏମିତି କିଛି ଲଗାତାର ଦାବି କରିଆସୁଛନ୍ତି ବିଜେପି ବିଧାୟକ ଓ ନେତା । ପୂର୍ବରୁ ବିଜେପିର ଅନେକ ନେତା ଏକଥା ଦାବି କରିଆସିଛନ୍ତି । ଗତକାଲି ବିଜେପି…

ଗଡିଲା ବିଜୟା ରଥ, ପାପର ବିନାଶ ପୁଣ୍ୟର ପ୍ରତିଷ୍ଠା ଲାଗି ଗର୍ଭ ଗୃହରୁ ରଥଦାଣ୍ଡକୁ ଆସିଲେ ମା’ ବିରଜା

ଯାଜପୁର: ଆରମ୍ଭ ହୋଇଛି ଯାଜପୁରର ଅଧିଷ୍ଠାତ୍ରୀ ଦେବୀ ମାଆ ବିରଜାଙ୍କ ରଥଯାତ୍ରା । ରଥଖଳାରେ ମାସେ ହେଲାଣି ଚାଲିଥିଲା ସିଂହଧ୍ୱଜ ରଥନିର୍ମାଣ । ମାଆ ବିରଜାଙ୍କୁ ରଥରେ ଦର୍ଶନ ପାଇଁ ଅପେକ୍ଷାରେ ଥିଲେ ଶ୍ରଦ୍ଧାଳୁ । ଗଡିଛି ବିଜୟା ରଥ,ଅସତ୍ୟ ଉପରେ ହେବ ସତ୍ୟର ବିଜୟ । ମନ୍ଦିରରୁ ବାହାରି…

ବରଗଡ଼ ଜିଲ୍ଲା କାରାଗାରରେ ପୋଲିସ ବିଭାଗର ଅଚାନକ ଚଢ଼ାଉ

ବରଗଡ଼:ବରଗଡ଼ ଜିଲ୍ଲା କାରାଗାରରେ ପୋଲିସ ବିଭାଗର ଅଚାନକ ଚଢ଼ାଉ l ଚଢ଼ାଉ ବେଳେ କାରାଗାରରୁ ବ୍ୟାପକ ମାତ୍ରାରେ ମାଦକ ଦ୍ରବ୍ୟ ଜବତ କରିଛି ପୋଲିସ l ସେପଟେ ସମ୍ବଲପୁର ମଣ୍ଡଳ କାରାଗାରରେ ଅଚାନକ ଚଢ଼ାଉ କରି ବିପୁଳ ମାଦକଦ୍ରବ୍ୟ ଜବତ କରିଛି ପୋଲିସ l ସୂଚନା ଅନୁଯାୟୀ ବରଗଡ଼ ଜିଲ୍ଲା…

ଅଗ୍ନିବୀରଙ୍କ ପାଇଁ ବଡ ଘୋଷଣା କଲେ ରାଜ୍ୟ ସରକାର

ଭୁବନେଶ୍ବର: ଅଗ୍ନବିୀରଙ୍କ ପାଇଁ ପୁଣି ନରମିଲେ ରାଜ୍ୟ ସରକାର । ପ୍ରଥମେ ୧୦ ପ୍ରତିଶତ  ସଂରକ୍ଷଣ ଏବେ ପୁଣି ବୟସ ସୀମାରେ ବି କୋହଳ କରିଛନ୍ତି ସରକାର । ତେବେ ଏନେଇ ସରକାର ବିଜ୍ଞପ୍ତି ଜାରି କରିଛନ୍ତି । ଅବସରପ୍ରାପ୍ତ ଅଗ୍ନିବୀରଙ୍କ ନିଯୁକ୍ତି ନେଇ ରାଜ୍ୟ ସରକାରଙ୍କ ବିଜ୍ଞପ୍ତିରେ…

ହବିଷ୍ୟାଳୀଙ୍କ ପାଇଁ ଖୁସି ଖବର: ୬ରୁ ଆବେଦନ

ପୁରୀ: ଆଗକୁ କାର୍ତ୍ତିକ ମାସ । ପୁରୀରେ ହବିଷ୍ୟାଳୀଙ୍କ ଜମିବ ଭିଡ । ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଆରମ୍ଭ କରିଥିଲେ ହବିଷ୍ୟାଳୀ ଯୋଜନା । ପ୍ରତିବର୍ଷ ଏନେଇ ହବିଶ୍ୟାଳୀମାନେ ଆବେଦନ କରିଥାଆନ୍ତି । ପଞ୍ଜିକୃତ କରିଥିବା ହବିଷ୍ୟାଳୀଙ୍କ ପାଇଁ ସରକାର ଖାଇବା ରହିବା ବନ୍ଦୋବସ୍ତ…

ନୂଆ ସ୍ପର୍ଶ ପାଇବ ରାଜ୍ୟର ମୁଖ୍ୟ ବିମାନ ବନ୍ଦର, ଖୁବ୍ ଶୀଘ୍ର ରନୱେ କ୍ୟାଟ୍‌ ଟୁ ଲାଇଟ୍

ଭୁବନେଶ୍ବର: ନୂଆ ସ୍ବର୍ଶ ପାଇବ ଭୁବନେଶ୍ବର ବିମାନ ବନ୍ଦର । ପୁରୁଣା ଟର୍ମିନାଲ ପାଖରେ ତିଆରି ହେବ ନୂଆ ଟର୍ମିନାଲ । ଭୁବନେଶ୍ବର ବିମାନ ବନ୍ଦରରେ ପରିଦର୍ଶନ କରି ଏହି ସୂଚନା ଦେଇଛନ୍ତି କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ କେ. ରାମମୋହନ ନାଇଡୁ । ଏନେଇ କେନ୍ଦ୍ରମନ୍ତ୍ରୀ…

ଶେଷରେ ବିକ୍ରି ହେଲା ଅର୍ପଣ ଚାଉଳ

ପୁରୀ: ଶେଷରେ ବିକ୍ରି ହେଲା ଅର୍ପଣ ଚାଉଳ । ନିର୍ବାଚନ ପୂର୍ବରୁ ପରିକ୍ରମା ପ୍ରକଳ୍ପ ନାଁରେ ଘର ଘର ରଥ ବୁଲି ଯେଉଁ ଚାଉଳ ସଂଗ୍ରହ ହୋଇଥିଲା ପ୍ରାୟ ୬ ମାସ ଧରି ପଡିରହିବା ପରେ ଆଜି ଶେଷରେ ନିଲାମ ହୋଇଛି । ପରିକ୍ରମା ପ୍ରକଳ୍ପ ବେଳେ ସଂଗୃହିତ ଅର୍ପଣ ଚାଉଳ ଆଜି କୁଇଣ୍ଟାଲ ପିଛା ୨୭୮୦…

ସମ୍ବଲପୁର ଜେଲରେ ସରପ୍ରାଇଜ ରେଡ, ଜବତ ହେଲା ବିପୁଳ ମାଦକ ଦ୍ରବ୍ୟ

ସମ୍ବଲପୁର: ସମ୍ବଲପୁର ଜେଲରେ ସରପ୍ରାଇଜ ରେଡ। ଭୋର ପ୍ରାୟ ୪ଟା ବେଳେ ଅଚାନକ୍ ଚଢ଼ାଉ କରାଯାଇଛି। ଜେଲ ଅନ୍ତେବାସୀଙ୍କ ନିକଟରୁ ବହୁ ତମାଖୁ ଜାତୀୟ ଓ ମାଦକ ଦ୍ରବ୍ୟ ଜବତ ହୋଇଥିବା ନେଇ ସୂଚନା ମିଳିଛି। ଆଜି ଭୋର ପ୍ରାୟ ୪ଟାରେ ସମ୍ବଲପୁର ମଣ୍ଡଳ କାରାଗାରରେ ଅଚାନକ ରେଡ୍ କରାଯାଇଛି ।…

୩ ଦଫା ଦାବିରେ ୧୨ ଘଣ୍ଟିଆ କୋରାପୁଟ ବନ୍ଦ

କୋରାପୁଟ: ଆଜି ୧୨ ଘଣ୍ଟିଆ କୋରାପୁଟ ବନ୍ଦ । ଜିଲ୍ଲା ଭିତ୍ତିକ ସ୍ଥାୟୀ ନିଯୁକ୍ତି ଦାବିରେ ୧୨ ଘଣ୍ଟିଆ କୋରାପୁଟ୍‌ ବନ୍ଦ ଡାକରା ଦେଇଛି କୋରାପୁଟ ଜିଲ୍ଲା କ୍ରିୟାନୁଷ୍ଠାନ କମିଟି । ସକାଳ ୬ଟାରୁ ସଂଧ୍ୟା ୬ଟା ପର୍ଯ୍ୟନ୍ତ କୋରାପୁଟରେ ବନ୍ଦ ଡାକରା ପାଳନ ହେବ । ବନ୍ଦ ପାଳନ ହେତୁ ଦୋକାନ,…

ସେଞ୍ଚୁରିଆନ ବିଶ୍ଵବିଦ୍ୟାଳୟରେ ଏନର୍ଜି ସ୍ଵରାଜ୍ ଫାଉଣ୍ଡେସନ୍‌ର ଭୁବନେଶ୍ଵର ଅଧ୍ୟାୟର ଆରମ୍ଭ

ଭୁବନେଶ୍ୱର: ସେଞ୍ଚୁରିଆନ ବିଶ୍ଵବିଦ୍ୟାଳୟ ପରିସରରେ ଏନର୍ଜି ସ୍ଵରାଜ୍ ଫାଉଣ୍ଡେସନ୍‌ର ଭୁବନେଶ୍ଵର ଅଧ୍ୟାୟର ଆରମ୍ଭ କରାଯାଇଛି। ଏହି କାର୍ଯ୍ୟକ୍ରମଟି ଆଇଆଇଟି ବମ୍ବେର ପ୍ରଫେସର ଏବଂ ଏନର୍ଜି ସ୍ଵରାଜ୍ ଫାଉଣ୍ଡେସନ୍‌ର ପ୍ରତିଷ୍ଠାତା ପ୍ରଫେସର ଚେତନ ସିଂହ ସୋଳଙ୍କୀ ଏବଂ ସେଞ୍ଚୁରିଆନ…