Latest Odisha News

BREAKING NEWS

Browsing Category

ଓଡିଶା

Odisha

କାଲିଠୁ ପ୍ରଥମ ବିଶ୍ବ ଓଡ଼ିଆ ଭାଷା ସମ୍ମିଳନୀ: ଅକ୍ଷର ଭୂମିର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଆସନ୍ତାକାଲିଠାରୁ ତିନି ଦିନ ଧରି ଭୁବନେଶ୍ଵର ଜନତା ମଇଦାନରେ ଅନୁଷ୍ଠିତ ହେବ ପ୍ରଥମ ବିଶ୍ବ ଓଡ଼ିଆ ଭାଷା ସମ୍ମିଳନୀ। ଏହାକୁ ସ୍ମରଣୀୟ କରିବା ନିମନ୍ତେ କଳାମଣ୍ଡଳ ପରିସରରେ ନିର୍ମିତ ହୋଇଛି ଅକ୍ଷରଭୂମି। ଆଜି ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀନବୀନ ପଟ୍ଟନାୟକ ଅକ୍ଷର ଭୂମିର ଲୋକାର୍ପଣ…

ଚାକିରି ନାଁରେ ଠକେଇ: ବହିଷ୍କୃତ ସେନା କର୍ମଚାରୀ ଗିରଫ 

ବ୍ରହ୍ମପୁର: ଚାକିରି ଦେବାକୁ କହି ଠକେଇ ଅଭିଯୋଗରେ ବହିଷ୍କୃତ ସେନା କର୍ମଚାରୀ ହୋଇଛନ୍ତି। ଗିରଫ ଅଭିଯୁକ୍ତ ଧରାକୋଟ ଥାନା ନନ୍ଦିଘର ଗ୍ରାମର ସନ୍ତୋଷ ସେଠୀ। ଜ​‌ଣେ ମହିଳାଙ୍କୁ ଗୋଲାବନ୍ଧ ଆର୍ମି ଏୟାର ଡିଫେନ୍ସ କଲେଜରେ ଚାକିରି ଦେବାକୁ ଏକ ଲକ୍ଷରୁ ଅଧିକ ଟଙ୍କା ନେଇଥିବା ଅଭିଯୋଗ ହୋଇଛି ।…

ଇନ୍ଦ୍ରାବତୀ ଉଠା ଜଳସେଚନ କେନାଲରୁ କନିଷ୍ଠ ଯନ୍ତ୍ରୀଙ୍କ ମୃତଦେହ ଉଦ୍ଧାର

ଧର୍ମଗଡ଼: କଳାହାଣ୍ଡି ଜିଲ୍ଲା ଧର୍ମଗଡ଼ ଇନ୍ଦ୍ରାବତୀ ଉଠା ଜଳସେଚନ କେନାଲରୁ କନିଷ୍ଠ ଯନ୍ତ୍ରୀଙ୍କ ମୃତଦେହ ଉଦ୍ଧାର କରାଯାଇଛି । ମୃତ କନିଷ୍ଠ ଯନ୍ତ୍ରୀ ହେଲେ ଭବାନୀଶଙ୍କର ମହନ୍ତ। ଗତକାଲି ଭବାନୀଶଙ୍କର ଅଫିସ ଯାଇ ଘରକୁ ଫେରିନଥିଲେ। ଆଜି ସକାଳ ୧୦ଟା ସମୟରେ କେନାଲରେ ତାଙ୍କର ମୃତ ଦେହ…

ଶିମିଳିପାଳ ଅଭୟାରଣ୍ୟରୁ ୫ ଶିକାରୀ ଗିରଫ, ହରିଣ ଓ ସମ୍ବର ଶିଙ୍ଗ ଜବତ

ବାରିପଦା: ଶିମିଳିପାଳ ଅଭୟାରଣ୍ୟରେ ମାତିଛନ୍ତି ଶିକାରୀ । ପୋଲିସ ଓ ବନବିଭାଗକୁ ଚକମା ଦେଇ ଜଙ୍ଗଲ ମଧ୍ୟକୁ ଅବାଧରେ ପ୍ରବେଶ କରୁଛନ୍ତି । ତେବେ ଶିକାର ପାଇଁ ଶିମିଳିପାଳ ଅଭୟାରଣ୍ୟ ମଧ୍ୟରେ ପ୍ରବେଶ କରିଥିବା ୫ ଜଣ ଶିକାରୀକୁ ଧରିବାରେ ସଫଳ ହୋଇଛି ବନବିଭାଗ । ଏଥି ସହିତ ତାଙ୍କ ନିକଟରୁ…

5T ଅଧ୍ୟକ୍ଷଙ୍କ ଦିନିକିଆ ନୂଆପଡ଼ା ଗସ୍ତ; ନୂଆ-ଓ କାର୍ଯ୍ୟକ୍ରମରେ ଯୋଗଦେଲେ, ସରକାରଙ୍କ ଯୋଜନା ବିଷୟରେ ଅବଗତ କରାଇଲେ

ନୂଆପଡ଼ା: ଶୁକ୍ରବାର ନୂଆପଡ଼ା ଜିଲ୍ଲାକୁ ଦିନିକିଆ ଗସ୍ତ କରିଛନ୍ତି 5T ଅଧ୍ୟକ୍ଷ ଭିକେ ପାଣ୍ଡିଆନ। ଜିଲ୍ଲା ଗସ୍ତରେ ଆସି ନୂଆପଡା ନ୍ୟାସନାଲ କଲେଜରେ ଆୟୋଜିତ ନୂଆ-ଓ କାର୍ଯ୍ୟକ୍ରମରେ ଯୋଗଦେଇ ଛାତ୍ରଛାତ୍ରୀଙ୍କ ଉଦ୍ଦେଶ୍ୟରେ ଉଦବୋଧନ ଦେଇଥିଲେ। ଏହା ସହ ବୋଡେ଼ନ ବ୍ଲକ ବିନପୁର ଠାରେ ପହଂଚି…

ବିବାହ ବନ୍ଧନରେ ବାନ୍ଧି ହେଲେ କେନ୍ଦ୍ରାପଡା ଜିଲ୍ଲାପାଳ

କଟକ: ବିବାହ ବନ୍ଧନରେ ବାନ୍ଧି ହେଲେ ପୁଣି ଜଣେ ଜିଲ୍ଲାପାଳ । ଓଏଏସ୍‌ ଅଫିସ୍‌ର  ଅମୃତା ପ୍ରିୟମ୍ବଦା ମିଶ୍ରଙ୍କ ହାତ ଧରିଛନ୍ତି କେନ୍ଦ୍ରାପଡାର ପୂର୍ବତନ ଜିଲ୍ଲାପାଳ ତଥା ଆଇଏଏସ୍‌ ଅମ୍ରିତ୍ ଋତୁରାଜ୍ । ବୈଦିକ ରିତିନୀତିରେ କଟକର ହୋଟେଲ୍‌ ଆକବରୀରେ ମହା ଆଡମ୍ବର ସହକାରେ ଦୁଇ ଅଧିକାରୀଙ୍କ…

ଭଦ୍ରକରେ ଜଗନ୍ନାଥଙ୍କୁ ଅସମ୍ମାନ ଘଟଣା: ରାଜରାସ୍ତାକୁ ଓଲ୍ହାଇଲା ବିଜେପି

ଭଦ୍ରକ: ଭଦ୍ରକ ଜ଼ିଲ୍ଲା ପ୍ରଶାସନ ପକ୍ଷରୁ ଆୟୋଜିତ ଭଦ୍ରାୟଣୀ ମହୋତ୍ସବ ଶେଷ ହେବା ପରେ ନେହେରୁ ଷ୍ଟାଡିଅମରେ ଅଳିଆ ଆବର୍ଜନାରେ ପ୍ରଭୁ ଜଗନ୍ନାଥଙ୍କ ମୂର୍ତ୍ତି ପଡ଼ିଥିବା ଘଟଣା ଏବେ ଭିନ୍ନ ମୋଡ଼ ନେଉଛି । ଏନେଇ ଏବେ ରାଜନୀତି ସରଗରମ ହେବାରେ ଲାଗିଛି । ସେପଟେ ଏହି ଘଟଣାକୁ ନେଇ ଆଜି ବିକ୍ଷୋଭ…

କିଟ୍ ଟିବିଆଇକୁ ସଫଳ ଇନକ୍ୟୁବେଟର ୨୦୨୩ ପୁରସ୍କାର

ଭୁବନେଶ୍ୱର: କିଟ୍ ଟିବିଆଇ ୨୦୨୩ ବର୍ଷର ସଫଳ ଇନକ୍ୟୁବେଟର ଭାବେ ପୁରସ୍କୃତ ହୋଇଛି । ଓଡ଼ିଶା ସରକାରଙ୍କ ଏମ୍‌ଏସ୍‌ଏମ୍‌ଇ ବିଭାଗର ଷ୍ଟାର୍ଟଅପ୍ ଓଡ଼ିଶା ଦ୍ୱାରା କିଟ୍ ଟିବିଆଇକୁ ୨୦୨୩ ବର୍ଷର ସଫଳ ଇନକ୍ୟୁବେଟର ଭାବରେ ପୁରସ୍କୃତ କରାଯାଇଛି । ବୁଧବାର ଓଡ଼ିଶା ସରକାରଙ୍କ ଏମଏସଏମଇ ବିଭାଗ…

ଆସନ୍ତାକାଲି ସୋନପୁର ଅଭିମୁଖେ ପ୍ରଥମ ଟ୍ରେନର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ, ଜାଣନ୍ତୁ ଷ୍ଟପେଜ

ଭୁବନେଶ୍ୱର: ଆସନ୍ତାକାଲି (ଫେବୃଆରୀ ୩)ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସମ୍ବଲପୁର ଗସ୍ତରେ ଆସି ନୂଆ ଟ୍ରେନ୍ ସେବା, ଷ୍ଟେସନ ପୁନଃନିର୍ମାଣ ଯୋଜନା ଓ ଦୁଇଟି ରେଳ ଲାଇନ ସମେତ ଅନେକ ରେଳ ପ୍ରକଳ୍ପର ଶୁଭାରମ୍ଭ କରିବେ। ପ୍ରଧାନମନ୍ତ୍ରୀ ପୁରୀ-ସୋନପୁର-ପୁରୀ ସାପ୍ତାହିକ ଏକ୍ସପ୍ରେସକୁ…

ମହିଳା ପୁଲିସ ନିର୍ଯାତନା ମାମଲାରେ ବିରୋଧୀ ଦଳ ନେତାଙ୍କୁ ଅନ୍ତରୀଣ ଜାମିନ ଦେଲେ ସୁପ୍ରିମକୋର୍ଟ

ସମ୍ବଲପୁର: ଜଣେ ମହିଳା ପୁଲିସ ଅଧିକାରୀଙ୍କୁ ମାଡ଼ ମାରିବା ମାମଲାରେ ବିରୋଧୀ ଦଳ ନେତା ତଥା ବିଜେପି ବିଧାୟକ ଜୟନାରାୟଣ ମିଶ୍ରଙ୍କୁ ସୁପ୍ରିମକୋର୍ଟ ଅନ୍ତରୀଣ ସୁରକ୍ଷା ଦେଇଛନ୍ତି। ସର୍ବୋଚ୍ଚ ନ୍ୟାୟାଳୟ ତାଙ୍କୁ ଅନ୍ତରୀଣ ଜାମିନ ପ୍ରଦାନ କରିବା ସହ ରାଜ୍ୟ ସରକାରଙ୍କୁ ନୋଟିସ ଜାରି କରି ୪…