Latest Odisha News
Browsing Category

ଓଡିଶା

Odisha

ରାଜ୍ୟ ସ୍ବାସ୍ଥ୍ୟ ବିଭାଗରେ ବଢ଼ିଲା ପଦବୀ ସଂଖ୍ୟା 

ଭୁବନେଶ୍ୱର: ପରିବର୍ତ୍ତନ ମୁଡ୍ ରେ ରାଜ୍ୟ ସରକାର। ଯେଉଁଥିରେ ସାମିଲ୍ ହୋଇଛି ସ୍ବାସ୍ଥ୍ୟ ବିଭାଗ। ଏଥିରେ ସ୍ବତନ୍ତ୍ର ସଚିବ, ନିର୍ଦ୍ଦେଶକ ପଦବି ସଂଖ୍ୟାରେ ବୃଦ୍ଧି କରାଯାଇଛି। ପୂର୍ବରୁ ୨ଟି ସ୍ବତନ୍ତ୍ର ସଚିବ (ଲେବଲ-୧୭) ପଦବି ରହିଥିଲା। ଯାହାକୁ ରାଜ୍ୟ ମେଡିକାଲ ଏବଂ ସ୍ବାସ୍ଥ୍ୟ ସେବା…

ଆସନ୍ତାକାଲି ବସିବ ରାଜ୍ୟ କ୍ୟବିନେଟ୍ ଓ ମନ୍ତ୍ରିପରିଷଦ ବୈଠକ

ଭୁବନେଶ୍ୱର: ବିଧାନସଭା ବଜେଟ୍ ଅଧିବେଶନ ପୂର୍ବରୁ ଆସନ୍ତାକାଲି ବସିବ ରାଜ୍ୟ କ୍ୟାବିନେଟ ଓ ମନ୍ତ୍ରିପରିଷଦ ବୈଠକ । ସନ୍ଧ୍ୟା ୭ଟା ବେଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିବ ଏହି ବୈଠକ । ବୈଠକରେ ବହୁ ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବ ଉପରେ କ୍ୟାବିନେଟ ମୋହର ବାଜିବ ।…

ଭଦ୍ରକରେ ସିରିଜ ଦୁର୍ଘଟଣା; ପଛକୁ ପଛକ ପିଟି ହେଲା ୩ଟି ଗାଡି, ଜଣେ ମୃତ

ଭଦ୍ରକ: ଭଦ୍ରକ ରେ ସିରିଜ୍‌ ଦୁର୍ଘଟଣା । ପଛକୁ ପଛକ ପିଟି ହେଲା ତିନୋଟି ଗାଡି । ଫଳରେ ଦୁର୍ଘଟଣାରେ ଜଣେ ବାଇକ ଆରୋହୀଙ୍କର ମୃତ୍ୟୁ ହୋଇଛି । ମୃତ ବ୍ୟକ୍ତଙ୍କର ପରିଚୟ ମିଳିନାହିଁ । ଭଦ୍ରକ ଜିଲ୍ଲା ୧୬ ନମ୍ବର ଜାତୀୟ ରାଜପଥ ବିଷ୍ଣୁପୁର ନିକଟରେ ଘଟିଛି ଏହି ଦୁର୍ଘଟଣା । ଖବର ମୁତାବକ,…

ଶ୍ରୀକ୍ଷେତ୍ର ଗଲା ଶାବର ଶ୍ରୀକ୍ଷେତ୍ରର କଳାଜିରା ଚାଉଳ, ପ୍ରସ୍ତୁତ ହେବ ମହାପ୍ରଭୁଙ୍କ ମହାପ୍ରସାଦ

କୋରାପୁଟ: ଶାବର ଶ୍ରୀକ୍ଷେତ୍ରରୁ ଶ୍ରୀମନ୍ଦିର ଗଲା କଳାଜିରା ଚାଉଳ । କଳାଜିରା ଚାଉଳର ସୁଗନ୍ଧରେ ମହକିବ ବଡ଼ ଠାକୁରଙ୍କ ରୋଷଶାଳା । ନିକଟରେ କୋରାପୁଟ ଜିଲ୍ଲାର ଉତ୍ପାଦିତ କଳାଜିରା ଧାନକୁ ମିଳିଛି ଜିଆଇ ଟ୍ୟାଗ୍ । କଳାଜିରା ଧାନରୁ ଏହି ଚାଉଳକୁ ଜୈବିକ ପଦ୍ଧତିରେ ଉତ୍ପାଦନ କରାଯାଏ ।…

ପୁରୀ ଯାଉଥିବା ତୀର୍ଥଯାତ୍ରୀ ବସ୍ କୁ ପିଟିଲା ହାଇଓ୍ବା, ୨୦ ଆହତ

ଖୋର୍ଦ୍ଧା: ତୀର୍ଥଯାତୀଙ୍କ ବସକୁ ପଛପଟୁ ଧକ୍କା ଦେଇଛି ହାଇୱା । ଖୋର୍ଦ୍ଧା ଜିଲ୍ଲା ୧୬ ନମ୍ବର ଜାତୀୟ ରାଜପଥରେ ଘଟିଛି ଦୁର୍ଘଟଣା । ଏକ ଯାତ୍ରୀବାହୀ ବସ୍ କୁ ପଛପଟୁ ହାଇୱା ଧକ୍କା ଦେଇଛି । ଫଳରେ ୨୦ ଆହତ ହୋଇଛନ୍ତି । ଖବର ମୁତାବକ, ରାୟଗଡା ଗୁଡାରି ଏନଏସି ଅଞ୍ଚଳର ୪୫ ଯାତ୍ରୀଙ୍କୁ ନେଇ…

ମୋଦୀଙ୍କ ସମ୍ବଲପୁର ଗସ୍ତ ପୂର୍ବରୁ ମୁଖ୍ୟ ଶାସନ ସଚିବଙ୍କ ଉଚ୍ଚ ସ୍ତରୀୟ ବୈଠକ

ଭୁବନେଶ୍ୱର: ଶନିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସମ୍ବଲପୁର ଗସ୍ତରେ ଆସି ୫୮୧୬ କୋଟି ଟଙ୍କାର ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଶୁଭାରମ୍ଭ କରିବାର କାର୍ଯ୍ୟକ୍ରମ ରହିଛି। ପ୍ରଧାନମନ୍ତ୍ରୀଙ୍କ ଗସ୍ତ ପାଇଁ ରାଜ୍ୟ ସରକାର ବ୍ୟାପକ ପ୍ରସ୍ତୁତି କରୁଛନ୍ତି, ଯାହା ଉପରେ ଗୁରୁବାର ମୁଖ୍ୟ ଶାସନ…

ଦୁଇଟି ଭିନ୍ନ ଘଟଣା: ରାଜ୍ୟପାଳ ଓ ଡିଜିପିଙ୍କ ଆଚରଣ ଜିତିଲା ରାଜ୍ୟବାସୀଙ୍କ ହୃଦୟ

ଭୁବନେଶ୍ୱର: ରାଜ୍ୟପାଳ ଓ ଡିଜିପିଙ୍କ କରୁଣା ଓ ନମ୍ରତାର ଦୁଇଟି ଘଟଣା ରାଜ୍ୟବାସୀଙ୍କ ହୃଦୟକୁ, ବିଶେଷ କରି ରାଜ୍ୟର ଚତୁର୍ଥ ଶ୍ରେଣୀ କର୍ମଚାରୀଙ୍କ ହୃଦୟକୁ ଛୁଇଁଛି। ରାଜଭବନର ଚତୁର୍ଥ ଶ୍ରେଣୀ କର୍ମଚାରୀ ପତିତପାବନ ରାଉତରାୟଙ୍କ ଝିଅଙ୍କ ବିବାହ ସମୟରେ ଏହି ଘଟଣା ଘଟିଛି। ବାରମ୍ବାର…

ଓଡିଶାରେ ବିଧାୟକ କିମ୍ବା ସାଂସଦ ଟିକେଟ ପାଇଁ ଅନଲାଇନ ଆବେଦନ ପନ୍ଥା ଆପଣାଇଲା କଂଗ୍ରେସ

ଭୁବନେଶ୍ୱର: ଆଗାମୀ ନିର୍ବାଚନ ପାଇଁ ଟିକେଟ ବଣ୍ଟନ ପାଇଁ ଅନଲାଇନ୍ ଆବେଦନ ବ୍ୟବସ୍ଥା ଗ୍ରହଣ କରିବାକୁ କଂଗ୍ରେସ ନିଷ୍ପତ୍ତି ନେଇଛି ବୋଲି ଦଳର ରାଜ୍ୟ ପ୍ରଭାରୀ ଅଜୟ କୁମାର ଘୋଷଣା କରିଛନ୍ତି। ବିଧାୟକ କିମ୍ବା ସାଂସଦ ପ୍ରାର୍ଥୀ ଭାବେ ନିର୍ବାଚନ ଲଢ଼ିବାକୁ ଚାହୁଁଥିବା ଦଳୀୟ ନେତାମାନଙ୍କୁ…