Latest Odisha News

BREAKING NEWS

Browsing Category

ଓଡିଶା

Odisha

ଫ୍ୟାନ୍ ରେ ଝୁଲୁଛି କନିଷ୍ଠ ଯନ୍ତ୍ରୀଙ୍କ ମୃତଦେହ, କାରଣ ଖୋଜୁଛି ପୋଲିସ

ବାଲେଶ୍ୱର: ବନ୍ଦ କୋଠରୀ ଭିତରୁ ମିଳିଲା କନିଷ୍ଠ ଯନ୍ତ୍ରୀଙ୍କ ଝୁଲନ୍ତା ମୃତଦେହ । ଏପରି ଅଘଟଣ ଦେଖିବାକୁ ମିଳିଛି ବାଲେଶ୍ୱର ଜିଲ୍ଲା ଭୋଗରାଇ ବ୍ଲକରେ । ମୃତକ ମୋନାଲିସା ହେମ୍ବ୍ରମ ବୋଲି ଜଣାଯାଇଛି । ସେ ଭୋଗରାଇ ବ୍ଲକରେ ଗତ ୬ ମାସ ହେବ କନିଷ୍ଠ ଯନ୍ତ୍ରୀ ଭାବେ କାର୍ଯ୍ୟରତ ଥିଲେ ।…

ସାଲିଆ ସାହିରେ ମଦ ସମ୍ଭାର, ଚାଲିଲା ବୁଲଡୋଜର

ଭୁବନେଶ୍ୱର: ସାଲିଆ ସାହିରେ ବୁଲିଲା ବୁଲଡୋଜର । ଗୋଟିଏ ନୁହେଁ କି ଦୁଇଟି ନୁହେଁ ତିନି ତିନି ଟି ମଦ କାରଖାନାକୁ ମାଟିରେ ମିଶାଇଲା । ଶନିବାର ନୟାପଲ୍ଲୀ ସ୍ଥିତ ସାଲିହା ସାହିରେ ଚଢାଉ କରି ୩ଟି ଦେଶୀ ମଦ କାରଖାନା ଠାବ କରିଥିଲା କମିଶନରେଟ ପୋଲିସ । ଏହାପରେ ଏନେଇ ତୁରନ୍ତ ଆକ୍ସନ…

ବିଡିଏ ଓ ବିଏମସି ପାଇଁ ବଢିଲା ଅଡୁଆ

ଭୁବନେଶ୍ବର: ବିଡିଏ ଓ ବିଏମସି ପାଇଁ ବଢିଲା ଅଡୁଆ । ସରକାରୀ ଜମି ବିଲ୍ଡର୍ସଙ୍କୁ ଦେବା ପ୍ରସଙ୍ଗରେ ସାଧାରଣ ପ୍ରଶାସନ ବିଭାଗ ଉଭୟଙ୍କୁ ସ୍ପଷ୍ଟୀକରଣ ମାଗିଛି । କେଉଁ ପରିସ୍ଥିତିରେ ବିଭାଗର ବିନା ଅନୁମତିରେ ବିଲ୍ଡର୍ସଙ୍କୁ ରାସ୍ତା ପାଇଁ ସରକାରୀ ଜମି ଦିଆଯାଇଛି, ସେନେଇ ବିଡିଏ ଓ ବିଏମ୍‌ସି…

ଅଗଷ୍ଟ ୨୬ରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନଶୁଣାଣି 

ଭୁବନେଶ୍ବର: ଆସନ୍ତା ସୋମବାର ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ। ଅଗଷ୍ଟ ୨୬ ତାରିଖରେ ସରକାରୀ ଛୁଟି ପଡୁଥିବା ଯୋଗୁ ଭୁବନେଶ୍ୱର ୟୁନିଟ ୫ ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଜନଶୁଣାଣି ବନ୍ଦ ରହିବ। ଏହି ଦିନ ଜନ୍ମାଷ୍ଟମୀ ପଡୁଥିବାରୁ ସରକାରୀ ଛୁଟି…

ବୋର୍ଡ ଅଫିସ ଆଗରେ ଧାରଣା ଦେଲେ ଓଟିଇଟି ପରୀକ୍ଷାର୍ଥୀ

କଟକ: ବୋର୍ଡ ଅଫିସ ଆଗରେ ଧାରଣାରେ ବସିଲେ ଓଟିଇଟି ପରୀକ୍ଷାର୍ଥୀ । ଦାବି କଲେ ଗ୍ରେସ ମାର୍କ । ଚଳିତ ଓଟିଇଟି ପରୀକ୍ଷାରେ ଉପୁଜିଥିବା ସମସ୍ୟାକୁ ନେଇ ଆଜି କଟକ ବୋର୍ଡ ଅଫିସ ଆଗରେ ଓଟିଇଟି ପରୀକ୍ଷାର୍ଥୀମାନେ ବିକ୍ଷୋଭ ପ୍ରଦର୍ଶନ କରିବା ସହିତ ନାରାବାଜି କରିଛନ୍ତି । ବିଭିନ୍ନ ଜିଲ୍ଲାରୁ…

ଶ୍ୱାସରୁଦ୍ଧ ହୋଇ ୩ ଶ୍ରମିକ ମୃତ, ଜଣେ ଗୁରୁତ

ସମ୍ବଲପୁର: ସମ୍ବଲପୁର ଜିଲ୍ଲା ଯମନକିରା ଥାନା ପୁକୁଡ଼ା ଗାଁରେ ଅଘଟଣ । ନିର୍ମାଣାଧୀନ ପାଇଖାନା ଟାଙ୍କିର ସେଣ୍ଟ୍ରିଂ ଖୋଳୁଥିବା ବେଳେ ଶ୍ୱାସରୁଦ୍ଧ ହୋଇ ୩ ଶ୍ରମିକ ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି । ମୃତକମାନେ ହେଲେ ଭରତ ରଣା, ବସନ୍ତ ଦେହୁରୀ ଓ ଶ୍ରୀକାନ୍ତ ମୁଣ୍ଡା ।…

ଏସସିବି ଲଜ୍ଜା: ବହିଷ୍କୃତ ହେଲେ ଅଭିଯୁକ୍ତ ଡାକ୍ତର

କଟକ: ଗୋଟେପଟେ ସାରା ଦେଶ ଏବେ କୋଲକାତା ମେଡିକାଲ କଲେଜ ଘଟଣାକୁ ନେଇ ମର୍ମାହତ ଥିବା ବେଳେ ଏହାରି ଭିତରେ କଟକ ଏସସିବିରୁ ସାମ୍ନାକୁ ଆସିଥିଲା ଏକ ଜଘନ୍ୟ କାଣ୍ଡ । ୨ ମହିଳା ରୋଗୀଙ୍କୁ ଚିକିତ୍ସା କରିବା ବାହାନାରେ ଜଣେ ଡାକ୍ତର ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଥିଲା । ଯାହାକୁ ନେଇ…

ଯୁକ୍ତ ୩ରେ ନାମଲେଖାରୁ ବଞ୍ଚିତ ଛାତ୍ରଛାତ୍ରୀଙ୍କ ପାଇଁ ମନ୍ତ୍ରୀ ଦେଲେ ଖୁସି ଖବର

ଭୁବନେଶ୍ବର: ଚଳିତ ଶିକ୍ଷାବର୍ଷରେ ଯୁକ୍ତ ୩ ନାମଲେଖାରୁ ବଞ୍ଚିତ ହୋଇଯାଇଛିନ୍ତି କି? ତାହାଲେ ଚିନ୍ତା କରନ୍ତୁ ନାହିଁ, ଆପଣଙ୍କ ପାଇଁ ଖୁସି ଖବର ଆଣିଛନ୍ତି ମନ୍ତ୍ରୀ । ଏନେଇ ଉଚ୍ଚ ଶିକ୍ଷାମନ୍ତ୍ରୀ ନୂଆ ଗାଇଡଲାଇନ୍‌ ଜାରି କରିଛନ୍ତି । ଏନେଇ ପ୍ରେସମିଟ କରି ଉଚ୍ଚଶିକ୍ଷା ମନ୍ତ୍ରୀ…

ବାଚସ୍ପତିଙ୍କୁ ଅସମ୍ମାନ; ନିନ୍ଦା ପ୍ରସ୍ତାବ ପାରିତ କଲା ଶାସକ ଦଳ

ଭୁବନେଶ୍ବର: ଗୃହରେ ଜାରି ରହିଛି ବିରୋଧୀଙ୍କ ହଟ୍ଟଗୋଳ । ପୋଡିୟମ ଉପରକୁ ଚଢିବା ବାଚସ୍ପତିଙ୍କ ମାଇକ ଟାଣିବା ଯେମିତି ନିତିଦିନିଆ କଥା ହୋଇଯାଇଛି । ଆଜିକୁ ୫ ଦିନ ହେଲାଣି ଆରମ୍ଭ ହେଲାଣି ଚଳିତ ବଜେଟ୍ ଅଧିବେଶନର ଦ୍ବିତୀୟ ପର୍ଯ୍ୟାୟ । ହେଲେ ପ୍ରଶ୍ନକାଳ ପରେ ଚାଲିପାରୁନି ଗୃହ ।…

ବନ୍ଧାହେଲେ ଓଏସଆରଟିସି ସିଏଓ, କେରଳ ଯାଏଁ ଲମ୍ପିଥିଲା ସମ୍ପତି

ଭୁବନେଶ୍ବର: ବନ୍ଧାହେଲେ ଓଏସଆରଟିସି ଚିଫ୍ ଆକାଉଣ୍ଟ ଅଫିସର ବିଜୟ ମଙ୍ଗରାଜ । ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଆଜି ସିଏଓ ବାବୁଙ୍କୁ ଗିରଫ କରିଛି ଭିଜିଲାନ୍ସ । ଶୁକ୍ରବାର ଓଡିଶା ଭିଜିଲାନ୍ସ ଅଧିକାରୀମାନେ ଓଏସଆରଟିସି ସିଏଓଙ୍କ ଘରେ ଚଢ଼ାଉ କରିଥିଲେ । ଏହି ଚଢାଉରେ ୮ ଜଣ ଡିଏସପି,…