Latest Odisha News

BREAKING NEWS

Browsing Category

ଓଡିଶା

Odisha

୫ଟି ଓଡ଼ିଆ ଚଳଚ୍ଚିତ୍ରକୁ ମିଳିବ ସବ୍‌ସିଡି

କଟକ: ଦୀର୍ଘ ଦିନ ପରେ ଏବେ ୫ଟି ଓଡ଼ିଆ ଫିଲ୍ମକୁ ମିଳିବ ସବ୍‌ସିଡି। ସବ୍‌ସିଡି ଅର୍ଥ ଦେବାକୁ ଶିଳ୍ପ ନିର୍ଦ୍ଦେଶାଳୟକୁ ସୁପାରିସ୍ କରିଛି ଓଡ଼ିଶା ଚଳଚ୍ଚିତ୍ର ଉନ୍ନୟନ ନିଗମ(ଓଏଫ୍‌ଡିସି) । ଏ ନେଇ ଆଜି ଓଏଫ୍‌ଡ଼ିସି ପକ୍ଷରୁ ଶିଳ୍ପ ନିର୍ଦ୍ଦେଶାଳୟକୁ ସୁପାରିସ୍ କରାଯାଇଛି । ୨୦୧୯ ଚଳଚ୍ଚିତ୍ର…

ରଥଯାତ୍ରାରେ ଯୋଗ ଦେବା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ

ଭୁବନେଶ୍ୱର: ପୁରୀ ଶ୍ରୀଜଗନ୍ନାଥ ମନ୍ଦିର ମୁଖ୍ୟ ପ୍ରଶାସକ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା-୨୦୨୬ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଆନୁଷ୍ଠାନିକ ଭାବରେ ନିମନ୍ତ୍ରଣ କରିଛନ୍ତି। ବୈଠକ ସମୟରେ ପ୍ରଭୁ ଜଗନ୍ନାଥଙ୍କ ବିଶ୍ୱ ପ୍ରସିଦ୍ଧ ରଥ ଯାତ୍ରାରେ ଯୋଗଦେବା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ…

ପଥରଗାଡ଼ିଆ ଗାଁରେ ୨ ଗୋଷ୍ଠୀ ମଧ୍ୟରେ ରକ୍ତାକ୍ତ ସଂଘର୍ଷ, ୪ ପ୍ଲାଟୁନ୍‌ ଫୋର୍ସ ମୁତୟନ

ଭୁବନେଶ୍ୱର: ରାଜଧାନୀରେ ପୁଣି ଦେଖିବାକୁ ମିଳିଛି ଗୋଷ୍ଠୀ ସଂଘର୍ଷ। ଇନ୍‌ଫୋସିଟି ଥାନା ଅଧୀନ ପଥରଗାଡ଼ିଆ ଗାଁ ପୁଣି ଅଶାନ୍ତ ହୋଇପଡ଼ିଛି। ୨ ଗୋଷ୍ଠୀ ମଧ୍ୟରେ ରକ୍ତାକ୍ତ ସଂଘର୍ଷ ଘଟିଛି। ସଂଘର୍ଷରେ ୬ ଜଣ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨ ଜଣ ଗୁରୁତର ହୋଇଛନ୍ତି। ଗୁରୁତର ହୋଇଥିବା ପପୁନା…

ବହି ବିଭ୍ରାଟ ମାମଲା, SCERT ପୂର୍ବତନ ନିର୍ଦ୍ଦେଶକ ମନୋଜ ପାଢ଼ୀ ଅଟକ

ଭୁବନେଶ୍ୱର: ସ୍କୁଲ ପାଠ୍ୟପୁସ୍ତକରେ ତ୍ରୁଟି ମାମଲାରେ ଓଡ଼ିଶା କ୍ରାଇମ୍ ବ୍ରାଞ୍ଚ ମଙ୍ଗଳବାର ପୂର୍ବତନ SCERT ନିର୍ଦ୍ଦେଶକ ମନୋଜ ପାଢ଼ୀଙ୍କୁ ଅଟକ ରଖିଛି। ପ୍ରାଥମିକ ବିଦ୍ୟାଳୟ ପାଠ୍ୟପୁସ୍ତକରେ ବ୍ୟାପକ ତ୍ରୁଟି ଚିହ୍ନଟ ହେବା ପରେ ତାଙ୍କୁ ନିଲମ୍ବିତ କରାଯାଇଥିଲା। ରିପୋର୍ଟ ଅନୁଯାୟୀ,…

ପ୍ରବଳ ବର୍ଷା ପାଇଁ ଏହି ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା

ଭଦ୍ରକ: ଜିଲ୍ଲାରେ ଲଗାତାର ବର୍ଷା ଯୋଗୁଁ ଉପୁଜିଥିବା ପରିସ୍ଥିତିକୁ ଦୃଷ୍ଟିରେ ରଖି ଭଦ୍ରକ ଜିଲ୍ଲାପାଳ ଆଜି ଜିଲ୍ଲାର ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ ଏବଂ ବେସରକାରୀ ବିଦ୍ୟାଳୟରେ ପାଠପଢ଼ା ବନ୍ଦ ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି। ତେବେ କେନ୍ଦ୍ରୀୟ ରୋଷେଇ (ସେଣ୍ଟ୍ରାଲ କିଚେନ୍)…

୭ ଦିନିଆ ଦିଲ୍ଲୀ ଗସ୍ତରେ ନବୀନ ପଟ୍ଟନାୟକ, ରାଜନୈତିକ ନେତୃବୃନ୍ଦଙ୍କୁ ଭେଟିବେ

ଭୁବନେଶ୍ୱର: ସଂସଦର ଆସନ୍ତା ମୌସୁମୀ ଅଧିବେଶନ ପୂର୍ବରୁ ଓଡ଼ିଶା ରାଜନୀତିରେ ବଡ଼ ହଲଚଲ। ଦିଲ୍ଲୀରେ ବିରୋଧୀ ଦଳ ଭୂମିକାରେ ଥିବା ବିଜେଡି ଏଥର ସରକାରଙ୍କୁ ସହଜରେ ଛାଡ଼ିବା ମୁଡ୍‌ରେ ନାହିଁ। ଦିଲ୍ଲୀ ଦରବାରରେ ଗର୍ଜିବ ଶଙ୍ଖ। ଆଜି ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ…

ଆନ୍ଧ୍ରରେ ବଢୁଛି କୋଭିଡ୍ ମାମଲା, ଗଞ୍ଜାମରେ ହାଇ ଆଲର୍ଟ…

ଭୁବନେଶ୍ୱର: ପଡ଼ୋଶୀ ଆନ୍ଧ୍ରପ୍ରଦେଶରେ କୋଭିଡ୍-୧୯ ମାମଲା ବୃଦ୍ଧି ପାଇବା ଯୋଗୁ ଓଡ଼ିଶା ସରକାର ରାଜ୍ୟ ସହିତ ସୀମାବର୍ତ୍ତୀ ଗଞ୍ଜାମ ଜିଲ୍ଲାରେ ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରିଛନ୍ତି। ଗଞ୍ଜାମରେ ଭାଇରସ ବ୍ୟାପିବାକୁ ରୋକିବା ପାଇଁ ଜିଲ୍ଲା ପ୍ରଶାସନ ନିରୀକ୍ଷଣ ଏବଂ ପ୍ରସ୍ତୁତିକୁ…

ଆଜି ମହାପ୍ରଭୁଙ୍କ ନବଯୌବନ ଦର୍ଶନ, ଚଳଚଞ୍ଚଳ ଶ୍ରୀକ୍ଷେତ୍ର 

ପୁରୀ: ଦୀର୍ଘ ୧୫ ଦିନ ଧରି ଅଣବସର ପିଣ୍ଡିରେ ରହି ଚିକିତ୍ସିତ ହେବା ପରେ ଜ୍ୱରରୁ ଆରୋଗ୍ୟ ଲାଭ କରିଛନ୍ତି ମହାପ୍ରଭୁ ଶ୍ରୀଜଗନ୍ନାଥ । ଦଇତାପତି ସେବକମାନେ ମହାପ୍ରଭୁଙ୍କ ଆରୋଗ୍ୟ ହେବା ଖବର ଗଜପତି ମହାରାଜାଙ୍କୁ ଜଣାଇବା ପରେ ଏବେ ଶ୍ରୀମନ୍ଦିର ରଥଯାତ୍ରା ଲାଗି ହୋଇ ଉଠିଛି ଚଳଚଞ୍ଚଳ।…

ମର୍ସିଡିଜ୍ କାର୍ ଧକ୍କାରେ ଯୁବକଙ୍କ ମୃତ୍ୟୁ, ୧୦୦ମି. ଘୋଷାଡ଼ି ନେଲା…

ଭୁବନେଶ୍ୱର: ସୋମବାର ବିଳମ୍ବିତ ରାତିରେ ଭୁବନେଶ୍ୱରର ଶାସ୍ତ୍ରୀ ନଗର ଛକରେ ଏକ ମର୍ସିଡିଜ୍-ବେଞ୍ଜ୍ ଏକ ବାଇକକୁ ଧକ୍କା ଦେଇଛି। ଦୁର୍ଘଟଣା ଏତେ ଜୋରରେ ଥିଲା ଯେ ପ୍ରାୟ ୧୦୦ ମିଟର ପର୍ଯ୍ୟନ୍ତ ଘୋଷାଡ଼ି ହୋଇଯାଇଥିଲା ବାଇକ୍। ଏହି ଘଟଣାରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ରିପୋର୍ଟ…

ଗଛ ତଳେ ଚା’ ପିଇବା ହେଲା କାଳ;ଚାଲିଗଲା ବୃଦ୍ଧଙ୍କ ଜୀବନ

ବ୍ରହ୍ମପୁର:ଚା’ ପିଉଥିବା ସମୟରେ ଗଛ ଡାଳ ପଡ଼ି ଜଣେ ବୃଦ୍ଧ ପ୍ରାଣ ହରେଇଛନ୍ତି । ମୃତ ବୃଦ୍ଧ ଜଣକ ହେଲେ କଙ୍କୋରଡ଼ା ପଞ୍ଚାୟତ ଅଧିନସ୍ଥ କରାଖଣ୍ଡି ଗ୍ରାମର ନଟବର ପ୍ରଧାନ । ତେବେ ଏହି ଅଭାବନୀୟ ଘଟଣା ଘଟିଛି ସାନଖେମୁଣ୍ଡି ବ୍ଲକ ଆଡପଡ଼ା ଗ୍ରାମରେ । ସୂଚନାଥାଉକି, ନଟବର ନିଜ ଝିଅ ଘର ଗାଁ…