Latest Odisha News

BREAKING NEWS

Browsing Category

ଓଡିଶା

Odisha

ହାତୀଦାନ୍ତ ଡିଲ ବେଳେ ଚଢାଉ: ୨ହାତୀଦାନ୍ତ ଜବତ, ୩ ଗିରଫ

ଦେବଗଡ଼: ହୋଟେଲରେ ଚାଲିଥିଲା ହାତୀଦାନ୍ତ ଡିଲ । ଡିଲ ବେଳେ ମାଡ଼ିବସିଲା ବନ ବିଭାଗ । ଚଢ଼ାଉ କରି ଦୁଇଟି ହାତୀ ଦାନ୍ତ ଜବତ କରିବା ସହ ୩ ଜଣଙ୍କୁ ଗିରଫ କରିଛି ବନ ବିଭାଗ । ଗିରଫ ଅଭିଯୁକ୍ତମାନେ ଦେବଗଡ଼ ଲାଲୁ ସାହିର ପ୍ରେମରାଜ ସାହୁ, ଦେବଗଡ଼ର କପଟଦାର ଓ ଦିଲ୍ଲୀର ରାଜେଶ କୁମାର। ଗତକାଲି…

ରାଜ୍ୟରେ ୨୪ ଘଣ୍ଟା ଯାଏ ଶୀତ ଲହରୀ; ୩୧ରୁ ବର୍ଷା ସମ୍ଭାବନା

ଭୁବନେଶ୍ବର: ଆସନ୍ତା ୨୪ ଘଣ୍ଟା ପର୍ଯ୍ୟନ୍ତ ରାଜ୍ୟରେ ଜାରି ରହିବ ଶୀତ ଲହରୀ। ପ୍ରବଳ ଜାଡ ପାଇଁ ୫ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ।ଝାରସୁଗୁଡ଼ା, ସୁନ୍ଦରଗଡ, ଅନୁଗୁଳ, ଦେବଗଡ଼ ଏବଂ କେନ୍ଦୁଝର କୁ ସତର୍କତା ଜାରି କରାଯାଇଛି। ଉତ୍ତର-ପଶ୍ଚିମ ଦିଗରୁ ରାଜ୍ୟକୁ ବହୁଛି…

ହସ୍ପିଟାଲରେ ଅସୁସ୍ଥ ୧୯ ଦିନର ଶିଶୁକନ୍ୟାକୁ ଛାଡ଼ି ମା’-ବାପା ଫେରାର୍! 

ଭୁବନେଶ୍ବର: ପୁଣି ରାଜଧାନୀରେ ଅଲୋଡା ହେଲା ଶିଶୁ କନ୍ୟା। ଚିକିତ୍ସିତ ହେଉଥିବା ପିଲାକୁ ଛାଡି ଚାଲିଗଲେ ବାପା ମା'। ୧୯ ଦିନର ଶିଶୁକନ୍ୟା ଛାଡି ଛୁ ମାରିଲେ ବାପା ମା'। କ୍ୟାପିଟାଲ ହସ୍ପିଟାଲରେ ଅସୁସ୍ଥ ଛୁଆକୁ ଛାଡି ବାପା ମା' ଚାଲି ଯାଇଥିବା ଅଭିଯୋଗ ହୋଇଛି। ନୟାଗଡରୁ ପିଲାଟିକୁ…

ରାଉରକେଲା ପୋଲିସକୁ ବଡ ସଫଳତା, ନକଲି ଷ୍ଟକ ମାର୍କେଟ ଆପ ଠକେଇରେ ସମ୍ପୃକ୍ତ ୬ ଠକ ଗିରଫ

ରାଉରକେଲା: ରାଉରକେଲା ପୋଲିସକୁ ବଡ଼ ସଫଳତା । ଏକ ଆନ୍ତର୍ଜାତୀୟ ସାଇବର କ୍ରାଇମ ରାକେଟକୁ ଠାବ କରିଛି ଓଡିଶାର ରାଉରକେଲା ପୋଲିସ । ନକଲି ଷ୍ଟକ ମାର୍କେଟ ଆପ ଠକେଇରେ ସମ୍ପୃକ୍ତ ଥିବା ୬ ସାଇବର ଠକଙ୍କୁ ଆଜି ଗିରଫ କରିଛି ପୋଲିସ । ଏଥିରେ ବ୍ୟବହୃତ ହେଉଥିବା ଅନେକ ଆପତ୍ତିଜନକ ସାମଗ୍ରୀ…

୨୦୨୪ ନିର୍ବାଚନୀ ଫାଇଟ୍: ନିର୍ବାଚନ ପ୍ରଭାରୀ ଘୋଷଣା କଲା ବିଜେପି; ବିଜୟପାଲଙ୍କୁ ଓଡ଼ିଶା ଓ ବୈଜୟନ୍ତଙ୍କୁ ୟୁପି…

ଭୁବନେଶ୍ବର: ୨୦୨୪ ନିର୍ବାଚନ ଲଢେଇ ପାଇଁ ବିଜେପିର ରଣନୀତି ପ୍ରସ୍ତୁତ । ଆଜି ବିଭିନ୍ନ ରାଜ୍ୟର ନିର୍ବାଚନ ପ୍ରଭାରୀଙ୍କ ନାମ ଘୋଷଣା କରିଛି ବିଜେପି । ୧୭ଟି ରାଜ୍ୟ ଏବଂ ୬ଟି କେନ୍ଦ୍ର ଶାସିତ ଅଞ୍ଚଳ ପାଇଁ ଘୋଷଣା ହୋଇଛନ୍ତି ପ୍ରଭାରୀ । ତେବେ ଓଡିଶାର ପ୍ରଭାରୀ ଭାବେ ବିଜୟ ପାଲ ସିଂହ…

ବର୍ଷୀୟାନ ସ୍ୱାଧୀନତା ସଂଗ୍ରାମୀ ନୀଳମଣି ସାମଲଙ୍କ ପରଲୋକ

ଯାଜପୁର: ଯାଜପୁର ଜିଲ୍ଲାର ଶତାୟୁ ପୁରୁଷ ତଥା ବର୍ଷୀୟାନ ସ୍ୱାଧୀନତା ସଂଗ୍ରାମୀ ନୀଳମଣି ସାମଲଙ୍କ ପରଲୋକ । କଟକ ବଡ଼ ଡ଼ାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ଆଜି ତାଙ୍କର ପରଲୋକ ଘଟିଥିବା ସୂଚନା ମିଳିଛି । ମୃତ୍ୟୁ ବେଳକୁ ତାଙ୍କୁ ୧୦୨ ବର୍ଷ ବୟସ ହୋଇଥିଲା । ସ୍ୱାଧୀନତା ସଂଗ୍ରାମୀ…

ପ୍ରଧାନମନ୍ତ୍ରୀ ରାହତ କୋଷ ଯୋଜନାରେ ୨.୩୫ କୋଟି ଠକେଇ, ୨ ଅଭିଯୁକ୍ତଙ୍କୁ ୧୦ ବର୍ଷ ଜେଲ

ଭୁବନେଶ୍ବର: ୨.୩୫ କୋଟି ଠକେଇ ଅଭିଯୋଗରେ ୨ଜଣ ଦୋଷୀ ସାବ୍ୟସ୍ତ। ଦୋଷୀ ହେଲେ ବିଜୟ ଭରଦ୍ୱାଜ ଓ ହିମାଂଶୁ ଭଣ୍ଡାରୀ। ବାଲେଶ୍ଵର ଓପିଆଇଡି କୋର୍ଟ ପକ୍ଷରୁ ଏମାନଙ୍କୁ ୧୦ ବର୍ଷ କାରାଦଣ୍ଡରେ ଦଣ୍ଡିତ କରାଯାଇଛି। ଅଭିଯୁକ୍ତଙ୍କୁ ୩ ଲକ୍ଷ ଟଙ୍କାର ଆର୍ଥିକ ଜରିମାନା ଆଦେଶ ଦେଇଛନ୍ତି କୋର୍ଟ।…

ସାଂସଦ ଜୁଏଲ ଓରାମଙ୍କ କାର୍ ଧକ୍କାରେ ଯୁବକ ମୃତ

କାମାକ୍ଷାନଗର: ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ସୁନ୍ଦରଗଡ଼ ସାଂସଦ ଜୁଏଲ ଓରାମଙ୍କ କାର୍ ଧକ୍କାରେ ଯୁବକ ମୃତ । ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ଥାନା ପୁରୁଣା ରେକୁଳା ନିକଟରେ ଏହି ଦୁର୍ଘଟଣା ହୋଇଛି । ମୃତ ବ୍ୟକ୍ତି ଜଣକ ହେଲେ କମଗରାପ।ଟଣା ଗାଁର ସର୍ବେଶ୍ବର ଚୌଧୁରୀ । ଖବର ମୁତାବକ,…

ଲୋକାର୍ପିତ ହେଲା ବହୁ ପ୍ରତିକ୍ଷିତ ସମଲେଇ ପ୍ରକଳ୍ପ

ସମ୍ବଲପୁର: ଲୋକାର୍ପିତ ହେଲା ବହୁ ପ୍ରତିକ୍ଷିତ ସମଲେଇ ପ୍ରକଳ୍ପ । ସମ୍ବଲପୁରରେ ହୋଇଥିବା ମା’ ସମଲେଇ ପ୍ରକଳ୍ପକୁ ଆଜି ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି ଅବସରରେ ମୁଖ୍ୟମନ୍ତ୍ରୀଙ୍କ ସହ ୫ଟି ଏବଂ ନବୀନ ଓଡିଶା ଅଧ୍ୟକ୍ଷ ଭିକେ ପାଣ୍ଡିଆନ୍‌ ଉପସ୍ଥିତ ରହିଥିଲେ ।…

ସମ୍ବଲପୁର ଲୋକସଭା ଆସନ: ସୋସିଆଲ ମିଡ଼ିଆରୁ ବାହାରି ମୈଦାନରେ ଲଢିବେ କି ଧର୍ମେନ୍ଦ୍ର ଓ ବବି

ସମ୍ବଲପୁର: ରାଜନୀତି ଯୁଦ୍ଧ କ୍ଷେତ୍ରରେ ଉଭା ହେବେ କି ସୋସିଆଲ ମିଡି଼ଆରେ ଦୁଇ ଯୋଦ୍ଧା ବୋଲାଉଥିବା ବିଧାୟକ ପ୍ରଣବ ପ୍ରକାଶ ଦାସ ବା ବବି ଭାଇ ଓ କେନ୍ଦ୍ରମନ୍ଦ୍ରୀ ଧର୍ମେନ୍ଦ୍ର ପ୍ରଧାନ ବା ମୁକୁ ଭାଇ। ବବି ଭାଇ ଓ ମୁକୁ ଭାଇଙ୍କୁ ନେଇ ଏବେ ସମ୍ବଲପୁର ରାଜନୀତି ବେଶ ଉଷ୍ମ ହୋଇ ପଡ଼ିଛି।…